Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଶୋଇଥିବା ବେଳେ ଘରେ ଲାଗିଗଲା ନିଆଁ, ଗୋଟିଏ ପରିବାରର ୬ଜଣ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ : ଘରେ ନିଆଁ ଲାଗି ୬ ଜଣ ଜୀବନ୍ତ ଦଗ୍ଧ  । ଏଭଳି ଦୁଃଖଦ ଖବର ମନଚାଯ୍ୟାଲା ଜିଲ୍ଲାର ମାଣ୍ଡାମାରି ମଣ୍ଡଳର ଭେଙ୍କଟାପୁରରୁ ଆସିଛି  । ସୂଚନା ଅନୁଯାୟୀ, କୌଣସି କାରଣରୁ ବିଳମ୍ବିତ ରାତିରେ ଘରେ ନିଆଁ ଲାଗିଯାଇଥିଲା  । ନିଆଁର ପ୍ରକୋପ ଏତେ ମାତ୍ରାରେ ରହିଥିଲା ଯେ ପରିବାର ଲୋକେ…

କ୍ରିକେଟର୍ ମୁନାଫ ପଟେଲ ଗଣିଲେ ୫୨ଲକ୍ଷ ଟଙ୍କା, ୨ଟି ବ୍ୟାଙ୍କ ଆକାଉଣ୍ଟ ଜବତ

ଲକ୍ଷ୍ନୌ: ଟିମ୍ ଇଣ୍ଡିଆର ପୂର୍ବତନ କ୍ରିକେଟର ମୁନାଫ ପଟେଲଙ୍କୁ ତଣ୍ଡ । ଗଣିଲେ ୫୨ ଲକ୍ଷ ଟଙ୍କା । ଉତ୍ତରପ୍ରଦେଶ ରିଅଲ ଇଷ୍ଟେଟ୍ ରେଗୁଲେଟରି ଅଥରଟି ତାଙ୍କର ୨ଟି ବ୍ୟାଙ୍କ ଆକାଉଣ୍ଟ ବି ଜବତ କରିଛି । ରିକଭରି ସାର୍ଟିଫିକେଟ୍ ଆଧାରରେ ଗୌତମ ବୁଦ୍ଧ ନଗର ଜିଲ୍ଲା ପ୍ରଶାସନ ପୂର୍ବତନ…

ଡୁଗିନଙ୍କ ଚେତାବନୀ: ବିଶ୍ୱସମୂହ ପାଇଁ ୩ୟ ବିଶ୍ୱଯୁଦ୍ଧର ସଙ୍କେତ ନୁହେଁ ତ?

ମସ୍କୋ: ୟୁକ୍ରେନ ସହିତ ଯୁଦ୍ଧ ଜାରି ରଖିଥିବାବେଳେ ରୁଷ ପଟରୁ ଆଉ ଏକ ଚରମ ଚେତାବନୀ ସାରା ବିଶ୍ୱବାସୀଙ୍କୁ ଚକିତ କରିଛି । ‘ରୁଷ ଜିତିବ, ନୋଚେତ୍ ବିଶ୍ୱ ନାଶ ହେବ’; ଏପରି କହିଛନ୍ତି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁତିନଙ୍କ ବ୍ରେନ ବୋଲାଉଥିବା ଆଲେକଜାଣ୍ଡାର ଡୁଗିନ୍ । ୧୦ ମାସ ହେଲାଣି…

ଆଜି ଜିଏସଟି କାଉନ୍ସିଲ୍ ବୈଠକ: ଗୁଟଖା-ପାନ ମସଲା, ଅନଲାଇନ୍ ଗେମିଂ ହୋଇପାରେ ମହଙ୍ଗା

ନୂଆଦିଲ୍ଲୀ: ଗୁଟଖା, ପାନ ମସଲା ଉପରେ ବଢିପାରେ ଟ୍ୟାକ୍ସ । ଅନଲାଇନ ଗେମିଂ, କ୍ୟାସିନୋ ଓ ହର୍ସ ରେସିଂ ଉପରେ ବି ଅଧିକ ପ୍ରତିଶତ ଲାଗିପାରେ ଜିଏସଟି । କାରଣ ଆଜି ବସିବାକୁ ଯାଉଛି ଜିଏସଟି କାଉନସିଲର ୪୮ତମ ବୈଠକ । ଗୁଟଖା-ପାନ ମସଲାରେ ୩୮ % ଟିକସ ଲଗାଇବା ନେଇ ପ୍ରସ୍ତାବ ରହିଛି । ଏହା…

ଚୀନ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି, ଆମ ସରକାର ଏହାକୁ ଗ୍ରହଣ କରୁନାହାନ୍ତି-ରାହୁଲ ଗାନ୍ଧି

ଜୟପୁର:ଚୀନ ଯୁଦ୍ଧ ପାଇଁ ସଜବାଜ ହେଉଛି । ହେଲେ ଭାରତ ସରକାର ଏହା ମାନିବାକୁ ପ୍ରସ୍ତୁତ ନାହାନ୍ତି  । ବେଜିଂ ଯୁଦ୍ଧ ପ୍ରସ୍ତୁତି କରୁଥିବାବେଳେ  ମୋଦି ପ୍ରଶାସନ ଶୋଇଛି ବୋଲି କହିଚନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି  । ସୀମାରେ ଭାରତ-ଚୀନ ସମ୍ପର୍କକୁ ନେଇ ଉତ୍ତେଜନା ଲାଗି ରହିଥିବାବେଳେ…

ନିଷ୍ଠୁର ଶିକ୍ଷୟିତ୍ରୀ: ଛାତ୍ରୀଙ୍କୁ ମାଡ ମାରି ବାଲକୋନୀରୁ ଫିଙ୍ଗି ଦେଲେ

ନୂ୍ଆଦିଲ୍ଲୀ: ଗୁରୁ ଦ୍ୱିତୀୟ ଇଶ୍ୱର । ହେଲେ ଏଠି ଗୁରୁ ଏ କ’ଣ କରୁଛନ୍ତି ? ୫ମ ଶ୍ରେଣୀ ଛାତ୍ରୀକୁ ଏକ ମହଲା କୋଠାରୁ ତଳକୁ ପେଲିଦେଲେ ! ଏମିତି ଏକ ହୃଦୟଥରା ଘଟଣା ଘଟିଛି ରାଜଧାନୀ ଛାତିରେ । ନାବାଳିକା ଛାତ୍ରୀଙ୍କୁ ସ୍ଥାନୀୟ ହିନ୍ଦୁ ରାଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୋଲିସ…

ଡିଜିଟାଲ୍ ମିଡିଆ ପାଇଁ ସ୍ୱତନ୍ତ୍ର ଆଇନ୍ ଆଣିବେ କି ସରକାର ? ସଂସଦରେ ଏମିତି କହିଲେ ମନ୍ତ୍ରୀ…

ନୂଆଦିଲ୍ଲୀ: କଠୋର ହେବ କି ଡିଜିଟାଲ୍ ମିଡିଆ ପରିଚାଳନା ? ସରକାର ଆଣିବେ କି ସ୍ୱତନ୍ତ୍ର ଆଇନ୍ ? ବଦଳୁଥିବା ଯୁଗ, ବଢ଼ୁଥିବା ଟେକ୍ନୋଲଜି ସହ ତାଳ ଦେଇ ଡିଜିଟାଲ ମିଡିଆ କାୟା ବିସ୍ତାର କରି ଚାଲିଛି । ସମୟ ଏମିତି ହୋଇଛି ଡିଜିଟାଲ୍ ମିଡିଆ ଯାହା ଦେଖାଉଛି, ଲେଖୁଛି ତା’କୁ ଲୋକ ସତ ବୋଲି ମାନି…

ସୁନ୍ଦର ଚେହେରା ଦେଖି ନିରୀହ ଭାବିଯିବେନି; ଇଏ ହେଉଛନ୍ତି ଆତଙ୍କୀ ଦୁନିଆର ହ୍ୱାଇଟ୍ ଓ୍ୱିଡୋ ସାମନ୍ଥା ଲୁଇସ୍…

କେନିଆ : ଫଟୋରେ ସୁନ୍ଦରୀ ଯୁବତୀଙ୍କୁ ଦେଖି ତାଙ୍କୁ ନିରୀହ ଭାବିଯିବେନି । ‘ଆତଙ୍କର ହ୍ୱାଇଟ୍ ଓ୍ୱିଡୋ’ ଭାବେ ସେ ପରିଚିତ । ୪ ଶହ ଲୋକଙ୍କ ଜୀବନ ନେଇଛନ୍ତି ଏଇ ସୁନ୍ଦର ତରୁଣୀ । ନାଁ ତାଙ୍କର ସାମନ୍ଥା ଲୁଇସ୍ ଲ୍ୟୁଥଓ୍ୱେଟ୍ । ଆତଙ୍କୀ ଦୁନିଆର ବେଗମ୍ । ବ୍ରିଟେନର କୁଖ୍ୟାତ ମହିଳା ଆତଙ୍କୀ…

ସମ୍ପର୍କୀୟଙ୍କ ସହ ଲାଗିଥିଲା ପ୍ରେମିକାର ବିବାହ, ସହିପାରିଲାନି ପ୍ରେମିକ ତା’ପରେ…. 

ନୂଆଦିଲ୍ଲୀ : ନିଜ ପ୍ରେମକୁ ପାଇବା ପାଇଁ ସମ୍ପର୍କୀୟକୁ ବି ଛାଡ଼ିଲା ନାହିଁ ଜହ୍ଲାଦ ପ୍ରେମିକ । ଯୋଜନାବନ୍ଧ ଭାବେ ସମ୍ପର୍କୀୟଙ୍କୁ ଛୁରି ଭୁସି ହୋଇଗଲା ଫେରାର୍‌ । ପ୍ରେମିକାର ନିଜ ସମ୍ପର୍କୀୟଙ୍କ ସହ ଲାଗିଥିଲା ବିବାହ ପ୍ରସ୍ତାବ, ସହିପାରିଲାନି ପ୍ରେମିକ । ଦୁହିଁଙ୍କ ରାସ୍ତାରେ କଣ୍ଟା…

ଦେଶରେ କଲେଜିୟମ୍ ବ୍ୟବସ୍ଥାକୁ ନେଇ ବିବାଦ, ଅନ୍ୟ ଦେଶରେ କେମିତି ନିଯୁକ୍ତ ହୁଅନ୍ତି ବିଚାରପତି ?

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ଓ ହାଇକୋର୍ଟରେ ବିଚାରପତି ନିଯୁକ୍ତିକୁ ନେଇ ଥିବା କଲେଜିୟମ ବ୍ୟବସ୍ଥା ଏବେ ବିବାଦ ଘେରରେ ରହିଛି । ଗୁରୁବାର ସଂସଦରେ କେନ୍ଦ୍ର ଆଇନ୍ ମନ୍ତ୍ରୀ କିରଣ ରିଜିଜୁ କହିଛନ୍ତି, ଯେବେ ଯାଏ ବିଚାରପତିଙ୍କ ନିଯୁକ୍ତି ପ୍ରକ୍ରିୟା ପରିବର୍ତ୍ତ ନ ହୋଇଛି । ସେ ପର୍ଯ୍ୟନ୍ତ…