Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଉପାଧ୍ୟକ୍ଷଙ୍କ ପ୍ୟାନେଲରେ ପୁଣି ସ୍ଥାନ ପାଇଲେ ସସ୍ମିତ ପାତ୍ର

ନୂଆଦିଲ୍ଲୀ:  ରାଜ୍ୟସଭା ଅଧ୍ୟକ୍ଷ ତଥା ଉପ-ରାଷ୍ଟ୍ରପତି ଏମ ଭେଙ୍କୟା ନାଇଡୁ ରାଜ୍ୟସଭା ପାଇଁ ଉପାଧ୍ୟକ୍ଷମାନଙ୍କ ପ୍ୟାନେଲକୁ ପୁନର୍ଗଠନ କରିଛନ୍ତି । ଏହି ପ୍ୟାନେଲରେ ଓଡ଼ିଶାର ରାଜ୍ୟସଭା ସାଂସଦ ଡ ସସ୍ମିତ ପାତ୍ର ଙ୍କୁ ପୁଣିଥରେ ସ୍ଥାନ ଦେଇଛନ୍ତି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । …

ଏନ୍‌ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ସମର୍ଥନ କରିବ ବିଜେଡି

ଭୁବନେଶ୍ବର:  ଏନ୍‌ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ବିଜେଡି ସମର୍ଥନ କରିବ । ଏନେଇ ବିଜେଡି ପକ୍ଷରୁ ସ୍ପଷ୍ଟ କରାଯାଇଛି । ଉପରାଷ୍ଟ୍ରପତି ନିର୍ବାଚନ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଫୋନରେ କଥା ହେବା ପରେ ବିଜେଡି ସମର୍ଥନ…

୮୦ ଜଣ ବ୍ୟକ୍ତିଙ୍କୁ ଖାଇଥିଲା ଓସାମା !

କମ୍ପାଲା: ଉଗାଣ୍ଡାରେ ଓସାମା ଆତଙ୍କ ସୃଷ୍ଟି କରିଥିଲା । ୧୯୯୧ରୁ ୨୦୦୫ ମଧ୍ୟରେ ଓସାମା ୮୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଖାଇଥିଲା । ଆମେ ଆତଙ୍କବାଦୀ ଓସାମା ବିନ ଲାଡେନଙ୍କ କଥା କହୁ ନାହିଁ । ଏହି ଓସାମା ହେଲା ଏକ ବିଶାଳକାୟ କୁମ୍ଭୀର । ହ୍ରଦ କୂଳରେ ଛପି କରି ଏହା ରହିଥାଏ, ଆଉ ସେ ସମୟରେ…

ରାଷ୍ଟ୍ରପତି ନିର୍ବାଚନ: ଦ୍ରୈାପଦୀ ମୁର୍ମୁଙ୍କ ପ୍ରାର୍ଥୀତ୍ବ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍

ଓଡ଼ିଶା ସମ୍ବାଦ ବ୍ୟୁରୋ:  ରାତି ପାଇଲେ ରାଷ୍ଟ୍ରପତି ନିର୍ବାଚନ । ଏଥର ନିର୍ବାଚନରେ ଏନଡିଏ ଏବଂ ୟୁପିଏ ପ୍ରାର୍ଥୀଙ୍କ ମଧ୍ୟରେ ନିର୍ଚାଚନ ହେବ । ଭୋଟ ଦେବେ ସାଂସଦ ଏବଂ ବିଧାୟକ । ତେବେ ସରକାରୀ ଦଳର ପ୍ରାର୍ଥୀ ଚୟନ କୁ ନେଇ ଏବେ ସାରା ଭାରତରେ ଚର୍ଚା ହେଉଛି । ଏହାବି କୁହାଯାଉଛି ଦ୍ରୈାପଦୀ…

ଚାଇନାର ୩ ଜଣ ସାଇବର ଲୁଟେରାଙ୍କ ନାଁରେ ଲୁକ୍ ଆଉଟ୍ ସର୍କୁଲାର ଜାରି

ଭୁବନେଶ୍ବର: ଚାଇନାର ୩ ଜଣ ସାଇବର ଲୁଟେରାଙ୍କ ନାଁରେ ଲୁକ୍ ଆଉଟ୍ ସର୍କୁଲାର ଜାରି ହୋଇଛି। ଇଓଡବ୍ଲୁର ଅନୁରୋଧ କ୍ରମେ ବ୍ୟୁରୋ ଅଫ୍ ଇମିଗ୍ରେସନ ପକ୍ଷରୁ ଏହି ସର୍କୁଲାର ଜାରି  ହୋଇଥିବା ଜଣାଯାଇଛି। ଚାଇନାର ଠକମାନେ ବେଆଇନ ଡିଜିଟାଲ ଲୋନ୍ ଆପ୍ ମାଧ୍ୟମରେ ଲୋକଙ୍କୁ ଠକୁଥିବା ନେଇ ଅଭିଯୋଗ…

ବିରୋଧୀ ମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା , ମାର୍ଗାରେଟ ଆଲଭାଙ୍କ ନାମରେ ମୋହର

ଦିଲ୍ଲୀ : ବିରୋଧୀ ମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରାଯାଇଛି , ମାର୍ଗାରେଟ ଆଲଭାଙ୍କ ନାମରେ ମୋହର ମାରିଲେ ବିରୋଧୀ ମେଣ୍ଟ । ରାଷ୍ଟ୍ରପତି ପ୍ରାର୍ଥୀ ପରେ ଗତକାଲି ଏନଡିଏ ତରଫରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ପଶ୍ଚିମବଙ୍ଗର ରାଜ୍ୟପାଳ ଜଗଦୀପ ଧନଖେଡଙ୍କ ନାମ ଘୋଷଣା କରାଯାଇଥିଲା…

ପୁଣି ଇଣ୍ଡିଗୋ ବିମାନରେ ଅଘଟଣ । ଶାରଜାହରୁ ହାଇଦ୍ରାବାଦ ଆସୁଥିବା ବିମାନ କରାଚୀରେ ଜରୁରୀ ଅବତରଣ

ଦିଲ୍ଲୀ : ବିମାନସେବାରେ ବାରମ୍ବାର ତୃଟି  । ଗତକାଲି ଇଣ୍ଡିଗୋ ବିମାନରେ ଏକ ଅଘଟଣ ଦେଖିବାକୁ ମିଳିଥିବା ବେଳେ ୨୪ ଘଣ୍ଟା ନପୁରୁଣୁ ପୁଣି ଇଣ୍ଡିଗୋ ବିମାନକୁ ଜରୁରୀ ଅବତରଣ କରିବାକୁ ପଡିଛି । ହାଇଦ୍ରାବାଦରୁ ଶାରଜାହ ଯାଉଥିବା ଇଣ୍ଡିଗୋ ବିମାନରେ ତୃଟି ଦେଖାଦେବାରୁ ବିମାନଟିକୁ କରାଚୀରେ…

ଦ୍ରୈାପଦୀ ମୁର୍ମୁଙ୍କୁ ମୂର୍ତ୍ତି ସହ ତୁଳନା କଲେ ତେଜସ୍ବୀ ଯାଦବ

ଓଡ଼ିଶା ସମ୍ବାଦ ବ୍ୟୁରୋ: ରାଷ୍ଟ୍ରପତି ଭବନରେ ଆମକୁ ମୂର୍ତ୍ତିର ଆବଶ୍ୟକତା ନାହିଁ । ଏଭଳି ବିବାଦୀୟ  ବକ୍ତବ୍ୟ ଦେଇଛନ୍ତି ତେଜସ୍ବୀ ଯାଦବ । ସେ କହିଛନ୍ତି ଯଶୋବନ୍ତଙ୍କ କଥା ଆପଣମାନେ ଶୁଣୁଛନ୍ତି । ତାଙ୍କ ପ୍ରେସ ରିଲିଜ ଆପଣମାନେ ପଢ଼ୁଛନ୍ତି । କିନ୍ତୁ ସରକାରୀ ଦଳର ପ୍ରାର୍ଥୀଙ୍କ କିଛି କଥା…

ଆଜି ନିଟ୍‌ ୟୁଜି ପରୀକ୍ଷା

ଓଡ଼ିଶା ସମ୍ବାଦ: ଆଜିଠୁ ଦେଶର ବିଭିନ୍ନ ମେଡିକାଲ୍‌ କଲେଜରେ ଏମ୍‌ବିବିଏସ୍‌ ଓ ବିଡିଏସ୍‌ ଡିଗ୍ରୀରେ ନାମଲେଖା ପାଇଁ ନ୍ୟାସନାଲ୍‌ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ନିଟ୍‌) ୟୁଜି ପରୀକ୍ଷା ହେବ । ଚଳିତବର୍ଷ ୧୮ ଲକ୍ଷ ୭୨ ହଜାର ୩୨୯ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଗତବର୍ଷ ତୁଳନାରେ…

ଆସାମରେ ବଢ଼ୁଛି ଜାପାନିଜ ଏନସେଫାଲାଇଟିସ ଆତଙ୍କ, ଗୋଟିଏ ମାସରେ ନେଲାଣି ୨୭ ଜୀବନ

ଗୌହାଟି: ଶନିବାର ଆସାମରେ ଜାପାନିଜ ଏନସେଫାଲାଇଟିସରେ ଆଉ ଚାରି ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ, ଏହି ରୋଗ ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ଚଳିତ ମାସରେ ୨୭କୁ ବୃଦ୍ଧି ପାଇଛି। ଜାତୀୟ ସ୍ୱାସ୍ଥ୍ୟ ଆୟୋଗ ଶନିବାର ଏହି ସୂଚନା ଦେଇଛନ୍ତି। ଶନିବାର ରାଜ୍ୟରେ ନଅଟି ନୂଆ ମାମଲା…