Latest Odisha News
Browsing Category

ଦେଶ ବିଦେଶ

National News, Odishasambad.in

‘ବ୍ରିଦ୍‌ ଇଣ୍ଟୁ ଦ ଶ୍ୟାଡୋସ୍ ସିଜନ୍ ୨’ ଦେଖିବା ପାଇଁ ମନାକଲେ ଜୟା ବଚ୍ଚନ

ନୂଆଦିଲ୍ଲୀ: ଯେତେବେଳେ ବି ପରମ୍ପରା, ଶୃଙ୍ଖଳା ଏବଂ ପ୍ରତିଷ୍ଠା କଥା ଆସେ, ସେତେବେଳେ ବଚ୍ଚନ ପରିବାରର ନାମ ବଲିଉଡରେ ଶୀର୍ଷରେ ଆସିଥାଏ | ବଚ୍ଚନ ପରିବାରର ପ୍ରତ୍ୟେକ ସଦସ୍ୟ ପରସ୍ପରକୁ ବହୁତ ଭଲ ପାଆନ୍ତି | ଅଭିଷେକ ବଚ୍ଚନ ତାଙ୍କ ମା ଜୟା ବଚ୍ଚନ ଏବଂ ପିତା ଅମିତାଭ ବଚ୍ଚନଙ୍କ ସହ ଏକ ବିଶେଷ…

ମୋର୍ବି ଟ୍ରାଜେଡି : ୨କୋଟିରୁ ମାତ୍ର ୧୨ ଲକ୍ଷ ଟଙ୍କା ଖର୍ଚ୍ଚ କରିଛି ଓରେଭା ଗ୍ରୁପ୍

ସୁରଟ : ଗୁଜରାଟର ମୋର୍ବି ଝୁଲା ପୋଲ ଅଘଟଣ ନେଇ ସାମ୍ନାକୁ ଆସିଛି ସାଂଘାତିକ ତଥ୍ୟ । ମୋର୍ବି ଟ୍ରାଜେଡିରେ ୧୩୦ରୁ ଅଧିକ ଲୋକଙ୍କ ପ୍ରାଣହାନୀ ହୋଇଥିଲା । ପୋଲ ମରାମତି କାମର ଟେଣ୍ଡର ନେଇଥିବା ଓରେଭା ଗ୍ରୁପ୍ ପୋଲ ମରାମତି ପାଇଁ ମଞ୍ଜୁର ୨ କୋଟି ଟଙ୍କାରୁ ମାତ୍ର ୧୨ ଲକ୍ଷ ଟଙ୍କା ଖର୍ଚ୍ଚ…

ହିନ୍ଦୁ ନେତା ସୁଧୀର ସୁରୀଙ୍କୁ ହତ୍ୟା କରିଛି ଖଲିସ୍ତାନୀ ଆତଙ୍କୀ ଲଖବୀର ?

ଅମ୍ରିତସର: ପଞ୍ଜାବର ଅମ୍ରିତସରରେ ଶୁକ୍ରବାର ହିନ୍ଦୁ ନେତା ସୁଧୀର ସୁରୀଙ୍କୁ ଗୁଳି କରି ହତ୍ୟା କରାଯିବା ପରେ ସାରା ଦେଶରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ଏବେ ଏହି ଘଟଣା ନୂଆ ମୋଡ ନେଇଛି । କାନାଡାରେ ରହୁଥିବା ଖଲିସ୍ତାନୀ ଆତଙ୍କୀ ଲଖବୀର ଲଣ୍ଡା ଏହି ହତ୍ୟା ଘଟଣାରେ ନିଜକୁ ଦାୟୀ…

ଟ୍ୱିଟରର ୫୦% କର୍ମଚାରୀ ଚାକିରୀରୁ ବହିସ୍କୃତ

ନୂଆଦିଲ୍ଲୀ : ଟ୍ୱିଟର ଗ୍ରହଣ କରିବାର ସପ୍ତାହ ମଧ୍ୟରେ ଏଲୋନ୍ ମସ୍କ ବହୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ସାରା ବିଶ୍ବରେ ଟ୍ବିଟର ଅଧାରୁ ଅଧିକ କର୍ମଚାରୀଙ୍କୁ ଛଟେଇ କରିବ ବୋଲି କର୍ମଚାରୀମାନେ ଆଶଙ୍କା ରହିଥିବା ବେଳେ ତାହା ଆଜି ସତ ହୋଇଛି । ଏଲନ୍ ମସ୍କଙ୍କ ଏଭଳି…

ଓଡ଼ିଶାର ପଦ୍ମପୁର ସହ ୫ ରାଜ୍ୟରେ ବିଧାନସଭା ଉପନିର୍ବାଚନ ପାଇଁ ତାରିଖ ଘୋଷଣା

ନୂଆଦିଲ୍ଲୀ : ଦେଶର ୫ ବିଧାନସଭା ଓ ଗୋଟିଏ ଲୋକସଭା ଆସନ ପାଇଁ ଉପନିର୍ବାଚନର ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ ଆୟୋଗ  । ଡିସେମ୍ୱର ୫ ତାରିଖରେ ଉପନିର୍ବାଚନ ହେବାକୁ ଥିବା ରାଜ୍ୟ ଗୁଡିକ ହେଉଛି ଓଡିଶା, ରାଜସ୍ଥାନ, ବିହାର, ଉତ୍ତରପ୍ରଦେଶ ଓ ଛତିଶଗଡ । ଡିସେମ୍ୱର ୮ ତାରିଖରେ…

ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲିଙ୍କ ଜନ୍ମଦିନ

ନୂଆଦିଲ୍ଲୀ: ୩୪ ବର୍ଷରେ ପାଦ ଥାପିଲେ ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି। ସରାବିଶ୍ବରୁ ଜନ୍ମଦିନ ପାଇଁ ସବୁଆଡ଼ୁ ଛୁଟୁଛି ଶୁଭେଚ୍ଛାର ସୁଅ । ୧୯୮୮ ମସିହା ନଭେମ୍ବର ୫ତାରିଖରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ କୋହଲି । ୨୦୦୮ରେ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ମ୍ୟାଚରେ ଡେବ୍ୟୁ କରିଥିଲେ…

ସ୍ବାଧିନ ଭାରତର ପ୍ରଥମ ଭୋଟରଙ୍କ ପରଲୋକ

ନୂଆଦିଲ୍ଲୀ: ସବୁଦିନ ପାଇଁ ଆଖି ବୁଜିଲେ ସ୍ୱାଧୀନ ଭାରତର ପ୍ରଥମ ଭୋଟର ଶ୍ୟାମ ସରଣ ନେଗୀ । ହିମାଚଳ ପ୍ରଦେଶ କାଲ୍‌ପା ବାସଭବନରେ ୧୦୬ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ନେଗୀ। ଶେଷଥର ପାଇଁ ୨ ତାରିଖରେ ମତଦାନ କରିଥିଲେ ନେଗୀ  । ଆସନ୍ତା ୧୨ ତାରିଖରେ ହେବାକୁ ଥିବା ହିମାଚଳ…

ସର୍ଟ ସର୍କିଟରୁ ବିସ୍ଫୋରଣ କଲା ଫ୍ରିଜ, ତିନି ଜଣଙ୍କର ମୃତ୍ୟୁ

ଚେନ୍ନାଇ: ମୃତ୍ୟୁ ଏମତି ବି ଆସେ ବୋଲି କେହି କେବେ ଭାବିନଥିବେ ଯେମିତି ଶୁକ୍ରବାର ତାମିଲନାଡୁରେ ଏକ ଅଘଟଣରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଚେଙ୍ଗଲପଟ୍ଟି ଜିଲ୍ଲାରେ ଏକ ଘରେ ଫ୍ରିଜ୍ ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣର ଶବ୍ଦ ଏତେ ଜୋରରେ ଥିଲା ଯେ ଶବ୍ଦଟି କଲୋନୀରେ ବ୍ୟାପିଗଲା। ଏହି ଫ୍ରିଜ୍…

ଭାରତରେ ଛଟେଇ ଆରମ୍ଭ କଲା ଟ୍ବିଟର

ନୂଆଦିଲ୍ଲୀ:  ଟ୍ବିଟରରେ ଚାକିରି ଛଟେଇକୁ ନେଇ ସାରା ବିଶ୍ବରେ ଚର୍ଚା ଚାଲିଛି । ଏହାରି ଭିତରେ ଭାରତରେ ମଧ୍ୟ କର୍ମଚାରୀଙ୍କୁ ଛଟେଇ କରିବା ପାଇଁ ମେଲ ହସ୍ତଗତ ହୋଇଥିବା କିଛି କର୍ମଚାରୀ କହିଥିବା ବିଭିନ୍ନ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ହୋଇଛି । ପ୍ରାୟ 200 କର୍ମଚାରୀଙ୍କୁ ଭାରତରେ ଛଟେଇ…

ପାକିସ୍ତାନରେ ଜଳୁଛି ନିଆଁ, ଗୃହଯୁଦ୍ଧ ଆଶଙ୍କା

ଇସଲାମବାଦ: ପାକିସ୍ତାନରେ ଏବେ ନିଆଁ ଜଳୁଛି । ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଉପରେ ହୋଇଥିବା ଆକ୍ରମଣ ବିରୋଧରେ ପିଟିଆଇ ପାକିସ୍ତାନର ପ୍ରମୁଖ ସହରରେ ରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ କରୁଛି, ନିଆଁ ଜାଳୁଛି। ସବୁଠୁ ବଡ଼ କଥା ହେଲା ପାକିସ୍ତାନର ସେନା ଏବଂ ଆଇଏସଆଇ ବିରୋଧରେ ହଜାର…