Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

୮୦ ବର୍ଷରେ ପାଦ ଥାପିଲେ ବିଗ୍‌ ବି ଅମିତାଭ ବଚ୍ଚନ

ମୁମ୍ବାଇ: ଆଜି ହେଉଛି ବିଗ୍‌ ବି ଅମିତାଭ ବଚ୍ଚନଙ୍କ ଜନ୍ମଦିନ  । ୮୦ ବର୍ଷରେ ପାଦ  ଦେଇଛନ୍ତି ବିଗ୍‌ ବି ଅମିତାଭ  । ଗୋଟିଏ ନାଁ  କିନ୍ତୁ ସାଉଁଟିଛନ୍ତି ଅନେକ ଚରିତ୍ର ଓ ଅନେକ ପରିଚୟ । ୧୯୪୨ ମସିହା ଅକ୍ଟୋବର ମାସ ଆଜିର ଦିନରେ ଉତ୍ତର ପ୍ରଦେଶର ଆଲ୍ଲାହାବାଦରେ ଜନ୍ମଗ୍ରହଣ କରିଥିଲେ ଅମିତାଭ…

ପାକିସ୍ତାନରେ ଆତଙ୍କବାଦୀଙ୍କ ରାସ୍ତା ଅବରୋଧ, ଜେଲରେ ଥିବା ସାଥୀଙ୍କୁ ମୁକ୍ତ କରିବାକୁ ଦାବି

ଇସଲାମାବାଦ: ଏବେ ବି ଆତଙ୍କବାଦୀଙ୍କ କବଜାରେ ଅଛନ୍ତି ପାକିସ୍ତାନ ମନ୍ତ୍ରୀ ଓ ପର୍ଯ୍ୟଟକ। ଆତଙ୍କବାଦୀମାନେ ରାସ୍ତାରୁ ମନ୍ତ୍ରୀ ଓ ପର୍ଯ୍ୟଟକଙ୍କୁ ଉଠାଇ ନେବା ସହ ଜେଲରେ ବନ୍ଦି ଥିବା ସାଥୀ ଆତଙ୍କବାଦୀଙ୍କୁ ମୁକ୍ତ କରିବାକୁ ଦାବି କରିଥିଲେ। ସେପଟେ ମନ୍ତ୍ରୀ ଏବଂ ପର୍ଯ୍ୟଟକଙ୍କୁ ଛଡେଇ…

ରାତି ପାହିଲେ U17 ମହିଳା ଫିଫା ବିଶ୍ବକପ: ଭାରତ-ୟୁଏସ ମଧ୍ୟରେ ହେବ ମୁକାବିଲା

ଭୁବନେଶ୍ବର: ରାତି ପାହିଲେ ଆରମ୍ଭ ହେବ ଅଣ୍ଡର -୧୭ ମହିଳା ଫିଫା ବିଶ୍ବକପ । ଖେଳ ଆରମ୍ଭ ହେବା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ପ୍ରଥମ ଥର ପାଇଁ ଓଡ଼ିଶାରେ ଫିଫା ବିଶ୍ବକପ ଭଳି ଏକ ଓ୍ବାଲ୍ଡ କ୍ଲାସ ଇଭେଣ୍ଟ ଆୟୋଜିତ ହେବାକୁ ଯାଉଛି । ଏଥିପାଇଁ ଫୁଟବଲ ପ୍ରେମୀମାନେ ରାଜଧାନୀରେ…

ଶିବସେନାର ଦୁଇ ଗୋଷ୍ଠୀଙ୍କୁ ମିଳିଲା ଦୁଇ ନୂଆ ଦଳର ନାମ

ମୁମ୍ବାଇ: ମହାରାଷ୍ଟ୍ର ରାଜନୀତିରେ ଶିବସେନାର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଦୁଇ ଗୋଷ୍ଠୀଙ୍କୁ  ନୂଆ ନାମ ମିଳିଛି । କିଛି ଦିନ ଧରି ଉଦ୍ଧବଙ୍କ ଗୋଷ୍ଠୀ ଏବଂ ଏକନାଥଙ୍କ ଗୋଷ୍ଠୀଙ୍କ ମଧ୍ୟରେ ଦଳର ନାମ ଓ ଚିହ୍ନକୁ ନେଇ ବିବାଦ ଲାଗି ରହିଥିଲା । ଏହି ମାମଲା…

ଅର୍ଥନୀତି ପାଇଁ ୩ଜଣ ପାଇବେ ନୋବେଲ ପୁରସ୍କାର

ନୂଆଦିଲ୍ଲୀ : ଅର୍ଥନୀତି ପାଇଁ ନୋବେଲ ପୁରସ୍କାର ଘୋଷଣା ହୋଇଛି  । ଚଳିତ ବର୍ଷ ମେଡିସିନ୍, ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ସାହିତ୍ୟ, ଶାନ୍ତି ଏବଂ ଅର୍ଥନୀତି ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ତେବେ ଅକ୍ଟୋବର ୩ ତାରିଖରୁ ଆରମ୍ଭ ହୋଇଥିବା ଆଜି ଅର୍ଥନୀତି ବିଜ୍ଞାନରେ…

ଗାଈକୁ ଜାତୀୟ ପଶୁ କରିବା ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଗାଈକୁ ଜାତୀୟ ପ୍ରାଣୀ ମାନ୍ୟତା ପ୍ରଦାନ ପାଇଁ କରାଯାଇଥିବା ଆବେଦନକୁ ଆଜି ସୁପ୍ରିମକୋର୍ଟ ଖାରଜ କରି ଦେଇଛନ୍ତି । ଏପରିକି ଏ ନେଇ ସୁପ୍ରିମକୋର୍ଟ ଆବେଦନକାରୀଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ବିଚାରପତି ସଞ୍ଜୟ କିଶାଲ କୌଲ ଆବେଦନକାରୀ ଓକିଲଙ୍କ ପଚାରିଥିଲେ ଏହା କଣ…

ୟୁକ୍ରେନ୍ ଉପରେ ୭୫ଟି ମିସାଇଲ୍ ମାଡ଼ କଲା ଋଷ

କିଭ୍: ଋଷ ସହ କ୍ରିମିଆକୁ ଯୋଡ଼ୁଥିବା ବ୍ରିଜ୍ ବିସ୍ଫୋରଣ ପରେ ପୁଣି ରକ୍ତମୁଖା ହୋଇଛି ଋଷ । ଆଜି ୟୁକ୍ରେନର ବିଭିନ୍ନ ସହରରେ ଋଷ ପ୍ରାୟ ୭୫ଟି ମିସାଇଲ୍ ମାଡ଼ କରିଛି । କେବଳ କିଭରେ ୩ଟି ବଡ଼ ଧରଣର ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି । ୟୁକ୍ରେନ୍ ପକ୍ଷରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନରେ ଛପି…

ନାଁ ମୁଲାୟମ..କିନ୍ତୁ ରାଜନୀତିରେ ନେଉଥିଲେ କଠୋର ନିଷ୍ପତି

ନୂଆଦିଲ୍ଲୀ:ରାଜନୀତି ଆଖଡାରେ ପ୍ରତିଷ୍ଠିତ ପହିଲମାନ ମୁଲାୟମ ସିଂ ଯାଦବଙ୍କ ପରଲୋକ ହୋଇଯାଇଛି । ୨୫ ବର୍ଷର ରାଜନୈତି କ୍ୟାରିୟରରେ ମୁଲାୟମ ୫ଥର ଦଳ ବଦଳାଇବା ପରେ ଶେଷରେ ନିଜ ପାର୍ଟି ତିଆରି କରିଥିଲେ । ୧୯୬୭ରେ ସୋସଲିଷ୍ଟ ପାର୍ଟି ଟିକେଟରେ ଲଢ଼ି ପ୍ରଥମ ଥର ପାଇଁ ନିର୍ବାଚନ ଜିତିଥିଲେ । ଏହାର…

ରାଜନୀତିର ୫୫ ବର୍ଷ, ମୁଲାୟମ ଯେବେ ହୋଇଥାନ୍ତେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ: ଦେଶର ହିନ୍ଦୀ ଭାଷାଭାଷୀ ଅଞ୍ଚଳର ରାଜନୀତିରେ ୫ ଦଶନ୍ଧିରୁ ଅଧିକ ସମୟ ଧରି ସକ୍ରିୟ ଥିଲେ ମୁଲାୟମ ସିଂ ଯାଦବ । ୫୫ ବର୍ଷର ଲମ୍ବା ରାଜନୈତିକ ଜୀବନ ଭିତରେ ମୁଲାୟମ ପ୍ରଧାନମନ୍ତ୍ରୀ ହେଉ ହେଉ ଅଟକି ଯାଇ ପ୍ରତିରକ୍ଷା ମନ୍ତ୍ରୀ ହୋଇଥିଲେ । ୭ ଥର ସାଂସଦ ରହିଥିବା ମୁଲାୟମ ୮ ଥର…

୩ ଥରର ମୁଖ୍ୟମନ୍ତ୍ରୀ, ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମଙ୍କ ଦେହାନ୍ତ

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ପରଲୋକ ହୋଇଛି । ୮୨ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ମୁଲାୟମ । ଉଚ୍ଚ ରକ୍ତଚାପ ଓ ଶ୍ୱାସକ୍ରିୟାରେ ଅସୁବିଧା ଯୋଗୁଁ ତାଙ୍କୁ ଗୁରୁଗ୍ରାମର ମେଦାନ୍ତ…