Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଗେହଲଟ ଆଉଟ୍, କଂଗ୍ରେସ ଅଧ୍ୟକ୍ଷ ରେସରେ ୧୦ ଜନପଥର ତିନି ବିଶ୍ବସ୍ତ !

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଛି। ହେଲେ ନେତୃତ୍ବକୁ ନେଇ ରାଜସ୍ଥାନ କଂଗ୍ରେସରେ ଦେଖା ଦେଇଥିବା ସଙ୍କଟ ନିର୍ବାଚନ ଯେଉଁଭଳି ସ୍ବାଭାବିକ ଭାବରେ ହେବ ବୋଲି ଆଶା କରାଯାଉଥିଲା ସେଥିରେ ବ୍ୟତିକ୍ରମ ହୋଇଛି। ପ୍ରଥମେ ଅଶୋକ ଗେହଲଟ ଏବଂ ଶଶୀ…

ନବରାତ୍ରୀରେ ଟ୍ରେନରେ ମିଳିବ ବ୍ରତ ଥାଳି

ନୂଆଦିଲ୍ଲୀ: ନବ ରାତ୍ରୀ ପାଇଁ ରେଳ ମନ୍ତ୍ରଣାଳୟ ଭକ୍ତମାନଙ୍କ ପାଇଁ ସ୍ୱତନ୍ତ୍ର ମେନ୍ୟୁ ପ୍ରସ୍ତୁତ କରିଛି । ଏହା ଅନୁସାରେ ନବରାତ୍ରୀ ପାଳନ କରୁଥିବା ଭକ୍ତଙ୍କ ପାଇଁ ବ୍ରତ ଥାଳି ଉପଲବ୍ଧ ହେବ । ରେଳବାଇ ପକ୍ଷରୁ ଏ ନେଇ ଟ୍ୱିଟ କରି ଯାତ୍ରୀମାନଙ୍କୁ ସୂଚନା ଦିଆଯାଇଛି । ୨୬ ସେପ୍ଟମ୍ବରରୁ ୫…

ଆସନ୍ତୁ ଜାଣିବା କେବେ ଉଲକାପିଣ୍ଡ ଡିର୍ମୋଫୋସକୁ ଧକ୍କା ଦେବ ନାସାର ଡାର୍ଟ

ୱାଶିଂଟନ: ପୃଥିବୀ ପୃଷ୍ଠରେ ଯେପରି ମହାକାଶରୁ ଖସୁଥିବା ଉଲକାପିଣ୍ଡ ମାଡ ନ ହେବେ ସେଥିପାଇଁ ନାସା ଉଦ୍ୟମ ଆରମ୍ଭ କରିଛି । ନାସାର ଡାର୍ଟ ମିଶନ ଆମକୁ ଆଗାମୀ ବିପଦରୁ ରକ୍ଷା କରିବ ବୋଲି ଆଶା କରାଯାଉଛି । ବର୍ତମାନ ପୃଥିବୀଠାରୁ ୬୮ ଲକ୍ଷ କିଲୋମିଟର ଦୂରରେ ଥିବା ଉଲକା ପିଣ୍ଡ ଡିର୍ମୋଫୋସକୁ…

ଆମ ଦୁନିଆ ସହ ସମ୍ପର୍କ ସ୍ଥାପନ କରିବାକୁ ଚାହୁଁଛନ୍ତି ଏଲିୟନ !

ନୂଆଦିଲ୍ଲୀ: ଏଲିୟନ ବା ପରଗ୍ରହୀ ନେଇ ବିଭିନ୍ନ ଖବର ପ୍ରକାଶ ପାଇଥାଏ । ତେବେ ସତରେ ଏହି ବ୍ରହ୍ମାଣ୍ଡରେ ଏଲିୟନଙ୍କ ସ୍ଥିତି ଅଛି କି ନାହିଁ ପ୍ରଶ୍ନ ଆମ ମୁଣ୍ଡକୁ ବାରମ୍ବାର ଆସିଥାଏ । ବୈଜ୍ଞାନିକମାନେ ମଧ୍ୟ ଏହି ରହସ୍ୟ ଉପରୁ ବାରମ୍ବାର ପରଦା ଉଠାଇବାକୁ ଉଦ୍ୟମ ଜାରୀ ରଖିଛନ୍ତି । ଇତି…

ନୂଆ ଦଳର ନାମ ଘୋଷଣା କଲେ ଗୁଲାମ ନବୀ ଆଜାଦ୍

ନୂଆଦିଲ୍ଲୀ: କଂଗ୍ରେସରୁ ଇସ୍ତଫା ଦେଇ ଦୀର୍ଘ ଦଶନ୍ଧିର ସମ୍ପର୍କ ଭାଙ୍ଗିଥିବା ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ଆଜି ତାଙ୍କ ନୂଆ ଦଳର ନାମ ଘୋଷଣା କରିଛନ୍ତି। ସେ ତାଙ୍କ ଦଳର ନାମ 'ଡେମୋକ୍ରାଟି ଆଜାଦ' ଦେଇଛନ୍ତି। ଯାହା କୌଣସି ଦଳ କିମ୍ବା ନେତାଙ୍କ ଦ୍ୱାରା ପ୍ରଭାବିତ ହେବ ନାହିଁ ଏବଂ…

କଂଗ୍ରେସ ଅଧ୍ୟକ୍ଷ ରେସରୁ ଗେହଲୋଟ୍ ଆଉଟ୍, କମଲନାଥ୍ ଇନ୍ !

ନୂଆଦିଲ୍ଲୀ: ରାଜସ୍ଥାନ ରାଜଧାନୀ ଜୟପୁରରୁ ଦେଶର ରାଜଧାନୀ ଦିଲ୍ଲୀ କଂଗ୍ରେସ ଶିବିର ଚଳଚଞ୍ଚଳ ହୋଇଛି। ମୁଖ୍ୟମନ୍ତ୍ରୀ ପଦକୁ ନେଇ ଅଶୋକ ଗେହଲୋଟଙ୍କ ଶିବିର ବିଦ୍ରୋହ କରିବା ପରେ ଅନେକ ରାଜନୈତିକ ସମୀକରଣ ବଦଳିବାରେ ଲାଗିଛି। କଂଗ୍ରେସ ସଭାପତି ପଦ ପାଇଁ ନିର୍ବାଚନରେ ​​ପ୍ରତିଦ୍ୱନ୍ଦ୍ୱିତା…

ଆଇଏଏସ ଅଧିକାରୀ ସେୟାର କଲେ ମାର୍କ ସିଟ୍, ଦଶମ ଗଣିତରେ ୩୬ ଓ ଇଂରାଜୀରେ ରଖିଥିଲେ ୩୫ ମାର୍କ

ଓଡିଶା ସମ୍ବାଦ ବ୍ୟୁରୋ: ଅଧିକାଂଶ ସମୟରେ ସଫଳ ହେବା ପାଇଁ ପରୀକ୍ଷା ମାର୍କ, କିମ୍ବା ଗ୍ରେଡର ଆବଶ୍ୟକତା ପଡ଼େ ନାହିଁ। ନିଜର ଉପସ୍ଥିତି ବୁଦ୍ଧି, ପରିଶ୍ରମ ଏବଂ ଲକ୍ଷ୍ୟ ହିଁ ଆପଣଙ୍କୁ ସଫଳତାର ଶୀର୍ଷରେ ପହଞ୍ଚାଇ ଥାଏ। ଆମେ କେଉଁ ବୃତ୍ତି କରିବା କିମ୍ବା କେଉଁ ଲାଇନରେ କ୍ୟାରିଅର ତିଆରି…

ଯୋଶୀ ବନାମ ପାଇଲଟ୍ : କିଏ ହେବେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ!

ଜୟପୁର: ରାଜସ୍ଥାନ ରାଜନୀତି ଏବେ ଘଡିକେ ଘାେଡା ଛୁଟୁଛି । କିଏ ମୁଖ୍ୟମନ୍ତ୍ରୀ ହେବ ତାକୁ ନେଇ ରାତିସାରା ନେତାଙ୍କ ସହ ଆଲୋଚନା ଚାଲିଛି । କୁହାଯାଉଛି ଅଶୋକ ଗେହଲୋଟଙ୍କ ଗୋଷ୍ଠୀର ୮୦ ବିଧାୟକ ବାଚସ୍ପତି ସିପି ଯୋଶୀଙ୍କୁ ଇସ୍ତଫା ଦେଇଛନ୍ତି । ସେମାନଙ୍କ କହିବା କଥା ପାଇଲଟଙ୍କୁ…

ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍; ୭ ମୃତ, ୧୦ ଗୁରୁତର

ସିମଲା: ହିମାଚଳ ପ୍ରଦେଶ କୁଲ୍ଲୁ ଜିଲ୍ଲାସ୍ଥିତ ବଞ୍ଜାର ଘାଟି ଅଞ୍ଚଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ରବିବାର ରାତି ଘାଟିରେ ଓଲଟିଲା ଏକ ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୧୦ ଜଣ ଗୁରୁତର ଅଛନ୍ତି। ୫ ଜଣଙ୍କୁ କୁଲ୍ଲୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା…

ରାଜସ୍ଥାନରେ ହାଇ ପଲଟିକାଲ ଡ୍ରାମା: ଇସ୍ତଫା ଦେଲେ ଗେହଲଟ ଗୋଷ୍ଠୀର ୯୨ ବିଧାୟକ !

ଜୟପୁର: ରାଜସ୍ଥାନ କଂଗ୍ରେସରେ ଆଜି ହାଇ ପଲଟିକାଲ ଡ୍ରାମା ଦେଖିବାକୁ ମିିଳିଛି । ରିପୋର୍ଟ ମୁତାବକ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲେଟଙ୍କୁ ସମର୍ଥନ କରି ଆଜି ୯୨ ବିଧାୟକ ବାଚସ୍ପତି ସିପି ଯୋଶୀଙ୍କୁ ଭେଟି ଇସ୍ତଫା ଦେଇଥିବା ଜଣାପଡିଛି । ଫଳରେ ଦଳ ଏକ ଅଜବ ପରିସ୍ଥିତିର ସମ୍ମୁଖୀନ ହୋଇଛି । ଗେହଲେଟ…