Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ୟୁକ୍ରେନ୍‌କୁ ଟକ୍କର ଦେବା ଋଷ ପକ୍ଷେ ହେବ କଷ୍ଟକର

ନୂଆଦିଲ୍ଲୀ : ୟୁକ୍ରେନକୁ ଟକ୍କର ଦେବା ଏଣିକି ଋଷ ପକ୍ଷେ ହେବ କଷ୍ଟକର । ଖୁବ୍ ଶୀଘ୍ର ଆମେରିକାଠାରୁ ୟୁକ୍ରେନ ପାଇବ ୩୧ଟି ଶକ୍ତିଶାଳୀ M1 ଆବ୍ରାହମସ୍ ଟ୍ୟାଙ୍କ । ଏନେଇ ଘୋଷଣା କରିଛି ଆମେରିକା । ସେପଟେ ଜର୍ମାନୀ ବି ଲିଓପାର୍ଡ ଟ୍ୟାଙ୍କ ଯୋଗାଇବାକୁ ଘୋଷଣା କରିଛି । ଯୁଦ୍ଧ ପ୍ରସଙ୍ଗରେ…

ରାମଦେବ କହିଲେ ୪ ଭାଗରେ ପାକିସ୍ତାନ ଭାଗ ହେବ

ହରିଦ୍ୱାର: ଗଣତନ୍ତ୍ର ଦିବସ ଅବସରରେ ହରିଦ୍ୱାରରେ ବାବା ରାମଦେବଙ୍କ ଏକ ବୟାନ ପୁନର୍ବାର ଚର୍ଚ୍ଚାର ପରିସରକୁ ଆସିଛି । ପତଞ୍ଜଳୀ ଯୋଗପୀଠରେ ଆୟୋଜିତ ଗଣତନ୍ତ୍ର ଦିବସ ଉତ୍ସବ ଅବସରରେ ସେ କହିଛନ୍ତି ପାକିସ୍ତାନ ୪ ଭାଗରେ ଭାଗ ହୋଇଯିବ । ପାକିସ୍ତାନଠାରୁ ବେଲୁଚିସ୍ତାନ ଅଲଗା ହୋଇ ସ୍ୱତନ୍ତ୍ର…

ମୃତ୍ୟୁର ୧୭ ବର୍ଷ ପରେ ଧୁମ୍‌ଧାମ୍‌ରେ ପାଳିତ ହେଲା ବିବାହ

ନୂଆଦିଲ୍ଲୀ: ବାଜା ବାଜୁଥିଲା । ନାଚଗୀତ ମଧ୍ୟ ହେଉଥିଲା । ବରବେଶରେ ସଜ୍ଜେଇ ମଧ୍ୟ ହୋଇଥିଲେ ବର । ଠିକ୍ ସମୟରେ ମଣ୍ଡପରେ ପହଞ୍ôଚଥିଲେ ବର ସହ ବରଯାତ୍ରୀ । ସେଠାରେ କନ୍ୟା ଘର ପକ୍ଷରୁ ବରକୁ ସ୍ୱାଗତ ମଧ୍ୟ କରାଗଲା । ହେଲେ ବର ବଦଳରେ ଥିଲା ବରଙ୍କ ଫଟୋ ଚିତ୍ର । ଏମିତି ଏକ ଅଜବ ବିବାହ ଉତ୍ସବ…

ଇଷ୍ଟର୍ଣ୍ଣ ଲଦାଖରେ ଅସ୍ତିତ୍ବ ହରାଉଛି ଭାରତ, ୨୬ଟି ପାଟ୍ରୋଲିଂ ପଏଣ୍ଟରେ ନାହିଁ ସେନାର ଅବସ୍ଥିତି

ନୂଆଦିଲ୍ଲୀ : ଇଷ୍ଟର୍ଣ୍ଣ ଲଦାଖରେ ଭାରତ ହରାଉଛି ଅସ୍ତିତ୍ବ ।୨୬ଟି ପାଟ୍ରୋଲିଂ ପଏଣ୍ଟରେ ନାହିଁ ସେନାର ଅବସ୍ଥିତି । ଲଦାଖର ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି ଯେ ୬୫ ପ୍ଲସପଏଣ୍ଟରୁ ୨୫ଟିରେ ଭାରତ ନିୟନ୍ତ୍ରଣ ହରାଇଛି । ଚୀନ ସହ ସୀମା ବିବାଦକୁ ନେଇ ତିକ୍ତତା ଲାଗି ରହିଥିବା ବେଳେ…

ଲଂଚ ହେଲା ଭାରତର ନିଜସ୍ୱ ନାଜାଲ ଭ୍ୟାକ୍ସିନ ଇନକୋଭାକ

ନୂଆଦିଲ୍ଲୀ: କରୋନା ମହାମାରୀକୁ ରୋକିବା ପାଇଁ ଭାରତ ଆଉ ଏକ ପାଦ ଆଗେଇ ଯାଇଛି । ଗୁରୁବାର ନାଜାଲ ଭ୍ୟାକ୍ସିନ ଇନକୋଭାକ ବିଧିବଦ୍ଧ ଭାବେ ଲଂଚ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭେୟ ଏବଂ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତୀ ଜିତେନ୍ଦ୍ର ସିଂ ଏହାକୁ ଲଂଚ କରିଛନ୍ତି । ଭାରତ…

ହାତ ଘଣ୍ଟାରେ ଖଞ୍ଜା ଯାଇଛି ୧୭,୫୨୪ଟି ହୀରା: ଗିନିଜ୍ ୱାର୍ଲ୍ଡ ରେକର୍ଡ଼ରେ ସ୍ଥାନିତ

ନୂଆଦିଲ୍ଲୀ: ଦୃଢ ଇଛାଶକ୍ତି ଥିଲେ ସବୁକିଛି ସମ୍ଭବ । ଏମିତି ଜଣେ ଯୁବକ ହୀରାରେ ଏକ ହାତଘଣ୍ଟା ତିଆରି କରି ନିଜ ନାମକୁ ଗିନିଜ୍ ବୁକ୍ ଅଫ ୱାର୍ଲ୍ଡ ରେକର୍ଡ଼ରେ ସ୍ଥାନିତ କରିପାରିଛନ୍ତି । ସେ ଯେଉଁ ଘଣ୍ଟା ତିଆରି କରିଛନ୍ତି, ତାହା ଦେଖିବାକୁ କୌଣସି ଅଳଙ୍କାରଠାରୁ ବି କମ୍ ନୁହେଁ । ମିରଟରେ…

୩ ମିନିଟ୍‌ର ଆଇଟମ ଗୀତ ପାଇଁ ୨ କୋଟି ଟଙ୍କା ଫି’ ନେଲେ ଉର୍ବଶୀ

ମୁମ୍ବାଇ : ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ ଉର୍ବଶୀ । ଉର୍ବଶୀ ନିଜର ଗ୍ଲାମର ଏବଂ ଷ୍ଟାଇଲ ପାଇଁ ସର୍ବଦା ଚର୍ଚ୍ଚାରେ ରହିଥା’ନ୍ତି । କିନ୍ତୁ ଏଥର ନିଜ ଫି’ ପାଇଁ ଚର୍ଚ୍ଚାକୁ ଆସିଛନ୍ତି ଉର୍ବଶୀ । ମାତ୍ର ତିନି ମିନିଟର ଏକ ଆଇଟମ ଗୀତ ପାଇଁ ୨ କୋଟି ଟଙ୍କା ଫି’ ନେଇଛନ୍ତି । ଦକ୍ଷିଣ…

ମାଲିକ ଟଙ୍କା ନ ଦେବାରୁ ରୋଷେଇ ଘରେ ବିଷାକ୍ତ ଅସରପା ଛାଡ଼ିଲେ ରୋଷେୟା: ଭୋଗିଲେ ୧୭ ମାସ ଜେଲ ଦଣ୍ଡ

କଥାରେ ଅଛି କ୍ରୋଧ ମଣିଷର ବଡ଼ ଶତ୍ରୁ । ରାଗିଥିବା ସମୟରେ ମଣିଷ ତାର ବୁଦ୍ଧି, ବିବେକକୁ ହରାଇ ବସିଥାଏ । ବ୍ରିଟେନର ଜଣେ ରୋଷେୟା ତାଙ୍କ କ୍ରୋଧକୁ ନିୟନ୍ତ୍ରଣ କରି ନ ଏମିତି କିଛି କାରନାମା କରିଛନ୍ତି ଯେଉଁଥିପାଇଁ ତାଙ୍କୁ ୧୭ ମାସ ଜେଲ ଦଣ୍ଡ ଭୋଗିବାକୁ ପଡ଼ିଛି । ଏଭଳି ଏକ ରୋଚକ ଘଟଣା ଘଟିଛି…

ସ୍କୁଲରେ ଛାଡ଼ିବାକୁ ଯାଉଥିଲା ମା’, ପଛ ସିଟ୍‌ରେ ପୁଅର କାର୍ଯ୍ୟ ଦେଖିଲେ ହେବେ ଆଶ୍ଚର୍ଯ୍ୟ..

ନୂଆଦିଲ୍ଲୀ: ସାଧାରଣତଃ ଛୋଟ ପିଲାମାନେ ସ୍କୁଲ ଯିବା ପାଇଁ ରାଜି ନ ହେଲେ, ବାପା-ମା’ମାନେ ଆକଟ କରି ବୁଝାଇଥାନ୍ତି । ଯଦି ପିଲାଟି ରାଜି ନ ହୁଏ, ତେବେ ଜୋରଜବରଦସ୍ତ ପିଲାଙ୍କୁ ସ୍କୁଲ ଛାଡ଼ିବାକୁ ଯାଇଥାଆନ୍ତି ବାପା ମା’। ସୋସିଆଲ ମିଡିଆରେ ନିକଟରେ ଏମିତି ଏକ ଭିଡିଓ ଭାଇରାଲ ହୋଇଛି।…

ବର୍ଷା ପରେ କାହିଁକି ଦୃଶ୍ୟମାନ ହୁଏ ଇନ୍ଦ୍ରଧନୁ ?

ବ୍ୟୁରୋ : ଆପଣମାନେ ନିଶ୍ଚିତ ଭାବେ ଆକାଶରେ ଇନ୍ଦ୍ରଧନୁକୁ କିଛି ସମୟ ପାଇଁ ଦେଖିଥିବେ। ପ୍ରାୟତଃ ଏହା ବର୍ଷାଦିନରେ ଦେଖାଯାଏ। ଏହାଛଡ଼ା ଆକାଶରେ ଏକାସଙ୍ଗରେ ବିଭିନ୍ନ ରଙ୍ଗ ଦେଖିବାକୁ ମଳିଥାଏ। ଯାହା ଧନୁ ପରି, ତେଣୁ ଏହାକୁ ଇନ୍ଦ୍ରଧନୁ କୁହାଯାଏ। ତେବେ ଆପଣଙ୍କ ମନକୁ କେବେ ପ୍ରଶ୍ନ ଆସିଛି…