Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଫର୍ଣ୍ଣିଚର ସୋ’ ରୁମରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ନୂଆଦିଲ୍ଲୀ: ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ । ଦିଲ୍ଲୀର କୀର୍ତ୍ତି ନଗରରେ ଥିବା ଫର୍ଣ୍ଣିଚର ସୋ’ ରୁମରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା…

ଜଷ୍ଟିସ୍ ଏସ୍ ମୁରଲୀଧରଙ୍କୁ ବରିଷ୍ଠ ଆଇନଜୀବୀ ମାନ୍ୟତା ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଓଡ଼ିଶା ହାଇକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ପଦରୁ ଅବସର ନେଇଥିବା ଜଷ୍ଟିସ ଏସ ମୂରଲୀଧର ବର୍ତ୍ତମାନ ଜଣେ ବରିଷ୍ଠ ଓକିଲ ଭାବେ କାର୍ଯ୍ୟ କରିବେ । ମୁରଲୀଧରଙ୍କୁ ବରିଷ୍ଠ ଆଇନଜୀବୀ ମାନ୍ୟତା ଦେଲେ ମାନ୍ୟବର ସୁପ୍ରିମକୋର୍ଟ । ଫୁଲକୋର୍ଟ ମିଟିଂରେ ମାନ୍ୟତା ଦେବାକୁ ନିଷ୍ପତ୍ତି…

ଅତ୍ୟାବଶ୍ୟକୀୟ ସାମଗ୍ରୀ ସହାୟତା ନେଇ ୩ଟି ସର୍ତ ରଖିଲା ଇସ୍ରାଏଲ

ତେଲ ଅବୀବ: ଇସ୍ରାଏଲ ବୁଧବାର ମିଶର ରାସ୍ତା ଦେଇ ଗାଜାକୁ ମାନବୀୟ ସହାୟତା ପାଇଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ପଠାଇବାକୁ ରାଜି ହୋଇଛି । ତେବେ ଏଥିନେଇ ୩ଟି ସର୍ତ ରଖାଯାଇଛି । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ଅନୁରୋଧ ଯୋଗୁ ଆମେ ଏଥିନେଇ ସହମତି ହୋଇଛୁ ବୋଲି ପ୍ରଧାନମନ୍ତ୍ରୀ ବେଞ୍ଜାମିନ…

୨୦୨୪-୨୫ ବିପଣନ ଋତୁ ପାଇଁ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧିକୁ କ୍ୟାବିନେଟ୍ ମଞ୍ଜୁରି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ବୈଠକରେ ୨୦୨୪-୨୫ ବିପଣନ ଋତୁ ପାଇଁ ସମସ୍ତ ବାଧ୍ୟତାମୂଳକ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧିକୁ ଅନୁମୋଦନ କରାଯାଇଛି। କୃଷକମାନଙ୍କୁ ସେମାନଙ୍କ…

ଲଦାଖରେ ୧୩ ଗିଗାୱାଟ୍ ଅକ୍ଷୟ ଶକ୍ତି ପ୍ରକଳ୍ପ ପାଇଁ କ୍ୟାବିନେଟ୍ ମଞ୍ଜୁରି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଆଜି ଲଦାଖରେ ୧୩ ଗିଗାୱାଟ୍ ଅକ୍ଷୟ ଶକ୍ତି ପ୍ରକଳ୍ପ ପାଇଁ ଗ୍ରୀନ୍ ଏନର୍ଜି କରିଡର (ଜିଇସି) ଦ୍ୱିତୀୟ ପର୍ଯ୍ୟାୟ-ଆନ୍ତଃରାଜ୍ୟ ସଞ୍ଚାରଣ ପ୍ରଣାଳୀ (ଆଇଏସଟି)…

ରାହୁଲ ଜଣେ ‘ନିର୍ବାଚନ ଗାନ୍ଧୀ’: କେ.କବିତା

ହାଇଦ୍ରାବାଦ: ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାରତ ରାଷ୍ଟ୍ର ସମିତି (BRS) ନେତ୍ରୀ କେ. କବିତା । ବୁଧବାର ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି) ନେତା ରାହୁଲ ଗାନ୍ଧୀଙ୍କୁ 'ନିର୍ବାଚନ ଗାନ୍ଧୀ' ବୋଲି କହି ସେ ସମ୍ବୋଧିତ କରିଛନ୍ତି। ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ଝିଅ କେ.…

ରାଜସ୍ଥାନରେ ଦଳୀୟ ନେତାଙ୍କ ଚକ୍ରବ୍ୟୁହରେ ଫସିଛି ବିଜେପି, ଆଗପଛ ହେଉଛି କଂଗ୍ରେସ !

ଭୁବନେଶ୍ୱର: ରାଜସ୍ଥାନ ନିର୍ବାଚନ ପାଇଁ କଂଗ୍ରେସ ଓ ବିଜେପିର ଟିକେଟ ଅଙ୍କ ଛିଡୁନି। ପ୍ରଥମ ପର୍ଯ୍ୟାୟରେ ୪୧ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରି ବିଦ୍ରୋହର ସମ୍ମୁଖୀନ ହେଉଥିବା ବିଜେପି ଏବେ ପରବର୍ତ୍ତୀ ପ୍ରାର୍ଥୀ ଘୋଷଣା ପାଇଁ ଲଗାତର ବୈଠକ ଜାରି ରଖିଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ…

ବିଜେପି କହିଲା ପରିବାରବାଦର ମାନେ ଜାଣିନାହାନ୍ତି ରାହୁଲ !

ଭୁବନେଶ୍ୱର: ଦେଶରେ ପରିବାରବାଦ ରାଜନୀତିକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ବିଜେପିର ଶୀର୍ଷ ନେତୃତ୍ୱଙ୍କୁ ଟାର୍ଗେଟ କରିବା ପରେ ଏହାକୁ ନେଇ ରାଜନୀତି ଜୋର ଧରିଛି। ପରିବାରବାଦ ପ୍ରସଙ୍ଗକୁ ନେଇ ବିଜେପି ଲଗାତର କଂଗ୍ରେସ ଓ ଗାନ୍ଧୀ ପରିବାରକୁ ଆଟାକ କରୁଥିବା ବେଳେ ରାହୁଲ ଗାନ୍ଧୀ ଅମିତ…

ବହୁ ଚର୍ଚ୍ଚିତ ୨୦୦୮ ମସିହା ସାମ୍ବାଦିକ ସୌମ୍ୟାଙ୍କ ହତ୍ୟା ଘଟଣାରେ ଆସିଲା ରାୟ, ୫ ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ୨୦୦୮ ମସିହା ସାମ୍ବାଦିକ ସୌମ୍ୟା ବିଶ୍ୱନାଥନଙ୍କ ହତ୍ୟା ଘଟଣାରେ ଆସିଲା ରାୟ। ହତ୍ୟା ଘଟଣାକୁ ୧୫ ବର୍ଷ ବିତିଯାଇଛି। ହେଲେ ଆଜି ଦିଲ୍ଲୀର ସାକେତ କୋର୍ଟ ରାୟ ପ୍ରକାଶ କରିଛନ୍ତି। ସୌମ୍ୟାଙ୍କୁ ଗୁଳି କରି ହତ୍ୟା କରିବା ଘଟଣାରେ ଗିରଫ ୫ ଜଣଙ୍କୁ କୋର୍ଟ ଦୋଷୀ…