Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ରାଷ୍ଟ୍ରପତିଙ୍କୁ ତାତ୍ସଲ୍ୟ କରି ଅଡୁଆରେ ଟିଏମସି ନେତା

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ତାତ୍ସଲ୍ୟ କରି ଅଡୁଆରେ ପଡିଛନ୍ତି ତୃଣମୂଳ କଂଗ୍ରେସ ନେତା ଅଖିଳ ଗିରି । ଏପରି ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଅଖିଳ ଗିରି ନନ୍ଦିଗ୍ରାମରେ ଏକ ରାଲିରେ ଭାଷଣ ଦେଉଛନ୍ତି । ରାଷ୍ଟ୍ରପତିଙ୍କ ରଙ୍ଗ, ରୂପକୁ ନେଇ ସେ ଅତି କୁତ୍ସିତ…

ନଭେମ୍ୱର ୧୫ରେ ମହାକାଶକୁ ଯିବ ଭାରତର ପ୍ରଥମ ଘରୋଇ ରକେଟ୍

ଶ୍ରୀହରିକୋଟା: ଭାରତର ପ୍ରଥମ ଘରୋଇ ରକେଟ୍ ବିକ୍ରମ-ଏସ୍ । ଆଉ ମାତ୍ର ଦୁଇ ଦିନ ପରେ ନଭେମ୍ୱର ୧୫ ତାରିଖରେ ଏହାକୁ ମହାକାଶକୁ ପ୍ରେରଣ କରାଯିବ  । ହାଇଦ୍ରାବାଦର ଅନ୍ତରୀକ୍ଷ ଷ୍ଟାର୍ଟଅପ୍ ସ୍କାଏରୁଟ୍ ଏରୋସ୍ପେସ୍ ଗତକାଲି ଏନେଇ ଘୋଷଣା କରିଛି । ଏହି ମିଶନର ନାଁ ରହିଛି ‘ପ୍ରାରମ୍ଭ’ । ୩…

୬୮ ବିଧାନସଭା ଆସନ ପାଇଁ ହିମାଚଳପ୍ରଦେଶରେ ଭୋଟିଂ ଆରମ୍ଭ

ସିମଲା: ଆରମ୍ଭ ହେଲା ହିମାଚଳ ପ୍ରଦେଶ ଭୋଟିଂ । ଆଜି ହିମାଚଳ ପ୍ରଦେଶର ୬୮ ଆସନ ପାଇଁ ଭୋଟ୍ ଗ୍ରହଣ ହେଉଛି । ସକାଳ ୮ଟାରୁ ଭୋଟିଂ ଆରମ୍ଭ ହୋଇଛି । ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମତଦାନ ହେବ । ୪୧୨ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୫୫ ଲକ୍ଷରୁ ଅଧିକ ଭୋଟର । ସେଥିରୁ ୨୪ ଜଣ ମହିଳା…

ଡିସେମ୍ବର ୭ରୁ ସଂସଦର ଶୀତକାଳୀନ ଅଧିବେଶନ!

ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ପ୍ରଥମ ସପ୍ତାହରେ ଆରମ୍ଭ ହେବାର ସମ୍ଭାବନା ରହିଛି। ତାରିଖ ଅନୁଯାୟୀ ଚୂଡ଼ାନ୍ତ ନିଷ୍ପତ୍ତି ସଂସଦୀୟ ବ୍ୟାପାର କ୍ୟାବିନେଟ କମିଟି ଗ୍ରହଣ କରିବ ବୋଲି ସୂଚନା ରହିଛି। କିନ୍ତୁ ଯାହା ସୂଚନା ରହିଛି ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ୭ ରୁ…

 ସତ୍ୟେନ୍ଦ୍ର ଜୈନଙ୍କୁ ଜାମିନ ମାମଲା, ରାୟ ସଂରକ୍ଷିତ ରଖିଲେ କୋର୍ଟ

ନୂଆଦିଲ୍ଲୀ: ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ଜାମିନ ଆବେଦନ ଉପରେ ରାୟ ସଂରକ୍ଷିତ ରଖିଛନ୍ତି କୋର୍ଟ । ସ୍ବତନ୍ତ୍ର କୋର୍ଟ ନଭେମ୍ବର 16 ରେ ରାୟ ଘୋଷଣା କରିବାର ସମ୍ଭାବନା ରହିଛି। ସିବିଆଇ ଓକିଲ ଏବଂ ସତ୍ୟେନ୍ଦ୍ରଙ୍କ ଓକିଲଙ୍କ ଯୁକ୍ତି ଶୁଣିବା ପରେ…

ଯୁଦ୍ଧ ଭିତରେ ଆଲୋଚନା ଚାହୁଁଛନ୍ତି ପୁଟିନ, କିଏ କରିବ ମଧ୍ୟସ୍ଥି ?

ମସ୍କାେ: ଦକ୍ଷିଣ ୟୁକ୍ରେନର ଖେରସନ ସହରରେ ତିନି ଦିନ ହେଲେ ଗୁଳି ଫୁଟିନ । ବାରୁଦ ଗନ୍ଧ ନାହିଁ । ୟୁକ୍ରେନ ସେନା ସରକାରୀ କାର୍ଯ୍ୟାଳୟରେ ନିଜ ପତାକା ଉଡାଇବା ସହ ଜାତୀୟ ସଂଗୀତ ଗାନ କରୁଥିବା ଭିଡିଓ ଭାଇରାଲ ହେଉଛି । ଏହାରି ଭିତରେ ବିଦେଶୀ ଗଣମାଧ୍ୟମରେ ଗୋଟିଏ ଆଲୋଚନା ହେଉଛି ଯେ ପୁଟିନ…

ଅଧା ରହିଗଲା ଅଗ୍ନିବୀର ସ୍ୱପ୍ନ: ରାଲିରେ ଚାଲିଗଲା ଦୁଇ ଭାଇଙ୍କ ଜୀବନ

ଭୋପାଳ: ସେନାରେ ଯୋଗ ଦେବେ । ଦେଶ ପାଇଁ ଲଢିବେ । ଆଖିରେ ଥିଲା ଏମିତି କିଛି ସ୍ୱପ୍ନ  । ସ୍ୱପ୍ନ ପୂରଣ ପାଇଁ ଲାଗି ପଡିଥିଲେ । ଜୋରଦାର ପ୍ରସ୍ତୁତି  କରିଥିଲେ । ହେଲେ ସବୁ ସ୍ୱପ୍ନ ଅଧା ରହିଗଲା । ସେନାରେ ଭର୍ତ୍ତି ହେବା ପୂର୍ବରୁ ଚାଲିଗଲା ଜୀବନ । ଜଣେ ନୁହେଁ, ହାତ ଧରାଧରି ହୋଇ…

ରାଜୀବ ହତ୍ୟା ମାମଲାର ୬ ଅଭିଯୁକ୍ତଙ୍କୁ ଖଲାସ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ 

ନୂଆଦିଲ୍ଲୀ: ରାଜୀବ ଗାନ୍ଧୀ ହତ୍ୟା ଘଟଣାରେ ସଂପୃକ୍ତ ୬ ଜଣ ଅଭିଯୁକ୍ତଙ୍କୁ ଖଲାସ  କରିବା ପାଇଁ ସୁପ୍ରିମକୋର୍ଟ ଆଜି ନିର୍ଦ୍ଦେଶ  ଦେଇଛନ୍ତି । ଯଦି ସେମାନଙ୍କ ବିରୋଧରେ ଅନ୍ୟ କୌଣସି ମାମଲା ନାହିଁ ତେବେ ସେମାନଙ୍କୁ ତୁରନ୍ତ ଖଲାସ କରିବା ପାଇଁ କୋର୍ଟ ତାଙ୍କ ନିର୍ଦ୍ଦେଶରେ କହିଛନ୍ତି ।…

ଦେବାଳିଆ ହୋଇପାରେ ଟ୍ବିଟର, ଆଶଙ୍କା କଲେ ମାଲିକ ମସ୍କ

ନୂଆଦିଲ୍ଲୀ: ଟ୍ୱିଟର ହୋଇପାରେ ଦେବାଳିଆ। ନୂଆ ମାଲିକ ଏଲନ ମସ୍କ ସୋସିଆଲ୍ ମିଡିଆରେ ଏଭଳି ଏକ ଆଶଙ୍କା କରିଛନ୍ତି। ବିଶ୍ବର ସବୁଠୁ ଧନୀ ବ୍ୟକ୍ତି ମସ୍କ ଟ୍ୱିଟର କର୍ମଚାରୀଙ୍କୁ ଫୋନ୍ କରି କହିଛନ୍ତି ଯେ ଦେବାଳିଆ ସମ୍ଭାବନାକୁ ଏଡ଼ାଇ ଦିଆଯାଇପାରିବ ନାହିଁ। ମସ୍କ ଦୁଇ ସପ୍ତାହ ପୂର୍ବରୁ ୪୪…