Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଜାମିନ୍ ମିଳିବା ପ୍ରସଙ୍ଗରେ ହାଇକୋର୍ଟରୁ କେଜ୍ରିୱାଲଙ୍କୁ ଝଟକା, ଜେଲରେ ରହିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ପୁଣି ଅଡୁଆରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଜାମିନ୍ ମିଳିବା ପ୍ରସଙ୍ଗରେ ଦିଲ୍ଲୀ ହାଇକୋର୍ଟରୁ କେଜ୍ରିୱାଲଙ୍କୁ ଝଟକା ମିଳିଛି। ଦିଲ୍ଲୀ ହାଇକୋର୍ଟ ନିମ୍ନ ଅଦାଲତରୁ ମିଳିଥିବା ଜାମିନ ‌ଆବେଦନ ଉପରେ ଦେଇଥିବା ରାୟ ଉପରେ ରୋକ ଲଗାଇଛନ୍ତି। ରୋକ୍ ଲାଗିବା ପରେ…

ସଂସଦରେ ଓଡ଼ିଆ ସାଂସଦଙ୍କ ଶପଥ ଗ୍ରହଣ: ସଂସ୍କୃତରେ ପ୍ରତାପ ଷଡଙ୍ଗୀ ଓ ସାନ୍ତାଳୀ ଭାଷାରେ ଶପଥ ନେଲେ ନବଚରଣ ମାଝୀ

ନୂଆଦିଲ୍ଲୀ: ଆଜି ସଂସଦରେ ଶପଥ ନେଲେ ଓଡ଼ିଆ ସାଂସଦ। ସଂସଦରେ ଶୁଭିଲା ଓଡ଼ିଆ ଅସ୍ମିତାର ସ୍ୱର। ସଂସ୍କୃତ, ସାନ୍ତାଳୀ ଓ ଓଡ଼ିଆ ଭାଷାରେ ଶପଥ ନେଲେ ଓଡ଼ିଶା ସାଂସଦ। ଗତକାଲି କାମଚଳା ବାଚସ୍ପତି ଭାବେ ପ୍ରଥମେ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ଶପଥ ପାଠ କରାଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ…

ଆଜି ସଂସଦରେ ଶପଥ ନେବେ ଓଡ଼ିଶାର ୧୮ ସାଂସଦ

ନୂଆଦିଲ୍ଲୀ/ଭୁବନେଶ୍ୱର: ମୋଦୀ ସରକାରଙ୍କ ତୃତୀୟ ପାଳିର ନୂଆ ମନ୍ତ୍ରିମଣ୍ଡଳ ଗଠନର କିଛିଦିନ ପରେ ଗତକାଲି ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଛି। କାମଚଳା ବାଚସ୍ପତି ଭାବେ ବିଜେପି ସାଂସଦ ଭର୍ତ୍ତୃହରି ମହତାବଙ୍କୁ ପ୍ରଥମେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ…

ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ, ବନ୍ଧୁକ ସହ ମାଓସାମଗ୍ରୀ ଜବତ

ଧମତରୀ: ଓଡ଼ିଶା ସୀମାନ୍ତ ଛତିଶଗଡ଼ରେ ପୋଲିସର ଏନକାଉଣ୍ଟର। ପୋଲିସର ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ। ଧମତରୀ ଜିଲ୍ଲା ମୁହକୋଟ ଆମଝର ଜଙ୍ଗଲରେ ଏନକାଉଣ୍ଟର ହୋଇଥିବା ସୂଚନା ରହିଛି। ସେହିପରି ଅନ୍ୟ ମାଓବାଦୀ ଛତ୍ରଭଙ୍ଗ ଦେଇଥିବା ବେଳେ ଏସଏଲଆର (SLR) ବନ୍ଧୁକ ସହ ମାଓସାମଗ୍ରୀ ଜବତ ହୋଇଛି।…

ଆଜି ବାଚସ୍ପତି ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ ଏନଡିଏ, ଆସନ୍ତାକାଲି ଲୋକସଭା ବାଚସ୍ପତି ନିର୍ବାଚନ

ନୂଆଦିଲ୍ଲୀ: କିଏ ହେବେ ଅଷ୍ଟାଦଶ ଲୋକସଭାର ବାଚସ୍ପତି ?  ବୁଧବାର ବାଚସ୍ପତି ପଦ ଲାଗି ନିର୍ବାଚନ ଅନୁଷ୍ଠିତ ହେବ। ଆଜି ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିବ ଏନଡିଏ। ମଧ୍ୟାହ୍ନ ୧୨ଟା ସୁଦ୍ଧା ନାମାଙ୍କନ ପତ୍ର ଦାଖଲ କରାଯିବାର ସମୟ ଧାର୍ଯ୍ୟ ହୋଇଛି। ଏହି ପଦକୁ ନିଜ ପାଖରେ ରଖିବାକୁ ଚାହୁଁଛି…

ପୃଥିବୀ ନିକଟରେ ଆବିଷ୍କାର ହୋଇଥିବା ଚନ୍ଦ୍ରର ନାମ କ’ଣ ରହିବ? ଆପଣ ଦେଇପାରିବେ ପ୍ରସ୍ତାବ

ନୂଆଦିଲ୍ଲୀ: ଆପଣ କେବେ ଭାବିଛନ୍ତି କି କିପରି ଗ୍ରହ, ଉପଗ୍ରହ, ଉଲକାପିଣ୍ଡ ର ନାମ ମିଳିଥାଏ ଏବଂ ଆପଣ ଏମାନଙ୍କର ନାମକରଣ କରିପାରିବେ? ଇଣ୍ଟରନ୍ୟାସନାଲ ଆଷ୍ଟ୍ରୋନୋମିକାଲ ୟୁନିୟନ (ଆଇଏୟୁ) ଏବେ ଆପଣଙ୍କୁ ସେହି ବିରଳ ସୁଯୋଗ ଦେବାକୁ ନିଷ୍ପତ୍ତି ନେଇଛି। ପୃଥିବୀର ଅର୍ଦ୍ଧଚନ୍ଦ୍ରମାନଙ୍କ…

କାହିଁକି କେରଳର ନାମ କେରଳମ ପରିବର୍ତ୍ତନ କରିବାକୁ ପ୍ରସ୍ତାବ ?

ଥିରୁଅନନ୍ତପୁରମ: କେରଳ ବିଧାନସଭାରେ ସୋମବାର ସର୍ବସମ୍ମତିକ୍ରମେ ଏକ ସଂକଳ୍ପ ପାରିତ ହୋଇ ରାଜ୍ୟର ନାମ 'କେରଳ'ରୁ 'କେରଳମ୍' କରିବା ପାଇଁ ପ୍ରସ୍ତାବ ପାରିତ ହୋଇଛି। ସମ୍ବିଧାନ ସଂଶୋଧନ ଆଣିବାକୁ କେନ୍ଦ୍ର ସରକାରଙ୍କୁ ଏଥିପାଇଁ କେରଳ ସରକାର ଅନୁରୋଧ କରିଛନ୍ତି। ସୋମବାର ରାଜ୍ୟ ବିଧାନସଭାରେ…

୧୦ ଦିନ ପରେ ଜଙ୍ଗଲରୁ ଉଦ୍ଧାର ହେଲେ ଲୁକାସ, ଜୋତାରେ ପାଣି ପିଉଥିଲେ

କାଲିଫୋର୍ଣ୍ଣିଆ: ଲୁକାସ ମ୍ୟାକକ୍ଲେଶ ନାମକ ଯୁବକ ଜୁନ ୧୧ରେ କାଲିଫୋର୍ଣ୍ଣିଆ ଜଙ୍ଗଲ ଏବଂ ସାନ୍ତା କ୍ରୁଜ ପାହାଡ ବୁଲିବାକୁ ଯାଇଥିଲେ । ୩ ଘଂଟା ପର୍ଯ୍ୟନ୍ତ ସେ ଚାଲି ଚାଲି ଜଙ୍ଗଲ ଭିତରକୁ ଯିବା ପରେ ଫେରିବା ବେଳକୁ ଆଉ ବାଟ ପାଇ ନ ଥିଲେ । ୫ ଦିନ ଧରି ସେ ଘରକୁ ନ ଆସିବାରୁ ପରିବାର ଲୋକ…

ସଂସଦରେ ଚାଲିବନି ଏନଡିଏର ମନମାନି, ଆରମ୍ଭରୁ ବିରୋଧୀ ଦେଲେ ବଡ଼ ବାର୍ତ୍ତା

ନୂଆଦିଲ୍ଲୀ: ଅଷ୍ଟାଦଶ ଲୋକସଭାରେ ଗୃହକାର୍ଯ୍ଯ ଚଳାଇବା ଏନଡିଏ ସରକାର ପାଇଁ କାଠିକର ହେବ। ସଦନର ଦୁଇଟି ଗୃହରେ ବିରୋଧୀ ମଜବୁତ ସ୍ଥିତିରେ ଅଛନ୍ତି, ଅନ୍ୟପଟେ ବିଜେପିକୁ ସହଯୋଗୀ ଭରସା। ଆଉ ଦୁଇ ସହଯୋଗୀ ଜେଡିୟୁ, ଟିଡିପି ଉପରେ ବିରୋଧୀ ମଧ୍ୟ ନିଜ ପଟକୁ ଆଣିବାକୁ ପ୍ରୟାସ କରୁଛନ୍ତି। ଯଦି…

ରାଜ୍ୟସଭାରେ ଶାସକ ଦଳର ନେତା ହେଲେ ଜେପି ନଡ୍ଡା, ବର୍ଷ ଶେଷରେ ବିଜେପି ପାଇପାରେ ନୂଆ ସଭାପତି

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଜେପି ନଡ୍ଡା ଆଜି ରାଜ୍ୟସଭାରେ ଗୃହର ନେତା ଭାବେ ନିଯୁକ୍ତ ହୋଇଛନ୍ତି। ପୀୟୂଷ ଗୋୟଲଙ୍କ ସ୍ଥାନରେ କେନ୍ଦ୍ର ମନ୍ତ୍ରୀଙ୍କୁ ଗୃହ ନେତା ଭାବେ ଦାୟିତ୍ୱ ଦିଆଯାଇଛି । ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ବିତୀୟ କାର୍ଯ୍ୟକାଳରେ…