Latest Odisha News
Browsing Category

ଦେଶ ବିଦେଶ

National News, Odishasambad.in

ଆପ୍ ସାଂସଦ ସଞ୍ଜୟ ସିଂହଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ନୂଆଦିଲ୍ଲୀ: ଆପ୍ ନେତା ତଥା ସାଂସଦ ସଞ୍ଜୟ ସିଂଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି । ସଞ୍ଜୟ ସିଂଙ୍କୁ ଆଜି ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ । ଗତ ୬ ମାସରୁ ଅଧିକ ସମୟ ହେବ ସେ ଜେଲ୍ ରେ ଥିଲେ । ବହୁ ଚର୍ଚ୍ଚିତ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଗତ ବର୍ଷ ଅକ୍ଟୋବର…

ବିନା ସର୍ତ୍ତରେ କ୍ଷମା ମାଗିଲେ ରାମଦେବ ବାବା, ‘କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରସ୍ତୁତ ରୁହନ୍ତୁ’:…

ନୂଆଦିଲ୍ଲୀ: ଆଜି ସୁପ୍ରିମକୋର୍ଟରେ ଯୋଗ ଗୁରୁ ବାବା ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ପ୍ରକାଶନ ପ୍ରସଙ୍ଗରେ ସୁପ୍ରିମକୋର୍ଟରେ କ୍ଷମା ପ୍ରାର୍ଥନା କରିଛନ୍ତି । ଉଭୟ କୋର୍ଟରେ ବିନା ସର୍ତ୍ତରେ କ୍ଷମା ପ୍ରାର୍ଥନା କରିଛନ୍ତି । ଯେଉଁଥିପାଇଁ ଉଭୟଙ୍କ…

‘ବିଜେପିରେ ମିଶିବାକୁ ମତେ ଅଫର ଆସିଛି, ନହେଲେ ମୋ ସହ ଆପ୍ ର ଆଉ ୪ ନେତାଙ୍କୁ ଗିରଫ କରିବ ଇଡି’

ନୂଆଦିଲ୍ଲୀ: ବିଜେପି ବିରୁଦ୍ଧରେ ସଙ୍ଗୀନ ଅଭିଯୋଗ ଆଣିଲେ ଦିଲ୍ଲୀ ମନ୍ତ୍ରୀ ତଥା ଆପ୍ ନେତ୍ରୀ ଆତିଶୀ । ସେ କହିଛନ୍ତି, 'ତାଙ୍କୁ ବିଜେପିରେ ମିଶିବାକୁ ଅଫର୍ ଦିଆଯାଇଛି । ଯଦି ସେ ଦଳରେ ସାମିଲ ନ ହୁଅନ୍ତି, ତେବେ ତାଙ୍କୁ ଆସନ୍ତା ଗୋଟିଏ ମାସ ମଧ୍ୟରେ ଇଡି ଗିରଫ କରିନେବ । ଏହା ସହ ଆପ୍ ର ଆଉ…

ବିଜାପୁରରେ ନକ୍ସଲ ଓ ସୁରକ୍ଷାକର୍ମୀ ମୁହାଁମୁହିଁ, ୪ ନକ୍ସଲ ମୃତ

ରାୟପୁର: ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାରେ ଏନକାଉଣ୍ଟର । କମ୍ବିଂ ଅପରେସନ ଚାଲିଥିବାବେଳେ ସୁରକ୍ଷାବାହିନୀ ଓ ନକ୍ସଲ ମୁହାଁମୁହିଁ । ସୁରକ୍ଷାବାହିନୀ ଗୁଳିରେ ୪ ଜଣ ନକ୍ସଲ ନିହତ ହୋଇଥିବା ଜଣାପଡିଛି । ଘଟଣାସ୍ଥଳରୁ ବହୁ ମାଓ ସମଗ୍ରୀ ଜବତ କରିଛି ସୁରକ୍ଷାବଳ । ସୂଚନା ମୁତାବକ,…

ତିହାର ଜେଲ୍‌ ରେ କେଜ୍ରିୱାଲ, ପଢିବାକୁ ଭଗବତ୍ ଗୀତା ଓ ରାମାୟଣ ମାଗିଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ୧୫ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ତାଙ୍କୁ ତିହାରର ୨ ନମ୍ବର ଜେଲେରେ ରଖାଯାଇଛି । ବ୍ୟାରେକ୍ ପରିବର୍ତ୍ତେ ତାଙ୍କୁ ସେଲ୍ ରେ ରଖାଯଆଇଛି ସେଠାରେ ସେ ଏକୁଟିଆ ରହିବେ । ପ୍ରଥମେ…

ଆଉ ଚାଲିବନି ପେଟ୍ରୋଲ-ଡିଜେଲ୍‌ ଗାଡ଼ି: ନୀତିନ ଗଡ଼କରୀ

ନୂଆଦିଲ୍ଲୀ: ଦେଶରୁ ମୁକ୍ତ ହେବ ପେଟ୍ରୋଲ ଏବଂ ଡିଜେଲ ଗାଡ଼ି। ଏନେଇ ସଡକ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ପ୍ରତିଶ୍ରୁତି ଦେଇଛନ୍ତି। ପେଟ୍ରୋଲ ଏବଂ ଡିଜେଲରେ ଚାଲୁଥିବା ଗାଡିରୁ ଭାରତ ମୁକ୍ତ ହୋଇପାରିବ କି ନାହିଁ, ଏହି ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି‌ ଏହା ଶତପ୍ରତିଶତ ସମ୍ଭବ।…

ଜ୍ଞାନବାପି ମସଜିଦର ବ୍ୟାସ ବେସମେଣ୍ଟରେ ଜାରି ରହିବ ପୂଜାର୍ଚ୍ଚନା: ସୁପ୍ରିମକୋର୍ଟ

ଲକ୍ଷ୍ନୌ: ଜ୍ଞାନବାପି ମସଜିଦର ବ୍ୟାସ ବେସମେଣ୍ଟରେ ହିନ୍ଦୁମାନଙ୍କର ପୂଜା କରିବାକୁ ବିରୋଧରେ ମସଜିଦ୍ କମିଟିର ଆବେଦନକୁ ଖାରଜ କରିଛନ୍ତି ମାନ୍ୟବର ସୁପ୍ରିମକୋର୍ଟ । ମାନ୍ୟବର ସୁପ୍ରିମ୍ କୋର୍ଟ ଜ୍ଞାନବାପିର ବ୍ୟାସ ବେସମେଣ୍ଟରେ ଜାରି ରହିଥିବା ପୂଜା ଉପରେ ପ୍ରତିବନ୍ଧକ ଲଗାଇବାକୁ ମନା…

ଆରବିଆଇର ୯୦ତମ ଜନ୍ମଦିନରେ ଜାରିହେଲା ୯୦ ଟଙ୍କିଆ କଏନ୍

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ୯୦ ତମ ବାର୍ଷିକ ଉତ୍ସବ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ସ୍ୱତନ୍ତ୍ର କଏନ୍‌ ବା ମୁଦ୍ରା ଜାରି କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୯୦ ଟଙ୍କିଆ କଏନ ଉନ୍ମୋଚନ କରିଛନ୍ତି । ୯୯.୯୯% ଶୁଦ୍ଧ ରୂପାରେ…

ଏସବିଆଇ ଗ୍ରାହକଙ୍କୁ ବଡ ଝଟକା, କାମ କରୁନି ଏସବିଆଇ ୟୁପିଆଇ ସର୍ଭିସ

ନୂଆଦିଲ୍ଲୀ: ଏସବିଆଇ ଗ୍ରାହକଙ୍କୁ ବଡ ଝଟକା । କାମ କରୁନି ଏସବିଆଇ ୟୁପିଆଇ ସର୍ଭିସ । ଷ୍ଟେଟ ବ୍ୟାଙ୍କର ବିଭିନ୍ନ ଡିଜିଟାଲ ସେବା ବ୍ୟବହାର କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଗ୍ରାହକ । ଯାହା ଫଳରେ ବ୍ୟାଙ୍କର କୋଟି କୋଟି ଗ୍ରାହକ ଅନଲାଇନ ଟ୍ରାଞ୍ଜାକ୍ସନ କରି ପାରୁନାହାନ୍ତି । ଏ ନେଇ…

ତିହାର ଜେଲରେ କେଜ୍ରିୱାଲଙ୍କ ଡିମାଣ୍ଡ, ଜେଲ୍‌ରେ ମିଳିବ ଏହିସବୁ ସୁବିଧା !

ନୂଆଦିଲ୍ଲୀ: ବହୁଚର୍ଚ୍ଚିତ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଆଜି ବି ରାଉଜ ଆଭେନ୍ୟୁ କୋର୍ଟରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ମିଳିଲାନି ଆଶ୍ବସ୍ତି । ଇଡିର ରିମାଣ୍ଡ ଅବଧି ଶେଷ ହେବା ପରେ ଆସନ୍ତା ୧୫ ଏପ୍ରିଲ ପର୍ଯ୍ୟନ୍ତ ଜେଲରେ ରହିବାକୁ କୋର୍ଟ ନିର୍ଦ୍ଦେଶ…