Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ମନୀଷ ସିସୋଡିଆଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କଲେ ସୁପ୍ରିମକୋର୍ଟ, ଖାରଜ ହେଲାନି ମାନହାନି ଆବେଦନ

ନୂଆଦିଲ୍ଲୀ: ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀ ତଥା ଆପର ବରିଷ୍ଠ ନେତା ମନୀଷ ସିସୋଡିଆଙ୍କ ଉପରେ ସୋମବାର ସୁପ୍ରିମକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ଏଥିସହ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ବିରୋଧରେ ଦାଏର କରିଥିବା ମାନହାନି ମୋକଦ୍ଦମାକୁ ଖାରଜ କରିବାକୁ ମନା କରି ଦେଇଛନ୍ତି ।…

ପୁଣି LACରେ ଚୀନର ଦାଦାଗିରି, ୩୦୦ ଚୀନ ସୈନିକଙ୍କୁ ଘଉଡ଼ାଇଲା ଭାରତୀୟ ସେନା

ନୂଆଦିଲ୍ଲୀ: ଗଲୱାନ ପରେ ତୱାଙ୍ଗ । ଭାରତୀୟ ସୀମାରେ ପଶିବାକୁ ଚୀନ ସୈନିକଙ୍କ ଉଦ୍ୟମ । ଅରୁଣାଚଳ ପ୍ରଦେଶର ତୱାଙ୍ଗରେ ଭାରତୀୟ ସେନା ଓ ଚୀନ ସେନା ମୁହାଁମୁହିଁ ହୋଇଛନ୍ତି । ସଂଘର୍ଷରେ ଉଭୟ ଦେଶର ସୈନ୍ୟ ଆହତ ହୋଇଥିବା ଜଣାପଡ଼ିଛି । ଅରୁଣାଚଳ ତୱାଙ୍ଗ ଜିଲ୍ଲାର ୟଙ୍ଗଷ୍ଟେରେ ଡିସେମ୍ବର ୯…

କଳାଧନ ରୋକିବାର ଅଛି ତ ବନ୍ଦ ହେଉ ୨ ହଜାରର ନୋଟ୍, ସଂସଦରେ କହିଲେ ବିଜେପି ସାଂସଦ

ନୂଆଦିଲ୍ଲୀ: ଦେଶରେ କଳାଧନ ଓ ଟେରର ଫଣ୍ଡି ବନ୍ଦ କରିବାକୁ ୨୦୧୬ ନଭେମ୍ବର ରାତି ୮ଟାରେ ପ୍ରଧାନମନ୍ତ୍ରୀ ମୋଦି ବିମୁଦ୍ରୀକରଣ ଘୋଷଣା କରିଥିଲେ । ଏଥିସହ ଅଚଳ ହୋଇ ଯାଇଥିଲା ୫ ଶହ ଓ ୧ ହଜାରର ନୋଟ୍ । ଇତି ମଧ୍ୟରେ ନୋଟବନ୍ଦୀକୁ ୬ ବର୍ଷ ବିତିଛି । ୬ ବର୍ଷ ହେଲା ବିରୋଧୀ କହି ଆସୁଥିବା ଭାଷାକୁ…

ସ୍ୱାମୀଙ୍କ ନିର୍ଯାତନା ସହି ପାରିଲେନି ଏସଆଇ, ସୋସିଆଲ ମିଡ଼ିଆରେ ମାଗିଲେ ସହାୟତା

ନୂଆଦିଲ୍ଲୀ: ସେ ଅନ୍ୟମାନଙ୍କୁ ଦିଅନ୍ତି ସୁରକ୍ଷା । ସେ ଅନ୍ୟମାନଙ୍କ ପାଇଁ ଆଶା ଭରସା । ହେଲେ  ନିଜ ସୁରକ୍ଷା ପାଇଁ ସେ ଅସମର୍ଥ । ପରିସ୍ଥିତି ପାଖରେ ସେ ଅସହାୟ । ନିଜ ପାୱାର, ପୋଜିସନ କିଛି କାମ କରୁନି ଏଠି । ଶେଷରେ ବିକଳ ହୋଇ ସୋସିଆଲ ମିଡିଆରେ ସୁରକ୍ଷା ମାଗିଲେ ମହିଳା ପୋଲିସ ସବ…

ଏ ଦେଶରେ ପ୍ରସବ ବେଳେ କାନ୍ଦିବା ମନା

ନାଇଜେରିଆ: ମା’ଟିଏ ହିଁ ବୁଝିପାରେ ପ୍ରସବ ବେଦନା  । ସନ୍ତାନକୁ ଗର୍ଭରେ ଧରିବା ପରଠାରୁ ଜନ୍ମ ଦେବା ପର୍ଯ୍ୟନ୍ତ ଅନେକ କଷ୍ଟ, ଅନେକ ଯନ୍ତ୍ରଣାକୁ ମା ହସି ହସି ସହି ଯାଇଥାଏ । ହୁଏତ ସେ କଷ୍ଟ ସହିବା ପାଇଁ ସେ କେତେ ଲୁହକୁ ଚାପି ଦେଇଥିବ । ସେ ଯନ୍ତ୍ରଣାକୁ ଏଡାଇବା ପାଇଁ ସେ ମିଛ ହସ ହସିଥିବ…

ଜ୍ୟାକଲିନଙ୍କୁ କୋର୍ଟକୁ ଟାଣିଲେ ନୋରା, ଦାୟର କଲେ ମାନହାନୀ ମୋକଦ୍ଦମା

ମୁମ୍ବାଇ: ବଲିଓଡ ଅଭିନେତ୍ରୀ ନୋରା ଫତେହି ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିସଙ୍କ ବିରୋଧରେ ମାନହାନୀ ମକଦ୍ଦମା ଦାୟର କରିଛନ୍ତି। ନୋରା ଅଭିଯୋଗ କରିଛନ୍ତି ଯେ ଜ୍ୟାକଲିନ ତାଙ୍କ ବିବୃତ୍ତି ମାଧ୍ୟମରେ ତାଙ୍କ ଭାବମୂର୍ତ୍ତିକୁ କ୍ଷତି ପହଞ୍ଚାଇବାକୁ ଚେଷ୍ଟା କରିଛନ୍ତି। ସେ ଆଇପିସିର ଧାରା…

୨୬/୧୧ ଶୈଳୀରେ ଆକ୍ରମଣ! କାବୁଲରେ ଚୀନ ନାଗରିକ ରହୁଥିବା ହୋଟେଲରେ ଗୁଳି ବର୍ଷା

କାବୁଲ: ଆଫଗାନିସ୍ତାନର ରାଜଧାନୀ କାବୁଲର ଏକ ହୋଟେଲରେ ବୋମା ଜରିଆରେ ଆକ୍ରମଣ ହୋଇଛି। ଚୀନର ଅଧିକାରୀ ଏବଂ ବ୍ୟବସାୟୀମାନେ ପ୍ରାୟତଃ ଏହି ହୋଟେଲରେ ରହିଥା’ନ୍ତି। ଏହା ଚୀନ୍ ଅଧିକାରୀଙ୍କ ଆଶ୍ରୟସ୍ଥଳ ଭାବରେ ଜଣାଶୁଣା। ଆକ୍ରମଣକାରୀମାନେ ଏବେ ମଧ୍ୟ ଉପସ୍ଥିତ ରହି ଏହି ହୋଟେଲରେ ଗୁଳି…

ନବୀନ କାହାକୁ ଭରସା କରିବେ ମୋଦୀ ନା ନୀତିଶ?

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରରେ କାହା ସହିତ ରହିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନା ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର। ସାଧାରଣ ନିର୍ବାଚନକୁ ଆଉ ୨ ବର୍ଷରୁ କମ୍ ସମୟ ରହିଛି । ଏହା ପୂର୍ବରୁ ନବୀନଙ୍କ ଆଭିମୁଖ୍ୟ ଉପରେ ନଜର ରଖିଛନ୍ତି ଅନେକ…

ଏକାଠି ହେଲେ ପ୍ରେମପକ୍ଷୀ, ବଙ୍ଗାଳୀ ବୋହୂ ସାଜିଲେ ରୁଷୀୟ କନ୍ୟା

ନୂଆଦିଲ୍ଲୀ : ପ୍ରେମ ଶାଶ୍ୱତ ଓ ଚିରନ୍ତନ । ପ୍ରେମରେ ଭରି ରହିଥାଏ ବିଶ୍ୱାସ  । ପ୍ରେମ କୌଣସି ପ୍ରତିବନ୍ଧକ ମାନିନଥାଏ  । କଥାରେ ଅଛି ପ୍ରେମ ପାଇଁ ସାତ ସମୁଦ୍ର ପାର କରିଯାଆନ୍ତି ପ୍ରେମଚଢ଼େଇ । ତେବେ ଏହି କଥାକୁ ବାସ୍ତବ ରୂପ ଦେଇ ପ୍ରେମର ପରିଭାଷାକୁ ବୁଝିଛନ୍ତି ଜଣେ ରୁଷୀୟ ଯୁବତୀ  ।…

କାଶ୍ମୀରକୁ ନେଇ କ’ଣ କହିଲା ମୁସଲିମ୍ ଦେଶର ସଂଗଠନ OIC ?

ନୂଆଦିଲ୍ଲୀ: କାଶ୍ମୀର ବିବାଦକୁ ନେଇ ଇସଲାମିକ୍ ଦେଶର ସଂଗଠନ OIC (ଅର୍ଗାନାଇଜେସନ୍ ଅଫ୍ ଇସଲାମିକ୍ କୋଅପରେସନ୍) ପୁଣି ଥରେ ମନ୍ତବ୍ୟ ଦେଇଛି । କାଶ୍ମୀର ପ୍ରସଙ୍ଗରେ ଭାରତ-ପାକିସ୍ତାନ ମଧ୍ୟରେ ଆଲୋଚନାର ରାସ୍ତା ପାଇଁ ସଂଗଠନ ଏକ ପ୍ଲାନ୍ ଉପରେ କାମ କରୁଥିବା କହିଛି । ପିଓକେ ଗସ୍ତ ପରେ…