Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଖାଲି ଭାରତରେ ନୁହେଁ ଏ ସବୁ ସ୍ଥାନରେ ବି ରହିଛି ଲକ୍ଷ୍ନୌ

ଲକ୍ଷ୍ନୌ: ଉତରପ୍ରଦେଶରେ ନବାବଙ୍କ ସହର ଭାବେ ଲକ୍ଷ୍ନୌର ବେଶ ଖ୍ୟାତି ରହିଛି । ତେବେ ଖାଲି ଭାରତରେ ନୁହେଁ ବିଶ୍ୱରେ ଅନେକ ସ୍ଥାନରେ ଲକ୍ଷ୍ନୌ ରହିଛି । ୱେଷ୍ଟ ଭର୍ଜିନିଆରେ ଲକ୍ଷ୍ନୌ ନାମରେ ଏକ ପୁରୁଣା ଅଟ୍ଟାଳିକା ରହିଛି । ମାଂଉଟେନ ଟପ ଷ୍ଟେଟରେ ୫୫୦୦ ଏକର ଜମୀନରେ ଏହା ଅବସ୍ଥିତ ।…

ମୋଦି ବସିଥିଲେ, ଚାଲି ଚାଲି ଆସି ଆଲିଙ୍ଗନ କଲେ ବାଇଡେନ୍

ନୂଆଦିଲ୍ଲୀ: ଜାପାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜି-୭ ବୈଠକରେ ସାମିଲ୍ ହୋଇଛନ୍ତି । ବୈଠକରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ମଧ୍ୟ ଯୋଗ ଦେଇଛନ୍ତି । ଆଉ ବୈଠକରେ ପିଏମ୍ ମୋଦି ଓ ବାଇଡେନଙ୍କ ବନ୍ଧୁତ୍ୱ ଦେଖିବାକୁ ମିଳିଛି । ମୋଦି ବସିଥିବା ବେଳେ ବାଇଡେନ୍ ତାଙ୍କ…

ବିରୋଧୀ ଏକତାକୁ ଝଟକା! ସିଦ୍ଦରମୈୟାଙ୍କ ଶପଥକୁ ଆସିଲେନି ମମତା, ଉଦ୍ଧବ

ବେଙ୍ଗାଲୁରୁ:  କର୍ଣ୍ଣାଟକରେ ନୂଆ ସରକାରରେ ସିଦ୍ଦରମୈୟା ଦ୍ୱିତୀୟ ଥର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଡି.କେ ଶିବକୁମାର ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ଶପଥ ଗ୍ରହଣ ସମାରୋହରେ ମୋଦୀ ବିରୋଧୀ ଦଳର ପ୍ରମୁଖ ନେତା ନୀତୀଶ କୁମାର (ଜେଡିୟୁ), ତେଜସ୍ୱୀ…

ଭୁବନେଶ୍ୱର ସମେତ ୬ଟି ଏମ୍ସରେ ପେନସନଭୋଗୀ ଏବଂ ଚାକିରିଆ ପାଇବେ କ୍ୟାସଲେସ ଚିକିତ୍ସା ସେବା

ନୂଆଦିଲ୍ଲୀ: ଭୁବନେଶ୍ୱର, ଭୋପାଳ, ପାଟନା, ଯୋଧପୁର, ରାୟପୁର ଏବଂ ଋଷିକେଶରେ ଥିବା ୬ଟି ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ) ସହିତ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ବୁଝାମଣା ପତ୍ର ସ୍ୱାକ୍ଷର କରିଛି। ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଫଳରେ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ…

ବଦଳିଲା ‘ଟାଇମ୍ସ ଅଫ୍ ଇଣ୍ଡିଆ’ ଏବଂ ‘ଟାଇମ୍ସ ନାଓ’ ଚ୍ୟାନେଲର ମାଲିକାନା, ଜାଣନ୍ତୁ ନୂଆ…

ମୁମ୍ବାଇ: ଦେଶରେ ବହୁଳ ପ୍ରସାରିତ ଖବରକାଗଜ ଟାଇମ୍ସ ଅଫ୍ ଇଣ୍ଡିଆ ଏବଂ ଇଂରାଜି ନ୍ୟୁଜ ଚ୍ୟାନେଲ ଟାଇମ୍ସ ନାଓର ମାଲିକାନା ବଦଳିଛି। ଯାହା ଟାଇମ୍ସ ଗ୍ରୁପ ଦ୍ବାରା ପରିଚାଳିତ ହେଉଥିଲା। ଦୀର୍ଘ ଦିନ ହେବ ସାହୁ ଜୈନ ପରିବାରର ପାରିବାରିକ ବ୍ୟବସାୟ (ଟାଇମ୍ସ ଗ୍ରୁପ)କୁ  ନେଇ ଯେଉଁ ବିବାଦ…

ଦିଲ୍ଲୀ ଲଢ଼େଇ: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ବିରୋଧରେ ନୂତନ ଅଧ୍ୟାଦେଶ ଜାରୀ କଲା କେନ୍ଦ୍ର ସରକାର

ନୂଆଦିଲ୍ଲୀ: ଦିଲ୍ଲୀର କ୍ଷମତା କାହା ହାତରେ ରହିବ ସେ ନେଇ ମୁଖ୍ୟମନ୍ତ୍ରୀ ଓ ଏଲଜିଙ୍କ ମଧ୍ୟରେ ଲଢ଼େଇ ଜାରୀ ରହିଛି । କିଛି ଦିନ ତଳେ ଦିଲ୍ଲୀରେ ଅଧିକାରୀଙ୍କ ପୋଷ୍ଟିଂ ଏବଂ ବଦଳି ଘଟଣା ସୁପ୍ରିମକୋର୍ଟଙ୍କ ନିକଟରେ ପଂହଚିଥିଲା । ସୁପ୍ରିମକୋର୍ଟ ମଧ୍ୟ ନିର୍ବାଚିତ ସରକାରଙ୍କ ପାଖରେ ଏହି କ୍ଷମତା…

କର୍ଣ୍ଣାଟକରେ କଂଗ୍ରେସ ସରକାର; ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସିଦ୍ଦରମୈୟା

ବେଙ୍ଗାଲୁରୁ : ଆଜିଠୁ କର୍ଣ୍ଣାଟକରେ କଂଗ୍ରେସ ସରକାର । ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ସିଦ୍ଦରମୈୟା । ଶପଥ ସମାରୋହ ପାଇଁ ଆୟୋଜିତ ହୋଇଛି ମେଗା ଇଭେଣ୍ଟ । ବେଙ୍ଗାଲୁରୁର କାନ୍ତିରଭା ଷ୍ଟାଡିୟମରେ ଆୟୋଜିତ ହୋଇଛି ଭବ୍ୟ ସମାରୋହ । ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ଭାବେ…

ଲିକ ହେଲା ଶାହାରୁଖ ଓ ସମୀରଙ୍କ ଚାଟ

ମୁମ୍ବାଇ: ୨ ଅକ୍ଟୋବର ୨୦୨୧ରେ ମୁମ୍ବାଇରୁ ଗୋଆ ଯାଉଥିବା କାର୍ଡିଲିଆ କ୍ରୁଜରେ ରେଭ ପାର୍ଟି ଚାଲିଥିବା ବେଳେ ଚଢ଼ାଉ ହୋଇଥିଲା । ଏଥିରେ ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନ ଗିରଫ ହୋଇଥିଲେ । ୨୭ ଦିନ ଜେଲରେ ରହିବା ପରେ ଶେଷରେ ଆର୍ଯ୍ୟନ ପର୍ଯ୍ୟାପ୍ତ ପ୍ରମାଣ ନ ମିଳିବା ଯୋଗୁ ଜାମିନ ପାଇଥିଲେ ।…

ଗେହଲଟଙ୍କ ପ୍ରତିଆକ୍ରମଣ, ଫସିଯିବେ ପାଇଲଟ !

ଭୁବନେଶ୍ୱର: ଗେହଲଟଙ୍କ ବିରୋଧରେ ଲଗାତର ଲଢେଇ ଜାରି ରଖିଥିବା ସଚିନ ପାଇଲଟ ଏବେ ବିରୋଧର ସମ୍ମୁଖୀନ ହୋଇଛନ୍ତି। ରାଜସ୍ଥାନ ଶିରୋହୀର ବିଧାୟକ ଏବଂ ମୁଖ୍ୟମନ୍ତ୍ରୀ ଗେହଲଟଙ୍କ ଘନିଷ୍ଠ କୁହାଯାଉଥିବା ସନ୍ୟମ ଲୋଧା ପାଇଲଟଙ୍କୁ ଟାର୍ଗେଟ କରିଛନ୍ତି। ବିଜେପିର ଦୁର୍ନୀତି ବିରୋଧରେ ରାଜସ୍ଥାନ…

ଚକ୍ରବ୍ୟୁହରେ ସିଦ୍ଦରମେୟା, ଫସିବେ ନା ଖସିବେ ?

ଭୁବନେଶ୍ୱର: ବହୁ ପ୍ରତିଯୋଗିତା ମଧ୍ୟରେ ରେସରେ ଜିତି ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି କର୍ଣ୍ଣାଟକର ବରିଷ୍ଠ କଂଗ୍ରେସ ନେତା ସିଦ୍ଦରମେୟା। କିନ୍ତୁ ମୁଖ୍ୟମନ୍ତ୍ରୀ ହେବା ପରେ ତାଙ୍କୁ ବହୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେବାକୁ ପଡ଼ିବ। ଦାୟିତ୍ୱ ଗ୍ରହଣ ସହ ମନ୍ତ୍ରୀମଣ୍ଡଳ ଗଠନ ଓ ସମନ୍ୱୟ ରକ୍ଷା…