Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ସଂସଦରେ ଅଶ୍ଲୀଳ ଭିଡିଓ ଦେଖୁଥିବା ବେଳେ ଧରା ପଡ଼ିଲେ ସାଂସଦ, ଦେଲେ ଇସ୍ତଫା

ନୂଆଦିଲ୍ଲୀ: ସଂସଦରେ ବିତର୍କ ଚାଲିଥିଲା କିନ୍ତୁ ସାଂସଦ ମହାଶୟ ଅଶ୍ଲୀଳ ଭିଡିଓ ଦେଖିବାରେ ବ୍ୟସ୍ତ ଥିଲେ । ଆଉ ଯାହା କ୍ୟାମେରାରେ କଏଦ ପରେ ସାଂସଦଙ୍କୁ ଇସ୍ତଫା ଦେବାକୁ ପଡ଼ିଛି । ଇସ୍ତଫା ଦେବା ସହ ସାଂସଦ ଜଣଙ୍କୁ ଅନ୍ୟ ସାଥୀ ସାଂସଦଙ୍କ ଠାରୁ କଡ଼ା ସମାଲୋଚନା ଶୁଣିଛନ୍ତି । ଏ ଘଟଣା…

ଖସିଲେ ଆଦାନୀ, ୧୦ ଧନୀ ତାଲିକାକୁ ଏଣ୍ଟ୍ରି ମାରିଲେ ଅମ୍ବାନୀ

ନୂଆଦିଲ୍ଲୀ:ଖସିଲେ ଅଦାନୀ, ଉଠିଲେ ଅମ୍ବାନୀ । ଧନୀ ତାଲିକାରେ ଗୌତମ ଆଦାନୀ ଯେତିକି ଯେତିକି ଖସିବାରେ ଲାଗିଛନ୍ତି, ମୁକେଶ ଅମ୍ବାନୀ ସେତିକି ଉଠିବାରେ ଲାଗିଛନ୍ତି । ପୁଣି ଥରେ ବିଶ୍ୱ ଧନୀ ତାଲିକାର ୧୦ ଧନୀଙ୍କ ତାଲିକାକୁ ଏଣ୍ଟ୍ରି ମାରିଛନ୍ତି ଭାରତୀୟ ବ୍ୟବସାୟୀ ମୁକେଶ ଅମ୍ବାନୀ।…

ସାରା ଦେଶ ଦେଖୁଛି, ଏକୁଟିଆ ଜଣେ କେତେ ଲୋକଙ୍କ ପାଇଁ ଭାରି ପଡୁଛି-ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ସଂସଦର ବଜେଟ ଅଧିବେଶନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରାଜ୍ୟସଭାରେ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ବିରୋଧୀଙ୍କୁ ଟାର୍ଗେଟ କରି  ମୋଦି କହିଛନ୍ତି, ଆଜି ସାରା ଦେଶ ଦେଖୁଛି, ଜଣେ ଏକୁଟିଆ କେତେ ଲୋକଙ୍କ ଉପରେ…

ତେଲ ଟାଙ୍କି ସଫା କରୁଥିବା ବେଳେ ୭ ମୃତ, ଜଣଙ୍କୁ ବଞ୍ଚାଇବାକୁ ଯାଇ ଭିତରକୁ ଡେଇଁଥିଲେ ସମସ୍ତେ

ହାଇଦ୍ରାବାଦ: ଘରୋଇ କାରଖାନାରେ ତେଲ ଟାଙ୍କି ସଫା କରୁଥିବା ବେଳେ ଅଣନିଶ୍ୱାସୀ ହୋଇ ୭ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ଗୁରୁବାର ଆନ୍ଧ୍ରପ୍ରଦେଶର କାକିନଡ଼ା ଜିଲ୍ଲା ରାଗମପେଟ ପେଦ୍ଦାପୁରମରେ ଏଭଳି ଦୁର୍ଘଟଣା ଦେଖିବାକୁ ମିଳିଛି। ଅମ୍ବାତି ସୁବ୍ବନ୍ନା ତେଲ କାରଖାନାରେ ନିର୍ମାଣ କାର୍ଯ୍ୟ ଜାରି…

କଅଁଳ ଦେହ ତଥାପି ମୃତ୍ୟୁ ସହ ଲଢିଲେ, ଭଗ୍ନସ୍ତୁପ ତଳୁ ଜୀବନ ନେଇ ଫେରିଲେ: ଦେଖନ୍ତୁ ଭିଡିଓ

ଧୀରେ ଧୀରେ ଶାନ୍ତ ହେଉଛି ତୁର୍କୀ ଓ ସିରିଆ । ଭଗ୍ନସ୍ତୁପ ତଳୁ ନିରବୀ ଗଲାଣି ଆକୁଳ ଚିତ୍କାର । ଭୟଙ୍କର ଭୂକମ୍ପରେ ୧୫ ହଜାରରୁ ଅଧିକ ଲୋକ ପ୍ରାଣ ହରାଇ ସାରିଲେଣି । ୮୦ ହଜାରରୁ ଅଧିକ ଲୋକ ଆହତ ହୋଇଛନ୍ତି । ଆହୁରି ଅନେକ ସ୍ତୁପ ତଳେ ଚାପି ହୋଇ ରହିଛନ୍ତି । କିଏ ଜାଣେ ମୃତ୍ୟୁ ସଂଖ୍ୟା…

ମନି ଲଣ୍ଡରିଂ ମାମଲାରେ NSE ପୂର୍ବତନ ସିଇଓ ଚିତ୍ରା ରାମକ୍ରିଷ୍ଣନଙ୍କୁ ଜାମିନ ଦେଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: ନ୍ୟାସ୍‌ନାଲ ଷ୍ଟକ୍ ଏକ୍ସଚେଞ୍ଜ୍‌ର((NSE) ପୂର୍ବତନ ସିଇଓ ଚିତ୍ରା ରାମକ୍ରିଷ୍ଣନଙ୍କୁ ଜାମିନ। ଗୁରୁବାର ଦିଲ୍ଲୀ ହାଇକୋର୍ଟ ଆର୍ଥିକ ହେର୍‌ଫେର୍ ମାମଲାରେ ଚିତ୍ରାଙ୍କୁ ଜାମିନ ପ୍ରଦାନ କରିଛନ୍ତି। NSE କର୍ମଚାରୀଙ୍କର ଫୋନ୍ ଟ୍ୟାପିଂ ଅଭିଯୋଗ ହୋଇଥିଲା। ଏଥରେ ସେ ଆର୍ଥିକ…

ବେଦୀକୁ ଯିବା ପୂର୍ବରୁ ପ୍ରେମିକା ସାଥିରେ ଛୁ ମାରିଲା ବର, କନ୍ୟାକୁ ବାହା ହେଲା ସାନ ଭାଇ

ପିଲିଭିତ : ବାଜୁଥିଲା ବାଜା ଚାଲିଥିଲା ବିବାହ ପ୍ରସ୍ତୁତି  । ହଠାତ୍‌ ପଡ଼ିଥିଲା ଚହଳ । କାରଣ ବିବାହ କରିବାକୁ ଘରେ ନଥିଲେ ବର । ଫେସିଆଲ ବାହାନା ଦେଇ ଯାଇଥିଲେ କିନ୍ତୁ ଆଉ ଘରକୁ ଆସିନଥିଲେ  । ବିବାହର କିଛି ସମୟ ପୂର୍ବରୁ ବର ନିଖୋଜ ରହିବା ଘଟଣା ପରିବାରଲୋକଙ୍କୁ ବ୍ୟସ୍ତ ବିବ୍ରତ…

ବିଶ୍ୱାସ ନ ହେଲେ ବି ସତ: ଷଣ୍ଢ ମୁଣ୍ଡରେ ବଢୁଛି ତିନୋଟି ଶିଙ୍ଗ

 ସୋସିଆଲ ମିଡିଆରେ  ଏକ ଅଜବ ଭିଡିଓ ସାମ୍ନାକୁ ଆସିଛି। ଦେଖିଲେ ତା ଆଖି ବିଶ୍ୱାସ କରୁନି । କିନ୍ତୁ କଥାଟା ସତ।  ଭିଡିଓରେ ଦେଖିବାକୁ ମିଳିଛି ଗୋଟିଏ ଷଣ୍ଢର ମୁଣ୍ଡରେ ରହିଛି ତିନୋଟି  ଶିଙ୍ଗ । ସାଧାରଣତଃ ଗାଇ, ବଳଦ, ଷଣ୍ଢ ଏବଂ ଛେଳିର ମୁଣ୍ଡରେ ଦୁଇଟି ଲେଖାଏଁ ଶିଙ୍ଗ ରହିଥାଏ । ଯାହା…

ଫେବ୍ରୁଆରୀ ୧୪ରେ ଭାଲେଣ୍ଟାଇନ ନୁହେଁ, ଗୋ ଆଲିଙ୍ଗନ ଦିବସ ପାଳନ କର: ଦେଶବାସୀଙ୍କୁ କେନ୍ଦ୍ର ସରକାରଙ୍କ ଅନୁରୋଧ

ନୂଆଦିଲ୍ଲୀ: ଫେବ୍ରୁଆରୀ ୧୪ ତାରିଖରେ ଭାଲେଣ୍ଟାଇନ୍‌ ଡେ। ହେଲେ ଏଥର ଭାଲେଣ୍ଟାଇନ୍‌ ଡେ ପାଳନ ନ କରି ଫେବ୍ରୁଆରୀ ୧୪କୁ ଗୋ ଆଲିଙ୍ଗନ ଦିବସ ବା କାଓ ହଗ୍‌ ଡେ(Cow Hug Day) ଭାବେ ପାଳନ କରିବାକୁ କେନ୍ଦ୍ର ସରକାର ଦେଶବାସୀଙ୍କୁ ଅନୁରୋଧ କରିଛନ୍ତି। ଏନେଇ ଭାରତ ପଶୁ କଲ୍ୟାଣ ବୋର୍ଡ(AWBI)…

ଅବଧ ଆସାମ ଏକ୍ସପ୍ରେସ୍‌ରେ ଲାଗିଲା ନିଆଁ; ଧୂଆଁରେ ଭରିଗଲା ପୂରା ବଗି, ଦେଖନ୍ତୁ

ମୁଜାଫରପୁର: ଅବଧ ଆସାମ ଏକ୍ସପ୍ରେସ୍‌ରେ ଲାଗିଲା ନିଆଁ। ଧୂଆଁରେ ଭରିଗଲା ପୂରା ଏରିଆ। ବୁଧବାର ସନ୍ଧ୍ୟାରେ ବିହାରର ମୁଜାଫରପୁର ଗୁମତିର ରାମଦାୟଳୁ ରେଳଷ୍ଟେସନ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏଥିରା କାହାରି କୌଣସି କ୍ଷତି ହୋଇନଥିବା ସୂଚନା ମିଳିଛି। ମିଳିଥିବା ଖବର ଅନୁସାରେ ବୁଧବାର…