Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ଆହତଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ବାଲେଶ୍ୱର: ବାଲେଶ୍ୱର ଟ୍ରେନ୍‌ ଦୁର୍ଘଟଣାରେ ନେତାମନ୍ତ୍ରୀ ଗସ୍ତ ଜାରି ରହିଛି। ସକାଳୁ ସକାଳୁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଥିବା ବେଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନମନ୍ତ୍ରୀ ବାଲେଶ୍ୱର…

୧୯୮୧ ବିହାର ରୁ ୨୦୨୩ ବାଲେଶ୍ୱର: ଭାରତର ବଡ଼ ବଡ଼ ଟ୍ରେନ୍ ଦୁର୍ଘଟଣାରେ ଯାଇଛି ଶତାଧିକ ଜୀବନ

ଭୁବନେଶ୍ୱର: ବାଲେଶ୍ୱର ବାହାନଗାରେ ହୋଇଥିବା ଟ୍ରେନ୍‌ ଦୁର୍ଘଟଣା ସାରା ଦେଶକୁ ଦୁଃଖ ଦେଇଛି। ଖାଲି ଦେଶ କାହିକି କାନାଡ଼ା ତାଇୱାନ୍‌ରେ ମଧ୍ୟ ଟ୍ରେନ୍‌ ଦୁର୍ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ସେଠାକାର ସରକାର। ବର୍ତ୍ତମାନ ସୁଦ୍ଧା ନିର୍ଦ୍ଦିଷ୍ଟ ସ୍ପଷ୍ଟ ହୋଇ ନଥିବା ବେଳେ ମୃତ୍ୟୁ ସଂଖ୍ୟା…

ବିଦେଶ ମାଟିକୁ ଥରାଇ ଦେଲା ଓଡ଼ିଶା ଟ୍ରେନ୍ ଦୁର୍ଘଟଣା; କାନାଡ଼ା ପ୍ରଧାନମନ୍ତ୍ରୀଙ୍କ ସମେତ ତାଇୱାନ ରାଷ୍ଟ୍ରପତିଙ୍କ ଶୋକ

ଭୁବନେଶ୍ୱର: ବାଲେଶ୍ୱର ବାହାନଗା ଠାରେ ହୋଇଥିବା କରମଣ୍ଡଳ ଏକ୍ସପ୍ରେ ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୮୮ କୁ ବୃଦ୍ଧି ପାଇଛି। ଆହତଙ୍କ ସଂଖ୍ୟା ୯୦୦ରୁ ଅଧିକ ରହିଛି। ଏତେବଡ଼ ଦୁର୍ଘଟଣା କେବ ରାଜ୍ୟ କି ଦେଶ ନୁହେଁ ବିଦେଶ ମାଟିକୁ ବି ଥରାଇ ଦେଇଛି। କାନାଡ଼ା ପ୍ରଧାନମନ୍ତ୍ରୀ ଜଷ୍ଟିନ…

ରେଳ ଦୁର୍ଘଟଣା ନେଇ ବୈଠକ ଡାକିଲେ ପ୍ରଧାନମନ୍ତ୍ରୀ; ଦୁର୍ଘଟଣାସ୍ଥଳକୁ ଆଜି ଆସିବେ ମୋଦି

ନୂଆଦିଲ୍ଲୀ:ବାଲେଶ୍ୱର ବାହାନଗାଠାରେ ହୋଇଥିବା ଭୟଙ୍କର ଟ୍ରେନ ଦୁର୍ଘଟଣା ସାରା ଦେଶକୁ ଥରାଇ ଦେଇଛି । ଏକା ସାଙ୍ଗରେ ତିନି ତିନୋଟି ଟ୍ରେନ ଦୁର୍ଘଟଣା । ମୃତ୍ୟୁ ସଂଖ୍ୟା ୨୮୮ ଛୁଇଁଲାଣି । ଆହୁରି ବଢିପାରେ । ରେଳ ବିଭାଗଠାରୁ ଆରମ୍ଭ କରି ସ୍ଥାନୀୟ ଓ କେନ୍ଦ୍ର ପ୍ରଶାସନ ଉଦ୍ଧାର କାର୍ଯ୍ୟ…

ବାଲେଶ୍ୱର ଟ୍ରେନ୍ ଦୁର୍ଘଟଣ: ଓଡ଼ିଶା ଓ ତାମିଲନାଡୁରେ ଆଜି ଦିନିକିଆ ଶୋକ ପାଳନ ଘୋଷଣା

ବାଲେଶ୍ୱର; ବାଲେଶ୍ୱର ବାହାନଗା କରମଣ୍ଡଳ ଏକ୍ସପ୍ରେସ୍‌ ଦୁର୍ଘଟଣାରେ ଦିନିକିଆ ଶୋକ ପାଳ କରିବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତାମିଲନାଡୁ ସରକାର ମଧ୍ୟ ଏତେବଡ଼ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକମାନଙ୍କ ପାଇଁ ଆଜି(ଜୁନ ୩) ରାଜ୍ୟ ସାରା ଦିନିକିଆ ଶୋକ ପାଳନ କରାଯିବ ବୋଲି…

ମାଗଣା ବିଜୁଳି, ରାଜସ୍ଥାନ ଦେବା ପରେ ଅନ୍ୟ ରାଜ୍ୟରେ ବି ଉଠିଲା ଦାବି

ଭୁବନେଶ୍ୱର: ଦେଶରେ ଏବେ ଚାଲିଛି ବିଜୁଳି ରାଜନୀତି। ପ୍ରତ୍ୟେକ ବ୍ୟକ୍ତି ବିଜୁଳି ବ୍ୟବହାର କରୁଥିବାବେଳେ ବିଜୁଳି ବିଲ ଲୋକଙ୍କ ପାଇଁ ବଡ଼ ବୋଝ ଭାବେ ଗଣାଯାଉଛି। ତେଣୁ ଏହାକୁ ଆଖି ଆଗରେ ରଖି ରାଜନୈତିକ ଦଳ ଓ ସରକାର ବିଜୁଳିକୁ ନେଇ ରାଜନୀତି କରୁଥିବା ଦେଖିବାକୁ ମିଳିଛି। ପୂର୍ବରୁ ଆମ…

ବିଦେଶରେ ପିଏମ ମୋଦିଙ୍କ ପ୍ରଶଂସା କଲେ ରାହୁଲ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରାହୁଲଙ୍କ ପ୍ରଶଂସା। ବିଦେଶ ଗସ୍ତରେ ଯାଇ ବିଭିନ୍ନ ପ୍ରସଙ୍ଗରେ ମୋଦିଙ୍କୁ କଡା ସମାଲୋଚନା କରୁଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀଙ୍କୁ ଭୁରି ଭୁରି ପ୍ରଶଂସା କରିଛନ୍ତି। ରୁଷ ୟୁକ୍ରେନ ଯୁଦ୍ଧରେ ଭାରତର ଭୂମିକା ଠିକ ବୋଲି ରାହୁଲ…

ରାହୁଲଙ୍କ ସବୁଠୁ ପ୍ରିୟ ସୁନୀଲ କାନୁଗୋଲୁ

ଭୁବନେଶ୍ୱର: କଂଗ୍ରେସର ବ୍ଲୁଆଏଡ଼ ବୟ ସୁନୀଲ କାନୁଗୋଲୁଙ୍କୁ ଏବେ ଦଳ ପୁରସ୍କୃତ କରିଛି। ସୁନୀଲଙ୍କୁ ରାହୁଲ ଗାନ୍ଧୀଙ୍କ ଠାରୁ ଆରମ୍ଭ କରି ପୁରା କଂଗ୍ରେସର ନବ କଳେବରର ବିନ୍ଧାଣି ବୋଲି କୁହାଯାଉଛି। ରାହୁଲଙ୍କ ଭାରତ ଯୋଡୋ ଯାତ୍ରାଠୁ ଆରମ୍ଭ କରି କର୍ଣ୍ଣାଟକର ବଡ଼ ସଫଳତା ସବୁ ପାଇଁ…

ସିସୋଡିଆଙ୍କୁ ଆଶ୍ୱସ୍ତି, ଅସୁସ୍ଥ ପତ୍ନୀଙ୍କୁ ଭେଟି ପାରିବେ

ନୂଆଦିଲ୍ଲୀ: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ତଥା ଆପ ନେତା ମନୀଷ ସିସୋଡିଆଙ୍କ ବିରୋଧରେ ତଦନ୍ତ ଚାଲିଛି । ଏହି ଅବସରରେ ଶୁକ୍ରବାର ସିସୋଡିଆଙ୍କୁ ଆଶ୍ୱସ୍ତ ମିଳିଛି । ସେ ଶନିବାର ତାଙ୍କ ଅସୁସ୍ଥ ପତ୍ନୀଙ୍କୁ ଭେଟିପାରିବେ ବୋଲି କୋର୍ଟ କହିଛନ୍ତି । ତେବେ ସେ…

ରାହୁଲ ବିଜେପି ସହ ଲଢୁଛନ୍ତି ନା ଦେଶ ସହ : ମୁସଲିମ ଲିଗ ବୟାନ ଉପରେ ପ୍ରଶ୍ନ କଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ: ରାହୁଲ ଗାନ୍ଧି ଆମେରିକାରେ ମୁସଲିମ ଲିଗ ଉପରେ ଦେଇଥିବା ବୟାନକୁ ନେଇ ଦେଶରେ ବିବାଦ ତେଜିଛି । ରାହୁଲ ଗାନ୍ଧୀ ସେଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ମୁସଲିମ ଲିଗକୁ ସମ୍ପୂର୍ଣ୍ଣ ଧର୍ମ ନିରପେକ୍ଷ ଦଳ ବୋଲି ଦର୍ଶାଇଛନ୍ତି । ଏହାକୁ ନେଇ ବିଜେପି ନେତାମାନେ ରାହୁଲ ଗାନ୍ଧୀଙ୍କ…