Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ମଣିପୁରରେ ପୁଣି ହିଂସା: ଆଖିବୁଜା ଗୁଳିମାଡ଼ରେ ଦୁଇ ମହିଳାଙ୍କ ମୃତ୍ୟୁ, ଜଳିଗଲା ଏକାଧିକ ଫାର୍ମହାଉସ୍

ଇମ୍ଫାଲ: ଅଶାନ୍ତ ମଣିପୁରରେ ପୁଣିଥରେ ହିଂସା ମୁଣ୍ଡ ଟେକିଛି। ରାଜ୍ୟରେ ଶାନ୍ତି ଓ ଭାଇଚାରା ଫେରାଇ ଆଣିବା ପାଇଁ ସରକାର ଓ ପ୍ରଶାସନ ପକ୍ଷରୁ ନିରନ୍ତର ଉଦ୍ୟମ ଜାରି ରହିଥିବା ବେଳେ, ଏହି ନୂଆ ହିଂସାକାଣ୍ଡ ସାଧାରଣ ଲୋକଙ୍କ ସୁରକ୍ଷା ଉପରେ ଏକ ବଡ଼ ପ୍ରଶ୍ନଚିହ୍ନ ଲଗାଇ ଦେଇଛି। ସଦ୍ୟତମ…

ସାଉଦି ଆରବକୁ ପାକିସ୍ତାନର ଧୋକା ! : ପାକିସ୍ତାନର ମନା ପରେ ଇସ୍ରାଏଲର ସହାୟତା ଲୋଡ଼ିଲା ସାଉଦି ଆରବ

ନୂଆଦିଲ୍ଲୀ : ପାକିସ୍ତାନର ମନା ପରେ ଇସ୍ରାଏଲର ସହାୟତା ଲୋଡ଼ିଲା ସାଉଦି ଆରବ । ସ୍ୱାର୍ଥ ହାସଲ ପରେ ଅସଲ ରଙ୍ଗ ଦେଖାଇଲା ପାକିସ୍ତାନ। ସାଉଦି ଠୁ ପ୍ରଚୁର ଅର୍ଥ ପାଉଥିବା ପାକିସ୍ତାନ ବିପଦ ବେଳେ ସାଉଦି ର ହାତ ଛାଡ଼ିଦେଲା। କଥା ଟା ହେଲା...ୟେମେନର ହୁତି ବିଦ୍ରୋହୀଙ୍କ କ୍ରମାଗତ ସାମରିକ…

ଜନ୍ତର ମନ୍ତର ହିଂସା ମାମଲାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ସ୍ୱତନ୍ତ୍ର ଭରଦ୍ୱାଜଙ୍କୁ ଜାମିନ ପ୍ରଦାନ କଲେ ପଟିଆଲା…

ନୂଆଦିଲ୍ଲୀ: ଜନ୍ତର ମନ୍ତରରେ କକରୋଚ୍ ଜନତା ପାର୍ଟିର ପ୍ରତିବାଦ ସମୟରେ ସାମାଜିକ କର୍ମୀ ନିଶୁ ଆଜାଦଙ୍କ ବାପା ସଞ୍ଜୟ କୁମାରଙ୍କ ଉପରେ ହୋଇଥିବା ପ୍ରାଣଘାତୀ ଆକ୍ରମଣ ମାମଲାରେ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜଙ୍କୁ ଦିଲ୍ଲୀର ପଟିଆଲା ହାଉସ କୋର୍ଟ ତିନି ସପ୍ତାହର ଅନ୍ତରୀଣ…

ୟୁପିଆଇ କାରବାର ନେଇ ନୂଆ ନିୟମ:ଜାଣନ୍ତୁ ନୂଆ ସ୍ଲାବ୍

ନୂଆଦିଲ୍ଲୀ: ଡିଜିଟାଲ୍ ଇଣ୍ଡିଆ ଯୁଗରେ ୟୁନିଫାଏଡ୍ ପେମେଣ୍ଟ୍ସ ଇଣ୍ଟରଫେସ୍ ବା ୟୁପିଆଇ ଏବେ ପ୍ରତ୍ୟେକ ବ୍ୟକ୍ତିଙ୍କ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି। ୟୁପିଆଇ କାରବାର ଉପରେ ଚାର୍ଜ ଲାଗିବା ନେଇ ଲୋକଙ୍କ ମନରେ ଥିବା ଆଶଙ୍କା ମଧ୍ୟରେ ଏକ ବଡ଼ ଆଶ୍ୱସ୍ତିକର ଖବର ଆସିଛି ।…

ଜମ୍ମୁ-କଶ୍ମୀରରେ ହ୍ରାସ ପାଉଛି ଆତଙ୍କୀ କାର୍ଯ୍ୟକଳାପ, ବର୍ଷକ ମଧ୍ୟରେ କେବଳ ଜଣେ ନୂଆ ଆତଙ୍କବାଦୀ ଚିହ୍ନଟ

ଶ୍ରୀନଗର: ପ୍ରତିରକ୍ଷା ମନ୍ତ୍ରଣାଳୟର ବାର୍ଷିକ ରିପୋର୍ଟରେ ଜମ୍ମୁ ଏବଂ କଶ୍ମୀରର ବର୍ତ୍ତମାନର ସୁରକ୍ଷା ପରିସ୍ଥିତି ବିଷୟରେ ଗୁରୁତ୍ୱପୂର୍ଣ୍ଣ ସୂଚନା ପ୍ରକାଶ ପାଇଛି। ରିପୋର୍ଟ ଅନୁଯାୟୀ, ଭାରତୀୟ ସେନାର ନିରନ୍ତର ପ୍ରୟାସ ଯୋଗୁଁ, ଜମ୍ମୁ ଏବଂ କାଶ୍ମୀରର ସୁରକ୍ଷା ପରିସ୍ଥିତି ସାମଗ୍ରିକ…

ମକ୍କାରେ ବିପଦର ଆଶଙ୍କା, ବାଜିଲା ସାଇରନ୍: ହୁଥି ବିଦ୍ରୋହୀଙ୍କ ଉପରେ ସାଉଦି ଆରବର ଘନଘନ ମିସାଇଲ୍ ମାଡ଼

ରିୟାଦ: ୟେମେନର ଇରାନ ସମର୍ଥିତ ହୁଥି ବିଦ୍ରୋହୀ ଏବଂ ସାଉଦି ଆରବ ମଧ୍ୟରେ ତିକ୍ତତା ପୁଣି ଥରେ ଚରମ ସୀମାରେ ପହଞ୍ଚିଛି। ହୁଥି ବିଦ୍ରୋହୀମାନେ ସାଉଦି ଆରବ ଉପରେ ଡ୍ରୋନ୍ ଏବଂ ବାଲାଷ୍ଟିକ୍ ମିସାଇଲ୍ ମାଡ଼ କରିବା ପରେ ସାଉଦି ସେନା ପକ୍ଷରୁ ଏହାର କଡ଼ା ଜବାବ ଦିଆଯାଇଛି । ସାଉଦି ସେନା ୟେମେନରେ…

ପ୍ରଧାନମନ୍ତ୍ରୀଙ୍କ ନିବେଦନ ସତ୍ତ୍ୱେ ବଢ଼ୁଛି ସୁନା ଚାହିଦା: ପାର୍ବଣ ଋତୁରେ ପୁରୁଣା ଗହଣା ବଦଳାଇ ନୂଆ କିଣୁଛନ୍ତି…

ନୂଆଦିଲ୍ଲୀ: ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ଦେଶରେ ସୁନା ଚାହିଦା ପୁଣି ଥରେ ବୃଦ୍ଧି ପାଇବାରେ ଲାଗିଛି । ଦେଶର ବିଦେଶୀ ମୁଦ୍ରା ଭଣ୍ଡାରକୁ ସୁରକ୍ଷିତ ରଖିବା ଉଦ୍ଦେଶ୍ୟରେ ଅତିକମରେ ଗୋଟିଏ ବର୍ଷ ପାଇଁ ସୁନା ନ କିଣିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିକଟରେ ଦେଶବାସୀଙ୍କୁ ନିବେଦନ…

ୟୁପିଆଇ ଚାର୍ଜକୁ ନେଇ ସବୁ ଦ୍ୱନ୍ଦ୍ୱ ଦୂର କଲେ ସରକାର: ଛୋଟ ବ୍ୟବସାୟୀ ଓ ଗ୍ରାହକଙ୍କ ଉପରେ ପଡ଼ିବନି ବୋଝ

ନୂଆଦିଲ୍ଲୀ: ୟୁପିଆଇ ୟୁଜରଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ଆସିଛି । ଗତ କିଛି ଦିନ ଧରି ୟୁପିଆଇ ପେମେଣ୍ଟ ଉପରେ ଚାର୍ଜ ଲାଗିବା ନେଇ ସାଧାରଣ ଲୋକଙ୍କ ମନରେ ଥିବା ଦ୍ୱନ୍ଦ୍ୱକୁ କେନ୍ଦ୍ର ସରକାର ଶେଷରେ ଦୂର କରିଛନ୍ତି । କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି ଯେ, ୨୦୦୦…

ଜେଲ୍‌ରୁ ମୁକୁଳିବେନି ଦାରା ସିଂ ! ଆଗୁଆ ମୁକ୍ତି ଆବେଦନ ଖାରଜ କଲେ ରାଜ୍ୟ ଦଣ୍ଡ ସମିକ୍ଷା ବୋର୍ଡ

ନୂଆଦିଲ୍ଲୀ: ଦୀର୍ଘ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଜେଲର ଚାରି କାନ୍ଥ ଭିତରେ ବନ୍ଦୀ ଜୀବନ କାଟୁଥିବା ଜଣେ ହାଇ-ପ୍ରୋଫାଇଲ୍ ଅପରାଧୀଙ୍କୁ ନେଇ ଆସିଛି ଏକ ବଡ଼ ଖବର। ଓଡ଼ିଶା ତଥା ସାରା ବିଶ୍ୱକୁ ଦୋହଲାଇ ଦେଇଥିବା ବହୁଚର୍ଚ୍ଚିତ ଗ୍ରାହାମ୍ ଷ୍ଟେନ୍ସ ହତ୍ୟା ମାମଲାରେ ନୂଆ ମୋଡ଼ ନେଇଛି। ଏହି…

ବହୁ ଚର୍ଚ୍ଚିତ ମହିଳା ବାଇକର ହିଟ୍ ଆଣ୍ଡ ରନ୍ ମାମଲା: ରାଜସ୍ଥାନରୁ ଅଭିଯୁକ୍ତ ଡ୍ରାଇଭର ଗିରଫ

ନୂଆଦିଲ୍ଲୀ: ଗୁରୁଗ୍ରାମର ଚର୍ଚ୍ଚିତ ମହିଳା ବାଇକର ହିଟ୍ ଆଣ୍ଡ ରନ୍ ମାମଲାରେ ଅଭିଯୁକ୍ତ ଡ୍ରାଇଭର ଗିରଫ। ରାଜସ୍ଥାନର ରାଜଗଡରୁ କଲ୍ୟାଣ ବୈଂସଲା ଗିରଫ। ସିସିଟିଭି ଭିଡିଓ ଆଧାରରେ ହତ୍ୟା ଉଦ୍ୟମ ମାମଲାରେ ଗିରଫ ହେଲା ଅଭିଯୁକ୍ତ କଲ୍ୟାଣ ବୈଂସଲା। ମହିଳା ବାଇକରଙ୍କୁ କାରରେ ଗୋଡ଼ାଇ ଗୋଡ଼ାଇ…