Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ବିବିସି ଡକ୍ୟୁମେଣ୍ଟରି ବିବାଦ: ଗିରଫ ହେଲେ ଦିଲ୍ଲୀ ୟୁନିଭର୍ସିଟି ଫାକଲ୍ଟି ଅଫ ଆର୍ଟସର ଛାତ୍ର

ନୂଆଦିଲ୍ଲୀ: ୨୦୦୨  ଗୁଜୁରାଟ ଦଙ୍ଗାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପରେ ବିବିସି କରିଥିବା ଏକ ଡକ୍ୟୁମେଣ୍ଟାରିକୁ ନେଇ ବିବାଦ ତେଜିବାରେ ଲାଗିଛି । ଏଥିରେ ଦଙ୍ଗା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦାୟୀ କରାଯାଇଛି । ଏହି ଡକ୍ୟୁମେଣ୍ଟାରୀକୁ ଭାରତରେ ବିରୋଧ କରିବା…

୪୫ ବର୍ଷରୁ ଅଧିକ ହେଲାଣି ଗାଁରେ ପଶିନି ରସୁଣ, ପିଆଜ

ପିଆଜ ଓ ରସୁଣର ମୂଲ୍ୟ ବୃଦ୍ଧି ଏବଂ ହ୍ରାସ ନେଇ ସବୁବେଳେ ଚର୍ଚ୍ଚା । କୁହାଯାଏ, ଗରିବଙ୍କ ଘରେ ପ୍ରତ୍ୟେକ ଦିନ ପିଆଜ ଦରକାର ପଡ଼ିଥାଏ । ପିଆଜ ଓ ରସୁଣ ଖାଇଲେ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିଥାଏ । ତଥାପି ଏମିତି ଏକ ଗାଁ ଅଛି ଯେଉଁଠି ବର୍ଷ କି ଦୁଇ ବର୍ଷ ନୁହେଁ ୪୫ ବର୍ଷରୁ ଅଧିକ…

କମୁଛି ଆଦାନୀଙ୍କ ସମ୍ପତ୍ତି, ବିଶ୍ୱର ସର୍ବଶ୍ରେଷ୍ଠ ଧନୀ ତାଲିକାର ସପ୍ତମ ସ୍ଥାନକୁ ଖସିଲେ ଗୌତମ ଆଦାନୀ

ନୂଆଦିଲ୍ଲୀ: ଆମେରିକାର ଏକ ରିସର୍ଚ୍ଚ ସଂସ୍ଥାର ରିପୋର୍ଟ ଆଦାନୀଙ୍କ ନିଦ ହଜାଇ ଦେଇଛି । ଶୁକ୍ରବାର ସକାଳୁ ଆଦାନୀଙ୍କ ସମ୍ପତ୍ତି ପ୍ରାୟ ୨୦ ପ୍ରତିଶତ ହ୍ରାସ ପାଇଛି । ଏଥିସହ ବିଶ୍ୱର ସର୍ବଶ୍ରେଷ୍ଠ ଧନୀ ତାଲିକାରେ ସପ୍ତମ ସ୍ଥାନକୁ ଖସି ଆସିଛନ୍ତି ଗୌତମ ଆଦାନୀ । ସେୟାର ମାର୍କେଟରେ…

ଗଛରେ ଲାଇବ୍ରେରୀ

ଗଛ ଉପରେ ତିଆରି ହୋଇଛି ସୁନ୍ଦର ଲାଇବ୍ରେରୀ । ଆଉ ସେଠାକୁ ପାଠକୀୟ ରୁଚି ରଖୁଥିବା ଲୋକମାନେ ମଧ୍ୟ ପଢିବାକୁ ଆସୁଛନ୍ତି । ଏହା ପଡିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇଯିବ ନିଶ୍ଚୟ । ଏମିତି ଏକ ଅଜବ ଲାଇବ୍ରେରୀ ରହିଛି ଆମେରିକାରେ । କୌଣସି ଘର ଭିତରେ ନୁହେଁ, ଘର ବାହାରେ ଶୁଖିଲା ଗଛରେ ରହିଛି…

ଓଡ଼ିଆ ଛାତ୍ରଙ୍କ ପ୍ରଶ୍ନରେ ଭାବୁକ ହେଲେ ପ୍ରଧାନମନ୍ତ୍ରୀ: ସୁନ୍ଦର ଭାବେ ବୁଝାଇଲେ ପ୍ରଶ୍ନର ଉତ୍ତର

ଭୁବନେଶ୍ୱର: ଦିଲ୍ଲୀ କାଲକଟୋରା ଷ୍ଟାଡିୟମରେ ଆଜି ଆୟୋଜିତ ହୋଇଥିଲା ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଛାତ୍ରଛାତ୍ରୀମାନଙ୍କୁ ପରୀକ୍ଷା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣର୍ ଟିପ୍ସ ଦେଇଥିଲେ। ୨୦୧୮ରୁ ପ୍ରତିବର୍ଷ ପ୍ରଧାନମନ୍ତ୍ରୀ…

ବିଲରେ ଫସଲ କରିବ ଡ୍ରୋନ୍

ନୂଆଦିଲ୍ଲୀ: ବଦଳିଛି ସମୟ, ବଦଳିଛି ବିଜ୍ଞାନ । ଆଧୁନିକ ଜ୍ଞାନ କୌଶଳକୁ ନେଇ ଚାଷ କାର୍ଯ୍ୟରେ ବେଶ୍ ଉନ୍ନତି ହେଉଛି । କୃଷି କ୍ଷେତ୍ରରେ ବିଜ୍ଞାନର ଉପଯୋଗ କରିବା ପାଇଁ କେନ୍ଦ୍ର ସରକାର ମଧ୍ୟ  ସମସ୍ତ ପ୍ରକାର ଉଦ୍ୟମ କରୁଛନ୍ତି। ଏବେ ପୁଣି ପାଦେ ଆଗେଇଛି ବିଜ୍ଞାନ । ଚାଷ କ୍ଷେତ୍ରରେ…

ଦକ୍ଷିଣ ଆଫ୍ରିକାରୁ ଭାରତ ଆସିବେ ଶତାଧିକ ଚିତା

ନୂଆଦିଲ୍ଲୀ : ଦକ୍ଷିଣ ଆଫ୍ରିକାରୁ ଭାରତ ଆସିବେ ଶତାଧିକ ଚିତା । ଏଥିଲାଗି  ରାଜିନାମା ବା ବିବୃତି ଜାରି ହୋଇଥିବା ଦକ୍ଷିଣ ଆଫ୍ରିକାର ପରିବେଶ ମନ୍ତ୍ରାଳୟ ଗୁରୁବାର କହିଛି । କେବଳ ଏତିକି ନୁହେଁ  ପରିବେଶ ମନ୍ତ୍ରାଳୟ  ଆହୁରି କହିଛି ଯେ, ଗତବର୍ଷ ସେପ୍ଟେମ୍ବର ମାସରେ ନାମିବ୍ୟାରୁ ୮ ଚିତା…

ଇସ୍ରୋର ମିଶନ ସୂର୍ଯ୍ୟ, ଜାଣନ୍ତୁ ସ୍ପେସକ୍ରାଫ୍ଟ ଆଦିତ୍ୟ ଏଲ୍-୧ ବାବଦରେ

ଭୁବନେଶ୍ୱର: ଭାରତର ପ୍ରଥମ ସୂର୍ଯ୍ୟ ମିଶନ । ସୂର୍ଯ୍ୟଙ୍କ ଅଧ୍ୟୟନ ଲାଗି ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ ଆଗାମୀ ଜୁନ୍-ଜୁଲାଇରେ ସ୍ପେସକ୍ରାଫ୍ଟ ଆଦିତ୍ୟ-ଏଲ୍୧କୁ ପଠାଇବ । ଇସ୍ରୋକୁ ମିଶନ ଲାଗି ପେଲୋଡ ଭିଜିବଲ ଲାଇନ୍ ଏମିସନ୍ କରୋନାଗ୍ରାଫ (VELC) ମିଳିଛି । ସୂର୍ଯ୍ଯଯାନ ଲାଗି VELC…

ବାଗଦେବୀଙ୍କ ସାମ୍ନାରେ ଦୁଇ ସନ୍ତାନଙ୍କ ସହ ସେଲ୍ଫି ନେଲେ ରାଣୀ ମୁଖାର୍ଜୀ

ମୁମ୍ବାଇ: ଖୁବ୍ ଶୀଘ୍ର ଆସିବାକୁ ଯାଉଛି ଅଭିନେତ୍ରୀ ରାଣୀ ମୁଖାର୍ଜୀଙ୍କ ଅଭିନିତ ଫିଲ୍ମ ‘ମିସେସ ଚାଟାର୍ଜୀ ଭରସେସ ନରୱେ’ । ଚଳଚ୍ଚିତ୍ରଟି ୧୭ ମାର୍ଚ୍ଚ ୨୦୨୩ରେ ରିଲିଜ ହେବ । ଏହାର ପ୍ରଥମ ଲୁକ୍ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଫଟୋରେ ରାଣୀ ମୁଖାର୍ଜୀ ହଳଦିଆ ରଙ୍ଗର ଶାଢୀରେ ନଜର…

ଛାତ୍ରଛାତ୍ରୀଙ୍କୁ ମୋଦିଙ୍କ ପରାମର୍ଶ: ସପ୍ତାହରେ ଦିନେ କିମ୍ବା ଦିନରେ କିଛି ଘଣ୍ଟା ଡିଜିଟାଲ ଫାଷ୍ଟିଂ କର

ନୂଆଦିଲ୍ଲୀ: ମା’ଙ୍କୁ ଦେଖ । ମା’ଙ୍କୁ ଦେଖି ଟାଇମ ମ୍ୟାନେଜମେଣ୍ଟ ଶିଖ । ମା’ଙ୍କୁ ଭଲରେ ଦେଖିଲେ ଟାଇମ ମ୍ୟାନେଜମେଣ୍ଟର ମହତ୍ୱ  ବୁଝି ପାରିବ । ପରୀକ୍ଷା ସମୟରେ ସମୟର ସଠିକ୍ ଉପଯୋଗ କରିବାକୁ ଛାତ୍ରଛାତ୍ରୀମାନଙ୍କୁ ଆଜି ପ୍ରଧାନମନ୍ତ୍ରୀ ମୋଦି ପରାମର୍ଶ ଦେଇଛନ୍ତି । ଦିଲ୍ଲୀ…