Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ବିଜେପିକୁ ଟେନସନରୁ ମୁକ୍ତି ଦେବ କି ଟିଫିନ?

ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ବିଭିନ୍ନ ରାଜ୍ୟକୁ ଘନ ଘନ ଗସ୍ତ କରୁଛନ୍ତି। ଦଳୀୟ ନେତା କର୍ମୀ ଓ କାର୍ଯ୍ୟକର୍ତାଙ୍କୁ ଭେଟୁଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ମଧ୍ୟରେ ଆଉ ଏକ ପ୍ରସଙ୍ଗକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶ…

ସମସ୍ତେ ନିଜ ସ୍ୱାର୍ଥ ଦେଖୁଛନ୍ତି, ଏକାଠି ହୋଇପାରିବେନି ବିରୋଧୀ !

ଭୁବନେଶ୍ୱର: ଦ୍ଵିତୀୟ ବିରୋଧୀ ଏକତା ବୈଠକ ପୂର୍ବରୁ ବିରୋଧୀଙ୍କ ମଧ୍ୟରେ କେଁ ପଶିଛି। ଚଳିତ ମାସ ୧୭ ଓ ୧୮ ତାରିଖରେ ବେଙ୍ଗାଲୁରୁରେ ବିରୋଧୀଙ୍କ ବୈଠକ ହେବାକୁ ଥିବାବେଳେ କଂଗ୍ରେସ ଆମ ଆଦମୀ ପାର୍ଟିକୁ ବୈଠକରେ ଯୋଗ ଦେବାକୁ ନିମନ୍ତ୍ରଣ କରିଛି। କିନ୍ତୁ ଦିଲ୍ଲୀ ଅଧ୍ୟାଦେଶ ପ୍ରସଙ୍ଗରେ…

ଉତ୍ତର ଭାରତରେ ବର୍ଷା ବିତ୍ପାତ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସ୍ଥଗିତ ରହିଲା ଅମରନାଥ ଯାତ୍ରା

ଶ୍ରୀନଗର: ପହଲଗାମ ଏବଂ ବାଲ୍ଟାଲରେ ପ୍ରବଳ ବର୍ଷା ହେତୁ ଅମରନାଥ ଯାତ୍ରାକୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସ୍ଥଗିତ ସ୍ଥଗିତ ରଖିଛନ୍ତି କତୃପକ୍ଷ । ଏହାସହ କୌଣସି ତୀର୍ଥଯାତ୍ରୀଙ୍କୁ ଜାମ୍ମୁରୁ କାଶ୍ମୀର ଉପତ୍ୟକାକୁ ନଯିବାକୁ ନିର୍ଦ୍ଦେଶ ଦେଇଛନ୍ତି କତୃପକ୍ଷ । ପବିତ୍ର ଅମରନାଥ ଗୁମ୍ଫାକୁ…

ମସ୍ତିଷ୍କ ଉପରେ ସମ୍ପୂର୍ଣ୍ଣ ନିୟନ୍ତ୍ରଣ କରିବା ପାଇଁ ଚୀନ ସେନା ପ୍ରସ୍ତୁତ କରୁଛି ନ୍ୟୁରୋଷ୍ଟ୍ରାଇକ ୱେପନ୍ସ

ବେଜିଂ: ଚୀନର କମ୍ୟୁନିଷ୍ଟ ପାର୍ଟି ଓ ଚୀନ ସେନା ମିଳିତ ଭାବେ ଏକ ଜୈବିକ ଅସ୍ତ୍ରର ବିକଶିତ କରୁଛନ୍ତି । ଏହି ଅସ୍ତ୍ର ବିଶ୍ୱରେ ଭୟଙ୍କର ପରିସ୍ଥିତି ସୃଷ୍ଟି କରିବା ନେଇ ଆଶଙ୍କା ଉପୁଜିଛି । ରିପୋର୍ଟ ମୁତାବକ ଚୀନ ସେନା ନ୍ୟୁରୋଷ୍ଟ୍ରାଇକ ୱେପନ୍ସ ପ୍ରସ୍ତୁତ କରୁଛି । ଏହା ପ୍ରୟୋଗ ହେଲେ ଜଣେ…

ଏନ୍ଆ‌ଇଏର ମୋଷ୍ଟ ୱାଣ୍ଟେଡ୍ ଲିଷ୍ଟ୍‌ରେ ୨୧ ଜଣ ଖାଲିସ୍ତାନୀ ଆତଙ୍କବାଦୀଙ୍କ ନାମ

ଓଡ଼ିଶା ସମ୍ବାଦ ବ୍ୟୁରୋ: ବିଦେଶରେ ବସିଥିବା ଖାଲିସ୍ତାନୀ ଆତଙ୍କବାଦୀଙ୍କ ବିରୋଧରେ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ଏନଆଇଏ) ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ବିଦେଶରେ ଥିବା ୨୧ ଜଣ ଖାଲିସ୍ତାନୀଙ୍କ ବିରୋଧରେ ମୋଷ୍ଟ ୱାଣ୍ଟେଡ୍ ତାଲିକା ପ୍ରକାଶ କରିଛନ୍ତି। ତାଙ୍କ ବିରୋଧରେ…

ଏମିତି ଏକ ରହସ୍ୟମୟ ସ୍ଥାନ; ଯେଉଁଠିକୁ ଯିବାକୁ ଡରନ୍ତି ବୈଜ୍ଞାନିକ

ଆପଣ ଜାଣିଛନ୍ତି କି ପୃଥିବୀରେ ଏପରି ଅନେକ ସ୍ଥାନ ଅଛି ଯେଉଁଠାରେ ଆପଣ ମାଇଲ୍ ମାଇଲ୍ ପର୍ଯ୍ୟନ୍ତ କୌଣସି ମଣିଷ, ପ୍ରାଣୀ କିମ୍ବା ଉଦ୍ଭିଦ ପାଇବେ ନାହିଁ? ଦୁନିଆରେ ବହୁତ ରହସ୍ୟମୟ ସ୍ଥାନ ରହିଛି । ଏହି ସ୍ଥାନଗୁଡିକ ବିଷୟରେ ଜାଣିବା ପରେ ଲୋକମାନେ ପ୍ରାୟତଃ ବିଶ୍ୱାସ କରନ୍ତି ନାହିଁ । ଏହିପରି…

ଚାଷୀଙ୍କ ସହ ମିଶି ଟ୍ରାକ୍ଟର ଚଲାଇ ଧାନ ଚାରା ରୋପଣ କଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: ଚାଷୀଙ୍କ ସହ ମିଶି ଚାଷ କାମ କଲେ ରାହୁଲ ଗାନ୍ଧୀ। କଂଗ୍ରେସର ପୂର୍ବତନ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶିମଲା ଗସ୍ତରେ ଯାଇଛନ୍ତି। ବାଟରେ ସେ ସୋନିପଥରେ ଅଟକି ଯାଇ ହଠାତ୍ ଏକ ଚାଷ ଜମିରେ ପହଞ୍ଚି ଚାଷୀ ଏବଂ ଦିନମଜୁରିଆଙ୍କ ସହ ଆଲୋଚନା କରି ସେମାନଙ୍କ କାମ ବିଷୟରେ ପଚାରି…

ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସା: ପଞ୍ଚାୟତ ନିର୍ବାଚନରେ ଫୁଟିଲା ଗୁଳି, ପୋଲିଂ ଏଜେଣ୍ଟ ମୃତ

କୋଲକାତା: ଚାଲିଛି ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟଗ୍ରହଣ। ନିର୍ବାଚନ ପାଇଁ ସକାଳୁ ଆରମ୍ଭ ହୋଇଛି ମତଦାନ। ସେପଟେ କିନ୍ତୁ ପଶ୍ଚିମବଙ୍ଗରେ ଦେଖାଯାଇଛି ନିର୍ବାଚନୀ ହିଂସା । କୋଚବିହାରର ଫାଲିମାରିରେ ଗୁଳିମାଡ଼ରେ ପ୍ରାଣ ହରାଇଲେ ପୋଲିଂ ଏଜେଣ୍ଟ ମାଧବ ବିଶ୍ବାସ । ସେହିପରି…

ତେଲେଙ୍ଗାନା ଗସ୍ତରେ ପ୍ରଧାନମନ୍ତ୍ରୀ, ୬୧୦୦ କୋଟି ମୂଲ୍ୟର ପ୍ରକଳ୍ପ କରିବେ ଶିଳାନ୍ୟାସ

ଓଡ଼ିଶା ସମ୍ବାଦ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦୁଇଟି ରାଜ୍ୟ ଗସ୍ତ କରିବେ। ପ୍ରଥମେ ସେ ତେଲେଙ୍ଗାନାରୁ ଯାତ୍ରା ଆରମ୍ଭ କରି ରାଜସ୍ଥାନକୁ ଯିବେ। ତେଲେଙ୍ଗାନାର ୱାରଙ୍ଗଲକୁ ପହଞ୍ଚି ଏକ ସାଧାରଣ କାର୍ଯ୍ୟକ୍ରମରେ ଯୋଗଦେବେ, ଯେଉଁଠାରେ ସେ ବିଭିନ୍ନ ପ୍ରକଳ୍ପର ମୂଳଦୁଆ ପକାଇବେ।…

ମନୀଷ ସିସୋଦିଆଙ୍କ ୫୨ କୋଟି ଟଙ୍କାର ସମ୍ପତ୍ତି ଜବତ କଲା ଇଡି

ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ, ତାଙ୍କ ପତ୍ନୀ ଓ ଅନ୍ୟ ୩ଜଣ ଅଭିଯୁକ୍ତଙ୍କର ୫୨.୨୪ କୋଟି ଟଙ୍କା ସମ୍ପତ୍ତି ଜବତ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ସିସୋଦିଆ ଓ ତାଙ୍କ ପତ୍ନୀ ସୀମାଙ୍କ ନାମରେ ଥିବା ୭୦…