Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

କେନ୍ଦ୍ରର ବିଭିନ୍ନ ମନ୍ତ୍ରଣାଳୟର ଥିବା ବିଭାଗରେ ଆଇଏଏସଙ୍କ ଅଦଳବଦଳ

ନୂଆଦିଲ୍ଲୀ: ସରକାର ବିଳମ୍ବିତ ରାତିରେ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି, ଟେଲିକମ୍, ଖଣି, ସଂଖ୍ୟାଲଘୁ ବ୍ୟାପାର ଏବଂ ବେସାମରିକ ବିମାନ ଚଳାଚଳ ବିଭାଗର ନୂଆ ସଚିବଙ୍କ ସମେତ ୧୫ ଜଣ ସଚିବସ୍ତରୀୟ ଅଧିକାରୀଙ୍କୁ ନିଯୁକ୍ତି ଦେଇଛନ୍ତି। ଯେଉଁଥିରେ କିଛି କେନ୍ଦ୍ରୀୟ ଡେପୁଟେସନକୁ ଫେରିଥିବା ବେଳେ ଆଉ…

ଭୋଜପୁରୀ ଅଭିନେତ୍ରୀଙ୍କୁ ବିବାହର ପ୍ରତିଶୃତି ଦେଇ ଦୁଷ୍କର୍ମ କଲେ ଅଭିନେତା

ନୂଆଦିଲ୍ଲୀ: ବିବାହ କଥା ଦେଇ ଭୋଜପୁରୀ ଅଭିନେତ୍ରୀଙ୍କ ସହ ଦୁଷ୍କର୍ମ କଲେ ଅଭିନେତା। ଏଭଳି ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଏଭଳି ସଙ୍ଗୀନ ଅଭିଯୋଗ ଆଣିଛନ୍ତି ଭୋଜପୁରୀ ଇଣ୍ଡଷ୍ଟ୍ରୀର ଅଭିନେତ୍ରୀ ପ୍ରିୟାନ୍ସୁ ସିଂ। ସେ ତାଙ୍କ ସହ-କଳାକାର ତଥା ଘନିଷ୍ଠ ବନ୍ଧୁ ପୁନୀତ ସିଂଙ୍କ…

ଏନସିଇଆରଟିକୁ ଡିମଡ୍ ଟୁ ବି ୟୁନିଭର୍ସିଟିର ମାନ୍ୟତା: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀଠାରେ ଜାତୀୟ ଶିକ୍ଷା ଅନୁସନ୍ଧାନ ଏବଂ ପ୍ରଶିକ୍ଷଣ ପରିଷଦ (ଏନସିଇଆରଟି)ର ୬୩ତମ ପ୍ରତିଷ୍ଠା ଦିବସରେ ଯୋଗଦେଇ ଏନସିଇଆରଟିକୁ ନୂଆ ଉଚ୍ଚତାକୁ ନେବା ଦିଗରେ ଏକ ବଡ ଘୋଷଣା…

ପତ୍ର ସୂଚନା କାର୍ଯ୍ୟାଳୟର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଲେ ମନୀଷ ଦେଶାଇ

ନୂଆଦିଲ୍ଲୀ: ପତ୍ର ସୂଚନା କାର୍ଯ୍ୟାଳୟର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଲେ ମନୀଷ ଦେଶାଇ। ମନୀଷ ଦେଶାଇ ହେଉଛନ୍ତି ୧୯୮୯ ବ୍ୟାଚ୍‌ର ଭାରତୀୟ ସୂଚନା ସେବା ଅଧିକାରୀ। ଏହା ପୂର୍ବରୁ ଶ୍ରୀ ଦେଶାଇ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋର ପ୍ରମୁଖ ମହାନିର୍ଦ୍ଦେଶକ ଭାବରେ କାର୍ଯ୍ୟ…

ରେଲୱେ ବୋର୍ଡ଼ର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜୟା ବର୍ମା ସିହ୍ନା

ନୂଆଦିଲ୍ଲୀ: ଜୟା ବର୍ମା ସିହ୍ନା ଆଜି ରେଳ ଭବନରେ ରେଲୱେ ବୋର୍ଡ଼ (ରେଳ ମନ୍ତ୍ରଣାଳୟ) ର ନୂଆ ଅଧ୍ୟକ୍ଷ ଏବଂ ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ (ସିଇଓ) ଭାବରେ ଦାୟୀତ୍ବ ଗ୍ରହଣ କରିଛନ୍ତି। ଭାରତୀୟ ରେଳର ଏହି ଶୀର୍ଷ ପଦରେ ନିଯୁକ୍ତ ହୋଇଥିବା ସେ ପ୍ରଥମ ମହିଳା ଅଟନ୍ତି। କ୍ୟାବିନେଟର ନିଯୁକ୍ତି…

କର୍ଣ୍ଣାଟକରେ ବିଜେପିକୁ ଭାଙ୍ଗୁଛି କଂଗ୍ରେସ !

ଭୁବନେଶ୍ୱର: କର୍ଣ୍ଣାଟକ ବିଧାନସଭା ନିର୍ବାଚନରେ ବଡ଼ ପରାଜୟ ପରେ ବିଜେପି ଏବେ ଆଗାମୀ ଲୋକସଭା ନିର୍ବାଚନ ଉପରେ ଫୋକସ କରୁଛି। କର୍ଣ୍ଣାଟକର ୨୮ ଟି ଲୋକସଭା ସିଟ ମଧ୍ୟରୁ ବିଜେପି ୨୫ ଟି ସିଟ ଏକାକୀ ଜିତିଥିଲା। ତେଣୁ ଏଥର ବିଧାନସଭା ନିର୍ବାଚନ ଝଟକା ପରେ ମଧ୍ୟ ଦଳ କିଭଳି ଲୋକସଭା…

ମିଳିଲା ଗ୍ରୀନ ସିଗନାଲ, ଏଥର ରାହୁଲଙ୍କ ହାତ ଧରିବେ ଶର୍ମିଳା !

ଭୁବନେଶ୍ୱର: ତେଲେଙ୍ଗାନା ବିଧାନସଭା ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ବିଭିନ୍ନ ରାଜନୈତିକ ଦଳ ନିଜ ନିଜର ସମୀକରଣକୁ ରୂପ ଦେବାରେ ଲାଗି ପଡିଛନ୍ତି। ତେଲେଙ୍ଗାନା ଶାସକ ଦଳ ବିଆରଏସ ନିଜର ପ୍ରାର୍ଥୀ ଘୋଷଣା କରି ସାରିଥିବା ବେଳେ କଂଗ୍ରେସ ଓ ବିଜେପି ଏ ଯାଏ ପ୍ରାର୍ଥୀ ଘୋଷଣା କରିନାହାନ୍ତି।…

କେନ୍ଦ୍ରମନ୍ତ୍ରୀଙ୍କ ଘରେ କାହିଁକି ବିଜେପି କର୍ମୀଙ୍କୁ ଗୁଳିକରି ହତ୍ୟା କରାଗଲା ? ସାମ୍ନାକୁ ଆସିଲା କାରଣ

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ କୌଶଲ କିଶୋରଙ୍କ ଲକ୍ଷ୍ନୌସ୍ଥିତ ଘରେ ଜଣେ ବିଜେପି କର୍ମୀଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଘଟଣାସ୍ଥଳରୁ ତାଙ୍କ ପୁଅ ବିକାଶଙ୍କ ଲାଇସେନ୍ସପ୍ରାପ୍ତ ପିସ୍ତଲ ପୋଲିସ ଜବତ କରିଛି । ପୋଲିସ କିଛି ବ୍ୟକ୍ତିଙ୍କୁ ଅଟକ ରଖି  ଜେରା କରୁ୍‌ଥିବାବେଳେ ହତ୍ୟାର…

ଦୁଇ ଦିନିଆ ଶ୍ରୀଲଙ୍କା ଗସ୍ତରେ ଯିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ନୂଆଦିଲ୍ଲୀ: ଦୁଇ ଦିନିଆ ଶ୍ରୀଲଙ୍କା ଗସ୍ତରେ ଯିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ସେପ୍ଟେମ୍ବର ୨ ଓ ୩ ରେ ମନ୍ତ୍ରୀ ଗସ୍ତ କରିବା ନେଇ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ମଜବୁତ କରିବା ଏହି ଗସ୍ତର ଉଦ୍ଦେଶ୍ୟ। ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି ଯେ ରାଜନାଥ…

ଇସ୍ରୋ ବୈଜ୍ଞାନିକଙ୍କୁ ନିବେଦନ, ମୋଦୀଙ୍କୁ ସୂର୍ଯ୍ୟାଲୋକରେ ପହଁଚାଅ: ଲାଲୁ

ମୁମ୍ବାଇ: ଦୀର୍ଘ ସମୟ ପରେ ଲାଲୁ ଯାଦବ ଏକ ସର୍ବସାଧାରଣ ସଭାରେ ସମ୍ବୋଧିତ କରୁଥିବା ଦେଖିବାକୁ ମିଳିଛି। ମୁମ୍ବାଇରେ ଆୟୋଜିତ ଇଣ୍ଡିଆ ମେଣ୍ଟ ବୈଠକରେ ଉଦବୋଧନ ଦେଉଥିବା ବେଳେ ସେ ତାଙ୍କ ବିରୋଧୀଙ୍କୁ ସମାଲୋଚନା କରିଛନ୍ତି। ଲାଲୁ ଯାଦବ ମଞ୍ଚରେ ବସିଥିବା ସମସ୍ତ ନେତାଙ୍କୁ ଶୁଭେଚ୍ଛା…