Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ବସ୍ତରରେ ବିଜେପି ନେତାଙ୍କୁ ହତ୍ୟା ପରେ ହାତଲେଖା ନୋଟ୍ ଛାଡି ନକ୍ସଲ ଦେଲେ ଚେତାବନୀ

ରାୟପୁର: ଛତିଶଗଡ଼ର ବସ୍ତର ଜିଲ୍ଲାରେ ଆତଙ୍କବାଦର ଏକ ଲୋମହର୍ଷଣକାରୀ ଘଟଣା ଘଟିଛି। ନକ୍ସଲମାନେ ବୁଧବାର ଦିନ ଜଣେ ବିଜେପି ନେତାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଯାହା ଏହି ଅଞ୍ଚଳରେ ସୁରକ୍ଷାକୁ ନେଇ ଚିନ୍ତା ବଢ଼ାଇଛି। ହତ୍ୟାର ଶିକାର ହୋଇଥିବା ପୂର୍ବତନ ସରପଞ୍ଚ କାକା…

ଆସୁଛନ୍ତି ଅମିତ ଶାହା, ଚାଲିଛି ସର୍ଭେ, କଟିବ ଟିକେଟ!

ଭୁବନେଶ୍ୱର: ଛତିଶଗଡ଼ ନିର୍ବାଚନକୁ ଆଉ ମାତ୍ର ଅଳ୍ପ କେତେ ମାସ ବାକି ଅଛି। ରାଜ୍ୟର ରାଜନୈତିକ ସ୍ଥିତିକୁ ଦେଖିଲେ ସେଠାରେ କଂଗ୍ରେସ ଓ ବିଜେପି ମଧ୍ୟରେ ଲଢେଇ ହେବ। କଂଗ୍ରେସ ଶାସନରେ ଥିବାବେଳେ ଶାସନ ବଜାୟ ରଖିବାକୁ ଦଳ ଉଦ୍ୟମ କରୁଛି। ତେଣୁ ଉଭୟ ଦଳ ପ୍ରଚାର ପ୍ରସାରକୁ ଜୋରଦାର କରୁଛନ୍ତି।…

ତେଲେଙ୍ଗାନା ହାତରୁ ଖସିବାକୁ ବସିଲାଣି, ଓଡିଶାକୁ କିଏ ପଚାରେ!

ଭୁବନେଶ୍ୱର: ଓଡ଼ିଶାରେ ଆଉ ବିଆରଏସର ଚର୍ଚ୍ଚା ନାହିଁ। ଆସନ୍ନ ନିର୍ବାଚନକୁ ନେଇ ଦେଶ ଓ ରାଜ୍ୟ ରାଜନୀତି ଚଳଚଞ୍ଚଳ ହୋଇଥିବା ବେଳେ ବିଆରଏସ ଆଉ ଓଡିଶାରେ ଆଗକୁ ବଢ଼ୁଥିବା ଦେଖାଯାଉ ନାହିଁ। ରାଜ୍ୟରେ ବିରୋଧୀଙ୍କ ସ୍ଥିତିକୁ ଦେଖିଲେ କେସିଆରଙ୍କ ବିଆରଏସ ଓଡ଼ିଶାରେ ଏକ ବଡ଼ ବିକଳ୍ପ ହେବ ବୋଲି…

ଖେଳ ଖେଳିଲେ କେଜରିୱାଲ !

ଭୁବନେଶ୍ୱର: ପାଟନାରେ ବିରୋଧୀ ଏକତା ବୈଠକ ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏକ ବଡ଼ ରାଜନୈତିକ ଗୋଟି ଚଳାଇଛନ୍ତି। ବିରୋଧୀ ଏକତା ବୈଠକ ପୂର୍ବରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଲ୍ଲୀ ପାଇଁ ଅଣାଯାଇଥିବା ଅଧ୍ୟାଦେଶ ପ୍ରସଙ୍ଗରେ ସବୁ ବିରୋଧୀଙ୍କୁ ଚିଠି ଲେଖିଛନ୍ତି…

ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନରେ ହିଂସା, ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କୋଲକାତା: ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନରେ ହେଉଥିବା ହିଂସାକୁ ଗୁରୁତର ସହ ନେଇଛନ୍ତି କଲିକତା ହାଇକୋର୍ଟ । ବିରୋଧୀ ଦଳ ପକ୍ଷରୁ ପଞ୍ଚାୟତ ନିର୍ବାଚନ ହିଂସା ନେଇ ହାଇକୋର୍ଟରେ ମାମଲା ହୋଇଥିଲା । ଆଜି ସିବିଆଇ ତଦନ୍ତ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ବିରୋଧୀ ବିଜେପି, କଂଗ୍ରେସ…

ଭିଟୋର ଅପପ୍ରୟୋଗ କଲା ଚୀନ; ୨୬/୧୧ ଆକ୍ରମଣର ମାଷ୍ଟର ମାଇଣ୍ଡକୁ ଆତଙ୍କବାଦୀ ହେବାରୁ ବଞ୍ଚାଇଲା

ନୂଆଦିଲ୍ଲୀ: ପାକିସ୍ତାନ ଲସ୍କର-ଏ-ତୋଇବାର ଆତଙ୍କବାଦୀ ସାଜିଦ ମୀରକୁ ବିଶ୍ୱ ଆତଙ୍କବାଦୀ ଘୋଷିତ କରିବା ପ୍ରସ୍ତାବ ଉପରେ ଚୀନ ପ୍ରତିବନ୍ଧକ ଲଗାଇଛି । ସାଜିଦ ୨୦୦୮ରେ ମୁମ୍ବାଇରେ ହୋଇଥିବା ୨୬/୧୧ ଆକ୍ରମଣର ମାଷ୍ଟର ମାଇଣ୍ଡ ଥିଲା । ଆମେରିକା ସାଜିଦକୁ ଗ୍ଲୋବାଲ ଟେରରିଷ୍ଟ ଘୋଷଣା କରିବା…

ରାୟପୁର ରିମ୍ସ ହସ୍ପିଟାଲରେ ଅଗ୍ନିକାଣ୍ଡ

ରାୟପୁର: ଛତିଶଗଡର ରାଜଧାନୀ ରାୟପୁରର ଆରଆଇଏମ୍ଏସ୍ ହସ୍ପିଟାଲରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ଯୋଗୁଁ କ୍ୟାମ୍ପସରେ ଭୟର ଆତଙ୍କ ଖେଳି ଯାଇଛି। ନଭା ରାୟପୁରସ୍ଥିତ RIMS ହସ୍ପିଟାଲର ଚତୁର୍ଥ ମହଲାରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ରହିଛି। ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ…

ଏଲନ ମସ୍କଙ୍କ ଘୋଷଣା: ଖୁବ ଶୀଘ୍ର ଭାରତରେ ଏଣ୍ଟ୍ରି ମାରିବ ଟେସ୍ଲା

ନୂଆଦିଲ୍ଲୀ: ଆମେରିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଟେସ୍ଲା  ସିଇଓ (Tesla CEO) ଏଲନ ମସ୍କଙ୍କ ସାକ୍ଷାତ  କରିଛନ୍ତି । ସାକ୍ଷାତ ସମୟରେ  ଏଲନ ମସ୍କ (Elon Musk )ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ବିଶ୍ୱର ସବୁଠାରୁ ବଡ ଇଲେକ୍ଟ୍ରିକ କାର କମ୍ପାନୀ ଟେସ୍ଲାର…

ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗାଭ୍ୟାସ କଲେ ରାଷ୍ଟ୍ରପତି ଓ ରାଜନେତା

ନୂଆଦିଲ୍ଲୀ: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ ଭାରତ ସମେତ ସମଗ୍ର ବିଶ୍ୱରେ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକା ଗସ୍ତରେ ଅଛନ୍ତି। ଯେଉଁଠାରେ ସେ ଯୋଗ କାର୍ଯ୍ୟକ୍ରମରେ ମଧ୍ୟ ଭାଗ ନେବାକୁ ଯାଉଛନ୍ତି। ଭାରତରେ ମଧ୍ୟ ବିଭିନ୍ନ ସ୍ଥାନରେ…

ନ୍ୟୁୟର୍କରେ ପ୍ରଧାନମନ୍ତ୍ରୀ, ଅନେକ ପ୍ରମୁଖ ବ୍ୟକ୍ତିଙ୍କ ସହ ମୋଦୀଙ୍କ ସାକ୍ଷାତ

ଓଡ଼ିଶା ସମ୍ବାଦ ବ୍ୟୁରୋ: ମଙ୍ଗଳବାର ଭାରତୀୟ ସମୟ ରାତି ସାଢ଼େ ୧୦ଟାରେ ନ୍ୟୁୟର୍କ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହା ମୋଦୀଙ୍କ ୪ ଦିନିଆ ଐତିହାସିକ ଆମେରିକା ଗସ୍ତ। ଆଜି ଅର୍ଥାତ୍ ବୁଧବାର ଜାତିସଂଘ ମୁଖ୍ୟାଳୟରେ ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମର ନେତୃତ୍ବ ନେ‌ବେ…