Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଜେଲରେ କେମିତି କଟିଲା ହେମନ୍ତଙ୍କ ପ୍ରଥମ ରାତି, ରାତ୍ରୀ ଭୋଜନରେ କ’ଣ ଖାଇଥିଲେ ହେମନ୍ତ

ରାଞ୍ଚି: ଜମି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଗୋଟିଏ ଦିନ ପାଇଁ ରାଞ୍ଚିର ବିର୍ସା ମୁଣ୍ଡା ସେଣ୍ଟ୍ରାଲ ଜେଲରେ ରଖାଯାଇଥିଲା । ଜମି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ହେମନ୍ତ ସୋରେନଙ୍କୁ ଗତକାଲି ରାତି ବିର୍ସା ମୁଣ୍ଡା…

ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଅମୃତ ଉଦ୍ୟାନ, ଜାଣନ୍ତୁ କେମିତି କରିବେ ବୁକିଂ

ନୂଆଦିଲ୍ଲୀ: ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ । ପର୍ଯ୍ୟଟକମାନେ ସକାଳ ୧୦ ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଅମୃତ ଉଦ୍ୟାନ ପରିଦର୍ଶନ କରିପାରିବେ । ଅପରାହ୍ନ ୪ ଟା ପରେ ପର୍ଯ୍ୟଟକମାନଙ୍କୁ ଉଦ୍ୟାନ ମଧ୍ୟକୁ ପ୍ରବେଶ ଅନୁମତି ଦିଆଯିବ ନାହିଁ । ଉତ୍ତର…

ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଚମ୍ପାଇ ସୋରେନ

ରାଞ୍ଚି: ଝାଡ଼ଣ୍ଡରରେ ଚାଲିଥିବା ରାଜନୈତିକ ଡ୍ରାମା ଉପରେ ପୂର୍ଣ୍ଣଛେଦ ପଡ଼ିଛି । ଆଜି ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଜେଏମଏମ୍ ନେତା ଚମ୍ପଇ ସୋରେନ । ବିଧାୟକ ଦଳର ନେତା ହେବା ପରେ ଗୁରୁବାର ରାତିରେ ରାଜ୍ୟପାଳ ସିପି ରାଧାକୃଷ୍ଣଙ୍କୁ ଭେଟି ସରକାର ଗଠନ କରିବାକୁ ଦାବି…

୨୦୦୦ ଟଙ୍କିଆ ନୋଟକୁ ନେଇ ବଡ଼ ଅପଡେଟ ଦେଲା RBI

ନୂଆଦିଲ୍ଲୀ: ବିମୁଦ୍ରୀକରଣ ସମୟରେ ୨୦୦୦ ଟଙ୍କିଆ ନୋଟର ପ୍ରଚଳନ ଆରମ୍ଭ ହୋଇଥିଲା। ପରେ ସରକାର ମଧ୍ୟ ଏହାକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଥିଲେ। ଏହି କ୍ରମରେ RBI ଗତ ବର୍ଷ ମଇ ମାସରେ ଘୋଷଣା କରିଥିଲେ। ଏ ସମ୍ପର୍କରେ ବର୍ତ୍ତମାନ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଗୁରୁବାର ଦିନ କହିଛି ଯେ…

ଝାଡ଼ଖଣ୍ଡରେ କାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ପାରନ୍ତି ଚମ୍ପାଇ ସୋରେନ

ନୂଆଦିଲ୍ଲୀ: ଝାଡ଼ଖଣ୍ଡରେ ଲାଗି ରହିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ସରକାର ଗଠନକୁ ନେଇ ଆସିଛି ନୂଆ ଅପଡେଟ। ସଦ୍ୟ ସୂଚନା ଅନୁଯାୟୀ ନୂତନ ସରକାର ଗଠନ ପାଇଁ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ ଚମ୍ପାଇ ସୋରେନଙ୍କୁ ସରକାର ଗଠନ ପାଇଁ ଆମନ୍ତ୍ରଣ କରିଛନ୍ତି। ତେବେ ଚମ୍ପାଇ ସୋରେନଙ୍କ ଶପଥ ଗ୍ରହଣ…

ଅନ୍ତରୀଣ ବଜେଟ୍: ପ୍ରତିରକ୍ଷା କ୍ଷେତ୍ରକୁ ମିଳିଲା କେତେ?

ନୂଆଦିଲ୍ଲୀ: ଗୁରୁବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ୨୦୨୪-୨୫ ଉପସ୍ଥାପନ କରିବା ବେଳେ ପ୍ରତିରକ୍ଷା ବିଭାଗ ପାଇଁ କିଛି ବିଶେଷ ଚିନ୍ତା କରିଛନ୍ତି। ଅନ୍ତରୀଣ ବଜେଟରେ ପ୍ରତିରକ୍ଷା କ୍ଷେତ୍ର ପାଇଁ ସରକାର ୬.୨୧ ଲକ୍ଷ କୋଟି ଟଙ୍କା ଆବଣ୍ଟନ କରିଛନ୍ତି। ଏଥର ପ୍ରତିରକ୍ଷା ବଜେଟ୍…

ନିର୍ବାଚନ ପୂର୍ବରୁ ପାକିସ୍ତାନରେ ପେଟ୍ରୋଲ ଡିଜେଲ ଦର ଆଶାତୀତ ବୃଦ୍ଧି

ଇସଲାମାବାଦ: ପାକିସ୍ତାନରେ ନିର୍ବାଚନ ପୂର୍ବରୁ ପେଟ୍ରେଲ ଓ ଡିଜେଲ ଦର ଆକାଶ ଛୁଆଁ। ପେଟ୍ରୋଲ ଲିଟର ପିଛା ୧୩ଟଙ୍କା ୫୫ପଇସା ବୃଦ୍ଧି କରାଯାଇଛି। ତେବେ ବର୍ତ୍ତମାନ ପାକିସ୍ତାନରେ ପେଟ୍ରୋଲ ଦର ୨୫୯.୩୪ରୁ ୨୭୯.୮୯ଟଙ୍କାକୁ ବୃଦ୍ଧି ପାଇଛି। ହାଇ ସ୍ପିଡ୍ ଡିଜେଲ (HSD)ର ମୂଲ୍ୟ ପିକେଆର ୨.୭୫…

ବଜେଟ୍ ଅର୍ଥ କେଉଁ ସୂତ୍ରରୁ ଆସେ ଅର୍ଥ, କେମିତି ହୁଏ ଖର୍ଚ୍ଚ

ନୂଆଦିଲ୍ଲୀ: ସଂସଦରେ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ବଜେଟ୍‌ରେ ସମାଜର ସବୁ ବର୍ଗର ଲୋକଙ୍କ ବିକାଶ ପାଇଁ ବ୍ୟବସ୍ଥା ହୋଇଛି। ସବ୍‌କା ସାଥ ମନ୍ତ୍ରରେ ଦେଶ ଆଗେଇ ଚାଲିଛି । ୨୦୪୭ ସୁଦ୍ଧା ବିକଶିତ ଭାରତ ଆମର ମୂଳ ଲକ୍ଷ୍ୟ ବୋଲି କହିଛନ୍ତି ଅର୍ଥମନ୍ତ୍ରୀ। ତେବେ…

ଜେଲ ହାଜତରେ ରାତି କାଟିବେ ହେମନ୍ତ ସୋରେନ, କାଲି ହୋଇପାରେ ରିମାଣ୍ଡ ଶୁଣାଣି 

ନୂଆଦିଲ୍ଲୀ: ଜମି ଘୋଟାଲା ମାମଲାରେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗିରଫ ହୋଇଛନ୍ତି। ତାଙ୍କ ନ୍ୟାୟିକ ହେପାଜତକୁ ଆଉ ଗୋଟିଏ ଦିନ ବୃଦ୍ଧି କରାଯାଇଛି। ଆଜି ଗୋଟିଏ ଦିନ ପାଇଁ ଜେଲରେ ରାତି କଟାଇବେ ହେମନ୍ତ । ସେ ସଂଘର୍ଷ ଜାରି ରଖିବେ ବୋଲି କହିଛନ୍ତି। ତଦନ୍ତକାରୀ…

ବଜେଟ ପରେ ବଢିଲା ମହଙ୍ଗା ଭତ୍ତା !, ଦରମାର ଏତିକି ପ୍ରତିଶତ ମିଳିବ ଟଙ୍କା

ନୂଆଦିଲ୍ଲୀ: ମଧ୍ୟବର୍ତ୍ତିକାଳୀନ ବଜେଟ ପରେ କେନ୍ଦ୍ରୀୟ କର୍ମଚାରୀଙ୍କୁ ଏକ ବହୁତ ବଡ଼ ଖୁସି ଖବର ଦେଇଛନ୍ତି ସରକାର। କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବଢିବା ନେଇ ସୂଚନା ସାମ୍ନାକୁ ଆସିଛି। ଏହି ମହଙ୍ଗା ଭତ୍ତା ବଢିବା ପରେ କେନ୍ଦ୍ରୀୟ ସରକାରୀ କର୍ମଚାରୀମାନେ ୫୦…