Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଗୁଗୁଲ ପାଳିଲା ସ୍ବାଧୀନତା ଦିବସ , ଡୁଡଲରେ ସ୍ଥାନ ପାଇଲା ଓଡ଼ିଶାର ବାନ୍ଧକଳା

ନୂଆଦିଲ୍ଲୀ: ଦୀର୍ଘ ୨୦୦ ବର୍ଷ ଦେଶ ବ୍ରିଟିଶ ଶାସନ ଅଧୀନରେ ରହିବା ପରେ ୧୯୪୭ ଅଗଷ୍ଟ ୧୫ ତାରିଖ ଦିନ ଭାରତ ସ୍ବାଧୀନ ହୋଇଥିଲା। ଆଜି ସ୍ବାଧୀନତା ଦିବସ ଅବସରରେ ଗୁଗଲ ଏହାର ଡୁଡଲରେ ଭାରତୀୟ ଶିଳ୍ପ ପରମ୍ପରାକୁ ସ୍ଥାନିତ କରିଛି। ଗୁଗୁଲ ଦେଶର ବିବିଧତା ମଧ୍ୟରେ ଏକତାକୁ ଦର୍ଶାଇ ସ୍ବତନ୍ତ୍ରତାର…

ତ୍ରିରଙ୍ଗା ରଙ୍ଗରେ ଝଲସିଲା ଦୁବାଇର ବୁର୍ଜ ଖଲିଫା; ମନୋରମ ଦୃଶ୍ୟ ଦେଖିବାକୁ ଦର୍ଶକଙ୍କ ଭିଡ଼

ଦୁବାଇ: ତ୍ରିରଙ୍ଗା ରଙ୍ଗରେ ଝଲସିଲା ଦୁବାଇର ବୁର୍ଜ ଖଲିଫା। ସ୍ୱାଧିନତା ଦିବସ ଅବସରରେ ଦୁନିଆର ସବୁଠାରୁ ଉଚ୍ଚ ଅଟ୍ଟାଳିକା ବୁର୍ଜ ଖଲିଫା ଟାୱାର ତ୍ରିରଙ୍ଗାର ତିନିରଙ୍ଗରେ ଝଲସୁଛି। ଭାରତୀୟ ଗଣତନ୍ତ୍ରର ସମ୍ମାନ ଉଦ୍ଦେଶ୍ୟରେ ବୁର୍ଜ ଖଲିଫା ଟାୱାରକୁ ତ୍ରିରଙ୍ଗା ଆଲୋକରେ ଆଲୋକିତ…

ଦେଶର ଭାଗ୍ୟ ବଦଳାଇବାରେ ସ୍ୱାସ୍ଥ୍ୟ କର୍ମୀଙ୍କର ରହିଛି ବଡ଼ ଭୂମିକା: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶର ରାଜଧାନୀ ନୂଆଦିଲ୍ଲୀରେ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଲାଲକିଲ୍ଲା ପ୍ରାଚୀରରୁ ୫୦ ଜଣ ନର୍ସ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କୁ ସ୍ୱତନ୍ତ୍ର ଅତିଥି ଭାବେ ନିମନ୍ତ୍ରଣ କରାଯାଇଥିଲା। ବିଭିନ୍ନ ବର୍ଗର ୧୮୦୦ ସ୍ୱତନ୍ତ୍ର ଅତିଥି ମାନଙ୍କ ମଧ୍ୟରେ ସରପଞ୍ଚ, ଶିକ୍ଷକ, କୃଷକ ଓ…

ଗ୍ରାହକ ମାନଙ୍କ ପାଇଁ ଖୁସି ଖବର, ଆଜିଠାରୁ ଟମାଟୋ କେଜି ୫୦!

ନୂଆଦିଲ୍ଲୀ: ସ୍ୱାଧୀନତା ଦିବସ ଅବସରରେ ଗ୍ରାହକ ମାନଙ୍କ ପାଇଁ ଖୁସି ଖବର । କମ ହେବାକୁ ଯାଉଛି ଟମାଟୋ ଦର । ବିଗତ କିଛି ମାସ ଧରି ଆପଣଙ୍କୁ ହେଉଥିବା ସମସ୍ୟାର ସାମାନ୍ୟ ସମାଧାନର ରାସ୍ତା ଖୋଲିଛି । ବର୍ତ୍ତମାନ ଟମାଟୋ ଦର ୧୫୦ରୁ ୨୦୦ଟଙ୍କାରୁ ସିଧା ୫୦ ଟଙ୍କା ହୋଇଛି । ସରକାରଙ୍କ ଉପଭୋକ୍ତା…

ମଧ୍ୟମ ବର୍ଗଙ୍କ ପାଇଁ ନୂଆ ଯୋଜନା ଘୋଷଣା କଲେ ପ୍ରଧାନମନ୍ତ୍ରୀ; ବିଶ୍ୱକର୍ମା ଜୟନ୍ତୀରୁ ହେବ କାର୍ଯ୍ୟକାରୀ

ନୂଆଦିଲ୍ଲୀ:ଆଜି ସାରା ଦେଶ ପାଳୁଛି ସ୍ୱାଧୀନତା ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟମବର୍ଗଙ୍କ ପାଇଁ ଆଉ ଏକ ନୂଆ ଯୋଜନାର ଘୋଷଣା କରିଛନ୍ତି ।  ଏହି ଯୋଜନାରେ ବଣିଆ, ତନ୍ତୀ, ବାରିକ ପରି କାମ କରୁଥିବା ବର୍ଗର ଲୋକଙ୍କ ପାଇଁ ନୂଆ ଯୋଜନାର ଷୋଷଣା କରିଛନ୍ତି ।…

ବିଶ୍ୱଗୁରୁ ହେବାକୁ ହେଲେ କେବଳ ଅଭିଭାଷଣ ଦେଲେ ଚଳିବନି: ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସ୍ୱାଧୀନତା ଦିବସ ଅଭିଭାଷଣରେ କହିଛନ୍ତି ଯେ ଭାଷଣ ଦେଇ ନୁହେଁ ବରଂ ଭଲ ଶିକ୍ଷା ଦେଇ, ମୁଦ୍ରାସ୍ଫୀତି ନିୟନ୍ତ୍ରଣ କଲେ ଦେଶ ବିଶ୍ୱରେ ଅଗ୍ରଣୀ ହେବ। କେଜ୍ରିୱାଲ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କ…

ଅଭିଭାଷଣରେ ଦେଶବାସୀଙ୍କୁ ବାରମ୍ବାର ‘ପରିବାରଜନ’ ବୋଲି କହି ସମ୍ବୋଧିତ କରିଥିଲେ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରକୁ ସମ୍ବୋଧିତ କରି 'ପରିବାର ସଦସ୍ୟ'  ଶବ୍ଦର ବ୍ୟବହାର ବାରମ୍ବାର କରିଥିଲେ। ଆଜି ୭୭ ତମ ସ୍ୱାଧୀନତା ଦିବସ ଅବସରରେ ପତାକା ଉତ୍ତୋଳନ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲାଲ୍ କିଲାର ପ୍ରାଚୀରରୁ ଦେଶକୁ ସମ୍ବୋଧିତ କରିଥିଲେ।…

ଭାରତର ଏହି ସବୁ ଟେକ ଆବିଷ୍କାରକୁ ବିଶ୍ୱ ବି ମାନୁଛି

ନୂଆଦିଲ୍ଲୀ: ସ୍ୱାଧୀନତା ପରଠାରୁ ଭାରତର ଦ୍ରୁତ ବିକାଶ ହେବାରେ ଲାଗିଛି । ବିଭିନ୍ନ କ୍ଷେତ୍ରରେ ଭାରତୀୟମାନେ ସେମାନଙ୍କ ଦକ୍ଷତା ପ୍ରତିପାଦିତ କରିଛନ୍ତି । ବିଶ୍ୱଗୁରୁ ଦୌଡରେ ଭାରତ ଆଗେଇ ଚାଲିଛି । ସ୍ୱାଧୀନତା ଦିବସ ଅବସରରେ ଆସନ୍ତୁ ଜାଣିବା ଏପରି କେତେକ ଟେକ ଆବିଷ୍କାର ଯାହାକି ଭାରତର ମାନ…

ଦେଶର ଗୌରବର ପ୍ରତୀକ ତ୍ରିରଙ୍ଗା: ଜାଣନ୍ତୁ ଏହା ପଛର କାହାଣୀ

ଭୁବନେଶ୍ଵର: ଜାତୀୟ ପତାକା , ଗୋଟିଏ ଦେଶ ଓ ଜାତିର ପ୍ରତୀକ । ଭାରତର ଜାତୀୟ ପତାକା ହେଉଛି ତ୍ରିରଙ୍ଗା। ଏକ ଧାରାରେ କହିବାକୁ ଗଲେ ଆମ ତ୍ରିରଙ୍ଗା ହେଉଛି ଗୌରବର ପ୍ରତୀକ, ଦେଶର ରାଷ୍ଟ୍ରୀୟ ଓ ଏକତାର ପ୍ରତୀକ। ତ୍ରିରଙ୍ଗା କଥା ମନରେ ଭାବିବା କ୍ଷଣି ଦେଶଭକ୍ତି ଜାଗେ । ଦେଶ ପାଇଁ ନିଜକୁ ଗର୍ବ…

ଲାଲକିଲ୍ଲା ସମାରୋହରେ ସାମିଲ ହେଲେନି ଖଡଗେ, ଏମିତି ସଫେଇ ଦେଲା କଂଗ୍ରେସ

ନୂଆଦିଲ୍ଲୀ: ଦିଲ୍ଲୀ ଲାଲକିଲ୍ଲା ପରିସରରେ ପାଳିତ ହୋଇଯାଇଛି ସ୍ୱାଧୀନତା ଦିବସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବରିଷ୍ଠ ନେତା ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ହେଲେ ଏହି ସମାରୋହରେ ସାମଲ ହୋଇ ନ ଥିଲେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜୁନ ଖଡଗେ । ସମାରୋହରେ…