Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଆଜି ରାଷ୍ଟ୍ରୀୟ ଏକତା ଦିବସ, ଲୌହ ମାନବ ସର୍ଦ୍ଦା ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଜୟନ୍ତୀ

ନୂଆଦିଲ୍ଲୀ: ଆଜି ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଜୟନ୍ତୀ । ଆଜିର ଦିନକୁ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରାଯାଉଛି । ଆଜି ସାରା ଦେଶରେ ରନ୍ ଫର ୟୁନିଟି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ବିବିଧତା ମଧ୍ୟରେ ଏକତାର ଭାବନାକୁ ପ୍ରୋତ୍ସାହିତକରିବା ଏବଂ ଜାତୀୟ ଅଖଣ୍ଡତାକୁ…

ସିସୋଦିଆଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା ପରେ କେଜ୍ରିଓ୍ବାଲଙ୍କୁ ଇଡିର ସମନ

ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲଙ୍କୁ ନଭେମ୍ବର 2 ତାରିଖରେ ପଚରାଉଚରା ପାଇଁ ସମନ କରିଛି। ଚଳିତ ମାସ ପ୍ରାରମ୍ଭରେ ଇଡି ସୁପ୍ରିମକୋର୍ଟରେ ଦାଖଲ କରିଥିବା ତଥ୍ୟ ଅନୁଯାୟୀ ମଦ ଦୁର୍ନୀତିରେ ଯେଉଁ…

ଭୟଙ୍କର ଦୁର୍ଘଟଣା, ଅକାଳରେ ଚାଲିଗଲା ଗୋଟିଏ ପରିବାରର ୫ଜଣଙ୍କ ଜୀବନ

ଲକ୍ଷ୍ନୌ: ଉତ୍ତରପ୍ରଦେଶରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭରସ୍ୟାମ ହରାଇ ଗଛରେ ପିଟିହେଲା କାର । ଅକାଳରେ ଚାଲିଗଲା ଗୋଟିଏ ପରିବାରର ୫ଜଣଙ୍କ ଜୀବନ । ଆଜି ସକାଳେ ଉତ୍ତରପ୍ରଦେଶର ହାରଡୋଇ ଅଞ୍ଚଳରେ ଘଟିଛି ଏଭଳି ଏକ ମର୍ମନ୍ତୁଦ ଦୁର୍ଘଟଣା । ମୃତକଙ୍କ ପରିଚୟ ମିଳିନଥିବା ବେଳେ ପୋଲିସ…

ନିର୍ବାଚନ ଲଢିବେ ସୁପରଷ୍ଟାର ପୱନ ସିଂ

ପାଟନା: ଆଗାମୀ ନିର୍ବାଚନ ଲଢିବେ ସୁପରଷ୍ଟାର ପୱନ ସିଂ । ସେ ଆରାରୁ ଲୋକସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି । ବର୍ତ୍ତମାନ ପୱନ ସିଂ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ କୌଣସି ଦାବି କରିନାହାଁନ୍ତି । କିନ୍ତୁ ଯେତେବେଳେ ତାଙ୍କୁ…

ଦୀପାବଳୀରେ କାହିଁକି ଜଳାଯାଏ ମାଟି ଦୀପ? ଜାଣନ୍ତୁ କ’ଣ ରହିଛି ଏହାର ମହତ୍ତ୍ବ…

ନୂଆଦିଲ୍ଲୀ: ହିନ୍ଦୁ ଧର୍ମରେ ଦିପାବଳୀର ବିଶେଷ ମହତ୍ତ୍ବ ରହିଛି । ଏହି ଦିନ ରୀତିନୀତି ଅନୁଯାୟୀ ଦେବୀ ଲକ୍ଷ୍ମୀ ଏବଂ ପ୍ରଭୁ ବିଘ୍ନବିନାଶକଙ୍କୁ ପୂଜା କରାଯାଏ । ଏହା ପୂର୍ବରୁ ଘକୁ ସୁଦ୍ଧପୂତ ଭାବେ ସଫା କରି ଲୋକମାନେ ନୂତନ ପୋଷାକ ପିନ୍ଧନ୍ତି । ରଙ୍ଗୋଲିରେ ସମଗ୍ର ଘରକୁ ସଜାନ୍ତି, ଏହା ପରେ…

ବିଦା ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ସିନ୍ଦେ, ବିଜେପି କହୁଛି ଯେମିତି ହେଲେ ରଖିବୁ!

ଭୁବନେଶ୍ୱର: ସିନ୍ଦେ ଗୋଷ୍ଠୀ ବିଧାୟକଙ୍କ ଅଯୋଗ୍ୟ ଘୋଷଣା ସମ୍ପର୍କିତ ନିଷ୍ପତ୍ତି ଶୁଣାଣି ପ୍ରସଙ୍ଗକୁ ନେଇ ରାଜନୀତି ଥମିବାର ନାଁ ନେଉନି। ଏହି ଶୁଣାଣିରେ ବହୁ ବିଳମ୍ବକୁ ନେଇ ସୁପ୍ରିମକୋର୍ଟ ମହାରାଷ୍ଟ୍ର ବାଚସ୍ପତିଙ୍କୁ କଡା ସମାଲୋଚନା କରିଥିବା ବେଳେ ତୁରନ୍ତ ଏହି ମାମଲାର ଫଇସଲା କରିବାକୁ…

ଛତିଶଗଡ ନିର୍ବାଚନ-୨୦୨୩: ଖୈରାଗଡରେ ପ୍ରିୟଙ୍କାଙ୍କ ୮ଟି ବଡ ପ୍ରତିଶ୍ରୁତି

ରାୟପୁର: ବିଧାନସଭା ନିର୍ବାଚନ-୨୦୨୩ ପାଇଁ ଛତିଶଗଡରେ ବିଭିନ୍ନ ଦଳ ପକ୍ଷରୁ ଆରମ୍ଭ ହୋଇଯାଇଛି ଜୋରଦାର ନିର୍ବାଚନୀ ପ୍ରଚାର । ଏଭଳି ପରିସ୍ଥିତିରେ ଛତିଶଗଡରେ ଜିତିବା ପାଇଁ କଂଗ୍ରେସ ନିଜର ସମସ୍ତ ଶକ୍ତି ଲଗାଉଥିବା ଦେଖିବାକୁ ମିଳିଛି । ଦଳ ପକ୍ଷରୁ ପ୍ରଥମ ଦିନରେ ଦୁଇ ଦିନିଆ ଛତିଶଗଡ ଗସ୍ତରେ…

ଆସନ୍ତୁ ଜାଣିବା କାହିଁକି ସମାଲୋଚିତ ହେଉଛନ୍ତି ନେତ୍ୟାନେହୁଙ୍କ ପରିବାର

ତେଲ ଅବୀବ: ହମାସ ବିପକ୍ଷ ଯୁଦ୍ଧ ବେଳେ ହଠାତ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତ୍ୟାନେହୁ ଓ ତାଙ୍କ ପରିବାରଙ୍କୁ କଡା ସମାଲୋଚନା କରାଯାଉଛି । ଯୁଦ୍ଧ ପରି ମାରାତ୍ମକ ପରିସ୍ଥିତି ସମୟରେ ଏହି ସମାଲୋଚନା କାହିଁକି କରାଯାଇଛି ଆସନ୍ତୁ ଜାଣିବା । ନେତ୍ୟାନେହୁ ଓ ତାଙ୍କ ପତ୍ନୀ ସେମାନଙ୍କ…

ଦୁର୍ଘଟଣା ପରେ ପୁଣି ଟ୍ରାକରେ ଗଡିଲା ଟ୍ରେନ

ବିଜୟନଗରମ: ଦୁର୍ଘଟଣା ପରେ ପୁଣି ଟ୍ରାକରେ ଗଡିଲା ଟ୍ରେନ । ଭୟଙ୍କର ଟ୍ରେନ ଦୁର୍ଘଟଣାର ୨୦ ଘଣ୍ଟା ଭିତରେ ମରାମତି କାମ ସରିଥିଲା । ତା’ ପରେ ଟ୍ରାକରେ ଗଡିଥିଲା ଟ୍ରେନ । ପ୍ରଥମେ ପରୀକ୍ଷା ମୂଳକ ଭାବେ ମାଲବାହୀ ଟ୍ରେନ ଗଡିଥିଲା । ପରେ ଭୁବନେଶ୍ୱର-ବେଙ୍ଗାଲୁରୁ ପ୍ରଶାନ୍ତି ଏକ୍ସପ୍ରେସ…

ନିର୍ବାଚନ ପ୍ରଚାର ବେଳେ ବିଆରଏସ ସାଂସଦଙ୍କୁ ଛୁରାମାଡ

ହାଇଦ୍ରାବାଦ: ତେଲେଙ୍ଗାନା ସାଂସଦ କୋଥା ପ୍ରଭାକର ରେଡ୍ଡୀ ଆଜି ରାଜ୍ୟର ସିଦ୍ଧିପେଟ୍ ଜିଲ୍ଲାରେ ନିର୍ବାଚନ ପ୍ରଚାର କରୁଥିବା ସମୟରେ ତାଙ୍କୁ ଛୁରାମାଡ ହୋଇଛି । ଛୁରାମାଡ଼ରେ ପ୍ରଭାକରଙ୍କ ପେଟରେ ଗଭୀର ଆଘାତ ଲାଗିଛି । ତାଙ୍କୁ ଗାଜୱେଲ ସରକାରୀ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।…