Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ମଣିପୁର ଭାଇରାଲ ଭିଡିଓ ମାମଲା, ପଞ୍ଚମ ଅଭିଯୁକ୍ତକୁ ଗିରଫ କଲା ପୋଲିସ

ଇମ୍ଫାଲ୍‌: ମଣିପୁରରେ ୨ଜଣ ମହିଳାଙ୍କୁ ଉଲଗ୍ନ କରାଇ ରାସ୍ତାରେ ଚଲାଇବା ଘଟଣାରେ ସମ୍ପୃକ୍ତ ଥିବା ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଆଜି ଗିରଫ ହୋଇଥିବା ଅଭିଯୁକ୍ତ ହେଉଛନ୍ତି ୧୯ ବର୍ଷିୟ ୟୁମଲେମବାମ ନୁଙ୍ଗସିଥୋଇ ମେତେଇ। ୟୁମଲେମବାମଙ୍କୁ ମିଶାଇ ଏହି ମାମଲାରେ ପୋଲିସ ଏଯାବତ…

ରୋଜଗାର ମେଳା: ୭୦ ହଜାର ଯୁବକ ଯୁବତୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିଲେ ମୋଦି

ନୁଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ବାଣ୍ଟିଲେ ଆଉ ୭୦ହଜାର ଯୁବବର୍ଗଙ୍କୁ ନିଯୁକ୍ତି ପତ୍ର । ଏହି ରୋଜଗାର ମେଳା ଦେଶର ୪୪ଟି ସ୍ଥାନରେ ଆୟୋଜନ କରାଯାଇଛି । କେନ୍ଦ୍ର ସରକାରଙ୍କ ବିଭାଗ ସହ ରାଜ୍ୟ ସରକାର ଓ କେନ୍ଦ୍ର ଶାସିତ ଅଞ୍ଚଳରେ ମଧ୍ୟ ଏହି ନିଯୁକ୍ତି ପତ୍ର ବଣ୍ଟନ କରାଯାଇଛି । ସୂଚନା…

ଭାରତର ୩ ଟି ରହସ୍ୟମୟ ମନ୍ଦିର: ଯେଉଁଠି ମୂର୍ତ୍ତିମାନେ ହୁଅନ୍ତି କଥା

ଓଡ଼ିଶା ସମ୍ବାଦ ବ୍ୟୁରୋ: ଭାରତରେ ହଜାର ହଜାର ସଂଖ୍ୟାରେ ମନ୍ଦିର ରହିଛି। ପ୍ରତି ମନ୍ଦିର ଭିନ୍ନ ଭିନ୍ନ ମାନ୍ୟତା ଏବଂ ଚମତ୍କାରିତା ପାଇଁ ପ୍ରସିଦ୍ଧ ଅଟେ। ଏହାଛଡ଼ା ଭାରତରେ ଏମିତି କିଛି ମନ୍ଦିର ଅଛି, ଯାହା ରହସ୍ୟମୟ ଏବଂ ବିଚିତ୍ର। ତେବେ ଏମିତି ୩ଟି ବିଚିତ୍ର ଏବଂ ରହସ୍ୟମୟ ମନ୍ଦିର ବିଷୟରେ…

ଭାରତ ଛାଡୁଛନ୍ତି ଲୋକେ; ସାଢ଼େ ୩ ବର୍ଷରେ ୫ ଲକ୍ଷରୁ ଅଧିକ ଭାରତୀୟ ଛାଡ଼ିଛନ୍ତି ନାଗରିକତା

ନୂଆଦିଲ୍ଲୀ: ଭାରତ ଛାଡୁଛନ୍ତି ଲୋକେ  । ଚଳିତବର୍ଷ ଜୁନ ସୁଦ୍ଧା ୮୭ ହଜାର ୨୬ ଜଣ ଲୋକ ଭାରତ ନାଗରିକତା ଛାଡି ଅନ୍ୟ ଦେଶକୁ ପଳାଇଛନ୍ତି  । ଏନେଇ ଲୋକସଭାରେ ଏକ ପ୍ରଶ୍ନର ଉତ୍ତର ରଖିଛନ୍ତି ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର  । ଲୋକସଭା ସାଂସଦ କୀର୍ତ୍ତି ପି ଚିଦାମ୍ବରମ୍ ବୈଦେଶିକ…

ଓଡ଼ିଶାରୁ ଏଫସିଆଇର ଚାଉଳ ସଂଗ୍ରହ ସମ୍ପର୍କରେ ତଥ୍ୟ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର: ଭାରତୀୟ ଖାଦ୍ୟ ନିଗମ (ଏଫସିଆଇ) ୨୦୨୨-୨୩ ଖରିଫ ବିପଣନ ଋତୁରେ ୧୩ ଜୁଲାଇ, ୨୦୨୩ ସୁଦ୍ଧା ଓଡ଼ିଶାରୁ ୧୩ ଲକ୍ଷ ୫୩ ହଜାର ୨୩୯ ମେଟ୍ରିକ୍‌ ଟନ୍‌ ଚାଉଳ ସଂଗ୍ରହ କରିଥିବା କେନ୍ଦ୍ର ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ରାଷ୍ଟ୍ର ମନ୍ତ୍ରୀ ସାଧ୍ବୀ ନିରଞ୍ଜନ ଜ୍ୟୋତି ରାଜ୍ୟ…

ମଣିପୁର: ୧୧ ଦିନିଆ ରିମାଣ୍ଡରେ ୪ ଅଭିଯୁକ୍ତ, ଇସ୍ତଫା ପ୍ରଶ୍ନକୁ ଏଡାଇ ଗଲେ ମୁଖ୍ୟମନ୍ତ୍ରୀ ବିରେନ୍

ଇମ୍ଫାଲ: ମଣିପୁରରେ ମେ' ୪ ତାରିଖରେ ଦୁଇ ଜଣ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ମାମଲାରେ ଗିରଫ ୪ ଅଭିଯୁକ୍ତଙ୍କୁ ଶୁକ୍ରବାର ୧୧ ଦିନିଆ ରିମାଣ୍ଡରେ ନେଇଛି ପୁଲିସ। ଏପରିକି ସଂସଦର ଉଭୟ ଗୃହରେ ବିରୋଧୀମାନେ ଏହି ପ୍ରସଙ୍ଗ ଉଠାଇବା ପରେ ଶେଷରେ କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଆଗୁଆ ମୁଲତବୀ…

ସିଗନାଲରେ ତ୍ରୁଟିଥିବା ଯୋଗୁଁ ବାହାନଗାରେ ଟ୍ରେନ ଦୁର୍ଘଟଣା ଘଟିଛି: ରେଳମନ୍ତ୍ରୀ

ନୂଆଦିଲ୍ଲୀ: ସିଗନାଲ-ସର୍କିଟ-ବଦଳରେ ତ୍ରୁଟି ଯୋଗୁଁ ବାଲେଶ୍ୱର ବାହାନଗାରେ କରମଣ୍ଡଳ ଏକ୍ସପ୍ରେସକୁ ଭୁଲ୍ ସିଗନାଲ ମିଳିଥିଲା, ଯାହା ଫଳରେ ଏକ ଭୟଙ୍କର ଟ୍ରେନ୍ ଦୁର୍ଘଟଣା ଘଟି ୨୯୫ ଜଣଙ୍କର ମୃତ୍ୟୁ ଘଟିଥିଲା ବୋଲି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି। ଗତ ଜୁନ ୨ ତାରିଖରେ…

ମୋଦିଙ୍କୁ ମହଙ୍ଗା ପଡିବ ଛତିଶଗଡ ମନ୍ତବ୍ୟ !

ଭୁବନେଶ୍ୱର: ମଣିପୁର ହିଂସା ସମ୍ପର୍କିତ ମନ୍ତବ୍ୟରେ ଛତିଶଗଡ଼କୁ ଯୋଡିଥିବାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସମାଲୋଚନା କରିଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ। ମଣିପୁର ହିଂସାକାଣ୍ଡ ଘଟଣା ସହ ଛତିଶଗଡ଼ର ଆଇନଶୃଙ୍ଖଳା ସ୍ଥିତିକୁ ତୁଳନା କରି ମୋଦି ଛତିଶଗଡ଼କୁ ବଦନାମ କରିବାକୁ ଚେଷ୍ଟା…

ପ୍ରିୟଙ୍କାଙ୍କ ତିନି ଶିକାର

ଭୁବନେଶ୍ୱର: ମଧ୍ୟପ୍ରଦେଶରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ। ଜନ ଆକ୍ରୋଶ ମହାରାଲିରେ ଯୋଗ ଦେଇ ପ୍ରିୟଙ୍କା ବିଜେପିକୁ ଟାର୍ଗେଟ କରିଛନ୍ତି। ଦେଶର ରାଜନୈତିକ ସ୍ଥିତି ଓ ରାଜନେତାଙ୍କ ବ୍ୟବହାରକୁ ନେଇ ପ୍ରିୟଙ୍କା ମୋଦିଙ୍କୁ ଟାର୍ଗେଟ…

ମହିଳାଙ୍କ ପ୍ରତି ହେଉଥିବା ଅତ୍ୟାଚାରକୁ ନିନ୍ଦା କରି କାନ୍ଦିପକାଇଲେ ସାଂସଦ ଲକେଟ୍ ଚାଟାର୍ଜୀ

କୋଲକାତା: ପଶ୍ଚିମବଙ୍ଗର ଭାରତୀୟ ଜନତା ପାର୍ଟି ସାଂସଦ ଲକେଟ୍ ଚାଟାର୍ଜୀ ଶୁକ୍ରବାର ଦିନ ଏକ ସାମ୍ବାଦିକ ସମ୍ମିଳନୀରେ ପଞ୍ଚାୟତ ନିର୍ବାଚନ ସମୟରେ ଘଟିଥିବା ଘଟଣା ବିଷୟରେ ବର୍ଣ୍ଣନା କରି ଭାବପ୍ରବଣ ହୋଇଥିଲେ। ଜୁଲାଇ ୮ ରେ ବଙ୍ଗଳାର ହାୱଡା ଜିଲ୍ଲାରେ ପଞ୍ଚାୟତ ନିର୍ବାଚନ ସମୟରେ ବିଜେପି…