Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଦୁଇବସ୍‌ ମୁହାଁମୁହିଁ ଧକ୍କା, ୩ ମୃତ ୨୨ ଆହତ

ନୂଆଦିଲ୍ଲୀ : ଗ୍ରେଟର ନଏଡା ଏକ୍ସପ୍ରେସୱେଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇବସ୍‌ ମୁହାଁମୁହିଁ ଧକ୍କା ହୋଇ ୩ ଜଣ ଯାତ୍ରୀଙ୍କ ମୃତ୍ୟୁ । ସୂଚନା ଅନୁଯାୟୀ ବିଳମ୍ବିତ ରାତିରେ ଦୁଇ ଯାତ୍ରୀବାହୀ ବସ୍ ମଧ୍ୟରେ ଧକ୍କା ହୋଇଥିଲା । ଏଥିରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୨ ଜଣ ଆହତ…

ତେଜିଲା ହିଜାବ ବିରୋଧୀ ଆନ୍ଦୋଳନ, ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ଘରୁ ଉଠାଇନେଲେ ସୁରକ୍ଷାକର୍ମୀ

ନୂଆଦିଳ୍ଲୀ: ଗିରଫ ହେଲେ ଇରାନ ପ୍ରସିଦ୍ଧ ଅଭିନେତ୍ରୀ ତରାନେହ ଅଲିଦୋସ୍ତୀ । ତେହରାନ ସୁରକ୍ଷା କର୍ମୀ ତାଙ୍କୁ ଗିରଫ କରିଛି । ଇରାନରେ ଚାଲିଥିବା ଇରାନରେ ହିଜାବ ବିରୋଧୀ ଆନ୍ଦୋଳନର ଜଣେ ସମର୍ଥକ ଥିଲେ ଅଲିଦୋସ୍ତୀ । ସେ ତାଙ୍କର ଇନଷ୍ଟାଗ୍ରାମ ପେଜରେ ଏକ ଫଟୋ ସେୟାର କରିଥିଲେ ଯେଉଁଥିରେ ସେ…

ବିଦ୍ୟୁତ ଆଘାତରେ ପ୍ରସୂତିଙ୍କ ମୃତ୍ୟୁ, କିନ୍ତୁ ଗର୍ଭରେ ନବଜାତର ହୃଦସ୍ପଦନ ଚାଲୁଥିଲା…

ରାୟପୁର: ଛତିଶଗଡର ଅମ୍ବିକାପୁରରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ 9 ମାସର ଗର୍ଭବତୀ ମହିଳାଙ୍କ ବିଦ୍ୟୁତ ଆଘାତ ଯୋଗୁଁ ମୃତ୍ୟୁ ଘଟିଛି। କିନ୍ତୁ ଆଶ୍ଚର୍ଯ୍ୟଜନକ କଥା ହେଉଛି ମହିଳାଙ୍କ ମୃତ୍ୟୁ ପରେ ମଧ୍ୟ ତାଙ୍କ ଗର୍ଭରେ ବଢୁଥିବା ଶିଶୁର ହୃଦସ୍ପନ୍ଦନ ଚାଲୁଥିଲା ବୋଲି…

ବିଶ୍ୱକପ ଫାଇନାଲରେ ଭାଷଣ ଦେବାକୁ ଚାହୁଁଥିଲେ ଜେଲେନସ୍କି, ମନା କଲା ଫିଫା

କୀଭ: ଫିଫା ବିଶ୍ୱକପ ଫାଇନାଲ ପୂର୍ବରୁ ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମର ଜେଲେନସ୍କି ଭାଷଣ ଦେବାକୁ ଚାହୁଁଥିଲେ । ଏହା ମାଧ୍ୟମରେ ସେ ଶାନ୍ତି ବାର୍ତା ଦେବା ପାଇଁ ଉଦ୍ୟମ କରିଥାନ୍ତେ, ମାତ୍ର ଫିଫା ଏଥି ନିମନ୍ତେ ମନା କରିଥିଲା । ରବିବାର ଫ୍ରାନ୍ସ ଓ ଆର୍ଜେଂଟିନା ମଧ୍ୟରେ ଫାଇନାଲ ମ୍ୟାଚ…

୨୫ ହଜାର ବର୍ଷ ତଳେ ଭାରତରେ ରହୁଥିଲେ ସର୍ବାଧିକ ଲୋକ

ନୂଆଦିଲ୍ଲୀ: ବନାରସ ହିନ୍ଦୁ ୟୁନିଭରସିଟିର ଏକ ଗବେଷଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରିଦେଇଛି । ବୈଜ୍ଞାନିକମାନଙ୍କ ଗବେଷଣାରେ ପ୍ରମାଣିତ ହୋଇଛି ଯେ, ୨୫ ହଜାର ବର୍ଷ ତଳେ ବିଶ୍ୱର ଅଧାରୁ ଅଧିକ ଲୋକ ଭାରତରେ ରହୁଥିଲେ । ୟୁନିଭରସିଟିର ଜିନ ବୈଜ୍ଞାନିକ ଜ୍ଞାନେଶ୍ୱର ଚୌବେ ଏ ସମ୍ପର୍କରେ…

ବିଏସଏଫର କ୍ଷମତା ପରିସର କେତେ ରହିବ? ମମତା ଏବଂ ବିଏସଏଫ ଅଧିକାରୀଙ୍କ ମଧ୍ୟରେ ବିତର୍କ

କୋଲକାତା: କୋଲକାତାରେ ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦର ବୈଠକରେ ଅଧ୍ୟକ୍ଷତା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା।  ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୀମା ସୁରକ୍ଷା ନେଇ ବୈଠକରେ ବିଏସଏଫ ପ୍ରସଙ୍ଗ ଉଠାଇଛନ୍ତି। ପଶ୍ଚିମବଙ୍ଗ ହେଉଛି ପୂର୍ବାଞ୍ଚଳର ଏକମାତ୍ର ରାଜ୍ୟ ଯାହା…

ରାଜ୍ୟପାଳଙ୍କ ବିରୋଧରେ ମହାରାଷ୍ଟ୍ରରେ ମହାମେଣ୍ଟର ମହାରାଲି

ମୁମ୍ବାଇ: ମହାରାଷ୍ଟ୍ର ରାଜ୍ୟପାଳ ଭାଗବତ ସିଂ କୋଶିଆରିଙ୍କ ବିବାଦୀୟ ବୟାନକୁ ନେଇ ଶିବସେନା ଉଦ୍ଧବ ବାଲାସାହେବ ଠାକରେ, ନ୍ୟାଶନାଲ କଂଗ୍ରେସ ପାର୍ଟି ଏବଂ କଂଗ୍ରେସ ନେତୃତ୍ୱାଧୀନ ମହାବିକାଶ ଆଗାଢି (ଏମଭିଏ) ସହଯୋଗୀ ଦଳ ମୁମ୍ବାଇରେ ମହାରାଲି କରିଛନ୍ତି। ନିକଟରେ ଏକ କାର୍ଯ୍ୟକ୍ରମରେ…

ବାପା ନା ପିଶାଚ ? କୁନି ପୁଅକୁ ୩ ମହଲା କୋଠାରୁ ତଳକୁ ଫିଙ୍ଗିଦେଲା

ନୂଆଦିଲ୍ଲୀ: ପତ୍ନୀଙ୍କ ସହ କଳି କଲେ, କୁନି ପୁଅ ଉପରେ ରାଗ ସୁଝାଇଲା ରାକ୍ଷସ ବାପ । ୨ ବର୍ଷର ପୁଅକୁ ବାଲକୋନରୁ ତଳକୁ ଫିଙ୍ଗି ଦେଲା । ତା ସହ ନିଜେ ବି ଡେଇ ପଡ଼ିଲା । ଉଭୟଙ୍କୁ ଗୁରୁତର ଅବସ୍ଥାରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି । ଏମିତି ଏକ ଘଟଣା ଦେଖିବାକୁ ମିଳିଛି ରାଜଧାନୀରେ…

୨୦୨୩ରେ କରୋନା ବିସ୍ଫୋରକ ରୂପ ନେବ

ଚିକାଗୋ: ପୁଣି  ହେବ କରୋନା ବିସ୍ଫୋରଣ । ୧୦ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ଯିବ  । ଏମିତି ଆକଳନ କରିଛି ଆମେରିକାସ୍ଥିତ ଇନଷ୍ଟିଚ୍ୟୁଟ ଅଫ ହେଲ୍ଥ  ମେଟ୍ରକ୍ସ ଆଣ୍ଡ ଏଭଲ୍ୟୁଶନ ବା  ଆଇଏଚଏମଇ । ଆଇଏଚଏମଇ   ଆକଳନ ଅନୁଯାୟୀ,   ମହାମାରୀ କରୋନା ଚୀନରେ ଏପ୍ରିଲ ୧ ସୁଦ୍ଧା   ସର୍ବୋଚ୍ଚ…

ନୀଳନୟନାଙ୍କ ନାଁରେ ନକଲି ପାସପୋର୍ଟ, ବନ୍ଧାହେଲେ ନାଇଜେରିଆର ୩ ନାଗରିକ

ନୂଆଦିଲ୍ଲୀ : ପୂର୍ବତନ ମିସ୍‌ ଓ୍ୱାଲର୍ଡ ତଥା ଅଭିନେତ୍ରୀ ଐଶର୍ଯ୍ୟା ରାୟଙ୍କ ନାଁରେ ନକଲି ପାସପୋର୍ଟ ଧରି ବୁଲୁଥିଲା ନାଇଜେରିଆର ନାଗରିକ । ନୋଏଡ଼ାରେ ୩ ନାଇଜେରିଆ ନାଗରିକଙ୍କୁ ମାଡ଼ିବସିଲା ପୋଲିସ  । ନାଇଜେରିଆର ଏକ ଗ୍ୟାଙ୍ଗ ଏହି ନକଲି ପାସପୋର୍ଟ ଧରି ଲୋକଙ୍କୁ ଠକୁଥିଲେ । ଏହି…