Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

କୋଭିଡ୍ ମୁକାବିଲା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଜିନ୍ଦଲ ଷ୍ଟିଲ୍ ଏଣ୍ଡ ପାୱାରକୁ ଫିକି ସିଏସଆର ସମ୍ମାନ

ନୂଆଦିଲ୍ଲୀ: କୋଭିଡ୍-୧୯ ମୁକାବିଲା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଦେଶର ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)କୁ ଫିକି ସିଏସଆର ସ୍ୱତନ୍ତ୍ର ପ୍ରଶଂସା ପୁରସ୍କାରରେ ସମ୍ମାନିତ କରିଛି । ନୂଆଦିଲ୍ଲୀରେ ଅନୁଷ୍ଠିତ ଫିକି ସିଏସଆର ସମ୍ମିଳନୀରେ କେନ୍ଦ୍ର…

ବାବା ବିଶ୍ୱନାଥଙ୍କ ଦରବାରରେ ସେଲିବ୍ରିଟିଙ୍କ ଗହଳି

ନୂଆଦିଲ୍ଲୀ : ସେଲିବ୍ରିଟିଙ୍କୁ ଘାରିଛି ବାରଣାସୀ ନିଶା । ଚଳିତ ବର୍ଷ ବାରଣାସୀର କାଶୀ ବିଶ୍ବନାଥଙ୍କ ମନ୍ଦିରରେ ଦେଖିବାକୁ ମିଳୁଛି ବଲିଉଡର ନାମୀଦାମୀ ଷ୍ଟାରଙ୍କ ଭିଡ଼ । ବାବା ବିଶ୍ୱନାଥଙ୍କ ମନ୍ଦିର ବଲିଉଡର ଷ୍ଟାରମାନଙ୍କୁ ଅଧିକ ଆକର୍ଷିତ କରିଛି । ଗତ ବର୍ଷରୁ ଆରମ୍ଭ କରି ଚଳିତ ବର୍ଷ…

ଫିଲ୍ମ ଇଣ୍ଡଷ୍ଟ୍ରିରେ ‘ପାନ୍ ଇଣ୍ଡିଆ’ କଥା ଉଠିଲେ, ସିନେପ୍ରେମୀଙ୍କ ମନକୁ ଆସନ୍ତି ଅଭିନେତ୍ରୀ ଲକ୍ଷ୍ମୀ

ନୂଆଦିଲ୍ଲୀ : ୭୦ଦଶକରେ ଲୋକଙ୍କ ହୃଦୟ ଜିତିଥିଲେ । ଭାରତୀୟ ସିନେମାରେ ଇତିହାସ ରଚିଥିଲେ । ହିନ୍ଦି, ତାମିଲ, ତେଲୁଗୁ, ମାଲାୟାଲମ ଓ କନ୍ନଡ ଭାଷାରେ ବ୍ଲକବଷ୍ଟର ଫିଲ୍ମ ଦେଇଥିଲେ । ପାଞ୍ଚ ପାଞ୍ଚଟି ଭାଷାରେ ଅଭିନୟ କରି ଫିଲ୍ମ ଫେୟାର ଆଓ୍ୱାର୍ଡ ଜିତିବାରେ ସେ ହେଉଛନ୍ତି ଜଣେ ମାତ୍ର…

ଚଳନ୍ତା ଟ୍ରକ ଆଗରେ ଯୁବକଙ୍କୁ ବାନ୍ଧି ଥାନାକୁ ନେଲେ ; ଭିଡିଓ ଭାଇରାଲ

ଚଣ୍ଡିଗଡ଼ : ଗହମ ଚୋରି କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା  । ଯୁବକଙ୍କୁ ଚଳନ୍ତା ଟ୍ରକ୍‌ରେ ବାନ୍ଧିକି ନେଲେ ଥାନା । ସୋଶିଆଲ ମିଡିଆରେ ଭିଡିଓ ଭାଇରାଲ । ଏଭଳି ଘଟଣା ପଞ୍ଜାବରେ ଦେଖିବାକୁ ମିଳିଛି । ଗୋଟିଏ ଭିଡିଓ ଭାଇରାଲ ହୋଇଥିଲା ଯେଉଁ ଯୁବକ ଜଣକୁ ଟ୍ରକ ଆଗରେ ବନ୍ଧା ଯାଇଥିବାର…

ବାପାଙ୍କ ଶରୀରକୁ ୩୨ ଖଣ୍ଡ କରି ବୋରୱେଲରେ ଫିଙ୍ଗି ଦେଲା ପୁଅ

ବେଙ୍ଗଳୁରୁ: ଶ୍ରଦ୍ଧା ୱାକରଙ୍କ ହତ୍ୟା ପରେ ଶବକୁ ଖଣ୍ଡ ଖଣ୍ଡ କରିବାର ମାମଲା ସାମ୍ନାକୁ ଆସୁଛି । ଏବେ ଶ୍ରଦ୍ଧା ୱାକର ଭଳି ଆଉ ଏକ ମାମଲା ଆସିଛି କର୍ଣ୍ଣାଟକରୁ । ବାଗଲକୋଟରେ ଜନ୍ମ କଲା ବାପାର ଶରୀରକୁ ପୁଅ ଅତି ନୃଶଂସ ଭାବେ ୩୨ ଖଣ୍ଡ କରିବା ପରେ ବୋରୱେଲ୍ ଭିତରେ ପକାଇ ଦେଇଥିବା ଜଣାପଡ଼ିଛି…

ଯୁବ ଚାଷୀଙ୍କ ପଶୁପ୍ରେମ, ଯୋଡ଼ା ବଳଦ ପାଇଁ ପ୍ରସ୍ତୁତ କଲେ ସ୍ୱତନ୍ତ୍ର ବିବାହ ମଣ୍ଡପ

ବେଙ୍ଗାଲୁରୁ : ଯୁବ ଚାଷୀଙ୍କ ନିଆରା ପଶୁ ପ୍ରେମ । ଯୋଡ଼ା ବଳଦ ପାଇଁ ନିର୍ମାଣ କଲେ ସ୍ୱତନ୍ତ୍ର ବିବାହ ମଣ୍ଡପ । ସମସ୍ତେ ନିଜ ବିବାହକୁ ଟିକିଏ ସ୍ୱତନ୍ତ୍ର କରିବାକୁ ଚାହିଁଥାଆନ୍ତି  ।  ନିଜ ବିବାହକୁ ସ୍ବତନ୍ତ୍ର କରିବା ଉଦ୍ଦେଶ୍ୟରେ ଅଭିନବ ପ୍ରୟାସ କରିଛନ୍ତି ପଶୁପ୍ରେମୀ ମହେଶ । ଯାହା…

୫ ବର୍ଷ ଝିଅ ଶରୀରରୁ ମିଳିଲା ଜିକା ଭାଇରସ, ଚିନ୍ତାରେ ସ୍ୱାସ୍ଥ୍ୟ ବିଶେଷଜ୍ଞ

ବେଙ୍ଗାଲୁରୁ: କର୍ଣ୍ଣାଟକରେ ଜିକା ଭାଇରସ । ୫ ବର୍ଷର ଝିଅ ଶରୀରରୁ ମିଳିଛି ଜିକା ଭାଇରସ । ଏହି ଖବର ପ୍ରଚାର ହେବା ପରେ ଖେଳି ଯାଇଛି ଆତଙ୍କ । ବଢିଛି ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ଚିନ୍ତା। କର୍ଣ୍ଣାଟକରେ ଚିହ୍ନଟ ହୋଇଛି ପ୍ରଥମ ଜିକା ଭାଇରସ। ରାଜ୍ୟର ରାଇଚୁର ଜିଲ୍ଲାରେ ଜଣେ ୫ ବର୍ଷୀୟ ଝିଅ…

ଭାରତୀୟ ଯବାନଙ୍କ ସାହସ ଦେଖି ଫେରିଗଲେ ଡ୍ରାଗନ ସେନା-ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ: ତଓ୍ୱାଙ୍ଗ ଠାରେ ଚୀନ ସେନା ଭାରତକୁ ଅନୁପ୍ରବେଶ କରିବାକୁ  ଚାହୁଁଥିଲେ । ଏହାର ମୁହଁତୋଡ ଜବାବ ଦେଇଛନ୍ତି ଭାରତୀୟ ସେନା । ଏଲଏସିର ସ୍ଥିତିକୁ ବଦଳାଇବା ପାଇଁ ଚୀନ ବାରମ୍ବାର ଚେଷ୍ଟା କରୁଛି । ଭାରତୀୟ ସେନାର ଖୁବ ସାହାସର ସହିତ ଏହାର ମୁକାବିଲା କରୁଛନ୍ତି । ଚୀନ ସେନାକୁ ନିଜ…

ସଂସଦ ଆକ୍ରମଣରେ ବଳିଦାନକୁ ସ୍ମରଣ କଲେ ଶାସକ ଓ ବିରୋଧୀ

ନୂଆଦିଲ୍ଲୀ: ଆଜି ସଂସଦ ଆକ୍ରମଣକୁ ୨୧ ବର୍ଷ । ସଂସଦରେ ସହିଦଙ୍କୁ ଦିଆଗଲା ଶ୍ରଦ୍ଧାଞ୍ଜଳି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ସଂସଦ ପରିସରରେ ସହିଦ୍ ଯବାନଙ୍କ ଫଟୋରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ତାଙ୍କ ସହିତ ଉପରାଷ୍ଟ୍ରପତି ତଥା ରାଜ୍ୟସଭା ଅଧ୍ୟକ୍ଷ ଜଗଦିପ ଧନଖଡ,…