Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଆଦିତ୍ୟ ଠାକରେଙ୍କ କାର୍କେଡ୍ ଉପରେ ପଥର ମାଡ଼

ମୁମ୍ବାଇ: ଉଦ୍ଧବ ବାଲାସାହେବ ଠାକରେ(ୟୁବିଟି) ଶିବସେନା ବିଧାୟକ ତଥା ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେଙ୍କ କାର୍‌କେଡ୍ ଉପରେ ପଥରମାଡ଼ ହୋଇଛି। ମଙ୍ଗଳବାର ଔରଙ୍ଗାବାଦର ଭାଇଜୀପୁର ଏରିଆରେ ୟୁବିଟି ଶିବସେନା ‘ଶିବ ସମ୍ବାଦ ଯାତ୍ରା’ କରୁଥିବା ବେଳେ ଏହି ଆକ୍ରମଣ ହୋଇଛି। ଭାଇଜୀ ଏରିଆରେ…

ବାହାଘରର ପ୍ରଥମ ଫଟୋ ଶେୟାର କରି କହିଲେ ଆମେ ହୋଇଗଲୁ ପରମାନେଣ୍ଟ ବୁକିଂ

ନୂଆଦିଲ୍ଲୀ : ସବୁ ଅପେକ୍ଷାର ଘଟିଲା ଅନ୍ତ । ବିବାହ ବନ୍ଧନରେ ବାନ୍ଧି ହେଲେ ସିଦ୍ଧାର୍ଥ-କିଆରା । ଶେଷରେ ଏହି ଯୋଡ଼ି ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଦୀର୍ଘ ଦିନ ଧରି ଉଭୟ ପରସ୍ପରକୁ ଡେଟ୍‌ କରୁଥିଲେ। ଉଭୟ ରାଜସ୍ଥାନର ଜୈସଲମେରର ସୂର୍ଯଗଡ଼ ପ୍ୟାଲେସରେ ବିବାହ କରିଛନ୍ତି। ଉଭୟଙ୍କ…

ରାହୁଲଙ୍କ ‘ରାଫେଲ ଡିଲ୍’ ଫେଲ୍, ୨୦୨୪ରେ ସ୍ୱପ୍ନ ପୂରଣ କରିବ କି ‘ଆଦାନୀ ପ୍ରସଙ୍ଗ’?

ଓଡ଼ିଶା ସମ୍ବାଦ ବ୍ୟୁରୋ: ୨୦୧୯ ସାଧାରଣ ନିର୍ବାଚନରେ ରାହୁଲ ଗାନ୍ଧୀ ରାଫେଲକୁ ନିଜର ମୁଖ୍ୟ ନିର୍ବାଚନୀ ଅସ୍ତ୍ର କରିଥିଲେ। କିନ୍ତୁ ନିର୍ବାଚନରେ ଏବଂ କୋର୍ଟରେ କୌଣସି ପ୍ରକାର ସଫଳ ହୋଇନଥିଲେ ରାହୁଲ ଗାନ୍ଧୀ ଏବଂ ତାଙ୍କ ଦଳ କଂଗ୍ରେସ। ୨୦୧୯ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ…

‘ହେପାଜତରେ ଥିବା ବେଳେ ମହିଳା ଅଭିଯୁକ୍ତଙ୍କ କୁମାରୀତ୍ୱ ପରୀକ୍ଷା ଅସାମ୍ବିଧାନିକ’

ନୂଆଦିଲ୍ଲୀ: ଦିଲ୍ଲୀ ହାଇକୋର୍ଟ ଏକ ପିଟିସନର ଶୁଣାଣି କରି କହିଛନ୍ତି ଯେ ନ୍ୟାୟିକ କିମ୍ବା ପୋଲିସ୍ ହେପାଜତରେ କୌଣସି ମହିଳା ଅଭିଯୁକ୍ତଙ୍କ କୁମାରୀତ୍ୱ ପରୀକ୍ଷା କରିବା ଅସାମ୍ବିଧାନିକ। ଜେଲରେ ଥିବା ବ୍ୟକ୍ତିଙ୍କ ମୌଳିକ ସମ୍ମାନ ରକ୍ଷା କରାଯିବା ଆବଶ୍ୟକ। ଦିଲ୍ଲୀ ହାଇକୋର୍ଟରେ ଜଷ୍ଟିସ…

ବୟସ ୩୯, ସନ୍ତାନ ୩୮

ମହିଳାଙ୍କ ବୟସ ୩୯,ହେଲେ ତାଙ୍କ ପିଲାମାନଙ୍କ ସଂଖ୍ୟା ୩୮ । ଏହା ଶୁଣିଲେ ଯେ କେହି ବି ଆଶ୍ଚର୍ଯ୍ୟ ହେବେ । ମହିଳା ଜଣକ ହେଲ ଯୁଗାଡ଼ାର ମୁକୋନୋ ଜିଲା କବମ୍ବରୀ ଗ୍ରାମର ମାରିୟମ ନବାତାଜୀ । ମାତ୍ର ୩୯ ବୟସରେ ୩୮ ପିଲାଙ୍କୁ ଜନ୍ମ ଦେଇ ସାରିଲେଣି । ମାରିୟମଙ୍କର ବିବାହ ୧୨ ବର୍ଷ ବୟସରେ…

କବର ପାଇଁ ଭଡ଼ା ଦେବାକୁ ପଡେ

ଦୁନିଆର ବିଭିନ୍ନ ସ୍ଥାନରେ ଭିନ୍ନ ରୀତିନୀତି ରହିଥାଏ । ସେଥିମଧ୍ୟରୁ କିଛି ରୀତିନୀତି ବହୁତ ଅଜବ ହୋଇଥିବା ଦେଖିବାକୁ ମିଳେ । ଏମିତି କି ଅଜବ ରୀତିନୀତିକୁ ପାଳନ କରିବା ପାଇଁ ପିଢୀ ପରେ ପିଢୀ ବିନା ପ୍ରଶ୍ନରେ ସମସ୍ତେ ତାଙ୍କୁ ମାନିଥାନ୍ତି । ମଧ୍ୟ ଆମେରିକାରେ ଏମିତି ଏକ ପ୍ରଥା ଅଛି ଯାହ…

କୁଆଡେ ଗଲେ ଉତର କୋରିଆର ଏକଚ୍ଛତ୍ରବାଦ ଶାସନ କିମ ଜୋଙ୍ଗ

ସିଓଲ: ଉତର କୋରିଆର ଏକଚ୍ଛତ୍ରବାଦ ଶାସକ କିମ ଜୋଙ୍ଗ ଉନ ଏକ ମାସରୁ ଊର୍ଦ୍ଧ୍ୱ ସମୟ ହେବ ନିଖୋଜ ଅଛନ୍ତି । ତାଙ୍କ ବିଷୟରେ କୌଣସି ତଥ୍ୟ କାହା ପାଖରେ ନାହିଁ । ଦକ୍ଷିଣ କୋରିଆରେ ପ୍ରକାଶିତ ରିପୋର୍ଟ ଅନୁସାରେ କିମ ଗୁରୁତର ଭାବେ ଅସୁସ୍ଥ ହୋଇ ପଡିଛନ୍ତି । ଫେବୃୟାରୀ ୮ରେ କୋରିଆ ପିପୁଲ୍ସ…

ଆସନ୍ତୁ ଜାଣିବା ବାପା ହେଲେ ପୁରୁଷଙ୍କ ମସ୍ତିଷ୍କରେ କଣ ପ୍ରଭାବ ପଡିଥାଏ

ନୂଆଦିଲ୍ଲୀ: ଯେପରି ମାଆ ହେଲା ପରେ ଗୋଟିଏ ମହିଳାର ଜୀବନ ସମ୍ପୂର୍ଣ୍ଣ ଭାବେ ବଦଳି ଯାଇଥାଏ ସେହିପରି ବାପା ହେଲେ ପୁରୁଷଙ୍କ କ୍ଷେତ୍ରରେ ଅନେକ ପରିବର୍ତନ ହୋଇଥାଏ । ଏପରିକି ଏହାର ପ୍ରଭାବ ମସ୍ତିଷ୍କ ଉପରେ ମଧ୍ୟ ପଡିଥାଏ । ନିକଟରେ ବୈଜ୍ଞାନିକମାନେ ଏ ନେଇ ଦୀର୍ଘ ଦିନ ଗବେଷଣା କରିବା ପରେ…

ତୁର୍କୀ ଭଳି ଭାରତରେ ଭୂମିକମ୍ପ ହେଲେ କ’ଣ ହେବ ?

ନୂଆଦିଲ୍ଲୀ: ଭୟଙ୍କର ଭୂମିକମ୍ପ ଯୋଗୁଁ ତୁର୍କୀରେ ୩୪୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି । ୮ ହଜାରରୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇଥିବା ବେଳେ ତୁର୍କୀ ଏବେ ଧ୍ୱଂସସ୍ତୁପ । ବିଗତ ୨ ଦିନରେ ସେଠାରେ ଏକାଧିକ ଭୂମିକମ୍ପ ହୋଇଛି । ଭାରତରେ ପ୍ରତିବର୍ଷ ଅତିକମରେ ହଜାରେ ଥର ଭୂମିକମ୍ପ ହେଉଛି ।…

ତୁର୍କୀକୁ ସମବେଦନା ଜଣାଇବା ବେଳେ ଭୁଜ ସ୍ମୃତି ମନେ ପକାଇ ଭାବୁକ ହେଲେ ମୋଦି

ନୂଆଦିଲ୍ଲୀ: ତୁର୍କୀ ଏବଂ ସିରିଆରେ ହୋଇଥିବା ଭୟଙ୍କର ଭୂକମ୍ପରେ ହଜାର ହଜାର ଲୋକ ପ୍ରାଣ ହରାଇଛନ୍ତି । ହଜାର ହଜାର  ଲୋକ ଧ୍ୱଂସ ସ୍ତୁପ ତଳେ ଚାପି ହୋଇ ରହିଛନ୍ତି । ତୁର୍କୀର ଏ ଛାତିଥରା ଦୃଶ୍ୟ ସାରା ବିଶ୍ୱକୁ ସ୍ତବ୍ଧ କରି ଦେଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ତୁର୍କୀର…