Latest Odisha News
Browsing Category

ଦେଶ ବିଦେଶ

National News, Odishasambad.in

ନିର୍ବାଚନ ବେଳେ ରାହୁଲଙ୍କୁ ପାକିସ୍ତାନର ପୂର୍ବତନ ମନ୍ତ୍ରୀଙ୍କ ପ୍ରଶଂସା, କଡା ଜବାବ ଦେଲା ବିଜେପି

ଇସଲାମାବାଦ: ପାକିସ୍ତାନରେ ଇମ୍ରାନ ଖାନଙ୍କ କ୍ୟାବିନେଟର ପୂର୍ବତନ ମନ୍ତ୍ରୀ ଚୌଧୁରୀ ଫୱାଦ ହୁସେନ ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ରାହୁଲ ଗାନ୍ଧୀଙ୍କ ଏକ ଭିଡିଓ ସେୟାର କରିବା ସହ କଂଗ୍ରେସ ନେତାଙ୍କୁ ପ୍ରଶଂସା କରିବା ପରେ ବିଜେପି ବୁଧବାର କଂଗ୍ରେସ ଉପରେ ଆକ୍ରମଣ କରିଛି। ବିଜେପିର…

ମମତାଙ୍କ ଦଳ ଖରାପ? ଅଧୀର ରଞ୍ଜନ କହିଲେ ଟିଏମସିକୁ ଭୋଟ୍ ଦେବା ଅପେକ୍ଷା ବିଜେପିକୁ ଦେବା ଭଲ

କୋଲକାତା: ବରିଷ୍ଠ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ବୁଧବାର ପଶ୍ଚିମବଙ୍ଗରେ ଏକ ନିର୍ବାଚନୀ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି କହିଛନ୍ତି ଯେ ତୃଣମୂଳ କଂଗ୍ରେସକୁ ଭୋଟ୍ ଦେବା ଅପେକ୍ଷା ବିଜେପିକୁ ଭୋଟ୍ ଦେବା ଭଲ। ପଶ୍ଚିମବଙ୍ଗ କଂଗ୍ରେସ ମୁଖ୍ୟ ତଥା ବହରାମପୁର ଲୋକସଭା ପ୍ରାର୍ଥୀ ଅଧୀର…

ହିନ୍ଦୁ ବିବାହ କେବଳ ନାଚଗୀତ,ଭୋଜିଭାତ କରିବାର ଉତ୍ସବ ନୁହେଁ: ସୁପ୍ରିମ କୋର୍ଟ

ନୂଆଦିଲ୍ଳୀ: ହିନ୍ଦୁ ବିବାହକୁ ନେଇ କିଛି  ଗୁରୁତ୍ବପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି ସୁପ୍ରିମ କୋର୍ଟ । ହିନ୍ଦୁ ବିବାହ କେବଳ ନାଚଗୀତ, ଭୋଜିଭାତ ଓ ମଜାମସ୍ତି କରିବାର ଉତ୍ସବ ନୁହେଁ । ହିନ୍ଦୁ ଧର୍ମ ଅନୁଯାୟୀ ବିବାହ ଏକ ପବିତ୍ର ଅନୁଷ୍ଠାନ । ସାତ ଫେରା ବିନା ଯଦି କୌଣସି ବିବାହ ହେଉଛି…

‘କେହି ଭୟଭୀତ ନାହାନ୍ତି, ୨୪ ଘଣ୍ଟା ମଧ୍ୟରେ ଆମେଠୀ ଓ ରାୟବରେଲି ପାଇଁ ହେବ ପ୍ରାର୍ଥୀ ଘୋଷଣା’

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି । ଭାରତୀୟ ଜନତା ପାର୍ଟି ଏବଂ କଂଗ୍ରେସ ସମେତ ଦେଶର ସମସ୍ତ ରାଜନୈତିକ ଦଳ ନିର୍ବାଚନ ପ୍ରଚାରରେ ଲାଗିପଡିଛନ୍ତି । କିନ୍ତୁ ଏସବୁ ମଧ୍ୟରେ ଦେଶବାସୀ ବିଶେଷ କରି ଆମେଠୀ ଏବଂ ରାୟବରେଲି ର ଜନତାଙ୍କ ନଜର…

ସଲମାନ ଖାନଙ୍କ ଘର ବାହାରେ ଫାୟାରିଂ ମାମଲା, ଆତ୍ମହତ୍ୟା କଲା ମୁଖ୍ୟ ଅଭିଯୁକ୍ତ

ମୁମ୍ବାଇ: ବଲିଉଡ ତାରକା ସଲମାନ ଖାନଙ୍କ ଘର ବାହାରେ ଗୁଳି ମାଡ ଘଟଣାରେ ସାମ୍ନାକୁ ଆସିଛି ଏକ ବଡ ଖବର । ପୋଲିସ କଷ୍ଟଡି ଭିତରେ ଆତ୍ମହତ୍ୟା କରିଛନ୍ତି ଫାୟାରିଂ କେସ୍‌ରେ ଧରାପଡିଥିବା ଜଣେ ଅଭିଯୁକ୍ତ । ଆତ୍ମହତ୍ୟା କରିଥିବା ଅଭିଯୁକ୍ତର ନାମ ଅନୁଜ ଥାପନ ବୋଲି ଜଣାପଡିଛି । ଅଭିଯୁକ୍ତ ଅନୁଜ…

୧୨୭ ବର୍ଷ ପରେ ୨ ଭାଗ ହେଲା ‘ଗୋଦରେଜ୍’ ପରିବାର

ନୂଆଦିଲ୍ଲୀ: ଭାରତର ସ୍ୱାଧୀନତା ପୂର୍ବରୁ ବ୍ୟବସାୟ କ୍ଷେତ୍ରରେ ଯଦି କାହାର ନାମ ସର୍ବପ୍ରଥମେ ଆସେ ତେବେ ସେ ହେଉଛି ‘ଗୋଦରେଜ୍’ । ରିଅଲ୍ ଇଷ୍ଟେଟ୍ ଠାରୁ କଞ୍ଜ୍ୟୁମର ପର୍ଯ୍ୟନ୍ତ ବ୍ୟାପିଛି ଏହି ପରିବାରର ବ୍ୟବସାୟ । ଏବେ କିନ୍ତୁ ଏହି ୧୨୭ ବର୍ଷ ପୁରୁଣା ପରିବାରର ବିଭାଜନ ହୋଇଛି । ୨ ଭାଗରେ…

ସୁପ୍ରିମକୋର୍ଟରେ ପହଞ୍ଚିଲା କୋଭିଶିଲ୍ଡର ସାଇଡ୍ ଇଫେକ୍ଟ ମାମଲା

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ପହଞ୍ଚିଲା କୋଭିଶିଲ୍ଡର ସାଇଡ୍‌ ଇଫେକ୍ଟ ମାମଲା । ଓକିଲ ବିଶାଲ ତିୱାରୀ କୋଭିଶିଲ୍ଡ ଟିକା ମାମଲା ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି । କୋଭିଶିଲ୍ଡ ଟିକାର ପାର୍ଶ୍ୱ ପ୍ରତିକ୍ରିୟା ଏବଂ ଏହାର ବିପଦର ଅନୁସନ୍ଧାନ ପାଇଁ ପୂର୍ବତନ ଡାଇରେକ୍ଟରଙ୍କ ଅଧ୍ୟକ୍ଷତାରେ ଏକ…

ଏପ୍ରିଲରେ ଜିଏସ୍‌ଟି ସଂଗ୍ରହ ୨.୧୦ ଲକ୍ଷ କୋଟି ଟଙ୍କା ରେକର୍ଡ କରିଛି

ନୂଆଦିଲ୍ଲୀ: ଭାରତର ମୋଟ ଦ୍ରବ୍ୟ ଏବଂ ସେବା କର (ଜିଏସ୍‌ଟି) ସଂଗ୍ରହ ଏପ୍ରିଲ ମାସରେ ରେକର୍ଡ ସୃଷ୍ଟି କରିଛି । ଏପ୍ରିଲରେ ରେକର୍ଡ ସର୍ବାଧିକ ୨.୧୦ ଲକ୍ଷ କୋଟିରେ ପହଞ୍ଚିଛି ଯାହା ରାଜସ୍ବ ବର୍ଷ ତୁଳନାରେ ୧୨.୪ ପ୍ରତିଶତ ବୃଦ୍ଧି ପାଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ବୁଧବାର ଦିନ ଏକ ବିବୃତ୍ତିରେ…

ବିଜେପିରେ ସାମିଲ ହେଲେ ଅନୁପମା ଫେମ୍ ରୁପାଲି ଗାଙ୍ଗୁଲି

ନୂଆଦିଲ୍ଲୀ: ଦେଶରେ ବର୍ତ୍ତମାନ ନିର୍ବାଚନର ମାହୋଲ । ଏଥିପାଇଁ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ନିଜର ପ୍ରାର୍ଥୀ ତାଲିକା ଜାରି କରୁଛନ୍ତି । ଏହାରି ଭିତରେ ଅନେକ ରାଜନେତା ଦଳ ଛାଡୁଥିବା ବେଳେ ଅନେକ ଦଳରେ ସାମିଲ ମଧ୍ୟ ହେଉଛନ୍ତି । ତେବେ ଏହାରି ମଧ୍ୟରେ ଜଣେ ଟିଭି ଅଭିନେତ୍ରୀ…

ଦ୍ୱିତୀୟ ପର୍ଯ୍ୟାୟରେ ମତଦାନ ୦.୬ ପ୍ରତିଶତକୁ ବୃଦ୍ଧି, ଏହି ରାଜ୍ୟର ପ୍ରଦର୍ଶନକୁ ନେଇ ଖୁସି ଅଛନ୍ତି ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ: ଦେଶରେ ଚାଲିଛି ନିର୍ବାଚନ ପର୍ବ। ଲୋକସଭା ନିର୍ବାଚନ ପାଇଁ ଏପ୍ରିଲ ୧୯ରୁ ମତଦାନ ଆରମ୍ଭ ହୋଇଛି। ଦୁଇଟି ପର୍ଯ୍ୟାୟ ପାଇଁ ମତଦାନ ସରିଛି। ପ୍ରଥମ ପର୍ଯ୍ୟାୟରେ ଭୋଟିଂ ୧୦୨ଟି ଆସନ ପାଇଁ ହୋଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ୮୮ଟି ଆସନରେ ଭୋଟିଂ ଅନୁଷ୍ଠିତ ହୋଇଥିଲା। ଅର୍ଥାତ୍…