Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଜ୍ବାଇଁଙ୍କ ପାଇଁ ୧୭୩ ପ୍ରକାର ଖାଦ୍ୟ ତିଆରି କଲେ ଶାଶୂ

ଆନ୍ଧ୍ରପ୍ରଦେଶ : ଜ୍ୱାଇଙ୍କର ଆତିଥ୍ୟ ଏବଂ ସମ୍ମାନ ଭାରତୀୟ ପରିବାରରେ ଏକ ସ୍ବତନ୍ତ୍ର ସ୍ଥାନ ରହିଛି। ପୂର୍ବ ହେଉ କି ପଶ୍ଚିମ କିମ୍ବା ଉତ୍ତର ହେଉ କି ଦକ୍ଷିଣ  । ଦେଶର ପ୍ରତ୍ୟେକ ସ୍ଥାନରେ ଶ୍ୱଶୁରଘରର ଲୋକମାନେ ସେମାନଙ୍କର ସାମର୍ଥ୍ୟଠାରୁ ଅଧିକ ଜ୍ବାଇଁର ଆତିଥ୍ୟ କରିବାକୁ ଚେଷ୍ଟା…

ଆଦିବାସୀଙ୍କ ଅଭିନବ ଉଦ୍ୟମ : ବିଷାକ୍ତ ଗଛରୁ ତିଆରି କଲେ ସୁନ୍ଦର କଳାକୃତି

ଚେନ୍ନାଇ : ଆଦିବାସୀଙ୍କର ଅଭିନବ ଉଦ୍ୟମ । ଜଙ୍ଗଲରେ ଥିବା ବିଷାକ୍ତ ପ୍ରଜାତିର ଗଛର ଡ଼ାଳ ଓ ଗଣ୍ଡିକୁ ବ୍ୟହବାର କରି ସୁନ୍ଦର କାରୁକାର୍ଯ୍ୟ କରି ସେମାନେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିପାରିଛନ୍ତି । ଏବେ ସୋସିଆଲ ମିଡ଼ିଆରେ ଏହି ଭିଡ଼ିଓ ଭାଇରାଲ ହେବାରେ ଲାଗିଛି । ତାମିଲନାଡ଼ୁ ରାଜ୍ୟର…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ, ଟ୍ୟାକ୍ସ ଫାଙ୍କୁଛନ୍ତି ଐଶ୍ବର୍ଯ୍ୟା

ମୁମ୍ବାଇ:  ପୁଣି ଚର୍ଚ୍ଚାକୁ ଆସିଲେ ବଲିଉଡର ଚୁଲବୁଲି ଅଭିନେତ୍ରୀ । ଟ୍ୟାକ୍ସ ଦେଉ ନାହାନ୍ତି ବଚ୍ଚନ ପରିବାରର ବଧୁ ଐଶ୍ବର୍ଯ୍ୟା ରାୟ ବଚ୍ଚନ । ଜମି କିଣିଛନ୍ତି, କର ଦେଉ ନାହାଁନ୍ତି  । ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି । ୧୨ ମାସର  ବକେୟା ଟ୍ୟାକ୍ସ ଦେଇ ନାହାଁନ୍ତି ଅଭିନେତ୍ରୀ  ।…

ସୁଟିଂ ସମୟରେ ଅଭିନେତା ବିଜୟ ଆଣ୍ଟୋନି ଆହତ

ମୁମ୍ବାଇ: ଦକ୍ଷିଣ ଚଳଚ୍ଚିତ୍ରର ଲୋକପ୍ରିୟ ଅଭିନେତା ତଥା ସଙ୍ଗୀତ ନିର୍ଦ୍ଦେଶକ ବିଜୟ ଆଣ୍ଟୋନି ଆହତ । ବର୍ତ୍ତମାନ ମାଲେସିଆର ଲାଙ୍ଗକାବି ଦ୍ୱୀପରେ ’ ଚଳଚ୍ଚିତ୍ର ‘ପିଚାଇକ୍କରନ’ର ସିକ୍ୱେଲ ପାଇଁ ଶୁଟିଂ ଚାଲିଛି। ଏହି ସମୟରେ ଏକ ଖରାପ ଖବର ସାମ୍ନାକୁ ଆସିଛି ଯେ ଫିଲ୍ମର ଏକ ଆକ୍ସନ ସିନ୍‌ରେ…

ପିନ୍ଧିଛି ଡାଇପର, ଧରିଛି ବନ୍ଧୁକ..ଟ୍ରିଗାର ଉପରେ ଆଙ୍ଗୁଠି

ପିନ୍ଧିଛି ଡାଇପର । ଛିଡା ହେବାବେଳେ ଟଳଟଳ ହେଉଛି । ହେଲେ ହାତରେ ଧରିଛି ଏ କ’ଣ ? ଟିକି ହାତରେ ଏତେ ବଡ ଭୟଙ୍କର ଜିନିଷ ? ହଁ, ଆଜ୍ଞା, ଠିକ ଦେଖିଛନ୍ତି । କୁନି ଛୁଆଟି ହାତରେ ଧରିଛି ବନ୍ଧୁକ । ଆଙ୍ଗୁଠି ପୁଣି ପୁରା ଟ୍ରିଗାର ଉପରେ। ଦେଖିଲେ ତ ଛାତି ଥରି ଯାଉଛି । ପିଲାଙ୍କୁ ଚୁପ…

ମାଉସୀ ଘର ଛାଡ଼ି ଦେବା ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ଗଣବଳାତ୍କାର

ଜବଲପୁର: ପୁଣି ସାମ୍ନାକୁ ଆସିଲା ଦୁଷ୍କର୍ମ ଘଟଣା । ୧୨ ବର୍ଷର ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ। ଏଭଳି ଘଟଣା ମଧ୍ୟପ୍ରଦେଶ ଜବଲପୁରରେ ଘଟିଛି  । ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି।…

ଶାହରୁଖ ଖାନ୍‌ ବିଶ୍ବର ୪ର୍ଥ ଧନୀ ଅଭିନେତା

ନୂଆଦିଲ୍ଲୀ : ବଲିଉଡ୍‌ର ଲୋକପ୍ରିୟ କଳାକାର ଶାହରୁଖ ଖାନ୍‌ ସବୁବେଳେ ଚର୍ଚ୍ଚାରେ ରହନ୍ତି । ଯାହାଦ୍ବାରା ତାଙ୍କର ୪ବର୍ଷ ହେବ କୌଣସି ଫିଲ୍ମ ରିଲିଜ୍‌ ହୋଇ ନ ଥିଲେବି  ତାଙ୍କ ଷ୍ଟାର୍‌ଡମ୍‌ ଉପରେ ଏହାର କୌଣସି ପ୍ରଭାବ ପଡ଼ିନାହିଁ। ହଲିଉଡ୍‌ ଷ୍ଟାର ଟମ୍‌ କ୍ରୁସ୍‌, ଜର୍ଜ କ୍ଲୁନି, ଜ୍ୟାକି…

ବିଶାଖାପାଟଣାରୁ କୋରାପୁଟ ଆସୁଥିବା ଟ୍ରେନ ଲାଇନଚ୍ୟୁତ

କୋରାପୁଟ: ବିଶାଖାପାଟଣାରୁ କୋରାପୁଟ ଆସୁଥିବା ଟ୍ରେନ ଲାଇନଚ୍ୟୁତ । ବିଶାଖାପାଟଣା-କିରଣ୍ଡୁଲ ପାସେଞ୍ଜର ଟ୍ରେନ ଆଜି ଲାଇନଚ୍ୟୁତ ହୋଇଛି। କୋଟାୱାଲସା-ଆରକୁ ଶିବଲିଙ୍ଗପୁରମ୍ ନିକଟରେ ଏହି ଅଘଟଣ ଘଟିଛି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ହଠାତ ବଡ ଶବ୍ଦ ହେଲା ଏବଂ ତା ପରେ ଟ୍ରେନଟି…

ସାମ୍ବାଦିକ ସମ୍ମିଳନୀରେ କାହିଁକି ଭୋ ଭୋ କାନ୍ଦିଲେ କେନ୍ଦ୍ର ମନ୍ତ୍ରୀ

ପାଟନା: କେନ୍ଦ୍ର ମନ୍ତ୍ରୀ ପ୍ରେସ ମିଟରେ କାନ୍ଦିଲେ । ନିଜ ସାଥୀଙ୍କୁ ମନେ ପକାଇ ଭୋ ଭୋ କାନ୍ଦିଲେ । କାନ୍ଦୁ କାନ୍ଦୁ କଥା କହି ପାରିଲେନି । ଏମିତି ଦୃଶ୍ୟ ଦେଖିବାକୁ ମିଳିଥିଲା ସୋମବାର । କେନ୍ଦ୍ର ମନ୍ତ୍ରୀ ତଥା ବିହାର ବକ୍ସରର ସାଂସଦ ଅଶ୍ୱିନୀ ଚୌବେ ସୋମବାର ମିଡିଆ ସାମ୍ନାରେ…

ଏନ୍‌କାଉଣ୍ଟରରେ ଦୁଇ ଲସ୍କର ଆତଙ୍କବାଦୀଙ୍କ ମୃତ୍ୟୁ; ଚେକିଂ ବେଳେ ଗୁଳିମାଡ଼

ନୂଆଦିଲ୍ଲୀ: ମଙ୍ଗଳବାର ସକାଳେ ଦୁଇ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କଲା ସେନା। ଜାମ୍ମୁ-କାଶ୍ମୀରର ବୁଡଗାମ ଜିଲ୍ଲା କୋର୍ଟ ପରିସର ନିକଟରେ ଏହି ଏନ୍‌କାଉଣ୍ଟର ହୋଇଥିବା ସୂଚନା ମିଳିଛି। ଏଥିରେ ଲସ୍କର ତୋଇବାର ଦୁଇ ଆତଙ୍କବୀଦଙ୍କର ମୃତ୍ୟୁ ହୋଇଛି। ମୃତ ଆତଙ୍କବାଦୀଙ୍କ ପରିଚୟ ମିଳିଛି।…