Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ନ୍ୟୁଜିଲାଣ୍ଡକୁ ୩୦୭ ରନ୍ ଟାର୍ଗେଟ୍

ଅକଲାଣ୍ଡ: ଅକଲାଣ୍ଡରେ ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଛି ଏକଦିବସୀୟ କ୍ରିକେଟ୍ ମ୍ୟାଚ୍ । ଟସ୍ ଜିତି ଫିଲ୍ଡି ନିଷ୍ପତ୍ତି ନେଇଥିଲା ନ୍ୟୁଜିଲାଣ୍ଡ । ନ୍ୟୁଜିଲାଣ୍ଡକୁ ୩୦୭ ରନ୍ ଟାର୍ଗେଟ୍ ଦେଇଛି ଭାରତ । ୭ ଓ୍ୱିକେଟ୍ ବିନିମୟରେ ନିର୍ଦ୍ଧାରିତ ଓଭରରେ ଭାରତ ୩୦୬ ରନ୍ କରିପାରିଛି । ଫିନ୍…

ପରିଚୟର ପ୍ରମାଣ ଭାବରେ ସ୍ୱୀକାର କରିବା ପୂର୍ବରୁ ଆଧାର ଯାଞ୍ଚ କରନ୍ତୁ : ୟୁଆଇଡିଏଆଇ

ନୂଆଦିଲ୍ଲୀ: ଜଣେ ବ୍ୟକ୍ତିର ପରିଚୟକୁ ଶାରୀରିକ ଭାବେ କିମ୍ବା ଇଲେକ୍ଟ୍ରୋନିକ୍ ରୂପରେ ପ୍ରମାଣିତ କରିବା ପାଇଁ ଆଧାର ସ୍ୱୀକାର କରିବା ପୂର୍ବରୁ, ସଂସ୍ଥାଗୁଡ଼ିକୁ ସେମାନଙ୍କ ଆଧାର ଯାଞ୍ଚ କରିବା ଉଚିତ୍। ଭାରତର ଏକକ ପରିଚୟ ପ୍ରାଧିକରଣ (ୟୁଆଇଡିଏଆଇ) କହିଛି ଯେ, ଆଧାରଧାରକଙ୍କ ସହମତି ପରେ…

ସୁରକ୍ଷାରେ ବଡ଼ ତ୍ରୁଟି, ମୋଦୀ ଅଭିଭାଷଣ ରଖୁଥିବା ବେଳେ ମାଡ଼ି ଆସିଲା ଡ୍ରୋନ୍

ଅହମଦାବାଦ:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁରକ୍ଷାରେ ବଡ଼ ତ୍ରୁଟି। ଗୁଜରାଟ ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ଅହମଦାବାଦ ଜିଲ୍ଲାର ବଭଲା ଗାଁରେ ଏକ ସଭାରେ ଉଦବୋଧନ ଦେଉଥିବା ବେଳେ ଡ୍ରୋନ୍ ଉଡି ଆସିଥିଲା । ସୁରକ୍ଷା ଦୃଷ୍ଟିରୁ ସଂପୃକ୍ତ ଅଞ୍ଚଳ ନୋ ଫ୍ଲାଇଂ ଜୋନ୍ ଘୋଷଣା…

ଗଲୱାନ ଟୁଇଟ ବିବାଦ: କ୍ଷମା ମାଗିଲେ ରିଚା, ଅକ୍ଷୟ କହିଲେ କୃତଘ୍ନ ହେବା ଠିକ ନୁହେଁ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରିଚା ଚଡ୍ଡାଙ୍କୁ ସେନା ଏବଂ ଗଲୱାନ ସମ୍ପର୍କୀତ ଟୁଇଟ ନେଇ ଅପଦସ୍ତ ହେବାକୁ ପଡିଛି । ତାଙ୍କର ଏହି ଟୁଇଟ ବିବାଦୀୟ ଏବଂ ଅସନ୍ତୋଷ ସୃଷ୍ଟି କରିବାରୁ ଶେଷରେ ସେ କ୍ଷମା ପ୍ରାର୍ଥନା କରିଛନ୍ତି । ଯଦି ମୋର କୌଣସି ଟୁଇଟ ଆପଣମାନଙ୍କୁ ଆଘାତ ଦେଇଛି ତାହାହେଲେ ମୁଁ…

ଗେହଲୋଟ କହିଲେ ପାଇଲଟ ଗଦ୍ଦାର, ମୁଖ୍ୟମନ୍ତ୍ରୀ କିପରି ହେବେ?

ଜୟପୁର:  ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ଆଉ ଏକ ସପ୍ତାହ ପରେ ରାଜସ୍ଥାନରେ ହେବ । ତେବେ ତାହା ପୂର୍ବରୁ ରାଜସ୍ଥାନରେ କ୍ଷମତା କନ୍ଦଳ ପୁଣି ଜୋର ଧରିଲାଣି । କଂଗ୍ରେସରେ ସଚ୍ଚିନ ପାଇଲଟ ଏବଂ ଅଶୋକ ଗେହଲୋଟଙ୍କ ମଧ୍ୟରେ ବିବାଦ ପୁଣି ଜାତୀୟ ରାଜନୀତିରେ ଚର୍ଚାର ବିଷୟ ହୋଇଛି । …

ଉପ ରାଜ୍ୟପାଳଙ୍କ ହସ୍ତକ୍ଷେପ ପରେ ମହିଳାଙ୍କ ପ୍ରବେଶ କଟକଣା ଉଠାଇଲେ ଜାମା ମସଜିଦ

ନୂଆଦିଲ୍ଲୀ: ଜାମା ମସଜିଦ ମଧ୍ୟକୁ ଏକୁଟିଆ ମହିଳାଙ୍କ ପ୍ରବେଶ ଉପରେ ଗୁରୁବାର ଏହାର ମ୍ୟାନେଜମେଂଟ କମିଟି କଟକଣା ଲଗାଇଥିଲେ । ତେବେ ଏହି ନିଷ୍ପତିକୁ ତୀବ୍ର ବିରୋଧ ହୋଇଥିଲା । ଦିଲ୍ଲୀର ଉପ ରାଜ୍ୟପାଳ ଭିକେ ସକ୍ସେନା ଏ ନେଇ ଜାମା ମସଜିଦ କମିଟି ସହ ଆଲୋଚନା କରିଥିଲେ । ଏହା ପରେ ଶାହି ଇମାମ…

ଆଲିଆ ଭଟ୍ଟ ଦୀପିକା ପାଦୁକୋନଙ୍କୁ ପଛରେ ପକାଇଲେ ସାମନ୍ଥା

ନୂଆାଦିଲ୍ଲୀ : ଚର୍ଚ୍ଚାରେ ଅଛନ୍ତି ସାମନ୍ଥା ରୁଥ। ବଲିଉଡର ସମସ୍ତ ଅଭିନେତ୍ରୀମାନଙ୍କୁ ପଛରେ ପକାଇଛନ୍ତି ସାମନ୍ଥା। ଓରମାକ୍ସ ମିଡିଆ ଅକ୍ଟୋବର ୨୦୨୨ରେ ଲୋକପ୍ରିୟ ମହିଳା ଷ୍ଟାରର ତାଲିକାରେ ଶୀର୍ଷରେ ସାମନ୍ଥାଙ୍କ ନାଁ ରହିଛି । ଏହି ତାଲିକାରେ ସାମନ୍ଥା ପ୍ରଥମ ସ୍ଥାନରେ ଥିବାବେଳେ ଆଲିଆ…

ମହିଳାମାନେ ଏକୁଟିଆ ଜାମା ମସଜିଦ ପରିସରକୁ ଯାଇପାରିବେନି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଥିବା ଜାମା ମସଜିଦ ପ୍ରଶାସନ ଗୁରୁବାର ଏକ ବଡ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗକୁ ଝିଅ/ମହିଳାମାନେ ଏକୁଟିଆ ଜାମା ମସଜିଦ ପରିସରକୁ ଯାଇପାରିବେ ନାହିଁ । ଏଥିପାଇଁ ସେମାନଙ୍କୁ ପରିବାରବର୍ଗ କିମ୍ବା ପତି ସହିତ ଆସିବାକୁ ପଡିବ । ସେହିପରି ମସଜିଦ ପରିସରରେ…