Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ନମାଜ ସରୁ ସରୁ ବୋମାମାଡ଼ରେ ଥରିଲା ମସଜିଦ୍, ୨୫ ମୃତ

କରାଚି: ପାକିସ୍ତାନର ପେଶାୱରରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି । ମସଜିଦ ଭିତରେ ହୋଇଥିବା ଆକ୍ରମଣରେ ପ୍ରାୟ ୨୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨୦ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ମଧ୍ୟାହ୍ନ ନମାଜ ପରେ ଆଫଗାନିସ୍ତାନ ସୀମାକୁ ଲାଗି ରହିଥିବା ପେଶାୱରର ମସଜିଦରେ ଏହି ଆକ୍ରମଣ…

ବର ୩ ଫୁଟ୍‌କୁ କନିଆ ୩ ଫୁଟ୍‌

ରାଜସ୍ଥାନ: ନିଜ ଜୀବନସାଥୀକୁ ନେଇ ଅନେକଙ୍କର ଭିନ୍ନ ଭିନ୍ନ ସ୍ୱପ୍ନ ଥାଏ । ନିଜ ପସନ୍ଦର ଜୀବନସାଥୀ ମିଳୁ ବୋଲି ଅନେକ ଭଗବାନଙ୍କୁ ଗୁହାରି ମଧ୍ୟ କରିଥାନ୍ତି । ସେହିଭଳି ରାଜସ୍ଥାନର ଜଣେ ଯୁବକ ନିଜ ପସନ୍ଦର ଜୀବନସାଥୀ ପାଇଛନ୍ତି ଯାହାକୁ ନେଇ ଏହି ଯୋଡ଼ିଙ୍କର ସୋସିଆଲ ମିଡ଼ିଆରେ ବେଶ୍ ଚର୍ଚ୍ଚା…

ମେକ୍ସିକୋର ନାଇଟ କ୍ଲବରେ ଗୁଳିକାଣ୍ଡ, ୮ ମୃତ

ବ୍ୟୁରୋ : ଉତ୍ତର ଆମେରିକାର ଉତ୍ତର ମେକ୍ସିକୋର ଜେରେଜ ସହରର ଏକ ନାଇଟୀ କ୍ଲବରେ ହୋଇଛି ଗୁଳିକାଣ୍ଡ । ଏହି ଗୁଳିକାଣ୍ଡ ରେ ଆଠ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ନାଇଟ୍ କ୍ଲବର କର୍ମଚାରୀଙ୍କ ସମେତ ଅନେକ ଲୋକ ଆହତ ହୋଇଛନ୍ତି । ସେଥିମଧ୍ୟରୁ ୫ ଜଣ ଗୁରୁତର ଆହତ ହୋଇଛନ୍ତି । ଉତ୍ତର ମେକ୍ସିକୋ…

ମନ୍ଦିର ନ ଥିବା ଗାଁ; ମନ୍ଦିର ତିଆରି କଲେ ହୁଏ ଆକସ୍ମିକ ମୃତ୍ୟୁ

ବିହାର: ସିୱାନ୍ ଜିଲ୍ଲା ଅନ୍ତର୍ଗତ ସୁରଭୀର ଗ୍ରାମରେ ରହିଛି ଏକ ରହସ୍ୟମୟ କଥା । ଏହା ହେଉଛି ଏମିତି ଏକ ଗାଁ, ଯେଉଁଠାରେ ଗୋଟିଏ ବି ମନ୍ଦିର ନାହିଁ। ଏଠାରେ ଥିବା ଦେବାଦେବୀମାନେ ଖୋଲା ଆକାଶ ତଳେ ଅଛନ୍ତି। ଗାଁରେ ଯେଉଁମାନେ ମନ୍ଦିର ନିର୍ମାଣ କରିବାକୁ ଚେଷ୍ଟା କରିନ୍ତି ସେମାନଙ୍କର ରହସ୍ୟମୟ…

କମ୍ପାନୀ ହେବ ତ ଏମିତି : ୪୦ କର୍ମଚାରୀଙ୍କୁ ମାଲିକ ବାଣ୍ଟିଲେ ୭୦ କୋଟିର ବୋନସ

ସାଧାରଣତଃ ଯେତେବେଳେ ଏକ କମ୍ପାନୀର ଆୟ ଭଲ ରୁହେ ସେତେବେଳେ କମ୍ପାନୀ ପକ୍ଷରୁ କର୍ମଚାରୀଙ୍କୁ ଭଲ ବୋନସ ମିଳିଥାଏ । ଅନେକ କ୍ଷେତ୍ରରେ ବୋନସର ପରିମାଣ କିଛି ହଜାର କିମ୍ବା ଲକ୍ଷ ଭିତରେ ସୀମିତ ଥାଏ । କେତେକ କ୍ଷେତ୍ରରେ କମ୍ପାନୀର ପରିଚାଳକ ଘର କିମ୍ବା ଗାଡ଼ି ଆକାରରେ ବୋନସ ଦେଇଥାନ୍ତି । ହେଲେ…

ସଙ୍ଗୀତ କନସର୍ଟ ବେଳେ କୈଳାଶ ଖେରଙ୍କ ଉପରେ ଆକ୍ରମଣ

ବେଙ୍ଗାଲୁରୁ: କର୍ଣ୍ଣାଟକର ସଙ୍ଗୀତ କନସର୍ ଗାୟକ କୈଳାଶ ଖେରଙ୍କ ଉପରେ ଆକ୍ରମଣ କରାଯାଇଛି। କର୍ଣ୍ଣାଟକରେ ଚାଲିଥିବା ହାମ୍ପି ମହୋତ୍ସବରେ ଏହି ଘଟଣା ଘଟିଥିଲା । ଏହି ହାମ୍ପି ମହୋତ୍ସବରେ ସିନେମା ଜଗତର ଅନେକ କଳାକାର ଯୋଗ ଦେଇଥିଲେ  । ହାମ୍ପି ମହୋତ୍ସବ ଜାନୁଆରୀ ୨୭ ରୁ ୨୯ ପର୍ଯ୍ୟନ୍ତ…

ଲୁଣ କେଜି ୩୫ ହଜାର

ବ୍ୟୁରୋ : ଆପଣମାନେ ସସସ୍ତେ ଜାଣିଥିବେ ଦୁନିଆର ଏମିତି କିଛି ଖାଦ୍ୟ ନାହିଁ ଯାହା ବିନା ଲୁଣରେ ପ୍ରସ୍ତୁତ କରାଯାଏ । ସେଥିପାଇଁ କଥାରେ ଅଛି ରୋଷେଇ ଘରେ ଲୁଣର ସ୍ଥାନ କିଛି ସ୍ବତନ୍ତ୍ର ।  କାରଣ ଏହା ଉପରେ ଖାଦ୍ୟର ସ୍ବାଦ ନିର୍ଭର କରିଥାଏ ।  ଆଉ ଏକଥା ବି ଜାଣିଥିବେ ଯେ, ଏବେ ମାର୍କେଟରେ…

୨୬ ହଜାର ଆଇସକ୍ରିମ୍ ଷ୍ଟିକରେ ରଙ୍ଗୋଲି ଆଙ୍କି ରେକର୍ଡ କଲେ ମା’-ଝିଅ

ହିନ୍ଦୁ ଧର୍ମରେ ଘର ଅଗଣାରେ ରଙ୍ଗୋଲି କରିବାକୁ ଅତ୍ୟନ୍ତ ଶୁଭ ବୋଲି ମନାଯାଏ । ରଙ୍ଗୋଲି ହେଉଛି ଏକ ସ୍ୱତନ୍ତ୍ର ପ୍ରକାରର କଳାକୃତି ଯାହା ବିଭିନ୍ନ ରଙ୍ଗ ଏବଂ ଆକୃତିରେ ତିଆରି ହୋଇପାରିବ । ଆଜିକାଲି କୈାଣସି ବିଶେଷ ଉତ୍ସବରେ ସାଧାରଣତଃ ରଙ୍ଗୋଲି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥାଏ, ଯେଉଁଥିରେ…

ଅଷ୍ଟ୍ରେଲିଆରେ ଭାରତୀୟଙ୍କୁ ଆକ୍ରମଣ

ଅଷ୍ଟ୍ରେଲିଆ : ସାମ୍ନାକୁ ଆସିଲା ଅଷ୍ଟ୍ରେଲିଆର ଆଉ ଏକ ଆଶ୍ଚର୍ଯ୍ୟଜନକ ଘଟଣା । ଯେଉଁଠାରେ ଖଲିସ୍ତାନି ସମର୍ଥକ ମାନେ ଜାତୀୟ ପତାକା ଧରିଥିବା ଭାରତୀୟଙ୍କ ଉପରେ ଆକ୍ରମଣ କରିଥିବା ନେଇ ଅଷ୍ଟ୍ରେଲିଆ ଟୁଡେ ଏକ ରିପୋର୍ଟ କରିଛି। ଏହି ଘଟଣାରେ ୫ ଜଣ ଆହତ ହୋଇଥିବା ଜଣାପଡ଼ିଛି । କେବଳ ଏତିକି…

ଇରାନ ଭିତରେ ପ୍ରବେଶ କରି ଡ୍ରୋନ ଫ୍ୟାକ୍ଟ୍ରି ଉଡାଇଲା ଇସ୍ରାଏଲର କିଲର ଡ୍ରୋନ

ତେହେରାନ: ଇସ୍ରାଏଲର ବାୟୁସେନା ଇରାନ ସୀମା ଭିତରେ ପ୍ରବେଶ କରି ଏକ ବଡ ଡ୍ରୋନ ଫ୍ୟାକ୍ଟ୍ରି ଉଡେଇ ଦେଇଛନ୍ତି । ଏଥିପାଇଁ ସେନା ପକ୍ଷରୁ ସ୍ୱତନ୍ତ୍ର ଭାବେ ନିର୍ମିତ କିଲର ଡ୍ରୋନକୁ ମିଶନରେ ପଠା ଯାଇଥିଲା । ଆମେରିକା ଗୋଇନ୍ଦା ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସିଆଇଏ ମୂଖ୍ୟଙ୍କ ଗସ୍ତ…