Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଆମେରିକାରୁ ଭାରତ ଆସିବ ୨୦୦୮ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ଘଟଣାର ଅନ୍ୟତମ ଦୋଷୀ ତହବ୍ବୁର ରାଣା

ନୂଆଦିଲ୍ଲୀ: ୨୦୦୮ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ଘଟଣାର ଅନ୍ୟତମ ଦୋଷୀ ମୂଳ ପାକିସ୍ତାନୀ ନାଗରିକ ଓ କାନାଡ଼ା ବ୍ୟବସାୟୀ ତହବ୍ବୁର ରାଣାକୁ ଆମେରିକାରୁ ଭାରତ ଅଣାଯିବ। ଏନେଇ ଆମେରିକାର ଏକ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମୁମ୍ବାଇ ଆକ୍ରମଣରେ ତଦନ୍ତ କରୁଥିବା ଏନ୍‌ଆଇଏ ତହବ୍ବୁର ରାଣାର…

ମୋଦି କ୍ୟାବିନେଟରେ ଅଦଳବଦଳ: ଆଇନ ମନ୍ତ୍ରୀ ପଦରୁ ହଟିଲେ କିରେନ ରିଜିଜୁ

ନୂଆଦିଲ୍ଲୀ:ମୋଦି କ୍ୟାବିନେଟରେ ବଡ ଧରଣର ଅଦଳବଦଳ ହୋଇଯାଇଛି । କିରେନ ରିଜିଜୁଙ୍କୁ ଆଇନ ମନ୍ତ୍ରୀ ପଦରୁ ହଟାଇ ଦିଆଯାଇଛି । ତାଙ୍କ ଜାଗାରେ ଅର୍ଜୁନ ରାମ ମେଘବାଲଙ୍କୁ ଦାୟିତ୍ୱ ଦିଆଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରାମର୍ଶ କ୍ରମେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି…

ପୂର୍ବତନ ମନ୍ତ୍ରୀ ତଥା ବିଜେପି ସାଂସଦ ରତନ ଲାଲ କଟାରିଆଙ୍କ ପରଲୋକ

ଅମ୍ବାଲା: ହରିଆଣା ଅମ୍ବାଲା ବିଜେପି ସାଂସଦ ରତନ ଲାଲ କଟାରିଆଙ୍କର ଆଜି (ଗୁରୁବାର) ପରୋଲକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ମିଳିଥିବା ସୂଚନା ଅନୁସାରେ, ୩ ଥର ବିଜେପି ସାଂସଦ ହୋଇଥିବା ରତନ ଲାଲଙ୍କର ଶରୀର ଅସୁସ୍ଥ ହେବାରୁ ତାଙ୍କୁ ପିଜିଆଇ ଚଣ୍ଡିଗଡ଼ ଡାକ୍ତରଖାନାରେ…

ହିନ୍ଦୁଜା ଗ୍ରୁପର ଅଧ୍ୟକ୍ଷ ଏସ୍‌ପି ହିନ୍ଦୁଜାଙ୍କ ପରଲୋକ

ଲଣ୍ଡନ: ପରଲୋକରେ ବିଶିଷ୍ଟ ଶିଳ୍ପପତି ତଥା ହିନ୍ଦୁଜା ଗ୍ରୁପର୍‌ ଅଧ୍ୟକ୍ଷ ଶ୍ରୀଚାନ୍ଦ ପରମାନନ୍ଦ ହିନ୍ଦୁଜା(ଏସ୍‌ପି)। ଗତକାଲି ଲଣ୍ଡନରେ ୮୭ ବର୍ଷ ବୟସରେ ତାଙ୍କର ବିୟୋଗ ହୋଇଛି। ସେ ଦୀର୍ଘ ଦିନ ହେଲା ଅସୁସ୍ଥ ଥିଲେ। ହିନ୍ଦୁଜାଙ୍କ ମୃତ୍ୟୁକୁ ନେଇ କମ୍ପାନୀର ମୁଖପାତ୍ର ଏକ ବିବୃତି ଜାରି କରି…

‘ଇଡି’କୁ ସୁପ୍ରିମକୋର୍ଟ ଝଟକା, ବିରୋଧୀ କହୁଥିଲେ ସୁପ୍ରିମକୋର୍ଟ ଚେତାବନୀ ଦେଲେ

ଭୁବନେଶ୍ୱର: ଦେଶରେ ଅଣବିଜେପି ଶାସିତ ରାଜ୍ୟଗୁଡିକରେ ସିବିଆଇ ଓ ଇଡିର ଉଦେଶ୍ୟମୂଳକ କାର୍ଯ୍ୟାନୁଷ୍ଠାନକୁ ନେଇ ସବୁବେଳେ ଅଭିଯୋଗ ହୋଇଆସିଛି। ବିରୋଧୀଙ୍କୁ ଦମନ କରିବା ପାଇଁ ବିଜେପି ସିବିଆଇ ଇଡି ଆଦି ସଂସ୍ଥାକୁ ଅସ୍ତ୍ର କରିଥିବା କେବେଠୁ ବିରୋଧୀ ଅଭିଯୋଗ କରି ଆସୁଛନ୍ତି। ଆଗକୁ ନିର୍ବାଚନ…

ରାହୁଲଙ୍କୁ କାଉଣ୍ଟର କରିବେ ମୋଦି, ଭାରତ ଯୋଡୋ ବନାମ ଜନସମ୍ପର୍କ ଅଭିଯାନ

ଭୁବନେଶ୍ୱର: ନିର୍ବାଚନ ବୈତରଣୀ ସଫଳତାର ସହ ପାର ହେବାକୁ ହେଲେ ଜନସମ୍ପର୍କ ନିହାତି ଆବଶ୍ୟକ। ଯେଉଁଥିପାଇଁ ପଦଯାତ୍ରାକୁ ବିଭିନ୍ନ ସମୟରେ ଏକ ପ୍ରମୁଖ ମାଧ୍ୟମ ଭାବେ ବ୍ୟବହାର କରାଯାଏ। ରାହୁଲଙ୍କ ଭାରତ ଯୋଡୋ ଯାତ୍ରା ଏହାର ଏକ ବଡ଼ ଉଦାହରଣ ଭାବେ ନିଆଯାଉଛି। ଏପରିକି କର୍ଣ୍ଣାଟକରେ…

ଉପମୁଖ୍ୟମନ୍ତ୍ରୀ ହେବାକୁ ସଫା ମନା କରିଦେଲେ ଶିବକୁମାର

ନୂଆଦିଲ୍ଲୀ: କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଚୟନ କରିବାକୁ ନେଇ କଂଗ୍ରେସରେ ଏବେ ଏକ ବିବାଦ ଲାଗି ରହିଛି। ଏବେ ଖବର ଆସୁଛି ଯେ ଡି.କେ ଶିବକୁମାର ରାଜି ନୁହଁନ୍ତି ଉପମୁଖ୍ୟମନ୍ତ୍ରୀ ପଦକୁ ନେଇ। ଡି.କେଙ୍କୁ ଦିଆଯାଇଥିବା ଅଫର ପାଇଁ ସେ ପ୍ରସ୍ତୁତ ନୁହଁନ୍ତି ବୋଲି ସୂତ୍ରରୁ ପ୍ରକାଶ।…

ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ସହଯୋଗୀଙ୍କ ସମେତ ଆଠଟି ସ୍ଥାନରେ ସିବିଆଇ ରେଡ୍

ନୂଆଦିଲ୍ଲୀ: ସିବିଆଇ ବୁଧବାର ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ଘନିଷ୍ଠ ସହଯୋଗୀଙ୍କ ଘରେ ଚଢ଼ାଉ କରିଛି। କୁହାଯାଇଛି ଯେ ରିଲାଏନ୍ସ ବୀମା ଦୁର୍ନୀତି ସମ୍ପର୍କିତ ମାମଲାରେ ସିବିଆଇ ଏହି ଏହି ଚଢାଉ କରିଛି। ବୁଧବାର ମଲିକଙ୍କ ତତ୍କାଳୀନ ସହଯୋଗୀଙ୍କ ଘରେ ଏବଂ ଦିଲ୍ଲୀ ଏବଂ…

୧୦୦ ଘଣ୍ଟା ରୋଷେଇ କରି ବିଶ୍ୱ ରେକର୍ଡ ଭାଙ୍ଗିଲେ ନାଇଜେରିଆର ସେଫ୍‌

ନୂଆଦିଲ୍ଲୀ : ରୋଷେଇ କରିବାକୁ କିଛି ଲୋକ ପସନ୍ଦ କରୁଥିବା ବେଳେ କିଛି ଲୋକ ବିରକ୍ତି ହୋଇଥାନ୍ତି । ଏହି ରୋଷେଇ କରି ଜଣେ ପାଚିକା ବିଶ୍ୱ ରେକର୍ଡ ହାତେଇଛନ୍ତି । ନାଇଜେରିଆର ଜଣେ ଲୋକପ୍ରିୟ ପାଚିକା ଲଗାତାର ସର୍ବାଧିକ ଘଣ୍ଟା ଧରି ରୋଷେଇ କରି ଗିନିସ୍ ବିଶ୍ବ ରେକର୍ଡ ଭାଙ୍ଗିବାରେ ସଫଳ…

ଇମ୍ରାନ ଖାନଙ୍କ ଘରେ ଲୁଚିଛନ୍ତି ୪୦ ଆତଙ୍କୀ; ପୂରା ଇଲାକା ପୋଲିସ କବ୍ଜାରେ

ଇସଲାମବାଦ: ପୁଣି ନୂଆ ବିବାଦରେ ଫସିଲେ ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ।  ଗୋଟିଏ ବିବାଦରୁ ମୁକୁଳି ନାହାନ୍ତି, ଆଉ ଗୋଟିଏ ବିବାଦରେ ଫସିଛନ୍ତି ଇମ୍ରାନ । ପାକ  ପୂର୍ବ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଘରେ ଲୁଚି ରହିଛନ୍ତି ୩୦ରୁ ୪୦ ଜଣ ଆତଙ୍କୀ । ପାକିସ୍ତାନ ସ୍ଥିତ…