Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଫ୍ରୋଜେନ ମଟର ବ୍ୟବସାୟ କରନ୍ତୁ..ପାଆନ୍ତୁ ୫୦ରୁ ୮୦ ପ୍ରତିଶତ ଲାଭ

ଭୁବନେଶ୍ଠର: ଶୀତଦିନେ ବଜାରରେ ଫ୍ରୋଜେନ ମଟରର ବେଶ୍ ଚାହିଦା ରହିଛି । ଏପରି ପରିସ୍ଥିତିରେ ଆପଣ ଏହି ବ୍ୟବସାୟ ଆରମ୍ଭ କରି ବହୁତ ଭଲ ରୋଜଗାର କରିପାରିବେ । ସାଧାରଣତଃ ସମସ୍ତେ ଫ୍ରୋଜନ ମଟର ତରକାରୀ ପସନ୍ଦ କରନ୍ତି । ଘରେ ଘରେ ପ୍ରିୟ ଖାଦ୍ୟ ଭାବରେ ମଟର ବ୍ୟବହୃତ ହେଉଥାଏ ।  ତେଣୁ ବଜାରରେ…

ମଣିଷ କିନ୍ତୁ ରବର କଣ୍ଢେଇ ପରି ଶରୀରକୁ ଯେମିତି ଚାହାନ୍ତି ସେମିତି ମୋଡନ୍ତି

ଗାବନ: ପତଳା ଶରୀର । ଯୁୃଆଡେ ଚାହିଲେ ସିଆଡେ ମୋଡି ହୋଇ ଯାଉଛି । ମୋଡାମୋଡି ଶରୀରରେ ଯିଏ ତାଙ୍କୁ ଦେଖିବ, ଡରିଯିବ । ଲାଗିବ ବୋଧହୁଏ ଶାରୀରିକ ଭିନ୍ନକ୍ଷମ । କିନ୍ତୁ ନା । ସେ ଶାରୀରିକ ଭାବେ ସୁସ୍ଥ ଏବଂ ସକ୍ଷମ । ଏତେ ସକ୍ଷମ ଯେ ତାଙ୍କର ଶରୀର ତାଙ୍କ ନିୟନ୍ତ୍ରଣରେ । ଯୋଗ ହେଉଛି…

ରାଲି ନୁହେଁ ଅଟା ଟ୍ରକ ପଛରେ ଧାଉଁଛନ୍ତି ଲାକେ..ଭାଇରାଲ ହେଲା ପାକିସ୍ତାନର ବିକଳ ଦୃଶ୍ୟ

ଇସଲାମବାନ: ପାକିସ୍ତାନରେ ହାହା କାର ସ୍ଥିତି । ଖାଦ୍ୟ ସଙ୍କଟ ଦେଶରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି କରିଛି । ଖାଦ୍ୟ ନ ପାଇ ଲୋକେ ଡହଳବିକଳ ହେଉଛନ୍ତି  । ବିଶେଷକରି  ଗହମ ଅଭାବ ଯୋଗୁ ଅରାଜକ ସ୍ଥିତି ଦେଖିବାକୁ ମିଳିଛି । ଅଟା ୨୦ କିଲ ପାଇଁ  ଲୋକଙ୍କୁ ୩ ହଜାର ଟଙ୍କା ଦେବାକୁ ପଡୁଛି…

ବେଷ୍ଟ୍‌ ଫରେନ୍‌ ଲାଙ୍ଗୁଏଜ୍‌ ଫିଲ୍ମ ଭାବେ କ୍ରିଟିକ୍ସ ଚଏସ୍ ଆୱାର୍ଡ ଜିତିଲା ’RRR’

ନୂଆଦିଲ୍ଲୀ:  ଏବେ ସାରା ବିଶ୍ବରେ ପ୍ରଶଂସା ସାଉଣ୍ଟୁଛି ଏସଏସ ରାଜମୌଲିଙ୍କ ଫିଲ୍ମ RRR । ଗ୍ଲୋଡେନ୍ ଗ୍ଲୋବ ଜିତିବା ପରେ ରାଜମୌଲିଙ୍କ ଫିଲ୍ମ RRR ବେଷ୍ଟ ଫରେନ୍ ଲାଙ୍ଗୁଏଜ୍ ଫିଲ୍ମ ଭାବେ କ୍ରିଟିକ୍ସ ଚଏସ୍ ଆୱାର୍ଡ ଜିତିଛି। ଏନେଇ କ୍ରିଟିକ୍ସ ଚଏସ୍ ଆୱାର୍ଡ ନିଜ ଅଫିସିଆଲ୍ ଟ୍ୱିଟର…

ମଝି ଆକାଶରେ ଚାଲି ଯାଇଥିଲେ ପତି, ଏବେ ଚାଲିଗଲେ ପତ୍ନୀ

କାଠମାଣ୍ଡୁ: ଜୀବନଠୁ ମରଣ.. ମାତ୍ର ୧୦ ସେକେଣ୍ଡର ବ୍ୟବଧାନ ! ଭଗବାନ ଯଦି ଆଉ ମାତ୍ର ୧୦ ସେକେଣ୍ଡ ଦେଇଥାନ୍ତେ ତେବେ ଆଜି ୭୨ ପରିବାର ଖୁସିରେ ଉଛୁଳୁଥାନ୍ତା । କିନ୍ତୁ ଯାହା ସବୁ ଘଟିଗଲା ଭାବିଲେ ଦେହ ଥରି ଯାଉଛି । ଅବତରଣର ମାତ୍ର ୧୦ ସେକେଣ୍ଡ ପୂର୍ବରୁ ATR-72 ବିମାନ ଜଳିଯାଇଛି ।…

ଆଜିଠୁ ଭାରତୀୟ ଜନତା ପାର୍ଟିର ଜାତୀୟ କାର୍ଯ୍ୟକାରିଣୀ

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିର ଜାତୀୟ କାର୍ଯ୍ୟକାରିଣୀ ଆଜିଠୁ ଆରମ୍ଭ ହେଉଛି । ଦିଲ୍ଲୀରେ ବିଜେପିର ଦୁଇ ଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ଅପରାହ୍ଣ ୪ଟାରୁ ଏହି ବୈଠକ ଅନୁଷ୍ଠିତ ହେବ ।  ଏହି ବୈଠକରେ ପ୍ରଧାନମନ୍ତ୍ରୀ ମୋଦୀ, ୩୫ କେନ୍ଦ୍ର ମନ୍ତ୍ରୀ, ୧୨ଟି ରାଜ୍ୟର…

ଭୂମିକମ୍ପରେ ଥରିଲା ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପ,ଆସିପାରେ ସୁନାମୀ

ନୂଆଦିଲ୍ଲୀ : ଇଣ୍ଡୋନେସିଆରେ ଭୂମିକମ୍ପ ଝଟକା  । ଥରିଲା ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପ ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପ  । ରିକ୍ଟର ସ୍କେଲରେ ତୀବ୍ରତା ୬.୨ ରେକର୍ଡ କରାଯାଇଛି  । ଭୂମିକମ୍ପ ପରେ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ସୁନାମୀ ଚେତାବନୀ ଦିଆଯାଇଛି  । ରିପୋର୍ଟ…

ଦିନିକିଆ କ୍ରିକେଟରେ ଭାରତର ବଡ଼ ବିଜୟ, ୩୧୭ ରନରେ ହାରିଲା ଶ୍ରୀଲଙ୍କା

ଥିରୁଅନନ୍ତପୁରମ: ଶ୍ରୀଲଙ୍କା ବିପକ୍ଷ ୩ ଟିକିଆ ଦିନିକିଆ ସିରିଜକୁ ଭାରତ ୩-୦ରେ ଜିତି ନେଇଛି । ଏଥିସହ ଦିନିକିଆ କ୍ରିକେଟ୍ ଇତିହାସରେ ଭାରତ ସବୁଠୁ ବଡ଼଼ ବିଜୟ ହାସଲ କରିଛି । ୩୧୭ ରନରେ ତୃତୀୟ ଦିନିକିଆ ଜିତିଛି ଭାରତ । ବିରାଟ କୋହଲି ଅପରାଜିତ ୧୬୬ ରନର ପାଳି ଖେଳିଥିଲେ । ପ୍ରଥମେ…

ବାପା ହେବାକୁ ଯାଉଛନ୍ତି ସାଉଥ୍‌ ସୁପରଷ୍ଟାର ରାମ ଚରଣ, ବେବୀ ବମ୍ପ ଫଟୋ ଶେୟାର କଲେ ଉପାସନା

ହାଇଦ୍ରାବାଦ: ବିବାହର ଦଶ ବର୍ଷ ପରେ ବାପା ହେବାକୁ ଯାଉଛନ୍ତି ସାଉଥ୍‌ ସୁପରଷ୍ଟାର ରାମ ଚରଣ। ସ୍ତ୍ରୀ ଉପାସନା କାମିନେନୀ ପ୍ରଥମ ସନ୍ତାନକୁ ସ୍ବାଗତ କରିବାକୁ ବେଶ ଉତ୍ସାହିତ ଅଛନ୍ତି। ପରିବାରରେ ଖେଳିଯାଇଛି ଆନନ୍ଦର ଲହରୀ । ମକର ସଂକ୍ରାନ୍ତି ଅବସରରେ ଉପାସନା ପ୍ରଥମ ଥର ଲାଗି ନିଜର ବେବି…

ଅବତରଣର ୧୦ ସେକେଣ୍ଡ ପୂର୍ବରୁ ଜଳିଗଲା ବିମାନ, ୧୪ ଦିନ ତଳେ ଉଦଘାଟନ ହୋଇଥିଲା ବିମାନବନ୍ଦର

କାଠମାଣ୍ଡୁ: ବିମାନବନ୍ଦର ଉଦଘାଟନକୁ ମାତ୍ର ୧୪ ଦିନ । ଘଟିଗଲା ବଡ଼ ଅଘଟଣ । ରବିବାର ୟେଟି ଏୟାରଲାଇନ୍ସର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ବିମାନରେ ୬୮ ଯାତ୍ରୀଙ୍କ ସହ କ୍ରିଉ ମେମ୍ବରଙ୍କୁ ମିଶାଇ ୭୨ ଜଣ ଥିଲେ । ଆଉ ବିମାନ ATR-72 ଅବତରଣର ଠିକ୍ ୧୦ ସେକେଣ୍ଡ ପୂର୍ବରୁ ଜଳି ଯାଇଛି ।…