Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଗେହଲୋଟ କହିଲେ ପାଇଲଟ ଗଦ୍ଦାର, ମୁଖ୍ୟମନ୍ତ୍ରୀ କିପରି ହେବେ?

ଜୟପୁର:  ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ଆଉ ଏକ ସପ୍ତାହ ପରେ ରାଜସ୍ଥାନରେ ହେବ । ତେବେ ତାହା ପୂର୍ବରୁ ରାଜସ୍ଥାନରେ କ୍ଷମତା କନ୍ଦଳ ପୁଣି ଜୋର ଧରିଲାଣି । କଂଗ୍ରେସରେ ସଚ୍ଚିନ ପାଇଲଟ ଏବଂ ଅଶୋକ ଗେହଲୋଟଙ୍କ ମଧ୍ୟରେ ବିବାଦ ପୁଣି ଜାତୀୟ ରାଜନୀତିରେ ଚର୍ଚାର ବିଷୟ ହୋଇଛି । …

ଉପ ରାଜ୍ୟପାଳଙ୍କ ହସ୍ତକ୍ଷେପ ପରେ ମହିଳାଙ୍କ ପ୍ରବେଶ କଟକଣା ଉଠାଇଲେ ଜାମା ମସଜିଦ

ନୂଆଦିଲ୍ଲୀ: ଜାମା ମସଜିଦ ମଧ୍ୟକୁ ଏକୁଟିଆ ମହିଳାଙ୍କ ପ୍ରବେଶ ଉପରେ ଗୁରୁବାର ଏହାର ମ୍ୟାନେଜମେଂଟ କମିଟି କଟକଣା ଲଗାଇଥିଲେ । ତେବେ ଏହି ନିଷ୍ପତିକୁ ତୀବ୍ର ବିରୋଧ ହୋଇଥିଲା । ଦିଲ୍ଲୀର ଉପ ରାଜ୍ୟପାଳ ଭିକେ ସକ୍ସେନା ଏ ନେଇ ଜାମା ମସଜିଦ କମିଟି ସହ ଆଲୋଚନା କରିଥିଲେ । ଏହା ପରେ ଶାହି ଇମାମ…

ଆଲିଆ ଭଟ୍ଟ ଦୀପିକା ପାଦୁକୋନଙ୍କୁ ପଛରେ ପକାଇଲେ ସାମନ୍ଥା

ନୂଆାଦିଲ୍ଲୀ : ଚର୍ଚ୍ଚାରେ ଅଛନ୍ତି ସାମନ୍ଥା ରୁଥ। ବଲିଉଡର ସମସ୍ତ ଅଭିନେତ୍ରୀମାନଙ୍କୁ ପଛରେ ପକାଇଛନ୍ତି ସାମନ୍ଥା। ଓରମାକ୍ସ ମିଡିଆ ଅକ୍ଟୋବର ୨୦୨୨ରେ ଲୋକପ୍ରିୟ ମହିଳା ଷ୍ଟାରର ତାଲିକାରେ ଶୀର୍ଷରେ ସାମନ୍ଥାଙ୍କ ନାଁ ରହିଛି । ଏହି ତାଲିକାରେ ସାମନ୍ଥା ପ୍ରଥମ ସ୍ଥାନରେ ଥିବାବେଳେ ଆଲିଆ…

ମହିଳାମାନେ ଏକୁଟିଆ ଜାମା ମସଜିଦ ପରିସରକୁ ଯାଇପାରିବେନି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଥିବା ଜାମା ମସଜିଦ ପ୍ରଶାସନ ଗୁରୁବାର ଏକ ବଡ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗକୁ ଝିଅ/ମହିଳାମାନେ ଏକୁଟିଆ ଜାମା ମସଜିଦ ପରିସରକୁ ଯାଇପାରିବେ ନାହିଁ । ଏଥିପାଇଁ ସେମାନଙ୍କୁ ପରିବାରବର୍ଗ କିମ୍ବା ପତି ସହିତ ଆସିବାକୁ ପଡିବ । ସେହିପରି ମସଜିଦ ପରିସରରେ…

କୋରାନ ଗାଇ ମନ ଜିଣିଲା କୁନି ଝିଅ

ଥିରୁଅନନ୍ତପୁରମ: ଧର୍ମର ନ ଥାଏ ସୀମା ସରହଦ । ଧର୍ମ ବିଶ୍ୱାସ ପାଇଁ ନ ଥାଏ ଲକ୍ଷ୍ମଣ ରେଖା । ଜଣେ ଅଛନ୍ତି ସର୍ବୋଚ୍ଚ ପାଳନକର୍ତ୍ତା । ସେ ଭଗବାନ..ସେ ଗଡ୍..ସେ ଆଲ୍ଲା.. । ସେ ଏକ, ଅଦ୍ୱିତୀୟ..  । ଧର୍ମକୁ ନେଇ ରକ୍ତର ନଦୀ ବହୁଥିବାବେଳେ  ଛୋଟ ଝିଅଟି ଏଇ ନିଗୁଡ କଥାକୁ ବୁଝାଇ ଦେଇଛି ।…

ଅସୀମ ମୁନିର ହେଲେ ପାକିସ୍ତାନର ନୂଆ ସେନା ମୁଖ୍ୟ

ଇସଲାମବାଦ: ପାକିସ୍ତାନ ସେନାମୁଖ୍ୟ ଜେନରାଲ କମର ଜାବେଦ ବାଜୱାଙ୍କ କାର୍ଯ୍ୟକାଳ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ନୂଆ ସେନା ମୁଖ୍ୟଙ୍କ ନାଁ ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ ଅସୀମ ମୁନିରଙ୍କୁ ନୂଆ ଆର୍ମୀ ଚିଫ ନିଯୁକ୍ତି ଦେବା ପାଇଁ ଘୋଷଣା କରିଛନ୍ତି…

୭୦୦୦ କୋଟିରେ ବିସଲେରୀକୁ କିଣିବ ଟାଟା ଗ୍ରୁପ : ରିପୋର୍ଟ

ନୂଆଦିଲ୍ଲୀ: ଭାରତର ପ୍ୟାକେଜ ୱାଟର କମ୍ପାନୀ ବିସଲେରୀକୁ ଟାଟା ଗ୍ରୁପ କିଣିବ । ବିଧିବଦ୍ଧ ଭାବେ ଏ ନେଇ ଘୋଷଣା କରାଯାଇ ନ ଥିଲେ ମଧ୍ୟ ୬୦୦୦ରୁ ୭୦୦୦ କୋଟି ଟଙ୍କାରେ ଟାଟା ଗ୍ରୁପ ଏହାକୁ କିଣିବା ଏକପ୍ରକାର ଚୂଡାନ୍ତ ହୋଇଛି । ଥମସ ଅପ, ଗୋଲ୍ଡ ସ୍ପଟ ଓ ଲିମକାକୁ କୋକା କୋଲାକୁ ବିକ୍ରୀ କରିବାର…

ଗୁଜରାଟରେ ବିଜେପିର ବିଜୟ ରଥକୁ ରୋକିପାରିବେ କି କଂଗ୍ରେସ, ଆପ ?

ଅହମ୍ମଦାବାଦ: ଗୁଜରାଟ ନିର୍ବାଚନକୁ ନେଇ ବିଜେପି , କଂଗ୍ରେସ, ଆପ ମଧ୍ୟରେ ଚାଲିଛି କଡା ପ୍ରତିଯୋଗିତା । ୨୭ ବର୍ଷ ଧରି ଗୁଜରାଟରେ ଶାସନ କରୁଛି ବିଜେପି । ଗତ ନିର୍ବାଚନ ଭଳି ଏଥର ମଧ୍ୟ ସରକାର ବିରୋଧୀ ଲହର କିଛି ମାତ୍ରାରେ ରହିଥିବା ରାଜନୀତି ବିଶ୍ଲେଷକମାନେ ଆଶଙ୍କା କରୁଛନ୍ତି । ତେବେ…