Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ପାକିସ୍ତାନକୁ ୫ ୱିକେଟରେ ହରାଇ ଦ୍ୱିତୀୟଥର ପାଇଁ ଇଂଲଣ୍ଡ ବିଶ୍ୱକପ୍ ଚାମ୍ପିଅନ୍

ମେଲବର୍ଣ୍ଣ: ମେଲବର୍ଣ୍ଣରେ ଧୂଳିସାତ୍ ହୋଇ ଯାଇଛି ପାକିସ୍ତାନର ସ୍ୱପ୍ନ । ଟି-ଟ୍ୱେଣ୍ଟି ବିଶ୍ୱକପ୍ ଫାଇନାଲରେ ପାକିସ୍ତାନକୁ ୫ ୱିକେଟରେ ହରାଇଁ ଇଂଲଣ୍ଡ ବିଶ୍ୱ ଚାମ୍ପିଅନ୍ ହୋଇଛି । ଇଂଲଣ୍ଡ ଦ୍ୱିତୀୟ ଥର ପାଇଁ ଟି-ଟ୍ୱେଣ୍ଟି ବିଶ୍ୱ ବିଜେତା ହୋଇଛି । ଷ୍ଟାର ଅଲରାଉଣ୍ଡର ବେନ ଷ୍ଟୋକ୍ସ ୪୯…

ମିଡ ଡେ ମିଲରେ ପୋକ, ସାର କହିଲେ ଏଥିରେ ଅଛି ଭିଟାମିନ

ପ୍ରତିଦିନ ସ୍କୁଲରେ ଦିଆଯାଉଛି ମିଡ ଡେ ମିଲ । ଭୋକିଲା ପେଟରେ ପିଲା ପାଠ ପଢିବେନି । ସେଥିପାଇଁ ସରକାର କରିଛନ୍ତି ଏମିତି ବ୍ୟବସ୍ଥା । ହେଲେ ପିଲାଙ୍କ ପେଟ ସହ ସବୁବେଳେ ଏମିତି ଖେଳ କାହିଁକି ? କେତେବେଳେ ପାଣିଆ ଡ଼ାଲି ତ ପୋକରା ଚାଉଳର ଭାତ । ମିଡ ଡେ ମିଲକୁ ନେଇ ଏମିତି ଅବ୍ୟବସ୍ଥା ଆମେ…

ବାବା ରାମଦେବଙ୍କ ପତଞ୍ଜଳିର ୫ଟି ଔଷଧ ଉପରେ ପ୍ରତିବନ୍ଧକ ପରେ ନିର୍ଦ୍ଦେଶ ଫେରାଇ ନେଲା ପ୍ରଶାସନ

ନୂଆଦିଲ୍ଲୀ: ଉତ୍ତରାଖଣ୍ଡ ସରକାର ନେଲେ ୟୁ-ଟର୍ଣ୍ଣ । ବାବା ରାମଦେବଙ୍କ ପତଞ୍ଜଳି ଦିବ୍ୟ ଫାର୍ମାସୀର ୫ଟି ସାମଗ୍ରୀ ଉପରେ ସରକାର ଲଗାଇଥିବା ପ୍ରତିବନ୍ଧକକୁ ହଟାଇ ନେଇଛନ୍ତି । ନଭେମ୍ବର ୯ ତାରିଖରେ ପତଞ୍ଜଳିର ବିପିଗ୍ରିଟ୍, ମଧୁଗ୍ରିଟ୍, ଥାଇରୋଗ୍ରିଟ୍, ଲିପିଡମ୍ ଏବଂ ଆଇଗ୍ରିଟ୍ ଗୋଲ୍ଡ…

ଅଲଗା ହେବା ପୂର୍ବରୁ ବଡ ଘୋଷଣା କଲେ ସାନିଆ-ଶୋଏବ

କରାଚୀ: ଭାରତର ଟେନିସ ତାରକା ସାନିଆ ମିର୍ଜାଙ୍କ ଦାମ୍ପତ୍ୟ ଜୀବନରେ ଦେଖାଦେଇଥିବା ଝଡକୁ ନେଇ ଚର୍ଚ୍ଚା ଜୋର ଧରିଥିବାବେଳେ ବଡ ଘୋଷଣା କରିଛନ୍ତି ସାନିଆ-ଶୋଏବ ।  ଏହି ଘୋଷଣା ପରେ ସାନିଆ-ଶୋଏବ ଏକାଠି ରହିବା  ନେଇ ଫ୍ୟାନ୍ସମାନେ ଆଶାବାଦୀ ହୋଇଛନ୍ତି । ଉଭୟ ଏକ ଟକ୍  ଶୋରେ ଏକାଠି…

ଟିକେଟ୍ ମିଳିଲାନି ଟେଲିଫୋନ୍ ଟାୱାରରେ ଚଢ଼ି ଫେସବୁକ୍ ଲାଇଭ କଲେ ଆପ୍ ନେତା, ଭିଡିଓ ଭାଇରାଲ୍

ନୂଆଦିଲ୍ଲୀ: ଟିକେଟ୍ ପାଇଁ ଟାୱାର ଉପରକୁ ଚଢ଼ିଗଲେ, ପୁଣି ଫେସବୁକରେ ଲାଇଭ୍ କଲେ । ଦିଲ୍ଲୀ ମହାନଗର ନିଗମ ନିର୍ବାଚନ ପାଇଁ ଆପ୍ ଟିକେଟ୍ ନ ପାଇ ଟେଲିଫୋନ୍ ଟାୱାର ଉପରକୁ ଚଢ଼ି ଯାଇଛନ୍ତି ଜଣେ ନେତା । ଆମ୍ ଆଦମୀ ପାର୍ଟିର ନେତା ତଥା ପୂର୍ବତନ କର୍ପୋରେଟର ହସିବ ଉଲ୍ ହସନ ଟାୱାରରେ ଚଢ଼ି…

୨୦୨୩ ଡିସେମ୍ବର ସୁଦ୍ଧା ଶେଷ ହୋଇପାରେ ଅଯୋଧ୍ୟା ମସଜିଦ୍ ନିର୍ମାଣ କାର୍ଯ୍ୟ

ପାଖାପାଖି ସମୟରେ ପ୍ରସ୍ତୁତ ହୋଇଯିବ ରାମ ମନ୍ଦିର ଓ ଅଯୋଧ୍ୟା ମସଜିଦ୍ । ଉଚ୍ଚତମ ନ୍ୟାୟାଳୟର ନିର୍ଦ୍ଦେଶ ମୁତାବକ  ଅଯେଧ୍ୟା ଭୂମିରେ ମୁସଲମାନମାନଙ୍କୁ ଦିଆଯାଇଥିବା ଜମିରେ ମସଜିଦ୍ ନିର୍ମାଣ ହେବ । ମସଜିଦର ନିର୍ମାଣ କାର୍ଯ୍ୟ ୨୦୨୩ ଡିସେମ୍ବର ସୁଦ୍ଧା ଶେଷ ହେବ ବୋଲି ଆଶା କରାଯାଉଛି । ଏ…

ପ୍ରେମ ପାଇଁ ପତ୍ନୀ ନେଇଗଲା ୫୭ ଜୀବନ, ବଦଳାଇ ଦେଲା ସରକାରୀ ନିୟମ

କୁଏତ :ଧୁମଧାମରେ ଚାଲିଥାଏ ବାହାଘର । ବର କନ୍ୟା ସଜେଇ ହୋଇ ବସିଛନ୍ତି । ସମସ୍ତେ ଭୋଜି ଖାଉଥାନ୍ତି ଓ ମଜା କରୁଥାନ୍ତି । ଏହି ସମୟରେ ଜଣେ ଆସିଲେ ଯିଏକି ଏହି ବାହାଘରରେ ଜମା ବି ଖୁସି ନଥିଲେ । ସେ ଆଉ କେହି ନୁହଁନ୍ତି ସେ ହେଉଛନ୍ତି ବରର ପ୍ରଥମ ସ୍ତ୍ରୀ । ପରେ ସେ ରାଗି ଯାଇ ବିବାହ ମଣ୍ଡପରେ…

[ଦେଖନ୍ତୁ ଭିଡିଓ] ସମୁଦ୍ର ଭିତରେ ଜିନିଷ ଉଠାଇ ଫିଙ୍ଗୁଛି ଅକ୍ଟୋପସ୍

ନୂଆଦିଲ୍ଲୀ: କୋମଳ ଶରୀର ଭଳି ତାର ସ୍ୱଭାବ । ଏକୁଟିଆ ରହିବାକୁ ସେ ବେଶ୍ ପସନ୍ଦ କରେ । ଆମେ କହୁଛୁ ସାମୁଦ୍ରିକ ଜୀବ ଅକ୍ଟୋପସ୍ କଥା । ଅକ୍ଟୋପସର ଶାନ୍ତ ସ୍ୱଭାବ ସମସ୍ତଙ୍କୁ ଜଣା । କିନ୍ତୁ ଅଷ୍ଟ୍ରେଲିଆର ଜର୍ବିସରେ ଗ୍ଲୁମି ଅକ୍ଟୋପସ୍ କୁହାଯାଉଥିବା ଅକ୍ଟୋପସ୍ ଟେଟ୍ରିକସର ବ୍ୟବହାର…

ଗୁଜରାଟ ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପିରେ କନ୍ଦଳ, ସ୍ୱାଧୀନ ଭାବେ ଲଢ଼ିବାକୁ ଅସନ୍ତୁଷ୍ଟଙ୍କ ଧମକ

ଅହମଦାବାଦ: ଗୁଜରାଟରେ ଟିକେଟ୍ ଟେନସନ୍ । ବିଜେପି ପାଇଁ ଏବେ ମୁଣ୍ଡ ବିନ୍ଧାର କାରଣ ପାଲଟିଛି ଅସନ୍ତୁଷ୍ଟ ନେତା । ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଦଳ ଟିକେଟ୍ ଦେବା ଆରମ୍ଭ କରିଥିବା ବେଳେ ଟିକେଟ୍ ନ ପାଇ ୫ ଜଣ ନେତା ସ୍ୱାଧୀନ ଭାବେ ନିର୍ବାଚନ ଲଢ଼ିବେ ବୋଲି ଖୋଲାଖୋଲି କହିଛନ୍ତି ।…

ହିମାଚଳରେ କଂଗ୍ରେସ ଶାସନକୁ ନଫେରିଲେ ପ୍ରିୟଙ୍କାଙ୍କ ପାଇଁ ଅଡ଼ୁଆ

ସିମଲା: ହିମାଚଳପ୍ରଦେଶରେ କଂଗ୍ରେସ ଶାସନକୁ ଫେରିବ  । ଏଭଳି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ପ୍ରିୟଙ୍କା ଗାନ୍ଧୀ । ହିମାଚଳ ପ୍ରଦେଶରେ 1977 ମସିହାରୁ ହୋଇଥିବା ସମସ୍ତ ନିର୍ବାଚନରେ ଶାସନ ପରିବର୍ତ୍ତନ ହେବାର ଉଦାହରଣ ରହିଛି । ଥରେ ବିଜେପି ସରକାର କଲେ ଥରେ କଂଗ୍ରେସ ଏଠାରେ ଶାସନକୁ ଫେରୁଛି…