Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ମିଥୁନଙ୍କ ବୟାନ ପରେ ପଶ୍ଚିମବଙ୍ଗ ରାଜନୀତି ସରଗରମ, ପୁଣି ଖେଲା ହୋବେ କି ?

କୋଲକାତା: ବିଜେପି ନେତା ତଥା ଅଭିନେତା ମିଥୁନ ଚକ୍ରବର୍ତିଙ୍କ ବୟାନ ପଶ୍ଚିମବଙ୍ଗ ରାଜନୀତିକୁ ସରଗରମ କରିଦେଇଛି । ସେ କହିଛନ୍ତି ଏବ ତୃଣମୂଳ କଂଗ୍ରେସର ୩୮ ବିଧାୟକ ଆମ ସମ୍ପର୍କରେ ରହିଛନ୍ତି । ସେମାନଙ୍କ ମଧ୍ୟରୁ ୨୧ ସିଧାସଳଖ ବିଜେପି ସହିତ ଯୋଗାଯୋଗରେ ଅଛନ୍ତି । କୋଲକାତାରେ ଏଥର ବିଜେପି…

ସ୍ପାଇସଜେଟ ବିମାନ ଚଳାଚଳ ଉପରେ କଟକଣା; ୫୦ ପ୍ରତିଶତ ବିମାନ ଉଡ଼ିବ

ନୂଆଦିଲ୍ଲୀ: ବାରମ୍ବାର ଯାନ୍ତ୍ରିକ ତ୍ରୁଟି ଏବଂ ସୁରକ୍ଷା ଜନିତ ଅବହେଳା ପାଇଁ ସ୍ପାଇସଜେଟ ବିମାନ କମ୍ପାନୀ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ(ଡିଜିସିଏ) ସ୍ପାଇସଜେଟ ଉଡାଣ ଉପରେ ପ୍ରତିବନ୍ଧକ ଲଗାଇଛି । ୫୦ ପ୍ରତିଶତ କ୍ଷମତାରେ ଉଡାଣ କରିବାକୁ…

ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ନୀତି ଆୟୋଗ ଉପାଧ୍ୟକ୍ଷ; ଜାତୀୟ ଶିକ୍ଷା ନୀତିର ସଫଳ କାର୍ଯ୍ୟକାରୀ ବିଷୟ ଆଲୋଚନା

ନୂଆଦିଲ୍ଲୀ: ଶାସ୍ତ୍ରୀ ଭବନ ସ୍ଥିତ ଶିକ୍ଷା ମନ୍ତ୍ରଣାଳୟରେ ନୀତି ଆୟୋଗ ଉପାଧ୍ୟକ୍ଷ ଡା. ସୁମନ କେ ବେରୀ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସାକ୍ଷାତ କରିଛନ୍ତି । ଏହି ବୈଠକରେ ଜାତୀୟ ଶିକ୍ଷା ନୀତି-୨୦୨୦ ଯୋଜନାବଦ୍ଧ କାର୍ଯ୍ୟକାରୀ ଏବଂ…

ଇଡିର ସମସ୍ତ କ୍ଷମତାକୁ ସୁପ୍ରିମକୋର୍ଟଙ୍କ ସମର୍ଥନ

ନୂଆଦିଲ୍ଲୀ: ପ୍ରବର୍ତନ ନିର୍ଦ୍ଦେଶାଳୟର କାର୍ଯ୍ୟକଳାପକୁ ବିରୋଧ କରି ସରକାରଙ୍କ ଟାର୍ଗେଟ କରୁଥିବା ଅଭିଯୋଗକାରଙ୍କୁ ଆଜି ଶକ୍ତ ଧକା ଲାଗିଛି । ସୁପ୍ରିମକୋର୍ଟ ସମସ୍ତ ଆବେଦନକୁ ଖାରଜ କରିବା ସହ ଇଡି କ୍ଷମତାକୁ ବଳବତର ରଖିଛନ୍ତି । ମନି ଲଣ୍ଡରିଂ ଆକ୍‌ଟର ବ୍ୟବସ୍ଥାର ସାମ୍ବିଧାନିକତାକୁ…

ଦିଲ୍ଲୀରେ ମଙ୍କିପକ୍ସର ଆଉ ଏକ ସନ୍ଦିଗ୍ଧ ମାମଲା । ସବୁ ରାଜ୍ୟରେ ଆଲର୍ଟ

ଦିଲ୍ଲୀ : ଦିଲ୍ଲୀରେ ଆଉ ଜଣେ ବ୍ୟକ୍ତିଙ୍କ ଠାରେ ଦେଖାଯାଇଛି ମଙ୍କିପକ୍ସର ଲକ୍ଷଣ । ତାଙ୍କୁ ଦିଲ୍ଲୀ ଏଲଏନଜେପି ହସ୍ପିଟାଲରେ ଚିକିତ୍ସା କରାଯାଉଛି । ବ୍ୟକ୍ତିଙ୍କ ଶରୀରରେ ଚକଡା ଚକଡା ପରି ଚିହ୍ନ ସୃଷ୍ଟି ହେବା ସହ ଜ୍ୱର ରହିଛି । ବ୍ୟକ୍ତିଙ୍କର ରକ୍ତ ନମୂନା ଟେଷ୍ଟ ପାଇଁ ପୁଣେର ନ୍ୟାସନାଲ…

ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି: ପାର୍ଥଙ୍କ ପରେ ଆଉ କିଏ?

ସମ୍ବାଦ ଓଡ଼ିଶା ବ୍ୟୁରୋ:  ଆମ ଦେଶରେ ସରକାରୀ ଚାକିରିରେ ନିଯୁକ୍ତି ବେଳେ ଟଙ୍କା ଦିଆ ହୁଏ, ଏହା ଅଳ୍ପେ ବହୁତେ ସମସ୍ତେ ଜାଣନ୍ତି, ଅନେକ ଆଶାୟୀ ମଧ୍ୟ ଅଭିଯୋଗ କରନ୍ତି । ଏକଥା ବି ଶୁଣାଯାଏ ବିନା ଲାଂଚରେ ସରକାରୀ ଚାକିରି ହୁଏ ନାହିଁ । ଆଗରୁ ଅନେକ ଚାକିରିରେ ଲାଂଚ, ମାଛ, ମାଂସ ଦିଆ ନିଆ…

ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରୁ 2024 ସୁଦ୍ଧା ଓହରିବ ରୁଷ

ରୁଷ ୟୁକ୍ରେନ ଯୁଦ୍ଧ  ମହାକାଶ କୁ ମଧ୍ୟ ଭାଗ ଭାଗ କରିବାକୁ ବସିଛି । ଯୁଦ୍ଧକୁ ନେଇ ଋଷ ଆମେରିକା ମଧ୍ୟରେ ଛକାପଂଞ୍ଝା ଭିତରେ ଋଷର ମହାକାଶ ସଂସ୍ଥା ରସକସମସ୍ ପକ୍ଷରୁ  ବଡ଼ ଘୋଷଣା କରାଯାଇଛି ।  ଆସନ୍ତା ୨୦୨୪ରେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରୁ ଓହରିବାକୁ ନିଷ୍ପତ୍ତି ନେଇଛି ଋଷ । ନିଜର ଏକ…

ଅମରନାଥ ଗୁମ୍ଫା ନିକଟରେ ପୁଣି ଲଗାଣ ବର୍ଷା

ଓଡ଼ିଶା ସମ୍ବାଦ ବ୍ୟୁରୋ:  ଅମରନାଥ ଗୁମ୍ଫା ନିକଟରେ ପ୍ରବଳ ବର୍ଷା ହେତୁ ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗୁମ୍ଫା ଚାରିପାଖରେ ଥିବା ପାହାଡ଼ରେ ବର୍ଷା ହେତୁ ସ୍ଥାନୀୟ ଅଂଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ତୁରନ୍ତ ସତର୍କ ସୂଚନା ଜାରି କରାଯାଇ ଲୋକଙ୍କୁ ଉଦ୍ଧାର କରାଯାଇଛି।…

ଦେଶର ୪୫ଟି ସ୍ଥାନରେ ବିକଶିତ ହେଉଛି ଜଳମାର୍ଗ ପରିବହନ ସେବା

ନୂଆଦିଲ୍ଲୀ:  କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଏବଂ ଜଳମାର୍ଗ ମନ୍ତ୍ରୀ ଶ୍ରୀ ସର୍ବାନନ୍ଦ ସୋନୱାଲ ରାଜ୍ୟସଭାରେ ଏକ ଲିଖିତ ଉତ୍ତର ଦେଇ କହିଛନ୍ତି  ଯେ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଏବଂ ଜଳମାର୍ଗ ମନ୍ତ୍ରଣାଳୟ ରୋ-ରୋ/ରୋ-ପେକ୍ସ ଫେରୀ ପରିବହନ ସେବାକୁ ପ୍ରୋତ୍ସାହନ ଦେଉଛି । ଏହି ଜଳ…

ଆସନ୍ତା ଜନଗଣନା ହେବ ଡିଜିଟାଲ; ମୋବାଇଲ ଆପରେ ହେବ ତଥ୍ୟ ସଂଗ୍ରହ

ନୂଆଦିଲ୍ଲୀ: ଆଗାମୀ ଜନଗଣନା ଡିଜିଟାଲ ହେବ । ଆଉ କାଗଜ, କଲମ, ଖାତା ବହି ବ୍ୟବହାର ହେବନି । କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଲୋକସଭାରେ ଏହି ସୂଚନା ଦେଇଛନ୍ତି । ଲୋକସଭା ପ୍ରଶ୍ନକାଳରେ ଏକ ପ୍ରଶ୍ନର ଉତ୍ତର ରଖି ମନ୍ତ୍ରୀ ନିତ୍ୟାନନ୍ଦ ରାୟ ଡିଜିଟାଲ ଜନଗଣନା ହେବ ବୋଲି…