Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

କର୍ଣ୍ଣାଟକ ଯୌନ ଶୋଷଣ ମାମଲା: ଏଚଡି ରେବନ୍ନାଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ବେଙ୍ଗାଲୁରୁ: କର୍ଣ୍ଣାଟକର ପୂର୍ବତନ ମନ୍ତ୍ରୀ ତଥା ଜେଡିଏସ୍ ବିଧାୟକ ଏଚଡି ରେବନ୍ନାଙ୍କୁ ମିଳିଲା ଜାମିନ । ଅପହରଣ ମାମଲାରେ କୋର୍ଟ ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ୫ ଲକ୍ଷ ଟଙ୍କାର ବ୍ୟକ୍ତିଗତ ବଣ୍ଡରେ ଏଚଡି ରେବନ୍ନାଙ୍କୁ ଜାମିନ ପ୍ରଦାନ କରାଯାଇଛି । କର୍ଣ୍ଣାଟକ ଅପହରଣ…

କଂଗ୍ରେସର ବଡ ଘୋଷଣା, ସୋନିଆ କହିଲେ ମହିଳାମାନଙ୍କୁ ପ୍ରତିବର୍ଷ ମିଳିବ ଏକ ଲକ୍ଷ ଟଙ୍କା

ନୂଆଦିଲ୍ଲୀ:  ଦେଶରେ ଲୋକସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ଭୋଟ୍ ଚାଲିଥିବା ବେଳେ ପୂର୍ବତନ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି  । ମହିଳାମାନଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି ସୋନିଆ ଗାନ୍ଧୀ । ସେ ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି ଯେ,…

କେଜ୍ରିଓ୍ୱାଲଙ୍କ ଭଳି ଜାମିନ ମାଗିଲେ ସୋରେନ୍, ମନା କଲେ କୋର୍ଟ

ନୂଆଦିଲ୍ଲୀ: ଜମି ଦୁର୍ନୀତି ମାମଲାରେ ଏବେ ଜେଲରେ ଅଛନ୍ତି ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ । ଏନେଇ ହେମନ୍ତ ସୋରେନଙ୍କ ଜାମିନ ଆବେଦନର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଛି । ହେମନ୍ତ ସୋରେନ୍‌ ଙ୍କ ଜାମିନ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି । ଏହା ସହ ଦିଲ୍ଲୀ…

ମୃତ ଝିଅର ବିବାହ ପାଇଁ ବିଜ୍ଞାପନ ଦେଲେ ପରିବାର

ମାଙ୍ଗାଲୁର: ପୁଅ, ଝିଅଙ୍କ ବିବାହ ପାଇଁ ବାପା, ମାଆ ସର୍ବଦା ଚିନ୍ତିତ ରହିଥାନ୍ତି । ଭଲ ପ୍ରାର୍ଥୀ ପାଇବା ସେମାନେ ସମସ୍ତ ପ୍ରକାର ଚେଷ୍ଟା କରିଥାନ୍ତି । ତେବେ କର୍ଣ୍ଣାଟକର ଏକ ଖବର କାଗଜରେ ଏ ଭଳି ଗୋଟିଏ ବିଜ୍ଞାପନ ବାହାରିଛି ଯାହା ସମସ୍ତଙ୍କୁ ଚକିତ କରିଛି । ଏହି ବିଜ୍ଞାପନରେ ୩୦ ବର୍ଷ…

ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ରେଜଲ୍ଟ, ପାସ୍ କରିଛନ୍ତି ୮୭.୯୮ ପ୍ରତିଶତ ଛାତ୍ରଛାତ୍ରୀ

ଭୁବନେଶ୍ବର: ପ୍ରକାଶ ପାଇଲା ଚଳିତ ବର୍ଷ ସିବିଏସଇ ଦ୍ବାଦଶ ପରୀକ୍ଷା ଫଳ । ଛାତ୍ରଛାତ୍ରୀମାନେ results.cbse.nic.in, cbse.gov.in କିମ୍ବା cbseresults.nic.in ୱେବ୍‌ସାଇଟ୍‌ରୁ ରେଜଲ୍ଟ ଦେଖିପାରିବେ । ଏଥର ମୋଟ ପାସ୍ ହାର ୮୭.୯୮ ପ୍ରତିଶତ ରହିଛି । ଏହା ମଧ୍ୟରୁ ଝିଅଙ୍କ ପାସ୍ ହାର…

ଦେଶରେ ୪ର୍ଥ ପର୍ଯ୍ୟାୟ ଭୋଟ, ୯୬ଟି ସଂସଦୀୟ କ୍ଷେତ୍ର ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ: ଅଷ୍ଟାଦଶ ଲୋକସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ପାଇଁ ଆଜି ମତଦାନ ଆରମ୍ଭ ହୋଇଛି । ୯ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ମୋଟ ୯୬ଟି ସଂସଦୀୟ କ୍ଷେତ୍ର ପାଇଁ ମତଦାନ ଆରମ୍ଭ। ଗ୍ରୀଷ୍ମ ପ୍ରବାହ ଦୃଷ୍ଟିରୁ ଆଗୁଆ ମତଦାନ ପାଇଁ ଧାଡ଼ିରେ ଭୋଟର। ଏହି ପର୍ଯ୍ୟାୟରେ ମୋଟ ୧୭୧୭…

ଭୋଟ ଦେଲେ ମିଳିବ ମାଗଣାରେ ଗୁପଚୁପ, ଜାଣନ୍ତୁ କେଉଁଠି

ଲକ୍ଷ୍ନୌ: ଉତ୍ତରପ୍ରଦେଶ ସହ ପୁରା ଦେଶରେ ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ଆସନ୍ତାକାଲି ହେବାକୁ ଯାଉଛି ଚତୁର୍ଥ ପର୍ଯ୍ୟାୟ ମତଦାନ । ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୧୩ଟି ଆସନ ପାଇଁ ମତଦାନ ହେବ । ଏହାରିଭିତରେ କାନପୁରରେ ମତଦାନର ପ୍ରତିଶତ ବଢାଇବା ପାଇଁ ଜଣେ ବ୍ୟବସାୟୀ ଦେଇଛନ୍ତି…

ଘୁଷୁରୀ କିଡନୀ ଲଗାଇବାର ୨ ମାସ ପରେ ରୋଗୀଙ୍କ ଘଟିଲା ମୃତ୍ୟୁ

ୱାଶିଂଟନ: ଆନୁବଂଶିକ ରୂପରେ ସଂଶୋଧିତ ଘୁଷୁରୀରେ କିଡନୀ ୨ ମାସ ତଳେ ଜଣେ ଅସୁସ୍ଥ ରୋଗୀଙ୍କ ଶରୀରରେ ଲଗା ଯାଇଥିଲା । ଅପରେଶନ ସଫଳ ହୋଇଥିଲା ଏବଂ ଚିକିତ୍ସା ଦୁନିଆରେ ଏହା ନୂତନ ଅଧ୍ୟାୟ ଯୋଡିବ ବୋଲି ଆଶା କରାଯାଇଥିଲା । ତେବେ ସବୁ କିଛି ଠିକଠାକ ଥିବା ସତ୍ୱେ ସମ୍ପୃକ୍ତ ରୋଗୀଜଣଙ୍କ ୨ ମାସ…

ନିର୍ବାଚନର ମାହୋଲ ଭିତରେ ଦିଲ୍ଲୀକୁ ଘାରିଛି ବୋମା ଭୟ, ପ୍ରଥମେ ବିଦ୍ୟାଳୟ ଏବେ ଡାକ୍ତରଖାନା

ନୂଆଦିଲ୍ଲୀ: ନିର୍ବାଚନର ମାହୋଲ ଭିତରେ ଦିଲ୍ଲୀକୁ ଘାରିଛି ବୋମା ଭୟ । କିଛି ଦିନ ତଳେ ଦିଲ୍ଲୀ କେତେକ ସ୍କୁଲକୁ ବୋମାରେ ଉଡେଇଦେବାର ଧମକ ମିଳିଥିବା ବେଳେ ବର୍ତ୍ତମାନ ଦିଲ୍ଲୀର ୨ଟି ବଡ ହସ୍ପିଟାଲକୁ ମିଳିଛି ବୋମାରେ ଉଡେଇ ଦେବାର ଧମକ । ଦିଲ୍ଲୀର ବୁରାଡୀ ସରକାରୀ ଡାକ୍ତରଖାନା ଏବଂ…

କେଜ୍ରିୱାଲଙ୍କ ୧୦ ଗ୍ୟାରେଣ୍ଟି, କ୍ଷମତାକୁ ଆସିଲେ ମିଳିବ ମାଗଣା ବିଜୁଳି

ନୂଆଦିଲ୍ଲୀ: ଜେଲରୁ ବାହାରିବା ପରେ ଦେଶବାସୀଙ୍କୁ ଆପ୍‌ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲଙ୍କ ୧୦ ଗ୍ୟାରେଣ୍ଟି । ଦେଶବାସୀଙ୍କୁ ମାଗଣା ବିଜୁଳି ସହ ଉତ୍ତମ ଶିକ୍ଷା-ସ୍ବାସ୍ଥ୍ୟ ସୁବିଧା ଯୋଗାଇବା ପାଇଁ ଦେଲେ ପ୍ରତିଶୃତି । କେଜ୍ରିୱାଲ କହିଛନ୍ତି ଯେ, କେଜ୍ରିୱାଲଙ୍କ ଗ୍ୟାରେଣ୍ଟି ଏକ ବ୍ରାଣ୍ଡ।…