Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ନୋବେଲ ଶାନ୍ତି ପୁରସ୍କାର ପାଇବେ ବେଲାଋଷର ମାନବାଧିକାର କର୍ମୀ ଏବଂ ଋଷ-ୟୁକ୍ରେନର ଦୁଇଟି ସଂଗଠନ

ଷ୍ଟକହୋମ୍:  ବିଶ୍ବର ସବୁଠୁ ପ୍ରତିଷ୍ଠିତ ସମ୍ମାନ ନୋବେଲେ ଶାନ୍ତି ପୁରସ୍କାର ବିଜେତାଙ୍କ ନାମ ଘୋଷଣା କରାଯାଇଛି । ନରଓ୍ବେର ନୋବେଲ କମିଟି 2022 ପାଇଁ ନୋବେଲ ଶାନ୍ତି ପୁରସ୍କାର ବେଲାଋଷର ମାନବାଧିକାର କର୍ମୀ ତଥା ଆଡ଼ଭୋକେଟ୍ ଏଲେସ ବାଲିୟାତସ୍କିଙ୍କ ନାମ ଘୋଷଣା କରିଛି । ଏହା ସହ…

ଆମ ଆଦମୀ ପାର୍ଟିର କର୍ମୀଙ୍କୁ ବିବାହ କଲେ ବିଧାୟିକା ନରିନ୍ଦର କୌର 

ଚଣ୍ଡୀଗଡ଼:  ବୋହୂ ସାଜିଲେ ବିଧାୟକ। ବିବାହ କଲେ ବିଧାୟିକା ନରିନ୍ଦର କୌର  । ପଞ୍ଜାବର ସଙ୍ଗରୁରରୁ ବିଧାୟିକା ଥିବା ନରିନ୍ଦର କୌର ଆମ ଆଦମୀ ପାର୍ଟିର କର୍ମୀ ମନଦୀପ ସିଂଙ୍କୁ ବିବାହ କରିଛନ୍ତି | ଏହି ବିବାହ ସମାରୋହ ପଟିଆଲାର ରୋରେୱାଲ ଗ୍ରାମରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ…

ଦିଲ୍ଲୀ ବାୟୁ ପ୍ରଦୂଷଣକୁ ରୋକିବା ପାଇଁ ଏକ ମାସ ଚାଲିବ ‘ଆଣ୍ଟି ଡଷ୍ଟ ଅଭିଯାନ’

ନୂଆଦିଲ୍ଲୀ: ଦିଲ୍ଲୀରେ କୁହୁଡି ଯୋଗୁଁ ବାୟୁ ପ୍ରଦୂଷର ମାତ୍ରା ବୃଦ୍ଧି ପାଏ। ବାୟୁର ଗୁଣବତ୍ତା ଖରାପ ହୋଇଯାଏ। ଆସନ୍ତା ଶୀତ ଋତୁରେ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ ଦିଲ୍ଲୀ ସରକାର ପକ୍ଷରୁ ଗୁରୁବାର ନିର୍ମାଣ ସ୍ଥଳରେ ଆଣ୍ଟି ଡଷ୍ଟ ଅଭିଯାନ ଆରମ୍ଭ କରାଯାଇଛି। ଦିଲ୍ଲୀ ପରିବେଶ ମନ୍ତ୍ରୀ…

ଆଉ ନାହାଁନ୍ତି ବର୍ଷିୟାନ ଅଭିନେତା ଅରୁଣ ବାଲି

ମୁମ୍ବାଇ: ବର୍ଷିୟାନ ଅଭିନେତା ଅରୁଣ ବାଲିଙ୍କ ଦେହାନ୍ତ। ଆଜି ମୁମ୍ବାଇରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବୟସ ବର୍ଷ ହୋଇଥିଲା। ମିଆଷ୍ଟେନିଆ ଗ୍ରାଭିସ୍ ନାମକ ଏକ ବିରଳ ନ୍ୟୁରୋମସ୍କୁଲାର ରୋଗରେ ପୀଡିତ ଥିଲେ। ଏହି ରୋଗ କାରଣରୁ ଅରୁଣ ଦୀର୍ଘଦିନ ହେବ ଚିକିତ୍ସାଧୀନ…

ବିମାନ ବନ୍ଦରରୁ ୨୭ କୋଟିର ଘଡି ଜବତ

ନୂଆଦିଲ୍ଲୀ: ଦିଲ୍ଲୀ ବିମାନ ବନ୍ଦରରେ କଷ୍ଟମ ବିଭାଗର ଅଧିକାରୀମାନେ ଜଣେ ଭାରତୀୟ ଯାତ୍ରୀଙ୍କ ଠାରୁ କିଛି ଘଣ୍ଟା ଜବତ କରିଛନ୍ତି। ୨୮.୧୭ କୋଟି ଟଙ୍କାର ସାମଗ୍ରୀ ଜବତ କରିଛି । ଜବତ ସାମଗ୍ରୀ ଭିତରେ ଏକ ଘଣ୍ଟା ରହିଛି। ଯାହାର ଦାମ କେବଳ ୨୭ କୋଟି ଟଙ୍କା ମୂଲ୍ୟର ରହିଛି। ଏହି ଘଡ଼ିର ଫଟୋ ଏବେ…

ୟୁକ୍ରେନରେ ପରମାଣୁ ଅସ୍ତ୍ର ପ୍ରୟୋଗ କରିପାରେ ଋଷ, ପୁଟିନ୍ ଥଟ୍ଟା କରୁ ନଥିବା କହିଲେ ବାଇଡେନ୍

ନୂଆଦିଲ୍ଲୀ: ଶୀତଳ ଯୁଦ୍ଧ ପରେ ପ୍ରଥମଥର ବିଶ୍ୱ ପରମାଣୁ ଯୁଦ୍ଧର ଦ୍ୱାର ଦେଶରେ ଛିଡ଼ା ହୋଇଛି । ଆଉ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସମସ୍ତଙ୍କ ଆଶଙ୍କା ବଢ଼ିବାରେ ଲାଗିଛି । ଏଭଳି ସ୍ଥଳେ ଗୁରୁବାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍…

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଇଡି ହାତରେ ବଡ ପ୍ରମାଣ! ୩୫ଟି ସ୍ଥାନରେ ରେଡ୍

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଆଜି ପଞ୍ଜାବ ଓ ହାଇଦ୍ରାବାଦର ୩୫ଟି ସ୍ଥାନରେ ଇଡି ରେଡ୍ କରିଛି । ବିଭିନ୍ନ ସୂତ୍ରରୁ ମିଳିଥିବା ତଥ୍ୟ ଆଧାରରେ ପଚରାଉଚରା କରିବା ବେଳେ ଇଡି କିଛି ନୂଆ ତଥ୍ୟ ପାଇଛି। ଏହାପରେ ମଦ ବ୍ୟବସାୟୀ ଏବଂ ମଦ କମ୍ପାନୀ ଆଦିରେ ରେଡ୍ କରିଛି ଇଡି।…

‘ଭାରତ ଯୋଡୋ ଯାତ୍ରା’ରେ ସୋନିଆ ଗାନ୍ଧୀ

ବେଙ୍ଗାଲୁର: ସଭାପତି ନିର୍ବାଚନ ପାଇଁ କଂଗ୍ରେସ ରାଜନୀତି ସରଗରମ ଥିବାବେଳେ ସଭାପତି ସୋନିଆ ଗାନ୍ଧୀ କର୍ଣ୍ଣାଟକ ଗସ୍ତରେ ଅଛନ୍ତି । ଆଜି ସୋନିଆ ଗାନ୍ଧୀ କର୍ଣ୍ଣାଟକର ମାଣ୍ଡ୍ୟାଠାରେ ଭାରତ ଯୋଡୋ ଯାତ୍ରାରେ ସାମିଲ ହୋଇ ସେ ପଦଯାତ୍ରୀଙ୍କ ସହ ମିଶିଥିବା ବେଳେ ନିଜେ ସୁସ୍ଥ ଥିବା ମଧ୍ୟ…

ଥାଇଲାଣ୍ଡ ଡେ କେୟାରରେ ପୂର୍ବତନ ପୋଲିସ ଅଫିସରଙ୍କ ନାରକୀୟ କାଣ୍ଡ, ୩୪ ମୃତ

ବ୍ୟାଙ୍କକ: ଥାଇଲାଣ୍ଡରେ ଜଣେ ପୂର୍ବତନ ପୋଲିସ ଅଫିସରଙ୍କ ନାରକୀୟ କାଣ୍ଡ ସାରା ବିଶ୍ୱକୁ ସ୍ତବ୍ଧ କରି ଦେଇଛି । ପାନ୍ୟା କାମ୍ରାବ ନାମକ ଏହି ବ୍ୟକ୍ତିଜଣଙ୍କ ଏକ ଡେ କେୟାର ସେଂଟରରେ ପ୍ରବେଶ କରି ମନଇଚ୍ଛା ଗୁଳି ଚାଳନା କରିଥିଲେ । ଏଥିରେ ୨୨ ଶିଶୁଙ୍କ ସମେତ ୩୪ଜଣଙ୍କ ମୃତ୍ୟୁ ଘଟିଥିଲା ।…