Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

କ୍ଷୟ ହେଉଛି ମହାକାଳେଶ୍ବର ଶିବ ଲିଙ୍ଗ, ଯାଞ୍ଚ ପାଇଁ ଗଲା ପୂଜା ସାମଗ୍ରୀ

ଭୋପାଳ: କ'ଣ ବନ୍ଦ ହୋଇଯିବ କି ମହାକାଳେଶ୍ବରଙ୍କର ଭାଙ୍ଗ ଶୃଙ୍ଗାର? ବିଭିନ୍ନ ପ୍ରକାର ପୂଜା ପଦ୍ଧତି ରୁ କ'ଣ ବଞ୍ଚିତ ହେବେ ମହାକାଳ? ଏବେ ଭକ୍ତ ଓ ସେବାୟତ ଙ୍କ ମନରେ ଏପରି ଅନେକ ପ୍ରଶ୍ନ । କାରଣ ଧିରେ ଧିରେ କ୍ଷୟ ହେଉଛି ମଧ୍ୟପ୍ରଦେଶର ଉଜୈନରେ ଥିବା ମହାକାଳେଶ୍ୱର ମନ୍ଦିରର ଶିବ ଲିଙ୍ଗ ।…

ଭୟ ଦେଖାଇଲାଣି କରୋନା: ପ୍ରତି ତିନି ମାସରେ ହେବ ଡାକ୍ତରଖାନାର ସମୀକ୍ଷା: ସ୍ଵାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ; ଦେଶରେ ପୁଣି କାୟା ବିସ୍ତାର କରୁଛି କରୋନା। ବଢି ଚାଲିଥିବା କରୋନା ସ୍ଥିତି ନେଇ ଉଚ୍ଚସ୍ତରୀୟ ବୈଠକ ଡାକିଥିଲା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ। ବୈଠକରେ ସବୁ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ କୋଭିଡ ମୁକାବିଲା ନେଇ ଆଲୋଚନା କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ…

ଉପରାଷ୍ଟ୍ରପତିଙ୍କୁ ବ୍ୟଙ୍ଗ, ରାଷ୍ଟ୍ରପତିଙ୍କ ଉଦବେଗ, ଧନକଡଙ୍କୁ ଫୋନ କରି ଦୁଃଖ ପ୍ରକାଶ କଲେ ମୋଦୀ

ନୂଆଦିଲ୍ଲୀ: ଉପରାଷ୍ଟ୍ରପତିଙ୍କୁ ବ୍ୟଙ୍ଗ, ରାଷ୍ଟ୍ରପତିଙ୍କ ଉଦବେଗ । ସଂସଦ ପରିସରରେ ଉପରାଷ୍ଟ୍ରପତି ଜଗଦୀପ ଧନକଡଙ୍କୁ ବ୍ୟଙ୍ଗ କରିବା ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପିତ ମୁର୍ମୁ ତାଙ୍କ ସୋସିଆl ମିଡିଆ ପ୍ଲାଟଫର୍ମ ଏକ୍ସରେ ଲେଖିଛନ୍ତି ଯେ,…

ମମତାଙ୍କ ପରେ ତାଙ୍କ ପୁତୁରା ଅଭିଷେକ ହେବେ ଟିଏମସି ମୁଖ୍ୟ, ଜାଣନ୍ତୁ କାହିଁକି ଏପରି କହିଲେ ଟିଏମସି ମୁଖପାତ୍ର କୁନାଲ…

କୋଲକାତା: ୧୯୯୮ରେ ଯେତେବେଳେ ମମତା ବାନାର୍ଜୀ କଂଗ୍ରେସ ଛାଡି ତୃଣମୁଳ କଂଗ୍ରେସ ଗଠନ କରିଥିଲେ, ସେତେବେଳେ କଂଗ୍ରେସର ବହୁ ବଡ ବଡ ନେତା ତାଙ୍କ ସହ ତୃଣମୁଳ କଂଗ୍ରେସରେ ଯୋଗ ଦେଇଥିଲେ। ଦୀର୍ଘ ଦିନର ପ୍ରତୀକ୍ଷା ପରେ ଯେତେବେଳେ ତୃଣମୁଳ କଂଗ୍ରେସ ୨୦୧୧ରେ ବେଙ୍ଗଲରେ କ୍ଷମତା ହାସଲ କଲା,…

ଦେଶର ସବୁଠାରୁ ଧନୀ ମହିଳା, ଯିଏ ଅମ୍ବାନୀ ଓ ଆଦାନୀକୁ ମଧ୍ୟ ପଛରେ ପକାଇଛନ୍ତି, ଜାଣନ୍ତୁ କିଏ ସେ

ନୂଆଦିଲ୍ଲୀ: ସବୁଠାରୁ ଧନୀ ବ୍ୟବସାୟୀ ମୁକେଶ ଅମ୍ବାନୀ ଏବଂ ଗୌତମ ଆଦାନୀଙ୍କୁ ପଛରେ ପକାଇ ବର୍ତ୍ତମାନ ଦେଶର ସବୁଠାରୁ ଧନୀ ମହିଳା ହେଉଛନ୍ତି ସାବିତ୍ରୀ ଜିନ୍ଦଲ। ଚଳିତବର୍ଷ ଜିନ୍ଦଲର ସମ୍ପତି ଏତେ ପରିମାଣରେ ବୃଦ୍ଧି ପାଇଛି ଯେ ଅମ୍ବାନୀ-ଆଦାନୀଙ୍କ ସମେତ ଦେଶର ଅନେକ ଧନୀ ବ୍ୟବସାୟୀଙ୍କୁ ପଛରେ…

କେରଳ ପରେ ଆଉ ଦୁଇ ରାଜ୍ୟରେ ମିଳିଲା ଜେଏନ-୧ ଭାରିଏଣ୍ଟ; ୯ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଗୁଣ ବୃଦ୍ଧି

ନୂଆଦିଲ୍ଲୀ: ପୁଣି କଡ ଲେଉଟାଇଲାଣି କରୋନା  । ଡିସେମ୍ବର ୧୧ ତାରିଖରେ ଦେଶରେ କରୋନା ଆକ୍ଟିଭ କେସ ୯୩୮ ଥିବାବେଳେ  ମଙ୍ଗଳବାର ଅର୍ଥାତ ଡିସେମ୍ବର ୧୯ ତାରିଖରେ ଏହି ସଂଖ୍ୟା ବୃଦ୍ଧି ପାଇ ୨ ହଜାରରେ ପହଞ୍ଚି ଯାଇଛି । ଅର୍ଥାତ ୯ ଦିନରେ ଏହାର ସଂଖ୍ୟା ୨ ଗୁଣ ବୃଦ୍ଧି ପାଇଛି । କେରଳରେ ଜେଏନ୧…

ଆରମ୍ଭ ହେବ ଭାରତ ଯୋଡୋ ଯାତ୍ରାର ୨ୟ ଚରଣ: ଏଥର ଉତ୍ତର ଭାରତ ଉପରେ ଫୋକସ

ନୂଆଦିଲ୍ଲୀ:ଲୋକସଭା ନିର୍ବାଚନ ପୂର୍ବରୁ ବିରୋଧୀ ଦଳ ବିଜେପିକୁ ମାତ ଦେବାପାଇଁ ସଜବାଜ ହେଲାଣି  । ଏହିକ୍ରମରେ ଇଣ୍ଡିଆ ମେଣ୍ଟ ସବୁ ରାଜ୍ୟରେ ନିର୍ବାଚନ ଲଢିବା ପାଇଁ ପ୍ରସ୍ତୁତି କରିଛି । ଏପଟେ କଂଗ୍ରେସ ୨୦୨୪ ଜାନୁଆରୀ ପ୍ରଥମ ସପ୍ତାହରୁ ଭାରତ ଯୋଡୋ ଯାତ୍ରାର ୨ୟ ପର୍ଯ୍ୟାୟ ଆରମ୍ଭ…

ନିର୍ବାଚନ ପୂର୍ବରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ବଡ ଝଟକା: ରାଷ୍ଟ୍ରପତି ପଦ ପାଇଁ ଅଯୋଗ୍ୟ ଘୋଷିତ, ଭୋଟ ବି ଦେଇ…

ୱାଶିଂଟନ:ଆମେରିକାରେ ଆସନ୍ତା ବର୍ଷ ହେବ ରାଷ୍ଟ୍ରପତି ନିର୍ବାଚନ । ହେଲେ ତା ପୂର୍ବରୁ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ବଡ ଝଟକା ।  କ୍ୟାପିଟାଲ ହିଂସା ମାମଲାରେ ଆମେରିକାର କୋଲୋରାଡୋ କାର୍ଟ ତାଙ୍କର ରାୟ ଶୁଣାଇଛନ୍ତି । ଏହି ରାୟ ଅନୁସାରେ କୋର୍ଟ ଡୋନାଲ୍ଡ ଟ୍ରମ୍ପଙ୍କୁ…

ଥଣ୍ଡା, ଜ୍ୱର ହେଲେ କରାନ୍ତୁ କରୋନା ଟେଷ୍ଟ

ଭୁବନେଶ୍ୱର: ପୁଣି ଚିନ୍ତା ବଢାଇଲାଣିି କରୋନା । ଥଣ୍ଡା, ଜ୍ୱର ଓ କାଶ ହେଲେ ତୁରନ୍ତ କରୋନା ଟେଷ୍ଟ କରାନ୍ତୁ । କରୋନାର ସବ୍‌ଭ୍ୟାରିଏଣ୍ଟ ଜେଏନ୍ ୧ କର୍ନାଟକ ଓ କେରଳରେ ଚିହ୍ନଟ ହେବା ପରେ ପୁଣି ଭୟ ବଢ଼ିଛି । ଏହାକୁ ନେଇ ଲୋକେ ଭୟଭୀତ ମଧ୍ୟ ହୋଇପଡ଼ିଛନ୍ତି । ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର…

ନିର୍ବାଚନ ଲଢ଼ିବେ କଙ୍ଗନା; ସ୍ପଷ୍ଟ କଲେ ବାପା

ନୂଆଦିଲ୍ଲୀ: ନିର୍ବାଚନ ଲଢିବେ ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ । ଏହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । ଏବେ ତାଙ୍କ ବାପା ଅମରଦୀପ ଏହି ଚର୍ଚ୍ଚା ଉପରେ ପୁନଃଚ୍ଛେଦ ପକାଇ ଦେଇଛନ୍ତି । କଙ୍ଗନାଙ୍କ ବାପା ଝିଅ ଲୋକସଭା ନିର୍ବାଚନ ଲଢ଼ିବା କଥା ସ୍ପଷ୍ଟ କରିଛନ୍ତି । ତେବେ ଝିଅ କଙ୍ଗନା କେଉଁ…