Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଜଗନମୋହନ ରେଡ୍ଡି ଦେଶର ଧନୀ ମୁଖ୍ୟମନ୍ତ୍ରୀ, ତୃତୀୟ ଧନୀ ନବୀନ

ନୂଆଦିଲ୍ଲୀ: କିଏ ଦେଶର ଧନୀ ମୁଖ୍ୟମନ୍ତ୍ରୀ ? କିଏ ଗରିବ ? କାହାର ଅଛି କେତେ ସମ୍ପତି ?  କେଉଁ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା ଅଧିକ ?  ଏ ପ୍ରଶ୍ନ ହୁଏତ ସମସ୍ତଙ୍କ ମନରେ ଥିବ । ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେଉଛନ୍ତି ଦେଶର ତୃତୀୟ ଧନୀ ମୁଖ୍ୟମନ୍ତ୍ରୀ ।  ଆନ୍ଧ୍ର…

ଆମେରିକା ପରେ ଜାପାନରେ ବରଫ ଝଡ଼, ୧୭ ମୃତ

ଟୋକିଓ: ଆମେରିକା ପରେ ଜାପାନରେ ପ୍ରବଳ ବରଫପାତ ଜନଜୀବନକୁ ପ୍ରଭାବିତ କରିଛି । ଭୀଷଣ ବରଫପାତରେ ୧୭ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ୯୩ ଜଣ ଆହତ ହୋଇଥିବା ଜଣାଯାଇଛି । ବରଫପାତ ଯୋଗୁ ସାଧାରଣ ଜୀବନଯାତ୍ରା ବି ବ୍ୟାହତ ହୋଇଛି । ୨୦ ହଜାର ଲୋକଙ୍କ ଘରେ ବିଜୁଳ ସରବରାହ ବ୍ୟାହତ…

ବଲିଉଡ୍ ଭାଇଜାନଙ୍କୁ ୫୭ ବର୍ଷ, ଭଉଣୀ ଓ ଭାଣିଜୀ ସହ ପାଳିଲେ ଜନ୍ମଦିନ

ମୁମ୍ୱାଇ: ଆଜି ଭାଇଜାନଙ୍କ ବାର୍ଥ ଡେ। ୫୭ ବର୍ଷରେ ପାଦ ଦେଲେ ବଲିଉଡ୍ ଆକ୍ଟର ସଲମାନ ଖାଁ। ବିଳମ୍ୱିତ ରାତି ଯାଏଁ ଜନ୍ମ ଦିନ ପାଳନ କରିଛନ୍ତି ବିଗ୍ ବସ୍। ଭଉଣୀ ଅର୍ପିତା ଖାନ ଶର୍ମାଙ୍କ ଘରେ ପାର୍ଟି ଆୟୋଜନ ହୋଇଥିଲା। ବହୁ ବଲିଉଡ୍ କଳାକାର ଏଥିରେ ସାମିଲ ହୋଇଥିଲେ। ଅର୍ପିତା ଓ ଆୟୁଷ…

ଆଜି ଦେଶବ୍ୟାପୀ କରୋନା ମୁକାବିଲା ପ୍ରସ୍ତୁତିର ମକ୍ ଡ୍ରିଲ୍, ସମୀକ୍ଷା କରିବେ ମାଣ୍ଡଭିୟ

ନୂଆଦିଲ୍ଲୀ: କରୋନାର ଭୟବହତାକୁ ଦୃଷ୍ଟିରେ ରଖି ଆଜି ସାରା ଦେଶରେ କୋଭିଡ୍ ହେଲଥ୍ ସେଣ୍ଟର ଗୁଡିକରେ ମକ୍ ଡ୍ରିଲ ହେବ। ହସପିଟାଲରେ ଅକ୍ସିଜେନ ସପ୍ଲାଇ ଓ ଭେଣ୍ଟିଲେଟର ଆଦି ପ୍ରସ୍ତୁତିକୁ ଏହି ମକ୍ ଡ୍ରିଲ ଜରିଆରେ ସମୀକ୍ଷା କରାଯିବ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭିୟ ଇଣ୍ଡିଆନ…

ଚାଇନାକୁ ଘାରିଛି କରୋନା ଚିନ୍ତା, ମୁହଁ ଖୋଲିଲେ ରାଷ୍ଟ୍ରପତି ଜିନପିଙ୍ଗ୍

ବେଜିଂ: ଚାଇନାରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ି ଚାଲିଛି। ସ୍ଥିତି ବେକାବୁ ହୋଇଛି। ସ୍ଥିତି ଏପରି ଯେ ହସ୍ପିଟାଲରେ ରୋଗୀଙ୍କ ଲମ୍ବା ଲାଇନ୍ ଲାଗିଛି। ଏହାରି ଭିତରେ ପ୍ରଥମ ଥର ପାଇଁ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ କରୋନାରେ ପରିସ୍ଥିତିକୁ ନେଇ ନୀରବତା ଭାଙ୍ଗିଛନ୍ତି। ସି…

ସ୍କୁଲରେ ଆନିମେସନ୍, ଭିଜୁଆଲ୍ ଇଫେକ୍ଟ, ଖେଳ ଏବଂ ବ୍ୟଙ୍ଗ ପାଠ୍ୟକ୍ରମ ପାଠପଢ଼ାଯିବ!

ନୂଆଦିଲ୍ଲୀ: ଆନିମେସନ୍, ଭିଜୁଆଲ୍ ଇଫେକ୍ଟସ୍, ଗେମିଂ ଏବଂ କମିକ୍ସ (AVGC)ର ଚାହିଦା ବିଶ୍ବ ବଜାରରେ ବଢୁଛି। ଏଥିପାଇଁ ଭାରତ ପ୍ରସ୍ତୁତ ହେଉଛି। ଏହି କ୍ଷେତ୍ରରେ ସମ୍ଭାବ୍ୟ ଅନୁସନ୍ଧାନ ପାଇଁ ଗଠିତ AVGC ଟାସ୍କ ଫୋର୍ସ କେନ୍ଦ୍ର ସରକାରଙ୍କୁ ଏହାର ରିପୋର୍ଟ ଦାଖଲ କରିଛି। ଏଥିରେ, ସମ୍ପୃକ୍ତ…

ଝିଅର ଆପତ୍ତିଜନକ ଭିଡିଓ ସେୟାର ନକରିବାକୁ କହିବାରୁ ବିଏସଫ ଯବାନଙ୍କୁ ହତ୍ୟା !

ଅହମଦାବାଦ: ଗୁଜରାଟର ନାଡିଆଦ ଜିଲ୍ଲାରେ ଜଣେ ବିଏସଏଫ ଯବାନଙ୍କୁ ହତ୍ୟା। ସୋଶିଆଲ ମିଡିଆରେ ତାଙ୍କ ଝିଅର ଏକ ଆପତ୍ତିଜନକ ଭିଡିଓ ସେୟାର ହେଉଥିବାରୁ ଏପରି ନକରିବାକୁ ଜଣଙ୍କ ଘରକୁ ମନା କରିଥିଲେ। ଏହି ସମୟରେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ପରେ ପ୍ରତିପକ୍ଷ ଲୋକ ବାଡିରେ ଆକ୍ରମଣ…

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ ବରିଷ୍ଠ କଂଗ୍ରେସ ନେତା

ନୂଆଦିଲ୍ଲୀ: କଂଗ୍ରେସ ନେତା ସଲମାନ ଖୁର୍ସିଦ କହିଛନ୍ତି ଯେ ରାହୁଲ ଗାନ୍ଧୀ ଜଣେ ଯୋଗୀ । ସେ ଏବେ 'ତାପସ୍ଯା' କରୁଛନ୍ତି ତାଙ୍କ ଉଦ୍ଦେଶ୍ୟରେ ସଫଳ ହେବା ପାଇଁ। ଏହା କହିଛନ୍ତି କଂଗ୍ରେସ ନେତା ସଲମାନ ଖୁର୍ସିଦ। କଂଗ୍ରେସର ଭାରତ ଯୋଡ଼ ଯାତ୍ରାର ଯୋଜନା ଏବେ ଟିକିଏ ବଦଳିଛି। ଏହି ଯାତ୍ରାର…

ଚୀନ ଭଳି ବ୍ରିଟେନରେ ସ୍ଥିତି ସାଂଘାତିକ କଲାଣି କରୋନା

ନୂଆଦିଲ୍ଲୀ: ଚୀନରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଇବା ପରେ ସାରା ଦୁନିଆ ଚିନ୍ତାରେ ରହିଛି । ଏବେ ବ୍ରିଟେନରେ କୋଭିଡ୍ ସଂକ୍ରମଣ ମାମଲା ବଢ଼ିବାରେ ଲାଗିଲାଣି । ବିଟ୍ରେନର କୋଭିଡର ପଞ୍ଚମ ପ୍ରବାହ ଆରମ୍ଭ ହୋଇଥିବା କୁହାଯାଉଛି । କିନ୍ତୁ ସରକାର ନୂଆବର୍ଷରୁ ନିୟମିତ କୋଭିଡ୍ ତଥ୍ୟ ଦେବା…

ଗୁଜରାଟ ନିକଟରେ ପାକିସ୍ତାନୀ ବୋଟରୁ ଜବତ ହେଲା ୩୦୦ କୋଟି ଟଙ୍କାର ଡ୍ରଗ୍ସ

ଅହମ୍ମଦାବାଦ: ଭାରତୀୟ ତଟରକ୍ଷୀ ବାହିନୀକୁ ସୋମବାର ଏକ ବଡ ସଫଳତା ହାତ ଲାଗିଛି । ଆରବ ସାଗର ଉପକୂଳରେ ସେମାନେ ଏକ ପାକିସ୍ତାନୀ ବୋଟକୁ ଜବତ କରିଛନ୍ତି । ଏହି ବୋଟରେ ୩୦୦ କୋଟି ଟଙ୍କାର ଡ୍ରଗ୍ସ, ଅସ୍ତ୍ରଶସ୍ତ୍ର ଓ ୧୦ ପାକିସ୍ତାନୀଙ୍କୁ ଗିରଫ କରାଯାଇଛି । ଡିସେମ୍ବର ୨୫ ଓ ୨୬ ରାତିରେ ଏହି…