Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଉଦବୋଧନ ବେଳେ ଅଟକିଲେ ଶାହ… ଲୋକେ ସମର୍ଥନରେ ଦେଲେ ସ୍ଲୋଗାନ

ଶ୍ରୀନଗର: ତିନି ଦିନିଆ ଜମ୍ମୁ କଶ୍ମୀର ଗସ୍ତର ଅନ୍ତିମ ଦିନରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଉତ୍ତର କଶ୍ମୀରର ବାରମୁଲ୍ଲାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି। ଏହି ରାଲିରେ ନିକଟସ୍ଥ ମସଜିଦରେ ଆଜାନ ଚାଲିଥିବା ଥିବାବେଳେ ଅମିତ ଶାହା କିଛି ସମୟ ପାଇଁ ତାଙ୍କ ଭାଷଣ ବନ୍ଦ…

ଡ୍ରୋନରେ ଉଡିବ ମଣିଷ, ଖୁବଶୀଘ୍ର ନୌସେନାରେ ହେବ ସାମିଲ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଭାରତ ନିଜର ପ୍ରଥମ ମାନବବିହୀନ ଡ୍ରୋନ 'ବରୁଣ' ଲଞ୍ଚ କରିବାକୁ ଯାଉଛି। ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଏହି ମାନବବିହୀନ ବିମାନକୁ ଖୁବଶୀଘ୍ର ଭାରତୀୟ ନୌସେନାରେ ସାମିଲ କରାଯିବ। ପ୍ରଥମ ଥର ପାଇଁ ଭାରତୀୟ ନୌସେନା ଯୁଦ୍ଧ ଜାହାଜକୁ ସମ୍ପୂର୍ଣ୍ଣ ପରୀକ୍ଷଣରେ…

ଋଷ ୟୁକ୍ରେନ ଯୁଦ୍ଧ, ବାଂଲାଦେଶର ବତି ଗୁଲ୍!

ଢ଼ାକା: ବାଂଲାଦେଶର ବିଭିନ୍ନ ସ୍ଥାନରେ ଏବେ ବିଦ୍ୟୁତ୍ ଯୋଗାଣ ସେବା ପୁଣିଥରେ ସ୍ୱାଭାବିକ ହୋଇଛି। ବାଂଲାଦେଶର ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ଅକ୍ଟୋବର ୪ରେ ବାଂଲାଦେଶର ଜାତୀୟ ବିଦ୍ୟୁତ ଗ୍ରୀଡରେ ବିଭ୍ରାଟ ଦେଖାଦେବାରୁ ବାଂଲାଦେଶର ପାଖାପାଖି ୧୬ କୋଟି ଜନସଂଖ୍ୟାରୁ ୧୪ କୋଟି…

ବିଶ୍ବର ପ୍ରଥମ ହାତଘଣ୍ଟା, ଯାହାର ମୂଲ୍ୟ ୮୦ ନିୟୁତ ଡଲାର

ନୂଆଦିଲ୍ଲୀ : ଆମେ ସାଧାରଣତଃ ହାତରେ ଘଣ୍ଟା ପିନ୍ଧିବାକୁ ପସନ୍ଦ କରିଥାନ୍ତି। ପୂର୍ବରୂ କିଛି ବିଶିଷ୍ଟ ବ୍ୟକ୍ତି ହିଁ ହାତରେ ଘଣ୍ଟା ପିନ୍ଧୁଥିଲେ। କାରଣ ଘଣ୍ଟାର ଦାମ୍‌ ଏତେ ଥିଲା ଯେ ସାଧାରଣ ଲୋକ କିଣିବାକୁ ଅକ୍ଷମ ଥିଲେ। ବିଶ୍ବର ପ୍ରଥମ ହାତ ଘଣ୍ଟା ୫୧୫ ବର୍ଷ ପୂର୍ବରୁ ନିର୍ମାଣ…

ଦଶହରାରେ ପୂଜା ପାଉଛନ୍ତି ରାବଣ

ନୂଆଦିଲ୍ଲୀ : ଆଜି ହେଉଛି ପବିତ୍ର ଦଶହରା । ସବୁଠି ଚାଲିଛି ଜଗତ ଜନନୀ ମା‘ ଦୁର୍ଗାଙ୍କ ଆରାଧାନା  । କିନ୍ତୁ ଦେଶରେ ଏପରି ଏକ ସ୍ଥାନ ଅଛି ଯେଉଁଠି ଦଶହରାରେ ହୁଏ ରାବଣ ପୂଜା। ଯାହାକୁ ଆପଣମାନେ ଶୁଣିଲେ ହୁଏତ ଚକିତ ହୋଇପାରନ୍ତି  । ଆପଣମାନେ ତ ସମସ୍ତ ଦେବା ଦେବୀ ପୂଜା ପାଉ ଥିବାର ନିଶ୍ଚୟ…

ଭାରତୀୟ ସେନାର ‘ଚିତା’ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ନୂଆଦିଲ୍ଲୀ: ଅରୁଣାଚଳ ପ୍ରଦେଶରେ ଭାରତୀୟ ସେନାର ଏକ ‘ଚିତା’ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ସେନାର ଜଣେ ଅଧିକାରୀ ପ୍ରାଣ ହରାଇଛନ୍ତି । ଆଉ ଜଣେ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ଅରୁଣାଚଳ ପ୍ରଦେଶର ତୱାଙ୍ଗରେ ଏହି ହେଲିକପ୍ଟର ଦୁର୍ଘଟଣା ଦିନ ୧୦ଟାରେ ନିୟମିତ ଉଡ଼ାଣ…

ସମସ୍ତଙ୍କ ପାଇଁ ସମାନ ରୂପେ ଲାଗୁ ହେଉ ଜନସଂଖ୍ୟା ନିୟନ୍ତ୍ରଣ ଆଇନ୍: ମୋହନ ଭାଗବତ

ନାଗପୁର: ବିଜୟା ଦଶମୀରେ ଦେଶର ଜନସଂଖ୍ୟା ନିୟନ୍ତ୍ରଣକୁ ନେଇ ଆରଏସ୍ଏସ୍ ପ୍ରମୁଖ ମୋହନ ଭାଗବତ ମୁହଁ ଖୋଲିଛନ୍ତି । କହିଛନ୍ତି ଦେଶକୁ ଜନସଂଖ୍ୟା ନିୟନ୍ତ୍ରଣ ଆଇନର ଆବଶ୍ୟକତା ରହିଛି । ଯଦି ଏହା ଉପରେ ତୁରନ୍ତ ପଦକ୍ଷେପ ନିଆ ନଯାଏ ତ ଦେଶରେ ଧର୍ମ ଆଧାରିତ ଅସନ୍ତୁଳନ ଏବଂ ଜୋରଜବରଦସ୍ତି…

ଉତ୍ତରାଖଣ୍ଡରେ ବସ ଦୁର୍ଘଟଣା : ୩୨ ବରଯାତ୍ରୀ ମୃତ

ଡେରାଡୁନ: ଉତ୍ତରାଖଣ୍ଡରେ ଦୁଃଖଦ ବସ୍ ଦୁର୍ଘଟଣାରେ ୩୨ ଜଣଙ୍କ ମୃତ୍ୟୁ ଘଟିଛି । ହରିଦ୍ବାର ଜିଲ୍ଲାର ଲାଲଢ଼ଙ୍ଗରୁ ପୈାଡି ବିରିଖାଲ ଗାଁକୁ ବରଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ସିମଡି ଗାଁ ନିକଟରେ  ବସ୍ ଗଭୀର ଖାଇକୁ ଖସିପଡିଥିଲା। ୫୦୦ ମିଟର ଖାଲରେ ବସଟି ଖସି ପଡ଼ିଥିବା ବେଳେ ଏଥିରେ ୫୦ ଜଣ…

୪୫ ବରଯାତ୍ରୀଙ୍କୁ ନେଇ ଯାଉଥିବା ବସ ଖାଲକୁ ଖସି ପଡ଼ିଲା

ଡେରାଡୁନ: ଉତ୍ତରାଖଣ୍ଡରେ ବସ୍ ଦୁର୍ଘଟଣା । ପୌରୀ ଜିଲ୍ଲାରେ ବରଯାତ୍ରୀଙ୍କୁ ନେଇ ଯାଉଥିବା ବସ୍ ଦୁର୍ଘଟଣାର ଶିକାର ହୋଇଛି। ମଙ୍ଗଳବାର ସନ୍ଧ୍ୟାରେ ୪୫ ଜଣଙ୍କୁ ନେଇ ବସଟି ଯାଉଥିବା ବେଳେ ଭାରସାମ୍ୟ ହରାଇ ଏକ ଗଭୀର ଖାଇ ଭିତରକୁ ଖସିପଡିବାରୁ ଦୁର୍ଘଟଣା ଘଟିଛି। ୩୫ ଜଣ ଯାତ୍ରୀଙ୍କୁ ଖୋଜା…

ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ୟୁକ୍ରେନର ରାଷ୍ଟ୍ରପତି ଭୋଲଦମିର ଜେଲେନସ୍କିଙ୍କ ସହ କଥା ହୋଇ ୟୁକ୍ରେନରେ ଚାଲିଥିବା ବିବାଦ ଉପରେ ଆଲୋଚନା କରିଛନ୍ତି। ଅନ୍ତର୍ଜାତୀୟ ଆଇନକୁ ସମ୍ମାନ ଦେବା ସହ ସମସ୍ତ ରାଷ୍ଟ୍ରର ସାର୍ବଭୌମତ୍ୱ ଓ କ୍ଷେତ୍ରୀୟ ଅଖଣ୍ଡତାକୁ ମଧ୍ୟ…