Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଧାରାଭୀ ଏକ ଜନ କେନ୍ଦ୍ରିକ ରୂପାନ୍ତରଣ

ନିଜର ଅଭିଳାଷା ତାଲିକାରେ ପୂର୍ବତନ ବିଶ୍ୱ ହେଭିୱେଟ୍‌ ବକ୍ସିଂ ଚମ୍ପିଅନ୍ ମାଇକ ଟାଇସନ୍‌ ଭାରତର ଦୁଇଟି ସ୍ଥାନ ପରିଦର୍ଶନ ପାଇଁ ଇଛା ପ୍ରକାଶ କରିଥିଲେ: ଗୋଟିଏ ସ୍ଥାନ ହେଉଛି ତାଜମହଲ ଏବଂ ଅନ୍ୟ ସ୍ଥାନଟି ଧାରାଭୀ । ଧାରାଭୀ ସହିତ ମୋର ପ୍ରଥମ ସାକ୍ଷାତ ୧୯୭୦ ଦଶକର ଶେଷ ଆଡକୁ ହୋଇଥିଲା ।…

ବିନା ସର୍ତ୍ତରେ ରାହୁଲଙ୍କ ହାତ ଧରିବେ ଶର୍ମିଳା!

ଭୁବନେଶ୍ୱର: କଂଗ୍ରେସର ନୂଆ ଫଣ୍ଡା ଏକତା। ନିଜ ଭିତରେ ଲଢେଇ ନ କରି ସମସ୍ତେ ଗୋଟିଏ ପ୍ଲାଟଫର୍ମରେ ଏକାଠି ହେବାକୁ ଦଳ ସବୁଠୁ ଅଧିକ ଧ୍ୟାନ ଦେଉଛି। ତେଲେଙ୍ଗାନାରେ ଏହାର ବଡ଼ ପ୍ରତିଫଳନ ଦେଖିବାକୁ ମିଳିଛି। ପୂର୍ବରୁ ରାଜସ୍ଥାନ ଓ ଛତିଶଗଡ଼ରେ ଦଳୀୟ ନେତାଙ୍କୁ ମ୍ୟାନେଜ କରି ଗୋଟିଏ…

ଆଇନ ଜାଲରେ ‘ଇଣ୍ଡିଆ’

ଭୁବନେଶ୍ୱର: ଗଠନ ହେବାଠାରୁ ବିବାଦ ଇଣ୍ଡିଆର ପିଛା ଛାଡୁନି। ମିଳିତ ବିରୋଧୀ ମେଣ୍ଟର ନୂଆ ନାଁ ଇଣ୍ଡିଆ ରଖାଯିବା ପରେ ବିଜେପି ଏହାକୁ ତୀଵ୍ର ବିରୋଧ କରିଛି। ଇଣ୍ଡିଆ ନାଁ ପଞ୍ଜିକୃତ ହୋଇପାରିବ କି ନାହିଁ ତାକୁ ନେଇ ବିତର୍କ ଆରମ୍ଭ ହୋଇଛି। ସେପଟେ ଠିକ ଏଭଳି ସମୟରେ ବିରୋଧୀ ମେଣ୍ଟର ନାଁ…

ନିୟନ୍ତ୍ରଣ ବାହାରେ ମଣିପୁର, କାହିଁକି ରାଷ୍ଟ୍ରପତି ଶାସନ ଲାଗୁ କରୁ ନାହାନ୍ତି କେନ୍ଦ୍ର ସରକାର ?

ନୂଆଦିଲ୍ଲୀ: ମଣିପୁରରେ ମୈତଇ ଓ କୁକି ସମ୍ପ୍ରଦାୟ ମଧ୍ୟରେ ହିଂସା ଭିତରେ ୨ ମହିଳାଙ୍କ ନଗ୍ନ ଛବି ଭାଇରାଲ୍ ହେବା ଭାରତକୁ ବିଶ୍ୱ ସ୍ତରରେ ନିନ୍ଦିତ କରିଛି । ଭିଡିଓ ଭାଇରାଲ୍ ପରେ ମଣିପୁରରେ ଉତ୍ତେଜନା ଚରମରେ ପହଞ୍ଚି ଥିବା ବେଳେ ପୋଲିସ କାର୍ଯ୍ୟାନୁଷ୍ଠାନି ନିଆ ଯାଉଥିବା କହି ଘଣ୍ଟ…

ଦିଲ୍ଲୀ ଅଧ୍ୟାଦେଶ ମାମଲା ଉପରେ ପାଞ୍ଚ ଜଣିଆ ସମ୍ବିଧାନ ବେଞ୍ଚ କରିବେ ଶୁଣାଣି

ନୂଆଦିଲ୍ଲୀ: ଦିଲ୍ଲୀ ଅଧ୍ୟାଦେଶ ପ୍ରସଙ୍ଗରେ ଦିଲ୍ଲୀ ସରକାର ଏବଂ କେନ୍ଦ୍ର ସରକାରଙ୍କ ବିବାଦ ଲାଗି ରହିଛି। କେନ୍ଦ୍ରର ସେବା ଆଧ୍ୟାଦେଶକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଦିଲ୍ଲୀ ସରକାରଙ୍କ ଆବେଦନକୁ ପାଞ୍ଚ ଜଣିଆ ସମ୍ବିଧାନ ବେଞ୍ଚକୁକୁ ପଠାଇଛନ୍ତି। ଏହି ପ୍ରସଙ୍ଗରେ କୋର୍ଟ କହିଛନ୍ତି ଯେ…

ଲୋକସଭାରେ ସୋନିଆଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ସୋନିଆଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ ମୋଦୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ସଂସଦର ମୌସୁମୀ ଅଧିବେଶନର ପ୍ରଥମ ଦିନରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଲେ। ଏହାର ଜବାବରେ ସୋନିଆ ଗାନ୍ଧୀ କହିଥିଲେ, 'ମୋର…

ସତ୍ୟକାହାଣୀ ଉପରେ ଆଧାରିତ ‘ଅଜମେର ୯୨’ର ଟ୍ରେଲର ରିଲିଜ

ମୁମ୍ବାଇ: ଚଳଚ୍ଚିତ୍ର ନିର୍ଦ୍ଦେଶକ ସୁଦୀପ୍ତୋ ସେନଙ୍କ ନିର୍ଦ୍ଦେଶିତ ଫିଲ୍ମ 'ଦ କେରଳ ଷ୍ଟୋରୀ' ରିଲିଜ୍‌ ହେବାର ପ୍ରଥମ ଦିନରୁ ହିଁ ବିବାଦ ଭିତରକୁ ଆସିଥିଲା। ଏହି ଚଳଚ୍ଚିତ୍ରକୁ ନେଇ ସାରା ଦେଶରେ ଅନେକ ଅସନ୍ତୋଷ ଦେଖାଦେଇଥିଲା, ତଥାପି ଫିଲ୍ମର ବକ୍ସ ଅଫିସ ରୋଜଗାର ସମସ୍ତଙ୍କ ହୋସ୍ ଉଡାଇ…

ମଣିପୁର ହିଂସାକାଣ୍ଡ: ଭିଡିଓ ଦେଖି ରାଗିଗଲେ ଅକ୍ଷୟ କୁମାର

ମଣିପୁର; ମଣିପୁରରେ ଦୁଇଜଣ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଯିବାର ଭିଡ଼ିଓ ଭାଇରାଲ ହୋଇଛି । ଯାହା ଏବେ ସବୁଆଡ଼େ ହଇଚଇ ସୃଷ୍ଟି କରିଛି । ବର୍ତ୍ତମାନ ସମସ୍ତେ ଏହି ଭିଡ଼ିଓକୁ ନିନ୍ଦା କରୁଥିବାବେଳେ ଯେଉଁମାନେ ଏହା କରୁଛନ୍ତି ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଉବୋଲି…

ଆଜିଠୁ ଭାରତ-ୱେଷ୍ଟଇଣ୍ଡିଜ୍ ଶତକୀୟ ଟେଷ୍ଟ, ସିରିଜ୍ କବଜା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ

ନୂଆଦିଲ୍ଲୀ: ଆଜିଠୁ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଶତକୀୟ ଟେଷ୍ଟ ମୁକାବିଲା । ପୋର୍ଟ ଅଫ ସ୍ପେନରେ ଖେଳାଯିବାକୁ ଥିବା ଏହି ଟେଷ୍ଟ ଚଳିତ ଶୃଙ୍ଖଳାର ଦ୍ବିତୀୟ ତଥା ଅନ୍ତିମ ମୁକାବିଲା। ପ୍ରଥମ ଟେଷ୍ଟରେ ବିଜୟ ସହ ଏହି ଦୁଇ ଟିକିଆ ସିରିଜରେ ୧-୦ରେ ଆଗୁଆ ରହିଛି ଭାରତ । ତେବେ ପ୍ରଥମ…

ମହାରାଷ୍ଟ୍ର ରାଇଗଡ଼ରେ ବର୍ଷା ବିତ୍ପାତ; ଭୂସ୍ଖଳନରେ ୪ ମୃତ, ୩ ଆହତ

ମୁମ୍ବାଇ: ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ଏକ ଭୟଙ୍କର ଭୂସ୍ଖଳନ ଘଟିଛି। ଖଲାପୁର ତହସିଲ ଇର୍ଶଲୱାଡିରେ ବଡ଼ ଧରଣର ଭୂସ୍ଖଳନ ଯୋଗୁଁ ଜୀବନ ହାନି ଘଟିଛି। ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ଖବର ପାଇ ଘଟଣାସ୍ଥଳରେ ଏନଡିଆରଏଫ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି…