Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

[ଦେଖନ୍ତୁ ଭିଡିଓ] ରାଷ୍ଟ୍ରପତି ନିର୍ବାଚନ: ପ୍ରଥମ ରାଉଣ୍ଡ ଫଳାଫଳରେ ମୁର୍ମୁ ଆଗୁଆ

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନର ପ୍ରଥମ ରାଉଣ୍ଡ ଫଳାଫଳ ଆସିଛି । ପ୍ରଥମ ରାଉଣ୍ଡରେ ଦ୍ରୌପଦୀ ମୁର୍ମୁଙ୍କୁ ୫୪୦ ଖଣ୍ଡ ଭୋଟ୍ ମିଳିଥିବା ବେଳେ ମିଳିତ ବିରୋଧୀ ଦଳର ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ମିଳିଛି ୨୦୮ ଭୋଟ୍ । ସମୁଦାୟ ଭୋଟ୍‌ରୁ ୧୫ଟି ଭୋଟ୍ ନାକଚ ହୋଇଥିବା ଜଣାପଡ଼ିଛି ।…

କିଏ ଯିବେ ରାଇସିନା ହିଲ୍ ? ରାଷ୍ଟ୍ରପତି ନିର୍ବାଚନ ଭୋଟ୍ ଗଣତି ଜାରି

ନୂଆଦିଲ୍ଲୀ: ଦ୍ରୌପଦୀ ମୁର୍ମୁ ନା ଯଶୱନ୍ତ ସିହ୍ନା ? କିଏ ଯିବେ ରାଇସିନା ହିଲ୍ ? ରାଷ୍ଟ୍ରପତି ପଦ ପାଇଁ ୧୮ ତାରିଖରେ ହୋଇଥିବା ନିର୍ବାଚନର ଆଜି ଭୋଟ୍ ଗଣତି ଚାଲିଛି । ମିଳିତ ବିରୋଧୀ ଦଳର ପ୍ରାର୍ଥୀ ଯଶୱନ୍ତ ସିହ୍ନା ଓ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ମଧ୍ୟରେ କଡ଼ା ଟକ୍କର ହୋଇଥିଲେ…

ୟୁରୋପରେ ଅଗ୍ନିବର୍ଷା, ୧୦ ଦିନରେ ସ୍ପେନରେ ୫୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ

ଲଣ୍ଡନ: ୟୁରୋପରେ ଅଗ୍ନିବର୍ଷା । ୟୁରୋପର ଅନେକ ଦେଶ ଏବେ ପ୍ରବଳ ଉତ୍ତାପର ସାମ୍ନା କରୁଛି। ଫଳସ୍ୱରୂପ, ସହର ଗୁଡିକରେ ଥିବା ଜଙ୍ଗଲ ଗୁଡିକ ପ୍ରଭାବିତ ହୋଇଛି । ଆଉ ସାଧାରଣ ଲୋକ ମଧ୍ୟ ପ୍ରବଳ ଉତ୍ତାପର ଶିକାର ହୋଇ ପ୍ରାଣ ହରାଉଛନ୍ତି। ୟୁରୋପର ଅନ୍ୟତମ ଦେଶ ସ୍ପେନରେ  ଆଶ୍ଚର୍ଯ୍ୟଜନକ ଚିତ୍ର…

ଆପୋଲୋ ହସ୍ପିଟାଲରେ ଭର୍ତ୍ତି ହେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ୱନ୍ତ ମାନ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଗତକାଲି ରାତିରେ ଡାକ୍ତରଖାନାକୁ ଅଣାଯାଇଥିଲା। ପେଟରେ ଯନ୍ତ୍ରଣା ହେଉଥିବାରୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ରହିଛି । ହେଲେ ହସ୍ପିଟାଲ କର୍ତ୍ତୃପକ୍ଷ ଏ ନେଇ କୌଣସି ସୂଚନା…

ମନି ଲଣ୍ଡରିଂ ମାମଲାରେ ଆଜି ଇଡିରେ ହାଜର ହେବେ ସୋନିଆ ଗାନ୍ଧୀ !

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ନ୍ୟାସନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ଆଜି ଇଡିରେ ହାଜର ହେବେ। ଏହାପୂର୍ବରୁ ଇଡି ଏହି ମାମଲାରେ ସୋନିଆ ଗାନ୍ଧୀଙ୍କ ପୁଅ ତଥା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଏହି ମାମଲାରେ ପାଞ୍ଚ ଦିନ ଜେରା କରିଥିଲା। ଅନ୍ୟପକ୍ଷରେ ଇଡି…

ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହଙ୍କୁ କରୋନା

ଅଗରତାଲା: ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି । ସାମାନ୍ୟ ଅସୁସ୍ଥ ଅନୁଭବ କରିବାରୁ ସେ ନିଜର କୋଭିଡ ୧୯ ଟେଷ୍ଟ କରାଇଥିଲେ । ଏବେ ଏହା ପଜିଟିଭ ଆସିଛି । ସେ ତାଙ୍କ ଟେଷ୍ଟ ରିପୋର୍ଟ ସାର୍ବଜନୀନ କରିଛନ୍ତି । ମୋ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ…

୬ଟି ଯାକ ମାମଲାରେ ଜୁବୈରଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ: ଅଲ୍ଟ ନ୍ୟୁଜର ପ୍ରତିଷ୍ଠାତା ମହମ୍ମଦ ଜୁବୈରଙ୍କୁ ୬ଟି ଯାକ ମାମଲାରେ ଜାମିନ ମିଳିଛି । ସୁପ୍ରିମକୋର୍ଟ ତାଙ୍କୁ ସନ୍ଧ୍ୟା ୬ଟା ସୁଦ୍ଧା ଜେଲରୁ ଖଲାସ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । ୟୁପିରେ ତାଙ୍କ ନାଁରେ ରୁଜୁ କରାଯାଇଥିବା ସମସ୍ତ ଏଫଆଇଆରକୁ ଦିଲ୍ଲୀ ସ୍ଥାନାନ୍ତର…

ସିଦ୍ଧୁ ମୁସେୱାଲା ମର୍ଡର କେସ: ଏନକାଂଉଟରରେ ଟଳିଲେ ୨ ଶାର୍ପ ଶୁଟର

ଚଣ୍ଡୀଗଡ: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲ ମର୍ଡର କେସରେ ସମ୍ପୃକ୍ତ ଥିବା ୨ ଶାର୍ପ ଶୁଟର ଆଜି ପୋଲିସ ଏନକାଂଉଟରରେ ଟଳିଛନ୍ତି । ଏହି ୨ଜଣ ହେଲେ ଜଗରୂପ ରୂପା ଓ ମନପ୍ରୀତ ମନ୍ନୁ । ଭାରତ-ପାକିସ୍ତାନ ବର୍ଡରଠାର ୧୦ କିଲୋମିଟର ଦୂରରେ ଏହି ଏନକାଂଉଟର ଚାଲିଥିଲା । ଏହି ୨ ଅପରାଧୀ ପାକିସ୍ତାନକୁ…

ଚିତା ବାଘ ପ୍ରକଳ୍ପ ସଂରକ୍ଷଣ ପାଇଁ ଭାରତ-ନାମିବିଆ ମଧ୍ୟରେ ଏମଓୟୁ

ନୂଆଦିଲ୍ଲୀ: ଭାରତ ସରକାର ଏବଂ ନାମିବିୟା ସରକାରଙ୍କ ମଧ୍ୟରେ ବନ୍ୟପ୍ରାଣୀ ସଂରକ୍ଷଣ ଏବଂ ବିଶେଷତଃ ଚିତା ବାଘ ସଂରକ୍ଷଣକୁ ଗୁରୁତ୍ୱ ଦେଇ ଏକ ଏମଓୟୁ ସ୍ୱାକ୍ଷର ହୋଇଛି । ଦୀର୍ଘସ୍ଥାୟୀ ଜୈବବିବିଧତାର ଉପଯୋଗ କ୍ଷେତ୍ରରେ ସହଯୋଗ ପାଇଁ ଏକ ବୁଝାମଣା ପତ୍ର (ଏମଓୟୁ) ସ୍ୱାକ୍ଷରିତ ହୋଇଛି । ଏହି…

ଖସୁଛି ଟଙ୍କା, ବଢ଼ୁଛି ଦରଦାମ

ନୂଆଦିଲ୍ଲୀ: ସଂକଟରେ ଭାରତୀୟ ଅର୍ଥନୀତି । ମହାମାରୀ କୋଭିଡ୍ ପରେ ମାନ୍ଦାବସ୍ଥାରୁ ମୁକୁଳି ପାରୁନି ଭାରତୀୟ ଅର୍ଥ ବ୍ୟବସ୍ଥା । ଦରବୃଦ୍ଧି ଓ ଡଲାର ତୁଳନାରେ ଟଙ୍କାର ମୂଲ୍ୟ ଖସିବା ସ୍ଥିତିକୁ ଆହୁରି ସଂକଟ ଆଡ଼କୁ ଟାଣି ନେଉଛି । ଯଦିଓ ମେ ତୁଳନାରେ ଦେଶରେ ଖୁଚୁରା ମୁଦ୍ରାସ୍ଫୀତି ସାମାନ୍ୟ…