Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଏମପିରେ ବିଜେପିକୁ କଂଗ୍ରେସ ଭରସା ! ଦଳୀୟ ବ୍ୟାନରରେ କଂଗ୍ରେସ ନେତାଙ୍କ ଫଟୋ

ଭୁବନେଶ୍ୱର: ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ବିଜେପି କଂଗ୍ରେସ ଲଢେଇ ଚରମ ସୀମାରେ ପହଂଚିଛି। ଉଭୟ ଦଳ ବିଭିନ୍ନ ମାଧ୍ୟମରେ ଲୋକଙ୍କ ସମର୍ଥନ ଯୋଗାଡ଼ କରିବାରେ ଲାଗି ପଡିଛନ୍ତି। ବିଜେପି ପକ୍ଷରୁ ଜନ ଆଶୀର୍ବାଦ ଯାତ୍ରା ଚାଲିଥିବା ବେଳେ କଂଗ୍ରେସ ମଧ୍ୟ ଜନ ଆକ୍ରୋଶ ଯାତ୍ରା ଆରମ୍ଭ…

ଘୋଷିରେ ହରାଇବା ପରେ ବିଜେପିକୁ ଅଖିଲେଶଙ୍କ ଜି ୨୦ ତୀର!

ଭୁବନେଶ୍ୱର: ଜି ଟ୍ୱେଣ୍ଟି ଶିଖର ସମ୍ମିଳନୀ ଚାଲିଥିବା ବେଳେ ଦେଶର ବିଭିନ୍ନ ରାଜ୍ୟର ଉପନିର୍ବାଚନ ଫଳାଫଳ ଆସିଛି। ସେଥିରେ ଏନଡିଏ ବିରୋଧରେ ଇଣ୍ଡିଆ ଭଲ ପ୍ରଦର୍ଶନ କରି ଚାରୋଟି ସିଟ ଜିତିବାରେ ସକ୍ଷମ ହୋଇଛି। ଏହାକୁ ନେଇ ଚର୍ଚ୍ଚା ଲାଗି ରହିଥିବା ବେଳେ ଉତ୍ତରପ୍ରଦେଶର ପୂର୍ବତନ…

ସଫଳତାର ସହ ପୃଥିବୀର ତୃତୀୟ କକ୍ଷପଥ ଅତିକ୍ରମ କଲା ସୌର ଅଭିଯାନ ଆଦିତ୍ୟ ଏଲ-୧

ନୂଆଦିଲ୍ଲୀ: ଭାରତର ସୂର୍ଯ୍ୟ ମିଶନ ଆଦିତ୍ୟ ଏଲ-୧କୁ ନେଇ ଇସ୍ରୋର ଆଉ ଏକ ସଫଳତା । ପୃଥିବୀ ଚାରିପଟେ ତୃତୀୟ କକ୍ଷପଥ ଅତିକ୍ରମ କଲା ଆଦିତ୍ୟ ଏଲ-୧ । ରାତି ପ୍ରାୟ ୨ଟା ୩୦ ମିନିଟ ସମୟରେ କକ୍ଷପଥ ପରିବର୍ତ୍ତନ କରି ଚତୁର୍ଥ କକ୍ଷପଥରେ ପ୍ରବେଶ କରିଛି ସୂର୍ଯ୍ୟ ମିଶନ ଆଦିତ୍ୟ ଏଲ-୧ । ଏବେ…

ବିଶ୍ଵ ଦେଖିଲା ଓଡିଆ କାରୀଗରି, ବିଶ୍ଵକୁ ବାର୍ତ୍ତା ଦେଲା କୋଣାର୍କ ଚକ୍ର

ନୂଆଦିଲ୍ଲୀ: ବିଶ୍ଵ ଦେଖିଲା ଓଡିଆ କାରୀଗରି । ନୂଆଦିଲ୍ଲୀର ‘ଭାରତ ମଣ୍ଡପମ୍‌’ରେ ଝଲସୁଛି ରାଜ୍ୟର ପ୍ରାଚୀନ ଐତିହ୍ୟ । ଜି-୨୦ ସମ୍ମିଳନୀ ଆରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୋଣାର୍କ ସୂର୍ଯ୍ୟ ମନ୍ଦିରର ପ୍ରସିଦ୍ଧ ଚକ୍ରର ପ୍ରତିକୃତି ସମ୍ମୁଖରେ ବିଶ୍ଵନେତାଙ୍କୁ କରିଥିଲେ…

ଜି-୨୦ରେ ଝଲସୁଛି ଭାରତୀୟ ପରମ୍ପରା, ଶାଢୀରେ ନଜର ଆସିଲେ ବିଶ୍ଵ ନେତାଙ୍କ ପତ୍ନୀ

ନୂଆଦିଲ୍ଲୀ: ଭାରତ ମଣ୍ଡପମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାତ୍ରୀ ଭୋଜନରେ ଦେଖିବାକୁ ଅନେକ ଭାରତୀୟ ଝଲକ । ଭବ୍ୟ ନୈଶ୍ୟଭୋଜିରେ ପାରମ୍ପରିକ ଭାରତୀୟ ଖାଦ୍ୟର ଆନନ୍ଦ ନେଇଛନ୍ତି ବିଶ୍ୱନେତା ଓ ଆମନ୍ତ୍ରିତ ଅତିଥି । ଭାରତୀୟ ପରମ୍ପରା, ରୀତିନୀତିକୁ ରାଷ୍ଟ୍ରପତିଙ୍କ ଏହି…

ବ୍ରାଜିଲରେ ହେବ ୨୦୨୪ ଜି-୨୦ ସମ୍ମିଳନୀ, ନଭେମ୍ବର ଶେଷ ଆଡ଼କୁ ଭର୍ଚ୍ଚୁଆଲ ଅଧିବେଶନ ପାଇଁ ମୋଦୀଙ୍କ ପ୍ରସ୍ତାବ

ନୂଆଦିଲ୍ଲୀ: ଆଜି ଜି-୨୦ ସମ୍ମିଳନୀର ଦ୍ୱିତୀୟ ଦିନ ତଥା ଅନ୍ତିମ ଦିନ। ଜି -୨୦ ସଦସ୍ୟ ଦେଶଗୁଡ଼ିକର ପ୍ରତିନିଧି ଏବଂ ମୁଖ୍ୟମାନେ ଏହି ସମ୍ମିଳନୀର ତୃତୀୟ ଅଧିବେଶନରେ ଅଂଶଗ୍ରହଣ କରିଛନ୍ତି, ଯାହାର ନାମ ‘ୱାନ୍‌ ଫ୍ୟୁଚର’। ଦିଲ୍ଲୀରେ ଅନୁଷ୍ଠିତ ୨ ଦିନିଆ ଜି -୨୦ ଶିଖର ସମ୍ମିଳନୀ ସଫଳତା…

ମତ୍ସ୍ୟଜୀବୀଙ୍କ ଜାଲରେ ପଡିଲା ବିରଳ ନୀଳ ଚିଙ୍ଗୁଡି: ଦୁର୍ଲଭ ଜୀବକୁ ଦେଖି ଆଶ୍ଚର୍ଯ୍ୟ ହେଲେ ବିଶେଷଜ୍ଞ

ଦିଲ୍ଲୀ: ଆପଣମାନେ ଧଳା ଏବଂ  ଗାଢ଼ କଳା ରଙ୍ଗର ଚିଙ୍ଗୁଡ଼ି ଆପଣ ଖାଇଥିବେ ନିଶ୍ଚିତ । କିନ୍ତୁ ଆପଣ କେବେ ନୀଳ ରଙ୍ଗର ଚିଙ୍ଗୁଡ଼ି ଦେଖିଛନ୍ତି କି ? ହଁ ଆଜ୍ଞା କଥାଟା ଟିକିଏ ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଛି କିନ୍ତୁ ଏହା ସତ । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ବ୍ରିଟେନରେ  । ଜଣେ…

ପୂର୍ବ ଏସିଆର ଲୋକମାନେ କମ ଶୁଅନ୍ତି

ନୂଆଦିଲ୍ଲୀ: ନିକଟରେ କରାଯାଇଥିବା ଏକ ଅଧ୍ୟୟନରେ ସ୍ପଷ୍ଟ ହୋଇଛି ଯେ, ପୂର୍ବ ଏସିଆର ଲୋକମାନେ ୟୁରୋପ ଏବଂ ଅନ୍ୟ ଦେଶ ତୁଳନାରେ କମ ଶୁଅନ୍ତି । ତେବେ ଏହି ରିପୋର୍ଟରେ ନିଦର ଗଣବତା ନେଇ କୌଣସି ତଥ୍ୟ ପ୍ରକାଶ ପାଇ ନାହିଁ । ୩୫ ଦେଶର ଲୋକଙ୍କ ନିଦ ଉପରେ ନ୍ୟାଶନାଲ ୟୁନିଭରସିଟି ଅଫ ସିଙ୍ଗାପୁର ଓ…

ଅକ୍ଷରଧାମରେ ସ୍ୱାମୀ ନାରାୟଣଙ୍କୁ ଦର୍ଶନ କଲେ ଋଷି ସୁନକ୍

ନୂଆଦିଲ୍ଲୀ: ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ଆଜି ସକାଳେ ରାଜଧାନୀ ଦିଲ୍ଲୀ ସ୍ଥିତ ଅକ୍ଷରଧାମ ମନ୍ଦିର ପରିଦର୍ଶନ କରିଛନ୍ତି । ସ୍ତ୍ରୀ ଅକ୍ଷତା ମୂର୍ତ୍ତିଙ୍କ ସହ ଅକ୍ଷରଧାମ ମନ୍ଦିରରେ ରିଷି ସୁନକ ପହଞ୍ଚିଛନ୍ତି । ସେଠାରେ ମନ୍ଦିରରେ ପୂଜା ଓ ଆଳତି କରିଥିଲେ ଦୁହେଁ । ବ୍ରିଟେନ୍…

କୋର୍ଟରେ ହାଜର ହେଲେ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁ

ଅମରାବତୀ: କୋର୍ଟରେ ହାଜର ହେଲେ ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁ । ଆନ୍ଧ୍ରପ୍ରଦେଶର ଦକ୍ଷତା ବିକାଶ ନିଗମ ଦୁର୍ନିତି ମାମଲାରେ ଗତକାଲି ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁଙ୍କୁ ଗିରଫ କରିଥିଲା ସିଆଇଡି । ଗିରଫର ୨୪ଘଣ୍ଟା ମଧ୍ୟରେ କଡା ସୁରକ୍ଷା…