Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଫିଲ୍ମକୁ ନେଇ ଅଯଥା ଟିପ୍ପଣୀ କରିବାରୁ ଦୂରେଇ ରୁହ: ବିଜେପି ନେତାଙ୍କୁ ମୋଦୀଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ବିଭିନ୍ନ ଫିଲ୍ମ ଉପରେ ବିଜେପି ନେତାଙ୍କର ବେପରୁଆ ଟିପ୍ପଣୀକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏଭଳି ଅଯଥା ଟିପ୍ପଣୀରୁ ଦୂରେଇ ରହିବାକୁ ସେ ବିଜେପି ନେତାମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଦିଲ୍ଲୀରେ ଚାଲିଥିବା ଦୁଇ ଦିନିଆ (୧୬-୧୭)…

ନେତାଜୀ ସୁଭାଷ ଚନ୍ଦ୍ର ବୋଷ ସଂଘର ସମାଲୋଚକ ନଥିଲେ: RSS ନେତା

ନୂଆଦିଲ୍ଲୀ: ନେତାଜୀ ସୁଭାଷ ଚନ୍ଦ୍ର ବୋଷ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର(RSS)ର ସମାଲୋଚକ ନଥିଲେ। ବରଂ ସଂଘର ପ୍ରତିଷ୍ଠାତାଙ୍କ ସହିତ ତାଙ୍କର ଘନିଷ୍ଠ ସମ୍ପର୍କ ଥିଲା। ଏଥିପାଇଁ ସଂଘ ପ୍ରତିବର୍ଷ ତାଙ୍କ ଜନ୍ମଦିନକୁ ଧୁମ୍‌ଧାମରେ ପାଳନ କରେ ବୋଲି ଆର୍‌ଏସ୍‌ଏସ୍‌ର ପୂର୍ବ କ୍ଷେତ୍ର ସଂଘ ଚାଳକ…

ସୀମା ନିକଟରେ ୬୦ ହଜାର ମେଗାୱାଟ୍‌ କ୍ଷମତା ସମ୍ପନ୍ନ ଡ୍ୟାମ୍‌  ତିଆରି କରୁଛି ଚୀନ; ଭାରତ ପାଇଁ ଚିନ୍ତା ବଢ଼ିଲା

ବେଜିଂ: ଅରୁଣାଚଳ ଦେଇ ପ୍ରବାହିତ ୟାରଲଙ୍ଗ ସାଙ୍ଗପୋ ନଦୀ(ବ୍ରହ୍ମପୁତ୍ରର ଚୀନ ନାଁ) ଉପରେ ୬୦ ହଜାର ମେଗାୱାଟ୍‌ କ୍ଷମତା ସମ୍ପନ୍ନ ଡ୍ୟାମ୍‌  ତିଆରି କରୁଛି ଚୀନ। ଯାହା ଭାରତ ପାଇଁ ଚିନ୍ତାର କାରଣ ପାଲଟିପାରେ। କେନ୍ଦ୍ର ଶକ୍ତି ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଅରୁଣାଚଳ ନିକଟସ୍ଥ…

ଚୀନରୁ ମିଳିଲା ଅଦ୍ଭୁତ ଜୀବାଶ୍ମ: ଶରୀର ପକ୍ଷୀ ପରି, ମୁଣ୍ଡ ଡାଇନୋସର ସଦୃଶ

ବେଜିଂ: ଯଦି ମଣିଷର ବଂଶଜ ମାଙ୍କଡ ହୁଏ ତେବେ ସମସ୍ତ ପକ୍ଷୀ ଡାଇନୋସର ପରିବାରର କି ? ପ୍ରାଣୀବିଜ୍ଞାନୀ ମାନେ ଏହି ପ୍ରଶ୍ନର ଉତର ଖୋଜୁଛନ୍ତି । ଏହା ମଧ୍ୟରେ ୧୨ କୋଟି ବର୍ଷ ତଳର ଏକ ଜୀବାଶ୍ମ ସେମାନଙ୍କୁ ପୁନର୍ବାର ଚିନ୍ତାରେ ପକାଇ ଦେଇଛି । ଚୀନରେ ମିଳିଥିବା ଏହି ଜୀବାଶ୍ମକୁ ଅନୁଧ୍ୟାନ କଲେ…

ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷିଙ୍କ ଅଫିସରେ ପାଳନ ହୋଇଥଲା ପୋଙ୍ଗଲ !

ନୂଆଦିଲ୍ଲୀ: ବ୍ରିଟେନ ପ୍ରଧାନମନ୍ତ୍ରୀ ତଥା ଭାରତୀୟ ବଂଶୋଦ୍ଭବ ଋଷି ସୁନକଙ୍କ ଏକ ଫଟୋ ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି । ଏଥିରେ ଋଷି ତାଙ୍କ ଅଫିସର ଅଧିକାରୀମାନଙ୍କୁ ପୋଙ୍ଗଲ ଭୋଜି ଦେଉଥିବା ଦେଖିବାକୁ ମିଳିଛି । ଅଧିକାରୀମାନେ ଏକତ୍ର ବସି କଦଳୀପତ୍ରରେ ଭାରତର ପାରମ୍ପାରିକ ପର୍ବର ମଜା…

ନଡ୍ଡାଙ୍କ ନେତ୍ୱତ୍ୱରେ ୨୦୨୪ ମହାସମର ଲଢିବ ବିଜେପି

ନୂଆଦିଲ୍ଲୀ: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ କାର୍ଯ୍ୟକାଳ ବଢିଲା ।  ୨୦୨୪ ନିର୍ବାଚନ ପର୍ଯ୍ୟନ୍ତ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଦାୟିତ୍ୱରେ ରହିବେ । ନଡ୍ଡାଙ୍କ ଦାୟିତ୍ୱରେ ବିଜେପି ୨୦୨୪ ମହାସମର ଲଢିବ । ବିଜେପି ଜାତୀୟ କାର୍ଯ୍ୟକାରିଣୀ ବୈଠକରେ ଆଜି ଏପରି…

ଜ୍ବାଇଁଙ୍କ ପାଇଁ ୧୭୩ ପ୍ରକାର ଖାଦ୍ୟ ତିଆରି କଲେ ଶାଶୂ

ଆନ୍ଧ୍ରପ୍ରଦେଶ : ଜ୍ୱାଇଙ୍କର ଆତିଥ୍ୟ ଏବଂ ସମ୍ମାନ ଭାରତୀୟ ପରିବାରରେ ଏକ ସ୍ବତନ୍ତ୍ର ସ୍ଥାନ ରହିଛି। ପୂର୍ବ ହେଉ କି ପଶ୍ଚିମ କିମ୍ବା ଉତ୍ତର ହେଉ କି ଦକ୍ଷିଣ  । ଦେଶର ପ୍ରତ୍ୟେକ ସ୍ଥାନରେ ଶ୍ୱଶୁରଘରର ଲୋକମାନେ ସେମାନଙ୍କର ସାମର୍ଥ୍ୟଠାରୁ ଅଧିକ ଜ୍ବାଇଁର ଆତିଥ୍ୟ କରିବାକୁ ଚେଷ୍ଟା…

ଆଦିବାସୀଙ୍କ ଅଭିନବ ଉଦ୍ୟମ : ବିଷାକ୍ତ ଗଛରୁ ତିଆରି କଲେ ସୁନ୍ଦର କଳାକୃତି

ଚେନ୍ନାଇ : ଆଦିବାସୀଙ୍କର ଅଭିନବ ଉଦ୍ୟମ । ଜଙ୍ଗଲରେ ଥିବା ବିଷାକ୍ତ ପ୍ରଜାତିର ଗଛର ଡ଼ାଳ ଓ ଗଣ୍ଡିକୁ ବ୍ୟହବାର କରି ସୁନ୍ଦର କାରୁକାର୍ଯ୍ୟ କରି ସେମାନେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିପାରିଛନ୍ତି । ଏବେ ସୋସିଆଲ ମିଡ଼ିଆରେ ଏହି ଭିଡ଼ିଓ ଭାଇରାଲ ହେବାରେ ଲାଗିଛି । ତାମିଲନାଡ଼ୁ ରାଜ୍ୟର…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ, ଟ୍ୟାକ୍ସ ଫାଙ୍କୁଛନ୍ତି ଐଶ୍ବର୍ଯ୍ୟା

ମୁମ୍ବାଇ:  ପୁଣି ଚର୍ଚ୍ଚାକୁ ଆସିଲେ ବଲିଉଡର ଚୁଲବୁଲି ଅଭିନେତ୍ରୀ । ଟ୍ୟାକ୍ସ ଦେଉ ନାହାନ୍ତି ବଚ୍ଚନ ପରିବାରର ବଧୁ ଐଶ୍ବର୍ଯ୍ୟା ରାୟ ବଚ୍ଚନ । ଜମି କିଣିଛନ୍ତି, କର ଦେଉ ନାହାଁନ୍ତି  । ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି । ୧୨ ମାସର  ବକେୟା ଟ୍ୟାକ୍ସ ଦେଇ ନାହାଁନ୍ତି ଅଭିନେତ୍ରୀ  ।…

ସୁଟିଂ ସମୟରେ ଅଭିନେତା ବିଜୟ ଆଣ୍ଟୋନି ଆହତ

ମୁମ୍ବାଇ: ଦକ୍ଷିଣ ଚଳଚ୍ଚିତ୍ରର ଲୋକପ୍ରିୟ ଅଭିନେତା ତଥା ସଙ୍ଗୀତ ନିର୍ଦ୍ଦେଶକ ବିଜୟ ଆଣ୍ଟୋନି ଆହତ । ବର୍ତ୍ତମାନ ମାଲେସିଆର ଲାଙ୍ଗକାବି ଦ୍ୱୀପରେ ’ ଚଳଚ୍ଚିତ୍ର ‘ପିଚାଇକ୍କରନ’ର ସିକ୍ୱେଲ ପାଇଁ ଶୁଟିଂ ଚାଲିଛି। ଏହି ସମୟରେ ଏକ ଖରାପ ଖବର ସାମ୍ନାକୁ ଆସିଛି ଯେ ଫିଲ୍ମର ଏକ ଆକ୍ସନ ସିନ୍‌ରେ…