Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଅଭିନେତ୍ରୀ ଜୟା ପ୍ରଦାଙ୍କୁ ୬ ମାସ ଜେଲ୍ , ଗଣିବେ ୫ହଜାର ଟଙ୍କାର ଜୋରିମାନା

ମୁମ୍ବାଇ:  ବଲିଉଡ ଅଭିନେତ୍ରୀ ତାଥା ପୂର୍ବତନ ସାଂସଦ ଜୟା ପ୍ରଦାଙ୍କୁ ୬ମାସର ଜେଲ୍ ଦଣ୍ଡାଦେଶ । ଅଭିନେତ୍ରୀଙ୍କ ସହ ତାଙ୍କର ବିଜନେସ ପାର୍ଟନର ରାମ କୁମାର ଓ ରାଜା ବାବୁଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି । ଜୟାଙ୍କୁ ଜେଲ୍ ଦଣ୍ଡାଦେଶ ସହ ୫ହଜାର ଟଙ୍କାର ଜୋରିମାନା ମଧ୍ୟ ଲାଗିଛି । ଚେନ୍ନାଇର…

ସ୍ବାଧୀନତା ଦିବସରେ ଦିଲ୍ଲୀରେ ଆତଙ୍କୀ ହମଲା ଷଡଯନ୍ତ୍ର: କଡାକଡି ହେଲା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ: ପାଖେଇ ଆସୁଛି ସ୍ବାଧୀନତା ଦିବସ  । ଏଥିପାଇଁ ରାଜଧାନୀ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଲଗାତାର ଭାବେ ସନ୍ଦିଗ୍ଧଙ୍କ ଗତିବିଧି ଉପରେ ନଜର ରଖାଯାଇଛି । ଲାଲକିଲ୍ଲାକୁ ପୁରା ଘେରାବନ୍ଦୀ କରାଯାଇଛି  । ଏହାରି ମଧ୍ୟରେ ଗୁଇନ୍ଦା ଏଜେନ୍ସିକୁ ଆତଙ୍କୀ ହମଲା…

ରୁଦ୍ରପ୍ରୟାଗରେ ଭୂ-ସ୍ଖଳନ: ୫ ଶ୍ରଦ୍ଧାଳୁ ମୃତ

ଡେରାଡୁନ୍; ଉତ୍ତରାଖଣ୍ଡରେ ବଡ ଧରଣର ଦୁ୍ର୍ଘଟଣା । ରୁଦ୍ରପ୍ରୟାଗ ଚୌକି ଫାଟା ଅନ୍ତର୍ଗତ ତରସାଲୀ ନିକଟରେ ଭୂ-ସ୍ଖଳନ ହୋଇଛି । ଭୂ-ସ୍ଖଳନ କାରଣରୁ ୫ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଶ୍ରଦ୍ଧାଳୁମାନେ ଗୁଜୁରାଟର ବୋଲି ଜଣାପଡିଛି । କେଦାରନାଥ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ସୂଚନା…

ଆମେରିକା ଜଙ୍ଗଲରେ ଭୟଙ୍କର ନିଆଁ, ମୃତ୍ୟୁ ସଂଖ୍ୟା ୬୭କୁ ବୃଦ୍ଧି

ନୂଆଦିଲ୍ଲୀ : ହାୱାଇ ଜଙ୍ଗଲରେ ଭୟଙ୍କର ନିଆଁ। ମୃତ୍ୟୁ ସଂଖ୍ୟା ୬୭କୁ ବୃଦ୍ଧି । ମାଉଇର ହାୱାଇନ ଆଇଲ୍ୟାଣ୍ଡରେ ଜଙ୍ଗଲ ନିଆଁ ବଢିବାରେ ଲାଗିଛି । ଏପର୍ଯ୍ୟନ୍ତ ନିଆଁ ୬୭ଜଣଙ୍କ ଜୀବନ ନେଲାଣି। ଆଇଲ୍ୟାଣ୍ଡର ମୁଖ୍ୟ ପର୍ଯ୍ୟଟନ ସହର ଲାହାଇନା ଜଙ୍ଗଲରେ ଭୀଷଣ ନିଆଁ ଲାଗିଛି । ବାତ୍ୟାରେ ଭୀଷଣ ପବନ…

ପାକିସ୍ତାନ ଓ ଚୀନ୍‌ଠାରୁ ବିପଦ: ଶ୍ରୀନଗର ବିମାନ ବନ୍ଦରରେ ନିୟୋଜିତ ହେଲା ମିଗ୍-୨୯ ଯୁଦ୍ଧ ବିମାନ ସ୍କ୍ୱାଡ୍ରନ୍

ଶ୍ରୀନଗର: ଭାରତର ଦୁଇ ପାର୍ଶ୍ୱରେ ରହିଛି ପାକିସ୍ତାନ ଏବଂ ଚୀନ। ଉଭୟ ଦେଶ ଭାରତର ଶତ୍ରୁ। ଏହି ଦୁଇ ଦେଶ ଦ୍ୱାରା ସୃଷ୍ଟି ହୋଇଥିବା ବିପଦକୁ ଦୃଷ୍ଟିରେ ରଖି ଭାରତୀୟ ସେନାଙ୍କୁ ବର୍ଷ ତମାମ ଅତ୍ୟଧିକ ସତର୍କ ରହିବାକୁ ପଡେ। ଜମ୍ମୁ-କାଶ୍ମୀର, ଲଦାଖରେ ପଡ଼ୋଶୀ ପାକିସ୍ତାନ ଏବଂ ଚୀନ୍ ଠାରୁ ଭାରତ…

ଆଜି ବିଶ୍ୱ ହସ୍ତୀ ଦିବସ, ନନ୍ଦନକାନନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ

ଭୁବନେଶ୍ଵର: ଆଜି ବିଶ୍ୱ ହସ୍ତୀ ଦିବସ। ହାତୀଙ୍କ ପାଇଁ ଦିନଟିଏ । ଏମାନଙ୍କ ସୂରକ୍ଷା ପାଇଁ ସାଧାରଣରେ ଜନସଚେତନତା ସୃଷ୍ଟି କରିବା ପାଇଁ ହସ୍ତୀଦିବସ ପାଳନ ହୋଇଥାଏ । ଐତିହ୍ୟ ପ୍ରାଣୀ ହାତୀଙ୍କ ସୁରକ୍ଷା ଓ ସଂରକ୍ଷଣ ଉଦ୍ଦେଶ୍ୟରେ ପ୍ରତିବର୍ଷ ଅଗଷ୍ଟ ୧୨କୁ ହସ୍ତୀ ଦିବସ ଭାବେ ପାଳନ କରାଯାଇ…

ଡିବିଟି ମାଧ୍ୟମରେ ୧ ଲକ୍ଷ ଆପ୍ରେଣ୍ଟିସଙ୍କୁ ୧୫ କୋଟି ଟଙ୍କା ବିତରଣ କଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ଜାତୀୟ ଆପ୍ରେଣ୍ଟିସ-ସିପ୍ ପ୍ରୋତ୍ସାହନ ଯୋଜନା (ଏନ୍ଏପିଏସ୍) ରେ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର ବା ଡିବିଟିର ଶୁଭାରମ୍ଭ କରିଛନ୍ତି । ଏହି ଏନଏପିଏସ ଅଧୀନରେ ୧ ଲକ୍ଷ…

କେନ୍ଦ୍ର ସରକାର ବଫର ଷ୍ଟକରୁ ଛାଡ଼ିଲେ ୩ ଲକ୍ଷ ମେଟ୍ରିକ ଟନ ପିଆଜ

ନୂଆଦିଲ୍ଲୀ: ଖାଉଟି ବ୍ୟାପାର ବିଭାଗ ପିଆଜର ବଫର ଷ୍ଟକରୁ ୩ ଲକ୍ଷ ମେଟ୍ରିକ ଟନ୍ ପିଆଜ ବଜାରକୁ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ବିଭାଗୀୟ ସଚିବ ଶ୍ରୀ ରୋହିତ କୁମାର ସିଂହ ଗତକାଲି (୧୦-୦୮-୨୦୨୩) ଦିନ ନାଫେଡ ଓ ଏନସିସିଏଫର ପରିଚାଳନା ନିର୍ଦ୍ଦେଶକଙ୍କ ସହ ଏକ ବୈଠକ କରିବା ପରେ ଏଥି ନେଇ…

‘ପରିଚୟ ଲୁଚାଇ ବିବାହ କିମ୍ବା ପଦୋନ୍ନତିର ଆଶା ଦେଖାଇ ଯୌନ ସମ୍ପର୍କ କଲେ ଏବେ ୨୦ ବର୍ଷ ଜେଲ ସଜା’

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର ଲୋକସଭାରେ ଭାରତୀୟ ଦଣ୍ଡ ସଂହିତା (ଆଇପିସି) ୧୮୬୦ର ସଂସ୍କାର ସମ୍ପର୍କରେ ଏକ ବିଲ୍ ଆଗତ କରିଛନ୍ତି। ସେ କହିଛନ୍ତି ଯେ ଭାରତୀୟ ଜଷ୍ଟିସ୍ କୋଡ୍ ୨୦୨୩ (ବିଏନ୍ଏସ୍) ବିଲ୍ ଏବେ ଆଇପିସିର ସ୍ଥାନ ନେବ। ଏହି ବିଲରେ ମହିଳାଙ୍କ ପ୍ରତି…

‘ମା’ ମୋତେ ବହୁତ ଡର ଲାଗୁଛି..ଶୀଘ୍ର ଆସ…’ଶେଷ ଫୋନ କଲରେ ଏମିତି ନିବେଦନ କରି ଛାତରୁ ଖସି ପଡିଲେ ମେଧାବୀ ଛାତ୍ର

କୋଲକାତା: ମା’ ମୋତେ କିଛି ଭଲ ଲାଗୁନି । ବହୁତ ଡର ଲାଗୁଛି । ତୁମେ ଜଲଦି ଆସ ମା’ । ତୁମକୁ ବହୁତ କିଛି କହିବାକୁ ଅଛି । ଶୀଘ୍ର ଆସ ମା‘ । ଏ ଥିଲା ଜଣେ ମେଧାବୀ ଛାତ୍ରର ଶେଷ ନିବେଦନ । ମା’ଙ୍କୁ ଫୋନ କରି   ଏମିତି ଅନୁନୟ କରି କହୁଥିଲା । ହେଲେ ମା’ ଆସିଲା ବେଳକୁ କିଛି କହିବାକୁ ପୁଅ…