Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

କର୍ଣ୍ଣାଟକ ପାଇଁ ନା ବିଜେପିକୁ ଦେଶରୁ ହଟାଇବାକୁ ‘ଶପଥ’?

ଭୁବନେଶ୍ୱର: କର୍ଣ୍ଣାଟକରେ କଂଗ୍ରେସ ସରକାର ଗଠନ ସହ ରାତି ପାହିଲେ ମୁଖ୍ୟମନ୍ତ୍ରୀ ଭାବେ ସିଦ୍ଦରମେୟା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ ସହ ପିସିସି ସଭାପତି ଡି କେ ଶିବକୁମାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। କିନ୍ତୁ ଏହି ଶପଥ ଗ୍ରହଣ ଉତ୍ସବ କେବଳ କର୍ଣ୍ଣାଟକରେ କଂଗ୍ରେସ…

୨ ହଜାର ମୂଲ୍ୟର ନୋଟ୍ ଫେରାଇ ନେବ ଆରବିଆଇ, ୩୦ ସେପ୍ଟେମ୍ବର ପୂର୍ବରୁ କରାଇ ନିଅନ୍ତୁ ଜମା

ମୁମ୍ବାଇ: ବଜାରରୁ ହଟିବ ୨ ହଜାର ମୂଲ୍ୟର ନୋଟ୍ । ୨୦୧୮-୧୯ରୁ ଆରବିଆଇ ୨ ହଜାର ଟଙ୍କିଆ ନୋଟ୍ ଛାପିବା ବନ୍ଦ କରି ଦେଇଥିବା ବେଳେ ଏବେ ବଜାରରୁ ଫେରାଇ ନେବାକୁ ଘୋଷଣା କରିଛି । ଆରବିଆଇର ଘୋଷଣା ଅନୁସାରେ, ୨ ହଜାର ମୂଲ୍ୟର ବୈଧ ରହିବ କିନ୍ତୁ ତାକୁ ସର୍କୁଲେସନରୁ ବାହାର କରି ଦିଆଯିବ ।…

ଆଦାନୀ-ହିଣ୍ଡେନବର୍ଗ ମାମଲା, ସେବିକୁ କ୍ଲିନ୍ ଚିଟ୍ ଦେଲେନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଆଦାନୀ ଗ୍ରୁପ ବିରୋଧରେ ହିଣ୍ଡେନବର୍ଗ ରିସର୍ଚ୍ଚ ରିପୋର୍ଟ ମାମଲାରେ ସୁପ୍ରିମକୋର୍ଟ ଦ୍ୱାରା ଗଠିତ କମିଟି ଦେଇଥିବା ବେଳେ କୌଣସି ନିଷ୍କର୍ସ ମିଳିନାହିଁ । ରିପୋର୍ଟରେ କୁହାଯାଇଛି, ଆଦାନୀ ଗ୍ରୁପ୍ କମ୍ପାନୀର ସେୟାରରେ ଏପେଟ ସେପଟ ଉପରେ ନଜର ରଖିବାରେ ସେବି ବିଫଳ ହୋଇଛି । କମିଟି…

ସୁପ୍ରିମକୋର୍ଟର ବିଚାରପତି ଭାବେ ଶପଥ ନେଲେ ପ୍ରଶାନ୍ତ କୁମାର ମିଶ୍ର ଓ କେଭି ବିଶ୍ୱନାଥନ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ପ୍ରଶାନ୍ତ କୁମାର ମିଶ୍ର ଓ ବରିଷ୍ଠ ଓକିଲ କେଭି ବିଶ୍ୱନାଥନ। ଶୁକ୍ରବାର ସେ ବିଚାରପତି ଭାବେ ଶପଥଗ୍ରହଣ କରିଥିବା ଟ୍ୱିଟ୍ କରି ସୂଚନା ଦେଇଛନ୍ତି ନୂଆ ଆଇନ ମନ୍ତ୍ରୀ ଅର୍ଜୁନ ମେଘୱାଲ। ପ୍ରଧାନ ବିଚାରପତି ଡି.ୱାଇ…

ଖୋଲୁଛି ୱାଙ୍ଖଡେଙ୍କ ଦୁର୍ନୀତି ପେଡି; ତଦନ୍ତ ବେଳେ ହୋଇଥିବା ଅନିୟମିତତାର ଖୁଲାସା କଲା ଏନ୍‌ସିବି

ମୁମ୍ବାଇ: କୋର୍ଡେଲିଆ କ୍ରୁସ ଶିପ୍ ଡ୍ରଗ୍ସ ମାମଲାରେ ବଲିଉଡ୍ ଅଭିନେତା ଶାହରୁଖ କାନ୍‌ଙ୍କ ପୁଅ ଆର୍ଯ୍ୟନ ଖାନ୍‌ଙ୍କୁ ଗିରଫ କରିଥିବା ପୂର୍ବତନ ମୁମ୍ବାଇ ଜୋନ୍‌ ଏନ୍‌ସିବି ମୁଖ୍ୟ ସମୀର ୱାଙ୍ଖଡ଼େଙ୍କ ଦୁର୍ନୀତିର ପେଡ଼ି ଖୋଲିବାରେ ଲାଗିଛି। ଆର୍ଯ୍ୟାନଙ୍କୁ ଛାଡ଼ି ଦେବା ପାଇଁ ୨୫ କୋଟି ଲାଞ୍ଚ…

କର୍ଣ୍ଣାଟକ ରାଜ୍ୟପାଳଙ୍କୁ ଭେଟିଲେ ସିଦ୍ଧରମୈୟା, ମେ ୨୦ରେ ଶପଥ ଗ୍ରହଣ ସମାରୋହ

ବେଙ୍ଗଳୁରୁ: ସିଦ୍ଧରମୈୟା କଂଗ୍ରେସ ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି । ସିଦ୍ଧରମୈୟା ଓ ଡିକେ ଶିବକୁମାର ଗୁରୁବାର ବେଙ୍ଗଳୁରୁ ପହଞ୍ଚିବା ପରେ କଂଗ୍ରେସ ବିଧାୟକ ଦଳ ବୈଠକ ବସିଥିଲା । ଯେଉଁଥିରେ ସିଦ୍ଧରମୈୟାଙ୍କୁ ବିଧାୟକ ଦଳ ନେତା ବଛା ଯାଇଥିଲା । ଏହାପରେ ସିଦ୍ଧରମୈୟା ସରକାର ଗଠନ…

ବିଜେପି ବଢ଼ାଉଥିଲା କଂଗ୍ରେସ କମାଉଛି !

ଭୁବନେଶ୍ୱର: ଆଗକୁ ବିଭିନ୍ନ ରାଜ୍ୟ ଓ ଦେଶରେ ନିର୍ବାଚନ ଥିବାରୁ ବିଭିନ୍ନ ଦଳ ଭିନ୍ନ ଭିନ୍ନ ରଣନୀତି ନେଇ ଆଗଉଛନ୍ତି। ବର୍ତ୍ତମାନର ଦେଶର ପ୍ରମୁଖ ସମସ୍ୟା ଦରଦାମ ବୃଦ୍ଧି ବୋଲି କୁହାଯାଉଛି। ଯାହାକି ପ୍ରତ୍ୟେକ ଲୋକଙ୍କ ପାଇଁ କଷ୍ଟ ଆଣିଦେଇଛି। ଯାହାକୁ କଂଗ୍ରେସ ଏକ ପ୍ରମୁଖ ରାଜନୈତିକ ଅସ୍ତ୍ର…

କର୍ଣ୍ଣାଟକରେ ଯାହା ହୋଇଛି, ମଧ୍ୟପ୍ରଦେଶରେ ସେୟା ହେବ !

ଭୁବନେଶ୍ୱର: କର୍ଣ୍ଣାଟକରେ ଭିନ୍ନ ଷ୍ଟ୍ରାଟେଜି କରି ବଡ଼ ବିଜୟ ପାଇଥିବା କଂଗ୍ରେସ ଏବେ ମଧ୍ୟପ୍ରଦେଶରେ ସମାନ ଢାଞ୍ଚା ଆପଣାଇବା ଆରମ୍ଭ କରିଛି। ଏପରିକି ନିର୍ବାଚନ ତାରିଖ ଘୋଷଣା ହୋଇ ନ ଥିବାବେଳେ କଂଗ୍ରେସ କର୍ଣ୍ଣାଟକ ଢାଞ୍ଚାରେ ମଧ୍ୟପ୍ରଦେଶରେ ପ୍ରଚାର ପ୍ରସାର ଆରମ୍ଭ କରିଦେଲାଣି।…

ରାମମୟ କଂଗ୍ରେସ, କଣ କରିବ ବିଜେପି?

ଭୁବନେଶ୍ୱର: ହିନ୍ଦୁତ୍ୱ ପ୍ରସଙ୍ଗକୁ ନେଇ ଆଗକୁ ବଢୁଛି କି କଂଗ୍ରେସ ? ସାଧାରଣତଃ ବିଜେପିକୁ ହିନ୍ଦୁତ୍ୱ ସହ ଯୋଡ଼ାଯାଏ। କିନ୍ତୁ କର୍ଣ୍ଣାଟକ ନିର୍ବାଚନ ପରେ ଏ କଥାର ବ୍ୟତିକ୍ରମ ଦେଖିବାକୁ ମିଳିଛି। କର୍ଣ୍ଣାଟକରେ ବଜରଙ୍ଗ ଦଳ ବ୍ୟାନ କରାଯିବା ପ୍ରସଙ୍ଗକୁ କଂଗ୍ରେସ ଇସ୍ତାହାରରେ ସ୍ଥାନ…

ଆଗାମୀ ୫ ବର୍ଷରେ ରେକର୍ଡ ଭାଙ୍ଗିବ ତାତି, ଚେତାଇଲା ଡବ୍ଲୁଏମ୍ଓ

ନୂଆଦିଲ୍ଲୀ: ୨୦୨୩ରୁ ୨୦୨୭, ତାତିରୁ ମିଳିବନି ତ୍ରାହି । ବଢ଼ିବ ପାରଦ ବଢ଼ିବ ତାତି । ଏବେ ଭାରତ ସହ ବିଶ୍ୱର ଅନେକ ଦେଶରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ବର୍ଷକୁ ବର୍ଷ ତାପମାତ୍ରା ମଧ୍ୟ ବଢ଼ି ଚାଲିଛି । ଡବ୍ଲୁଏମ୍ଓ (ୱାର୍ଲ୍ଡ ମେଟ୍ରୋଲୋଜିକାଲ୍ ଅର୍ଗାନାଇଜେସନ୍) ଅନୁସାରେ, ୨୦୨୩ରୁ…