Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ବାଲ୍ୟ ବିବାହ ବିରୋଧରେ ଆସାମରେ ଚଢ଼ାଉ ଜାରି; ୩ ହଜାରରୁ ଅଧିକ ଗିରଫ

ଦିଶପୁର: ୧୦ ଦିନ ହେଲା ଆସାମରେ ବାଲ୍ୟ ବିବାହ ନେଇ ଗରିଫଦାରୀ ଜାରି ରହିଛି। ବର୍ତ୍ତମାନ ସୁଧା ରାଜ୍ୟରେ ୩,୦୧୫ ଜଣଙ୍କୁ ଗିରଫ କରାଗଲାଣି। ଫେବ୍ରୁଆରୀ ୩ ତାରିଖରେ ଆରମ୍ଭ ହୋଇଥିବା ରାଜ୍ୟବ୍ୟାପୀOr ଚଢ଼ାଉ ଆଗକୁ ବି ଜାରି ରହିବ ବୋଲି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା କହିଛନ୍ତି।…

ପୂରଣ ହେଲା ସୁପ୍ରିମକୋର୍ଟରେ ସମସ୍ତ ବିଚାରପତି ଆସନ; ଶପଥ ନେଲେ ଦୁଇ ବିଚାରପତି

ନୂଆଦିଲ୍ଲୀ: ପୂରଣ ହେଲା ସୁପ୍ରିମକୋର୍ଟରେ ସମସ୍ତ ବିଚାରପତି ଆସନ। ସୋମବାର ସୁପ୍ରିମକୋର୍ଟରେ ଦୁଇ ବିଚାରପତି ଜଷ୍ଟିସ୍‌ ରାଜେଶ ବିନ୍ଦଲ ଏବଂ ଜଷ୍ଟିସ୍ ଅରବିନ୍ଦ କୁମାର ଶପଥଗ୍ରହଣ କରିଛନ୍ତି। ଫଳରେ ସୁପ୍ରିମକୋର୍ଟରେ ଥିବା ସମସ୍ତ ୩୪ ବିଚାରପତି ଆସନ ପୂରଣ ହୋଇଛି। ସୁପ୍ରିମକୋର୍ଟରେ ପ୍ରଧାନ…

ମାତିଲେ ମାଓବାଦୀ; ଦନ୍ତେୱାଡାରେ ଇନଫର୍ମର ସନ୍ଦେହରେ ହତ୍ୟା, ବିଜାପୁରରେ ବିଛାଇଲେ ଲାଣ୍ଡମାଇନ

ମାଲକାନଗିରି : ସୀମାନ୍ତରେ ପୁଣି ମାତିଲେ ମାଓବାଦୀ । ଛତିଶଗଡରେ ଇନଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା କରିଥିବାବେଳେ ଯବାନଙ୍କୁ ଟାର୍ଗେଟ କରି ଲାଣ୍ଡମାଇନ ବିଛାଇଥିଲେ । ମାଲକାନଗିରି ଛତିଶଗଡ ସିମାନ୍ତ  ଦନ୍ତେୱାଡା ଜିଲ୍ଲାରେ ଦେଖା ଦେଇଛି ମାଓ ହିଂସା । ପୋଲିସ ଇନଫର୍ମର ସନ୍ଦେହରେ ଜଣେ…

ଏଲଟିଟିଇ ପ୍ରମୁଖ ପ୍ରଭାକରନ ଜୀବିତ !

କଲମ୍ବୋ: ତାମିଲନାଡୁର ପୂର୍ବତନ କଂଗ୍ରେସ ନେତା ତଥା ୱାର୍ଲ୍ଡ କନଫେରେନ୍ସ ଅଫ ତାମିଲର ଅଧ୍ୟକ୍ଷ ପାଝା ନେଦୁମାରନ ସୋମବାର ଏଲଟିଟିଇ ପ୍ରମୁଖ ବେଲୁପିଲ୍ଲାଇ ପ୍ରଭାକରନ ଜୀବିତ ଅଛନ୍ତି ବୋଲି କହି ହଇଚଇ ସୃଷ୍ଟି କରିଛନ୍ତି । ସେ ଜୀବିତ ଓ ସୁସ୍ଥ ଅଛନ୍ତି ଏବଂ ଖୁବ ଶୀଘ୍ର ସମସ୍ତଙ୍କ ସମ୍ମୁଖକୁ…

ଏମିତି ବି ଆସେ ମୃତ୍ୟୁ, ଲିଫ୍ଟରେ ଚାପି ହୋଇ ଖଣ୍ଡ ଖଣ୍ଡ ହୋଇଗଲେ ବାଳକ

ନୂଆଦିଲ୍ଲୀ: ମୃତ୍ୟୁ କେଉଁଠି କେମିତି କେତେବଳେ ଆସୁଥାଏ, ତାହା କେହି କହିପାରିବେ ନାହିଁ। କେତେବେଳେ ଯେ କାଳ କାହାକୁ କେମିତି କୋଳେଇ ନେବ ତାହା କାହାରିକୁ ଜଣା ନଥାଏ। ଠିକ୍ ଏମିତି ଅଚାନକ ଭାବେ ମୃତ୍ୟୁ କୋଳେଇ ନେଇଛି ଜଣେ ୧୫ ବର୍ଷୀୟ ବାଳକକୁ। ଦୁର୍ଭାଗ୍ୟବଶତଃ ଗୋଡ଼ ଖସି ଯିବାରୁ ବାଳକ ଜଣକ…

ସାରା ବିଶ୍ୱ ଦେଖିଲା ଭାରତୀୟ ବାୟୁସେନାର ପରାକ୍ରମ

ବେଙ୍ଗାଲୁର: ଆକାଶରେ ବୀରତ୍ୱ ଦେଖାଇଲା ବାୟୁସେନା । ସାରା ବିଶ୍ୱ ଦେଖୁଥିଲା ଭାରତୀୟ ବାୟୁସେନାର ପରାକ୍ରମ । ଆଖି ପିଛୁଳାକେ ଏକାଧିକ ଲଢୁଆ ବିମାନ ପଇଁତରା ମାରୁଥିଲେ । ଆଜି ବେଙ୍ଗାଲୁରରେ ଆରମ୍ଭ ହୋଇଛି ଏସିଆର ସବୁଠାର ବଡ ଏରୋ ଇଣ୍ଡିଆ-୨୦୨୩ ଶୋ  । ୟେଲାହାଙ୍କା ଏୟାର ଫୋର୍ସ ଷ୍ଟେସନରେ…

ଫ୍ଲିପକାର୍ଟ ସମେତ ୨୦ଟି ଅନଲାଇନ ଔଷଧ ବିକ୍ରି କରୁଥିବା କମ୍ପାନୀକୁ ନୋଟିସ

ନୂଆଦିଲ୍ଲୀ: ଆମାଜନ ଏବଂ ଫ୍ଲିପକାର୍ଟ ହେଲଥ ପ୍ଲସ୍ ସହିତ ୨୦ଟି ଅନଲାଇନ୍ କମ୍ପାନୀକୁ ନୋଟିସ। ବିନା ଲାଇସେନ୍ସରେ ଔଷଧ ବିକ୍ରି ଅଭିଯୋଗରେ ନୋଟିସ ଜାରି କରିଛି ଡ୍ରଗ୍ସ କଣ୍ଟ୍ରୋଲର୍ ଜେନେରାଲ୍ ଅଫ୍ ଇଣ୍ଡିଆ (ଡିସିଜିଆଇ)। ଏହି ନିୟମ ଉଲ୍ଲଂଘନ ବୋଲି ଦର୍ଶାଇ ଡିସିଜିଆଇ ଏହି କମ୍ପାନୀମାନଙ୍କୁ…

ରାଜ୍ୟସଭାରେ ଜୟା ବଚ୍ଚନ କାହାକୁ ଏପରି ଅଙ୍ଗୁଳି ନିର୍ଦ୍ଦେଶ କଲେ?

ନୂଆଦିଲ୍ଲୀ: ରାଜ୍ୟସଭାରେ ଫେବୃଆରୀ ୯ ତାରିଖରେ ହୋଇଥିବା ଏକ ଘଟଣାକ୍ରମକୁ ନେଇ ଏବେ ସୋଶିଆଲ ମିଡିଆରେ ଚର୍ଚ୍ଚା। ଭାଇରାଲ ହେଉଥିବା ଭିଡିଓ ଏବଂ ଫଟୋରେ ସାଂସଦ ଜୟା ବଚ୍ଚନ ଉପରାଷ୍ଟ୍ରପତି ତଥା ରାଜ୍ୟସଭା ଅଧ୍ୟକ୍ଷଙ୍କୁ ଅଙ୍ଗୁଳି ନିର୍ଦ୍ଦେଶ କରୁଥିବା ଦେଖିବାକୁ ମିଳିଛି। ଯାହାକୁ ନେଇ…

ବିଗ୍ ବସ୍ ସିଜିନ୍-୧୬ର ବିଜେତା ହେଲେ ଏମସି ଷ୍ଟାନ

ନୂଆଦିଲ୍ଲୀ : ଲୋକପ୍ରିୟ ରିଆଲିଟି ସୋ' ବିଗ୍ ବସ୍ ସିଜିନ୍-୧୬ର ବିଜେତା ହେଲେ ଏମସି ଷ୍ଟାନ । ଗ୍ରାଣ୍ଡ ଫିନାଲେରେ ବାଜି ମାରି ନେଇଛନ୍ତି ଷ୍ଟାନ୍‌। ରବିବାର ରାତି ୭ଟାରେ ଆରମ୍ଭ ହୋଇଥିବା ଏହି ସିଜନ୍‌ ରାତି ୧୨ଟା ୩୧ରେ ଶୋ’ର ହୋଷ୍ଟ ସଲମାନ ଖାନ୍‌ ଷ୍ଟାନ୍‌ ଓ୍ବିନର ଏବଂ ଶିବ ଠାକ୍ରେଙ୍କୁ…

ଜଷ୍ଟିସ ନାଜିର ହେଲେ ରାଜ୍ୟପାଳ, କଂଗ୍ରେସ କହିଲା ଯିଏ ମୋଦୀ ପାଇଁ କାମ କରନ୍ତି… ରାଜ୍ୟପାଳ ହୁଅନ୍ତି

ନୂଆଦିଲ୍ଲୀ: ୨୦୧୯ରେ ଐତିହାସିକ ଅଯୋଧ୍ୟା ରାୟ ପ୍ରଦାନ କରିଥିବା ବେଞ୍ଚର ସଦସ୍ୟଙ୍କ ମଧ୍ୟରେ ଥିବା ଜଷ୍ଟିସ ଏସ ଅବଦୁଲ ନାଜିର ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୀ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ଏହାପରେ ଏହାକୁ ନେଇ ରାଜନୈତିକ ବୟାନବାଜି…