Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ନିର୍ବାଚନ ଜିତିବାକୁ ବିଜେପିର ଆଗୁଆ ଇଭିଏମ ହ୍ୟାକିଂ! ମମତାଙ୍କୁ ମିଳିଲା ପ୍ରମାଣ

ଭୁବନେଶ୍ୱର: ଦେଶର ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରମୁଖ ଦଳ ଗୁଡିକ ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ଏଭଳି ସମୟରେ ଇଭିଏମକୁ ହ୍ୟାକିଂ ପ୍ରସଙ୍ଗକୁ ନେଇ ରାଜନୈତିକ ପରିବେଶ ଉଷ୍ମ ହୋଇଛି। ତୃଣମୂଳ କଂଗ୍ରେସ ମୁଖ୍ୟ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିଜେପି…

ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ପରେ ‘ସତ୍ୟର ବିଜୟ’ ବୋଲି କହିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: ମୋଦି ସରନେମ୍ ମାମଲାରେ ସୁପ୍ରିମକୋର୍ଟ ରାହୁଲ ଗାନ୍ଧୀଙ୍କୁ ଆଶ୍ୱସ୍ତି ଦେବା ସହ ଦଣ୍ଡାଦେଶ ଉପରେ ରୋକ୍ ଲଗାଇଛନ୍ତି । ଏଥିସହ ରଦ୍ଦ ହୋଇଥିବା ରାହୁଲ ଗାନ୍ଧୀଙ୍କ ଲୋକସଭା ସାଂସଦ ପଦ ମିଳିଛି । ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ପ୍ରଥମ ପ୍ରତିକ୍ରିୟା ରଖି ରାହୁଲ ଗାନ୍ଧୀ…

ପାଗଳ କଲା ଅନଲାଇନ ପ୍ରେମ; ୭୦ ବର୍ଷର ବୃଦ୍ଧଙ୍କୁ ଜୀବନସାଥୀ କଲେ ୨୮ ବର୍ଷର ଯୁବତୀ

ନୂଆଦିଲ୍ଲୀ: ପାଗଳ କରିଛି ଅନଲାଇନ ପ୍ରେମ ।  ପ୍ରଥମେ ଡେଟିଂ ସାଇଡରୁ ବନ୍ଧୁତା ଆଉ ତାପରେ ବିବାହ । କୁହାଯାଏ ପ୍ରେମ ଶାଶ୍ୱତ ଓ ଚିରନ୍ତନ । ପ୍ରେମ ମାନେନା ବାଧାବନ୍ଧନ । ସେ ଦେଖେନି ଜାତି, ଗୋତ୍ର ବା ବୟସ ବା ଦେଶର ପ୍ରତିବନ୍ଧକ । ସେଥିପାଇଁ ତ ୭୦ ବର୍ଷର ଜଣେ ବୃଦ୍ଧଙ୍କୁ ସେ ଦେଇ ବସିଥିଲେ…

ଉଡାଣ ଭରିବାର ୩ ମିିନିଟ ପରେ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

ପାଟଣା : ପାଟଣା ବିମାନ ବନ୍ଦରରେ ଇଣ୍ଡିଗୋ ବିମାନର ଜରୁରୀ ଅବତରଣ । ବିହାରର  ପାଟଣାରୁ ଦିଲ୍ଲୀ ଯାଉଥିବା ଇଣ୍ଡିଗୋ ବିମାନ ହଠାତ ଜରୁରୀ ଅବତରଣ କଲା ।   ପାଟଣା ଏୟାରପୋର୍ଟ ନିର୍ଦ୍ଦେଶକ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି,  6E 2433 ଇଣ୍ଡିଗୋ ବିମାନଟି ଦିଲ୍ଲୀ ଅଭିମୁଖେ …

ରହସ୍ୟ ଘେରରେ ଭାରତର ଏହି ସ୍ଥାନ: ରାତାରାତି ଏଠାରୁ ଲୋକେ ହୋଇଯାଇଥିଲେ ଗାଏବ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଭୁତ ପ୍ରେତ ଆଦିଙ୍କୁ ନେଇ ଅନେକ କଥା ଶୁଣିବାକୁ ମିଳେ । କେହି ଏହାକୁ ମନର ଭ୍ରମ କହି ଏଡାଇ ଯାଉଥିବାବେଳେ ଆଉ କେହି ଏହା ସତ ବୋଲି ଦାବି କରନ୍ତି । ଏମିତି ଏକ ଗାଁ ଆମ ଦେଶରେ ରହିଛି, ଯାହା ନାଁ ଶୁଣିଲେ, ସମସ୍ତେ ମନାକରନ୍ତି ସେଠାକୁ ଯିବାକୁ । ଆଉ ସେଠାରେ ରାତିରେ…

ଶୁଭେନ୍ଦୁ ଅଧିକାରୀଙ୍କୁ ଆଶ୍ୱସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଶୁଭେନ୍ଦୁ ଅଧିକାରୀଙ୍କୁ ଆଶ୍ୱସ୍ତି। ଶୁକ୍ରବାର କୋଲକତା ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ। ଏଥିରେ କୁହାଯାଇଛି ଯେ ପଶ୍ଚିମବଙ୍ଗ ପୋଲିସ ବିଜେପି ନେତା ସୁଭେନ୍ଦୁ ଅଧିକାରୀଙ୍କ ବିରୋଧରେ ଏଫଆଇଆର ଦାଖଲ କରିପାରିବ। ମୁଖ୍ୟ ବିଚାରପତି ଡି.ୱାଇ…

ସର୍ବସାଧାରଣଙ୍କ ପାଇଁ ଅଗଷ୍ଟ ୧୬ରୁ ପୁଣି ଖୋଲିବ ‘ଅମୃତ ଉଦ୍ୟାନ’

ନୂଆଦିଲ୍ଲୀ: ଅଗଷ୍ଟ ୧୬ରୁ ପୁଣି ଖୋଲିବ ରାଷ୍ଟ୍ରପତି ଭବନରେ ଅବସ୍ଥିତ ପ୍ରସିଦ୍ଧ ‘ଅମୃତ ଉଦ୍ୟାନ’। ବର୍ଷକ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଅମୃତ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ଖୋଲାଯିବ। ରାଷ୍ଟ୍ରପତି ଭବନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଉଦ୍ୟାନ ଉତ୍ସବ-୧ ଅଧୀନରେ ଚଳିତ ବର୍ଷ ଜାନୁୟାରୀ ୨୯ ରୁ…

ସୁପ୍ରିମକୋର୍ଟରେ ମିଳିଲା ରାହୁଲଙ୍କୁ ଆଶ୍ୱସ୍ତି: ସଜା ଉପରେ ଲାଗିଲା ରୋକ

ନୁଆଦିଲ୍ଲୀ: ସୁପ୍ରିମକୋର୍ଟରେ ରାହୁଲଙ୍କୁ ମିଳିଲା ଆଶ୍ୱସ୍ତି । ରାହୁଲଙ୍କ ସଜା ଉପରେ ରୋକ ଲଗାଇଲେ କୋର୍ଟ ।  ମୋଦି ସରନେମ ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା । କୋର୍ଟ ରାହୁଲ ଗାନ୍ଧୀଙ୍କ ନିଲମ୍ବନ ମାମଲା ଉପରେ ଶୁଣାଣି କରିଥିଲେ ।  ସୁରତ ତଳ କୋର୍ଟ …