Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ତୃତୀୟ ଥର ପାଇଁ ପଶ୍ଚିମବଙ୍ଗରେ ବନ୍ଦେ ଭାରତ ଏକ୍ସପ୍ରେସ ଉପରକୁ ପଥର ମାଡ

କୋଲକାତା: ଗୋଟିଏ ସପ୍ତାହ ମଧ୍ୟରେ ତୃତୀୟ ଥର ପାଇଁ ପଶ୍ଚିମବଙ୍ଗରେ ବନ୍ଦେ ଭାରତ ଏକ୍ସପ୍ରେସରେ ପଥର ଫିଙ୍ଗାଯାଇଛି। ରବିବାର ଟ୍ରେନର C 14 କମ୍ପାର୍ଟମେଣ୍ଟରେ ପଥର ଫିଙ୍ଗିଥିବା କୁହାଯାଉଛି। ଯେଉଁଥିପାଇଁ ବନ୍ଦେ ଭାରତ ଏକ୍ସପ୍ରେସକୁ ବୋଲପୁର ରେଳ ଷ୍ଟେସନରେ 10 ମିନିଟ୍ ପାଇଁ ଅଟକାଇବାକୁ…

ଏଠାରେ ଆୟୋଜିତ ହେଉଛି ଭୂତ ମେଳା

ମଲାଜପୁର: ବୈତୁଲ ଜିଲ୍ଲାର ମଲାଜପୁରରେ ଥିବା ପ୍ରସିଦ୍ଧ ଗୁରୁ ସାହେବ ବାବା ସନ୍ଥ ଦେବ ସମାଧି ସ୍ଥଳରେ ସବୁ ବର୍ଷ ଆୟୋଜିତ ହୁଏ ଘୋଷ୍ଟ ଫେୟାର ବା ଭୂତ ମେଳା । ପ୍ରାୟ ୪୦୦ ବର୍ଷ ହେବ ଏଠାରେ ଏହା ଆୟୋଜିତ ହୋଇ ଆସୁଛି । ପୌଷ ପୂର୍ଣ୍ଣିମାରୁ ଏହି ମେଳା ଆରମ୍ଭ ହୋଇଥାଏ । ରାଜସ୍ଥାନ,…

ବସ ଦୁର୍ଘଟଣାରେ ଚାଲିଗଲା ୪୦ଜଣଙ୍କ ଜୀବନ, ସେନେଗାଲରେ ୩ ଦିନିଆ ରାଷ୍ଟ୍ରୀୟ ଶୋକ

ନୂଆଦିଲ୍ଲୀ: ଆଫ୍ରିକୀୟ ଦେଶ ସେନେଗାଲରେ ଆଜି ଏକ ଭୟଙ୍କର ସଡକ ଦୁର୍ଘଟଣା ଘଟିଛି । ୨ଟି ବସ କାଫରିନରେ ମୁହାଁମୁହିଁ ଧକ୍କା ହେବା ଫଳରେ ୪୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ୮୭ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଗୋଟିଏ ବସର ଟାୟାର ଫାଟିଯିବାରୁ ଏହା ଭାରସମ୍ୟ ହରାଇ ଅନ୍ୟ ବସରେ ପିଟି…

ଭାରତ-ପାକ ସୀମାରେ ବିଏସଏଫ ମୁତୟନ କଲା ରାଡାର ଡ୍ରୋନ

ନୂଆଦିଲ୍ଲୀ: ବିଏସଏଫ ଆଜି ଜମ୍ମୁ ଅଂଚଳରେ ଭାରତ-ପାକିସ୍ତାନ ସୀମା ନିକଟରେ ରାଡାର ଡ୍ରୋନ ମୁତୟନ କରିଛି । ଏହା ଦ୍ୱାରା ସୁଡଙ୍ଗ ମାଧ୍ୟମରେ ପ୍ରବେଶ କରୁଥିବା ଆତଙ୍କବାଦୀଙ୍କ ଉପରେ ନଜର ରଖାଯାଇ ପାରିବ । ସେହିପରି ଅସ୍ତ୍ରଶସ୍ତ୍ର ଓ ଡ୍ରଗ୍ସ ଚୋରା କାରୋବାରକୁ ମଧ୍ୟ ଏହା ମାଧ୍ୟମରେ ରୋକାଯାଇ…

ଜାନୁଆରୀ ୧୪ ଯାଏ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି, ଭୀଷଣ ଶୀତକୁ ନେଇ ସରକାରଙ୍କ ନିଷ୍ପତ୍ତି

ରାଞ୍ଚି: ଉତ୍ତରପୂର୍ବ ଭାରତରେ ଶୀତ ଲହରି ଜାରି ରହିଛି । ଥଣ୍ଡା ବଢ଼ୁଥିବା ବେଳେ ଝାଡ଼ଖଣ୍ଡ ସରକାର ବିଦ୍ୟାଳୟକୁ ସପ୍ତାହେ ଲାଗି ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି । ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ, ରାଜ୍ୟରେ କେଜି ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟ ପ୍ରବଳ ଶୀତକୁ ନଜରରେ ରଖି…

ଦଳ ଭାଙ୍ଗିବାକୁ ନେଇ କଣ କହିଲେ ଗୁଲାମ ନବୀ ଆଜାଦ ?

ଶ୍ରୀନଗର: ସୋନିଆଙ୍କ ଉପରେ ଅସନ୍ତୋଷ ଝାଡ଼ି ଗୁଲାମ ନବୀ ଆଜାଦ ଗତବର୍ଷ ଅଗଷ୍ଟ ୨୬ରେ ହାତ ଛାଡ଼ିଥିଲେ । କଂଗ୍ରେସ ଛାଡ଼ିବା ପରେ G୨୩ ଗୋଷ୍ଠୀର ଗୁଲାମ ଗଠନ କରିଥିଲେ ଡେମୋକ୍ରାଟିକ୍ ଆଜାଦ ପାର୍ଟି । ଡିଏପି ଗଠନ ପରେ ଆଜାଦଙ୍କ ସହ ଜମ୍ମୁ-କାଶ୍ମୀରର ବହୁ ନେତା ହାତ ମିଳାଇଥିଲେ । ହେଲେ…

ମସ୍କୋ ଗଲା ଋଷୀୟ ଇଞ୍ଜିନିୟରଙ୍କ ମୃତଦେହ

ପାରାଦ୍ୱୀପ : ଋଷୀୟ ନାଗରିକଙ୍କ ମୃତ୍ୟୁ ଘଟଣା। ଋଷ ନାଗରିକ ମିଲ ୟାକୁବ ସର୍ଜାଇଙ୍କ ମର ଶରୀର ବ୍ୟବଚ୍ଛେଦ ପରେ ମସ୍କୋ ପଠାଯାଇଛି  । ପାରାଦ୍ୱୀପ ବନ୍ଦର ଜାହାଜରେ ମୃତ୍ୟୁ ଘଟିଥିବା ଋଷ ନାଗରିକଙ୍କର ଗତକାଲି ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଥିଲା  । ରିପୋର୍ଟରୁ ସ୍ପଷ୍ଟ ହୋଇଥିଲା ଯେ…

ହିମାଚଳ ପ୍ରଦେଶର ମନ୍ତ୍ରୀମଣ୍ଡଳ ବିସ୍ତାର: କ୍ୟାବିନେଟ୍‌ରେ ସାମିଲ୍ ହେଲେ ୭ ମନ୍ତ୍ରୀ

ଶିମଲା: ଆଜି ହିମାଚଳ ପ୍ରଦେଶର ସୁଖବିନ୍ଦର ସିଂହ ସୁଖଙ୍କ ସରକାରରେ କ୍ୟାବିନେଟ୍ ବିସ୍ତାର ହୋଇଛି। ଏଥିରେ ୭ ନୂଆ ମନ୍ତ୍ରୀଙ୍କୁ ସ୍ଥାନ ଦିଆଯାଇଛି। ରବିବାର ସିମଲା ରାଜଭବନରେ ରାଜ୍ୟପାଳ ଆର.ଭି ଆର୍ଲେକର ଏହି ୭ ମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ରାଜ୍ୟରେ କଂଗ୍ରେସ ସରକାର…

ଇଣ୍ଟରନେଟ ବ୍ୟବହାର କରୁଛନ୍ତି କି ! ହୋଇଯାଆନ୍ତୁ ସାବଧାନ

ନୂଆ ଦିଲ୍ଲୀ:  ଅନ୍‌ଲାଇନ ଠକେଇର ଶିକାର ହେଉଛନ୍ତି କି?  ଆପଣମାନଙ୍କ ମୋବାଇଲ ଫୋନ୍‌  ବ୍ୟାଙ୍କ ଆକାଉଣ୍ଟ ହ୍ୟାକ୍ ହେଉଛି କି ? ଯଦି ହଁ ତେବେ ଏହି ସବୁରୁ କେମିତି  ରହିବେ ସତର୍କ ? ଦେଖନ୍ତୁ ଆମର ଏହି ରିପୋର୍ଟରେ । ଇଣ୍ଟରନେଟ୍ ଏବଂ ସ୍ମାର୍ଟ ଫୋନ ଦୁନିଆରେ ହ୍ୟାକର୍ସମାନଙ୍କ…