Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ମୋଦୀଙ୍କୁ କଟାକ୍ଷ କରୁଥିଲେ ଏବେ ବାରଣାସୀରୁ ଦେବେ ଟକ୍କର, ଜାଣନ୍ତୁ କିଏ ଏହି କମେଡିଆନ୍

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ବିଭିନ୍ନ ଉପାୟରେ ତାଚ୍ଛଲ୍ୟ କରି ସୋଶିଆଲ ମିଡିଆରେ ଲୋକପ୍ରିୟ ହୋଇଥିବା କମେଡିଆନ୍ ଶ୍ୟାମ ରଙ୍ଗିଲା ଏବେ ନିର୍ବାଚନ ଲଢିବେ। ବାରଣାସୀରେ ପ୍ରଧାନମନ୍ତ୍ରୀଙ୍କ ବିପକ୍ଷରେ ପ୍ରାର୍ଥୀ ହେବେ ବୋଲି ଜଣାପଡ଼ିଛି। ହାସ୍ୟ ଅଭିନେତା ଶ୍ୟାମ…

ମୋଷ୍ଟୱାଣ୍ଡେଡ୍ ଗ୍ୟାଙ୍ଗଷ୍ଟାର ଗୋଲ୍ଡି ବ୍ରାରକୁ ଗୁଳି କରି ହତ୍ୟା

ନୂଆଦିଲ୍ଲୀ: ପଞ୍ଜାବୀ ଗାୟକ ସିଦ୍ଧୁ ମୋସେୱାଲା ହତ୍ୟାକାଣ୍ଡର ମୁଖ୍ୟ ସନ୍ଦିଗ୍ଧ ତଥା ମାଷ୍ଟରମାଇଣ୍ଡ ଗୋଲ୍ଡି ବ୍ରାରକୁ ହତ୍ୟା କରାଯାଇଛି । ଆମେରିକୀୟ ଗଣମାଧ୍ୟମରୁ ମିଳିଥିବା ସୂଚନା ଅନୁଯାୟୀ ଗ୍ୟାଙ୍ଗଷ୍ଟାର ଗୋଲ୍ଡି ବ୍ରାରକୁ କିଛି ଅଜଣା ବ୍ୟକ୍ତି ଗୁଳି କରି ହତ୍ୟା କରିଛନ୍ତି ।…

ହିଟ୍ ଆଣ୍ଡ ରନ୍ : ସୁରେଶ ରାଇନାଙ୍କ ୨ ଭାଇଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ କ୍ରିକେଟର ସୁରେଶ ରାଇନାଙ୍କ ମାମୁଁଙ୍କ ଦୁଇ ପୁଅ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଛନ୍ତି। ହିମାଚଳ ପ୍ରଦେଶର କାଙ୍ଗରା ଜିଲ୍ଲାରେ ଏହି ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଅଭିଯୁକ୍ତ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ପୁଲିସ ତାକୁ ଗିରଫ…

ଜମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ବିଏସଏଫ୍ ଯବାନଙ୍କ ଗୁଳିରେ ଅନୁପ୍ରବେଶକାରୀ ନିହତ

ଜମ୍ମୁ କାଶ୍ମୀର: ଅନୁପ୍ରବେଶ ବେଳେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର। ଜମ୍ମୁ କାଶ୍ମୀରର ସାମ୍ବା ସେକ୍ଟରରେ ବୁଧବାର ଏନକାଉଣ୍ଟର ହୋଇଛି। ବିଏସଏଫ୍ ଯବାନଙ୍କ ଗୁଳିରେ ଅନୁପ୍ରବେଶକାରୀ ନିହତ ହୋଇଥିବା ସୂଚନା ମିଳିଛି। ବର୍ତ୍ତମାନ ମଧ୍ୟ ଘଟଣାସ୍ଥଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି।…

ଆସନ୍ତକାଲି ନାମାଙ୍କନ ଦାଖଲର ଶେଷ ତାରିଖ, ଆଜି କଂଗ୍ରେସ ଘୋଷଣା କରିବ ଆମେଠି ଓ ରାୟବରେଲି ଲୋକସଭା ଆସନର ପ୍ରାର୍ଥୀ

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ଦୁଇ ଚର୍ଚ୍ଚିତ ଲୋକସଭା ଆସନ ଆମେଠି ଓ ରାଏବରେଲି ପାଇଁ ଆଜି ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ। ନାମାଙ୍କନ ଦାଖଲର ସମୀୟସୀମା ଆସନ୍ତାକାଲି ଶେଷ ହେଉଛି। ଏହା ପୂର୍ବରୁ ଆଜି କଂଗ୍ରେସ ଏହି ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିବାକୁ ଯାଉଛି। କଂଗ୍ରେସ…

ନିର୍ବାଚନ ବେଳେ ରାହୁଲଙ୍କୁ ପାକିସ୍ତାନର ପୂର୍ବତନ ମନ୍ତ୍ରୀଙ୍କ ପ୍ରଶଂସା, କଡା ଜବାବ ଦେଲା ବିଜେପି

ଇସଲାମାବାଦ: ପାକିସ୍ତାନରେ ଇମ୍ରାନ ଖାନଙ୍କ କ୍ୟାବିନେଟର ପୂର୍ବତନ ମନ୍ତ୍ରୀ ଚୌଧୁରୀ ଫୱାଦ ହୁସେନ ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ରାହୁଲ ଗାନ୍ଧୀଙ୍କ ଏକ ଭିଡିଓ ସେୟାର କରିବା ସହ କଂଗ୍ରେସ ନେତାଙ୍କୁ ପ୍ରଶଂସା କରିବା ପରେ ବିଜେପି ବୁଧବାର କଂଗ୍ରେସ ଉପରେ ଆକ୍ରମଣ କରିଛି। ବିଜେପିର…

ମମତାଙ୍କ ଦଳ ଖରାପ? ଅଧୀର ରଞ୍ଜନ କହିଲେ ଟିଏମସିକୁ ଭୋଟ୍ ଦେବା ଅପେକ୍ଷା ବିଜେପିକୁ ଦେବା ଭଲ

କୋଲକାତା: ବରିଷ୍ଠ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ବୁଧବାର ପଶ୍ଚିମବଙ୍ଗରେ ଏକ ନିର୍ବାଚନୀ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି କହିଛନ୍ତି ଯେ ତୃଣମୂଳ କଂଗ୍ରେସକୁ ଭୋଟ୍ ଦେବା ଅପେକ୍ଷା ବିଜେପିକୁ ଭୋଟ୍ ଦେବା ଭଲ। ପଶ୍ଚିମବଙ୍ଗ କଂଗ୍ରେସ ମୁଖ୍ୟ ତଥା ବହରାମପୁର ଲୋକସଭା ପ୍ରାର୍ଥୀ ଅଧୀର…

ହିନ୍ଦୁ ବିବାହ କେବଳ ନାଚଗୀତ,ଭୋଜିଭାତ କରିବାର ଉତ୍ସବ ନୁହେଁ: ସୁପ୍ରିମ କୋର୍ଟ

ନୂଆଦିଲ୍ଳୀ: ହିନ୍ଦୁ ବିବାହକୁ ନେଇ କିଛି  ଗୁରୁତ୍ବପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି ସୁପ୍ରିମ କୋର୍ଟ । ହିନ୍ଦୁ ବିବାହ କେବଳ ନାଚଗୀତ, ଭୋଜିଭାତ ଓ ମଜାମସ୍ତି କରିବାର ଉତ୍ସବ ନୁହେଁ । ହିନ୍ଦୁ ଧର୍ମ ଅନୁଯାୟୀ ବିବାହ ଏକ ପବିତ୍ର ଅନୁଷ୍ଠାନ । ସାତ ଫେରା ବିନା ଯଦି କୌଣସି ବିବାହ ହେଉଛି…

‘କେହି ଭୟଭୀତ ନାହାନ୍ତି, ୨୪ ଘଣ୍ଟା ମଧ୍ୟରେ ଆମେଠୀ ଓ ରାୟବରେଲି ପାଇଁ ହେବ ପ୍ରାର୍ଥୀ ଘୋଷଣା’

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି । ଭାରତୀୟ ଜନତା ପାର୍ଟି ଏବଂ କଂଗ୍ରେସ ସମେତ ଦେଶର ସମସ୍ତ ରାଜନୈତିକ ଦଳ ନିର୍ବାଚନ ପ୍ରଚାରରେ ଲାଗିପଡିଛନ୍ତି । କିନ୍ତୁ ଏସବୁ ମଧ୍ୟରେ ଦେଶବାସୀ ବିଶେଷ କରି ଆମେଠୀ ଏବଂ ରାୟବରେଲି ର ଜନତାଙ୍କ ନଜର…

ସଲମାନ ଖାନଙ୍କ ଘର ବାହାରେ ଫାୟାରିଂ ମାମଲା, ଆତ୍ମହତ୍ୟା କଲା ମୁଖ୍ୟ ଅଭିଯୁକ୍ତ

ମୁମ୍ବାଇ: ବଲିଉଡ ତାରକା ସଲମାନ ଖାନଙ୍କ ଘର ବାହାରେ ଗୁଳି ମାଡ ଘଟଣାରେ ସାମ୍ନାକୁ ଆସିଛି ଏକ ବଡ ଖବର । ପୋଲିସ କଷ୍ଟଡି ଭିତରେ ଆତ୍ମହତ୍ୟା କରିଛନ୍ତି ଫାୟାରିଂ କେସ୍‌ରେ ଧରାପଡିଥିବା ଜଣେ ଅଭିଯୁକ୍ତ । ଆତ୍ମହତ୍ୟା କରିଥିବା ଅଭିଯୁକ୍ତର ନାମ ଅନୁଜ ଥାପନ ବୋଲି ଜଣାପଡିଛି । ଅଭିଯୁକ୍ତ ଅନୁଜ…